Home Archive by category Odisha News (Page 284)

Odisha News

Odisha News
ପୁରୀ, ୪/୫ : ଶ୍ରୀମନ୍ଦିର ଦଇତାପତି ନିଯୋଗ ସେବାୟତ ରାମକୃଷ୍ଣ ଦାସମହାପାତ୍ରଙ୍କୁ ରବିବାର ‌ନୋଟିସ୍ ଜାରି ହୋଇଛି। ଦୀଘାକୁ ଜଗନ୍ନାଥ ଧାମ ପ୍ରସଙ୍ଗରେ ବିଭ୍ରାନ୍ତି ସୃଷ୍ଟି, ଶ୍ରୀମନ୍ଦିରର ଗାରିମା କ୍ଷୁର୍ଣ୍ଣ ଅଭିଯୋଗରେ ଶ୍ରୀମନ୍ଦିର ପ୍ରଶାସନ ନୋଟିସ୍ ଜାରି କରିଛି।ଆଗାମୀ ୭ ଦିନ ଭିତରେ ଏହାର କୈଫୟତ ଦାଖଲ କରିବାକୁ ନିର୍ଦ୍ଦେଶ ହୋଇଛି। ସନ୍ତୋଷଜନକ ଉତ୍ତର ନଦେଲେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି। ଏଥି ସହିତ ୧୯୫୫ Continue Reading
Odisha News
ଗଞ୍ଜାମ,୪/୫ : ଗଞ୍ଜାମ ପୋଲିସକୁ ମିଳିଛି ବଡ଼ ସଫଳତା । ବିଭିନ୍ନ ସ୍ଥାନରେ ଚଢାଉ କରି ୧୮ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଏହାସହିତ ସେମାନଙ୍କ ନିକଟରୁ ୧୭ଟି ବନ୍ଧୁକ, ୧୬ଟି ମୋବାଇଲ୍‌, ୬୬ଟି ଅଫୁଟା ଗୁଳି ଓ ୪ଟି ଖୋକା ଜବତ ହୋଇଛି ।ସୂଚନା ଅନୁଯାୟୀ, ରବିବାର ଗଞ୍ଜାମ ପୋଲିସ ଜିଲ୍ଲାର ଆସିକା, ଶେରଗଡ଼, କୋଟିନଡ଼ା, ଭଞ୍ଜନଗର, ପୋଲସରା, ଚମାଖଣ୍ଡି ଅଞ୍ଚଳର ବିଭିନ୍ନ ସ୍ଥାନରେ ଚଢାଉ କରିଥିଲେ ।ଯେଉଁଥିରେ ୧୮ ଜଣ ଅପରାଧୀଙ୍କୁ […]Continue Reading
Odisha News
ରାୟଗଡ଼ା,୪/୫: ରାୟଗଡ଼ା ସହର ମଧ୍ୟ ଦେଇ ଯାଇଥିବା ୩୨୬ ନଂ ଜାତୀୟ ରାଜପଥରେ ରହିଥିବା ପୁରୁଣା ତଥା ଏକମାତ୍ର ଫ୍ଲାଏ ଓଭର ଉପରେ ଭାରସାମ୍ୟ ହରାଇ ତଳକୁ ଓଲଟି ପଡ଼ିଛି ଏକ ଟ୍ୟାଙ୍କର। ଏହି ଟ୍ୟାଙ୍କର ଓଲୋଟି ପଡ଼ିବାରୁ ଫ୍ଲାଏ ଓଭରର ପାର୍ଶ୍ୱ ପାଚେରି ଭାଙ୍ଗି ଯାଇଛି। ତେବେ ତଳେ ବେଆଇନ ଭାବେ ବସିଥିବା ବଜାର ସମ୍ପୂର୍ଣ୍ଣ। ନଷ୍ଟ ହୋଇଯାଇଥିବା ବେଳେ ଧନଜୀବନ ସୁରକ୍ଷିତ ରହିଛି। ଟ୍ୟାଙ୍କର ଓଲଟି ପଡ଼ିବା ପରେ ଡ୍ରାଇଭର ସେଠାରୁ ଫେରାର ହୋଇଯାଇଥିବା […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୪/୫ : ଫଟୋ ସ୍ମୃତିଚାରଣର ପ୍ରତିଚ୍ଛବି । ଭାବାବେଗ, ସୃଜନଶୀଳତା ଏବଂ ନୂତନ କଳ୍ପନାର ପ୍ରତୀକ । ଏହି ବାର୍ତ୍ତାକୁ ବାଣ୍ଟିବା ଉଦ୍ଦେଶ୍ୟରେ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ‘ବିଶ୍ୱ ପ୍ରେସ ଦିବସ’ ଅବସରରେ ଆୟୋଜିତ ହୋଇଯାଇଛି ଦୁଇଦିନିଆ ରାଜ୍ୟ ସ୍ତରୀୟ ଫଟୋ ପ୍ରଦର୍ଶନୀ – ୨୦୨୫।