Home Archive by category Odisha News (Page 285)

Odisha News

Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨/୫: ବଲାଙ୍ଗିର ଜିଲ୍ଲାରେ ରବି ଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସଲୱାରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ବଲାଙ୍ଗିର ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂ ଦେଓ,ମାନ୍ୟବର ଉପ ମୁଖ୍ୟମନ୍ତ୍ରୀ ଏବଂ ମାନ୍ୟବର କ୍ୟାବିନେଟ ମନ୍ତ୍ରୀ,ସ୍ୱାସ୍ଥ୍ୟଓ ପରିବାର କଲ୍ୟାଣଙ୍କ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨/୫ : ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲ୍ଲା କୃଷି ବିଭାଗ ଆନୁକୁଲ୍ୟରେ ସ୍ଥାନୀୟ ଲର୍କିପାଲି ସ୍ଥିତ ରାଜେନ୍ଦ୍ର ଏକ୍ସପେରିମେଣ୍ଟାଲ କୃଷି ଫାର୍ମ ଠାରେ ଜିଲ୍ଲାସ୍ତରୀୟ ଅକ୍ଷୟତୃତୀୟା ଏବଂ କୃଷକ ଦିବସ ତଥା ଅକ୍ଷି ମୁଠି ଅନୁକୂଳ ପର୍ବ ପାଳିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ ପୌରୋହିତ୍ୟ କରି ଭୂମିପୂଜନ ଓ ପାରମ୍ପାରିକ ପୂଜାର୍ଚନା ପରେ କ୍ଷେତ ରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୫ : ଗୁରୁବାର ଅପରାହ୍ନ ୫ ଘଟିକା ସମୟରେ ଜ଼ିଲ୍ଲପାଳଙ୍କ ସଦଭାବନା ଗୃହ ରେ ଅନ୍ତର୍ଜାତୀୟ ଶ୍ରମିକ ଦିବସ ପାଳିତ ହୋଇଯାଇଛି ।ସଭା ଆରମ୍ଭ ରେ ଭାରପ୍ରାପ୍ତ ଜ଼ିଲ୍ଲା ଶ୍ରମ ଅଧିକାରୀ କନ୍ୟାକୁମାରୀ ସାହୁ ସରକାରଙ୍କ ବିଭିନ୍ନ ସ୍କିମ ଉପରେ ନିୟମାବଳୀ, ଶ୍ରମିକ ମାନଙ୍କ ପଞ୍ଜିକରଣ, ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା, ଅଣସଂଗଠିତ ସାମାଜିକ ସୁରକ୍ଷା ଆଇନ, ପ୍ରବାସୀ ଶ୍ରମିକ ଆଇନ, ସର୍ବନିମ୍ନ ମଜୁରୀ ଆଇନ, ଶିଶୁ ଶ୍ରମିକ Continue Reading
Odisha News
ପ୍ରତ୍ୟେକ ବର୍ଷ ଭାରତ ସମେତ ସମଗ୍ର ବିଶ୍ୱରେ ମେ’ ୧ ତାରିଖକୁ ଆନ୍ତର୍ଜାତୀୟ ଶ୍ରମିକ ଦିବସ ଭାବରେ ପାଳନ କରାଯାଏ । ଭାରତରେ ୧୯୨୩ ମସିହା ଠାରୁ ଶ୍ରମିକ ଦିବସକୁ ଭିନ୍ନଭିନ୍ନ ନାମରେ ଯଥା ଶ୍ରମିକ ଦିବସ, ଆନ୍ତର୍ଜାତୀୟ ଶ୍ରମିକ ଦିବସ ଓ ମଇ ଦିବସ ଭାବରେ ମଧ୍ୟ ପାଳନ କରାଯାଇଆସୁଅଛି ମେ’ ୧ ତାରିଖ ବିଶ୍ୱର ଶ୍ରମିକ ଏବଂ ଶ୍ରମିକ ସାମାଜିକ ଶ୍ରେଣୀକୁ ଉତ୍ସର୍ଗୀକୃତ ଅଛି । ଚୀନ୍‌, ଟାଜାଂନିଆ, ଜିମ୍ବାୱେ, ଦକ୍ଷିଣ ଆଫ୍ରିିକା ଓ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୩୦/୪ : ଆଜି ହେଉଛି ପବିତ୍ର ଅକ୍ଷୟ ତୃତୀୟା,ମାଟି ମାଆ ର ପୂଜା ଚାଷୀ କରି ତା ବୁକୁରେ ଲଙ୍ଗଳ ଯୋଚି ବିହନ ବୁଣି ଚାଷ କାର୍ଯ୍ୟ ଆରମ୍ଭ କରେ।ଚାଷୀ ଖରା, ବର୍ଷା, ଶୀତ, କାକର ସହି ଦୁନିଆକୁ ଆହାର ଯୋଗାଇ ସମସ୍ତଙ୍କ ମୁହଁରେ ହସ ଫୁଟାଇଥାଏ। ଏଣୁ ଚାଷୀ ଓ ତା ପରିବାରକୁ ସମ୍ମାନ ଦେବା ରାଷ୍ଟ୍ରର ପରମ କର୍ତ୍ତବ୍ୟ ଅଟେ। ଏହାକୁ ଭିତ୍ତିକରି ଆଜି କେନ୍ଦ୍ର ଓ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୩୦/୪: ପ୍ରଧାନମନ୍ତ୍ରୀ ଧରିତ୍ରୀ ଆବା ଜନଜାତୀୟ ଗ୍ରାମ ଉତ୍କର୍ଷ ଅଭିଯାନ ଯୋଜନାରେ ଖୋର୍ଦ୍ଧା ବ୍ଲକର ୩ଟି ଗ୍ରାମରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ୨୫ ଟି ସରକାରୀ ଯୋଜନା ତୁରନ୍ତ କାର୍ଯ୍ୟକାରୀ କରାଯିବ ।