ଭୁବନେଶ୍ୱର ସାମ୍ବାଦିକ ସଂଘ ପକ୍ଷରୁ ଆୟୋଜିତ ଏହି ଫଟୋ ପ୍ରଦର୍ଶନୀକୁ ବରିଷ୍ଠ ବିଜେପି ନେତା ଜଗନ୍ନାଥ ପ୍ରଧାନ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୪/୫ : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ଜିଲ୍ଲାମୁଖ୍ୟ ଚିକିତ୍ସା ଅଧିକାରୀ ,ଜିଲ୍ଲା ଶିକ୍ଷା ଅଧିକାରୀ, ମୁଖ୍ୟ ଜିଲ୍ଲା କୃଷି ଅଧିକାରୀଙ୍କ କାର୍ଯ୍ୟାଳୟ କୁ ନେଇ ଶିକ୍ଷା, ସ୍ୱାସ୍ଥ୍ୟ ଓ ଗମନାଗମନ, କୃଷି ଏବଂ ଅତ୍ୟାବଶ୍ୟକ ସେବା ବିଭାଗରେ ଓସ୍ଵାସ ମାଧ୍ୟମରେ ନଥିକାର୍ଯ୍ୟ ସମ୍ପାଦିତ କରାଯିବା ନେଇ ଏକ ପ୍ରସ୍ତୁତି ବୈଠକ ଓଡ଼ିଶା କମ୍ପ୍ୟୁଟର ଆପ୍ଲିକେସନ୍ ସେଣ୍ଟର (ଓକାକା) ଭୁବନେଶ୍ୱର ଓସ୍ୱାସ୍ ର Continue Reading
Odisha News
ବରଦା ପ୍ରସନ୍ନ ଦାସଙ୍କ ରିପୋର୍ଟକଟକ,୪/୫ : ଦିଲ୍ଲୀ ଉତ୍କଳ ଅସ୍ମିତା ଓ କଟକ ଥିଙ୍କର୍ଶ କ୍ଲବ ର ୧୧୮ ତମ ଆଭାଶୀ ଆଲୋଚନା ମିଳିତ ଭାବେ ଆୟୋଜିତ ହୋଇଥିଲା ।ଏହାକୁ କଟକ ଅତିରିକ୍ତ ଜିଲ୍ଲାପାଳ ଡ଼ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର ଶୁଭାରମ୍ଭ କରି କହିଲେ ଯେ ବୁଦ୍ଧିଜୀବୀ ମାନଙ୍କୁ ନେଇ ବିଶ୍ଵ ଓଡ଼ିଆ ମାନଙ୍କ ମଧ୍ୟରେ ଆୟୋଜିତ ବିଭିନ୍ନ ବିଷୟରେ ଏହି ଆଲୋଚନାକୁ ଅଧିକ ଲୋକାଭିମୁଖୀ କରାଯିବା ଉଚିତ । ବହୁସଂଖ୍ୟାରେ ଆଗ୍ରହୀ ଲୋକେ ଏଥିରେ ଅଂଶ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨/୫: ଯାଜପୁର ଅଞ୍ଚଳର ଲବ୍ଧପ୍ରତିଷ୍ଠିତ ‘ଅଖିଳଚକ୍ର-ଓଡ଼ିଶା’ ପକ୍ଷରୁ ଖୋର୍ଦ୍ଧା ପଞ୍ଚାୟତ ସମିତି ଅନ୍ତର୍ଗତ ବାଜପୁର ଗ୍ରାମକୁ ଶୁକ୍ରବାର ‘ସାରସ୍ବତ ତୀର୍ଥକ୍ଷେତ୍ର’ ମାନ୍ୟତା ପ୍ରଦାନ କରାଯାଇଛି।ମହାନ୍ ସ୍ବାଧୀନତା ସଂଗ୍ରାମୀ, କବିଗୋୖରବ ପଣ୍ଡିତ ନାରାୟଣ ମିଶ୍ରଙ୍କ ୫୭ ତମ ବଳିଦାନ ଦିବସ ଅବସରରେ ଆୟୋଜିତ ସମାରୋହରେ ଏହି ମାନ୍ୟତା ପ୍ରଦାନ କରାଯାଇଛି। ଫଳରେ ଏଥିନେଇ ପଞ୍ଚାୟତବାସୀଙ୍କ ମଧ୍ୟରେ ଆନନ୍ଦର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟକନ୍ଧମାଳ, ୨/୫ : ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଫଳ ଶୁକ୍ରବାର ପ୍ରକାଶ ପାଇଛି। ଚଳିତ ବର୍ଷ ଛାତ୍ରଙ୍କୁ ପଛରେ ପକାଇ ବାଜି ମାରିଛନ୍ତି ଛାତ୍ରୀ ।ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀ ସୁଶ୍ରୀ ସମ୍ପନ୍ନା ପଣ୍ଡା ଏ ୧ ଗ୍ରେଡ଼ ରେ ୬୦୦ ରୁ ୫୫୭ ନମ୍ବର ରଖି ୯୨. ୮୩% ରେ ସମଗ୍ର ଜିଲ୍ଲାରେ ତୃତୀୟ ସ୍ଥାନ ଅଧିକାର […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୨/୫: ଆଜି ମାଟ୍ରିକ ତଥା ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶିତ ହୋଇଛି । ତେବେ ଜିଲ୍ଲାରେ ପାସ ହାର ୯୭.୩୧ ପ୍ରତିଶତ ରହିଛି ।ଖୋର୍ଦ୍ଧା ଶିକ୍ଷା ଜିଲ୍ଲାରେ ୩୩୮ ବିଦ୍ୟାଳୟର ୨୬,୯୦୭ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଲାଗି ନାମ ପଞ୍ଜିକରଣ କରିଥିଲେ । ୨୩୦ ଜଣ ପରୀକ୍ଷା କେନ୍ଦ୍ରରେ ଅନୁପସ୍ଥିତ ଥିଲେ ।ତେବେ ଆଜି ୨୫୯୫୯ ଜଣଙ୍କ ପରୀକ୍ଷା ଫଳ ପ୍ରକାଶ ପାଇଛି। କିନ୍ତୁ ଏ ୧ ଗ୍ରେଡ୍ର ଚଳିତ ଥର […]Continue Reading
Odisha News
କଟକ,୨/୫: ଶୁକ୍ରବାର ପ୍ରକାଶ ପାଇଛି ମାଟ୍ରିକ ରେଜଲ୍ଟ। କଟକସ୍ଥିତ ବିଏସ୍‌ଇ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ପ୍ରକାଶ ପାଇଛି। ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରେଜଲ୍ଟ ପୁସ୍ତିକା ଉନ୍ମୋଚନ କରିଛନ୍ତି । ଚଳିତବର୍ଷ ପାସ୍ ହାର ରହିଛି ୯୪.୯୩%। ତେବେ ପୁଅଙ୍କ ତୁଳନାରେ ଝିଅଙ୍କ ପାସ୍ ହାର ଅଧିକ ରହିଥିବା ମନ୍ତ୍ରୀ କହିଛନ୍ତି। ସନ୍ଧ୍ୟା ୬ଟା ପରେ ଛୀତ୍ରୀଛାତ୍ର ବୋର୍ଡର ଅଫିସିଆଲ ଓ୍ବେବ୍‌ସାଇଟ www.bseodisha.ac.in ଏବଂ Continue Reading