ଏନେଇ ଆଜି ଖୋର୍ଦ୍ଧା ବ୍ଲକ ଅନ୍ତର୍ଗତ ବ୍ରହ୍ମପୁରା ଗ୍ରାମରେ ଏକ ଜରୁରୀ ଗ୍ରାମସଭା ଅନୁଷ୍ଠିତ ହୋଇଯାଇଛି । ଖୋର୍ଦ୍ଧା,ଗୋଷ୍ଠୀ ଉନ୍ନୟନ ଅଧିକାରୀ କ୍ଷୀରାବ୍ଧୀ ତନୟା ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୦/୪ : ସୋମବାର ଅପରାହ୍ନ ୪.୦୦ ଘଟିକା ସମୟରେ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହରେ ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ପ୍ରଥମ ଜିଲ୍ଲା ସ୍ତରୀୟ ଷ୍ଟିରିଙ୍ଗ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏହି ସଭାର ମୂଳ ଉଦ୍ଦେଶ୍ୟ ଥିଲା ଭାରତ ସରକାରଙ୍କ ଦ୍ଵାରା ଗତ ଜୁଲାଇ ୦୧, ୨୦୨୪ ମସିହା ରୁ ଆଗତ ନୂତନ ଫୌଜଦାରୀ ନିୟମାବଳୀ (ନୂଆ କ୍ରିମିନାଲ ନିୟମ) ର ସଫଳ ରୂପାୟନ Continue Reading
Odisha News
ଭୁବନେଶ୍ୱର,୨୯/୪ : ଓଡିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)୨୦୨୫ ମେ ୨ ତାରିଖରୁ ଆରମ୍ଭ ହେବ। ୧୨ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ପରୀକ୍ଷା ପାଇଁ ଓଜେଇଇ ପକ୍ଷରୁ କାର୍ଯ୍ୟସୂଚୀ ବିଜ୍ଞପ୍ତି ପ୍ରକାଶ ପାଇଛି। ଛାତ୍ରୀଛାତ୍ର କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ(ସିବିଟି) ମୋଡ୍‌ରେ ପରୀକ୍ଷା ଦେବେ। ଚଳିତବର୍ଷ ୩ଟି ସିପ୍ଟରେ ପରୀକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଥମ ସିପ୍ଟ ପରୀକ୍ଷା ସକାଳ ୮ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ ପର୍ଯ୍ୟନ୍ତ ଚାଲିବ। ସେହିପରି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୯/୪: ସୋମବାରସକାଳ ୭ ଘଟିକା ସମୟରୁ ପୂର୍ବାହ୍ନ ୧୦ ଘଟିକା ପର୍ଯ୍ୟନ୍ତ ଖୋର୍ଦ୍ଧା ସଦର ବ୍ଲକ ଅନ୍ତର୍ଗତ, ବରସାହି ଗ୍ରାମ ପଂଚାୟତ ସଭାଗୃହ ଠାରେ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରା଼ଣା ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀମତୀ ସାଗରିକା ନାଥଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରକୁ ଜିଲ୍ଲାପାଳ ଶ୍ରୀ ଚଞ୍ଚଳ ରାଣା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ବିଗ୍ରହ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୮/୪: (ସୋମବାର )ସକାଳ ୭ ଘଣ୍ଟା ସମୟରେ ବୌଦ୍ଧ ନୂଆସାହି ଛକ ନିକଟରେ ଥିବା ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ପ୍ରତିମୁର୍ତ୍ତିରେ ତାଙ୍କ ଜନ୍ମ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛି ଜିଲ୍ଲା ପ୍ରଶାସନ ।ସମବାୟ ବିଭାଗ ପକ୍ଷରୁ ଆୟୋଜିତ ଜୟନ୍ତୀ କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ Continue Reading