Home Archive by category Odisha News (Page 286)

Odisha News

Odisha News
ଭୁବନେଶ୍ୱର,୨୮/୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଦେଶର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି।ଦିଲ୍ଲୀ, କୋଲକାତା, ଚେନ୍ନାଇରେ ସୁରକ୍ଷା ବ୍ୟବସ୍ଥାକୁ ବିଶେଷ ଗୁରୁତ୍ୱ ଦିଆଯାଉଛି। ସବୁ ଷ୍ଟେଶନରେ ଫ୍ଳାଗ ମାର୍ଚ କରିବା ସହ ଲୋକଙ୍କୁ ସତର୍କ କରାଯାଉଛି।ଏଭଳି ସ୍ଥିତିରେ ଭୁବନେଶରରେ ରେଳ ଷ୍ଟେଶନରେ ସୋମବାର ଆର୍‌ପିଏଫ୍ ପକ୍ଷରୁ ଫ୍ଳାଗ ମାର୍ଚ୍ଚ କରାଯିବା ସହ ଲୋକଙ୍କୁ ସଚେତନ କରାଯାଉଛି। Continue Reading
Odisha News
ବରଦା ପ୍ରସନ୍ନ ଦାସଙ୍କ ରିପୋର୍ଟକଟକ, ୨୮/୪ : ମସଜିଦ ବା ଗିର୍ଜା,ଦେବାଳୟ ବା ବିଦ୍ୟାଳୟ ଗଲେ ଆଧ୍ୟାତ୍ମିକତା ମିଳେ ନାହିଁ ଏହା ନିଜ ଘରେ ସ୍ୱକୀୟ ଉପଲବ୍ଧି ରେ ଅନୁଭବ କରିହୁଏ ।ମନୀଷୀ ମନୋଜ ଦାସ ଙ୍କ ୫ ମ ଶ୍ରାଦ୍ଧ ଦିବସ ଉପଲକ୍ଷେ ଦିଲ୍ଲୀ ଉତ୍କଳ ଅସ୍ମିତା ସହଯୋଗରେ ଥିଙ୍କର୍ସ କ୍ଲବ ର ୧୧୭ ତମ ଆଭାସୀ ଆଲୋଚନା ଅନୁଷ୍ଠିତ ହୋଇଯାଇଛି ।ପ୍ରଫେସର ମଣୀନ୍ଦ୍ର କୁମାର ମେହେର ,ଅଧ୍ୟକ୍ଷ ଛାୟକ୍ଷକକ୍ଷନ୍ତ ଷଡ଼ଙ୍ଗୀ ଓ ପ୍ରାଧ୍ୟାପିକା ବିଜୟିନୀ […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨୮/୪ : ବଲାଙ୍ଗିର ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଆନୁକୁଲ୍ୟରେ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ କକ୍ଷ ଠାରେ ବିଶ୍ଵ ମ୍ୟାଲେରିଆ ଦିବସ ପାଳିତ ହୋଇଯାଇଛି।ଏହି ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ସଚେତନତା ସଭାରେ ମୁଖ୍ୟ ଅତିଥି ରୂପେ ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ପବିତ୍ର ବେହେରା,ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ରମେଶ ଚନ୍ଦ୍ର ସାହୁ ଙ୍କ ଅଧ୍ୟକ୍ଷତା ରେ ମ୍ୟାଲେରିଆ ଭଳି ରୋଗକୁ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୭/୪: ଖୋରଧା ଜିଲ୍ଲା ପ୍ରେସକ୍ଲବର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ସ୍ଥାନୀୟ ସାମ୍ବାଦିକ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ପ୍ରେସକ୍ଲବର ସଭାପତି ଶୁଭ୍ରାଂଶୁ ରଞ୍ଜନ ସାମନ୍ତରାୟଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ବୈଠକରେ ଜାମ୍ମୁ କାଶ୍ମୀର ପହଲଗ୍ରାମରେ ଆତଙ୍କବାଦୀ ଆକ୍ରମଣରେ ସହିଦ ହୋଇଥିବା ପର୍ଯ୍ୟଟକ ମାନଙ୍କ ନିମନ୍ତେ ଦୁଇ ମିନିଟ ନିରବ ପ୍ରାଥନା କରାଯିବା ସହିତ ଏଭଳି ଘଟଣାର ଦୃଢ଼ ନିନ୍ଦା କରାଯାଇଥିଲା Continue Reading
Odisha News
ବେଗୁନିଆପଡା,୨୭/୪ : ପୁଣି ଅଶାନ୍ତ ହେଲା ଗଞ୍ଜାମ। ଜିଲାରୂ ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେରବିବାର ଦୁଇ ଭାଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି। ପୂର୍ବ ଶତ୍ରୁତାରୁ ସେମାନଙ୍କୁ ପିଟିପିଟି ହତ୍ୟା କରିବା ପରେ ଜାଳି ଦେବାକୁ ଚେଷ୍ଟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତକ ଦୁଇ ଭାଇ ସୁମୁଣ୍ଡଳ ଗାଁର ସଞ୍ଜୟ ବାରିକ(ବଡ) ଓ ଅଜୟ ବାରିକ(ସାନ)। ଘଟଣା ସ୍ଥଳରେ ବେଗୁନିଆପଡ଼ା ପୋଲିସ, ପୁରୁଷୋତ୍ତମପୁର ଏସଡିପିଓ ପହଞ୍ଚି ଘଟଣାର ଛାନଭିନ ଆରମ୍ଭ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୭/୪ : ପିଲା ଦିନରୁ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ ସୁଖ, ପ୍ରାଚୁର୍ଯ୍ୟ ରାଜକୀୟ ଐଶୂର୍ଯ୍ୟ ଛାଡ଼ି ସାଧାରଣ ଲୋକଙ୍କ ସହ ମିଶନ୍ତି । ଲୋକଙ୍କ ସମସ୍ୟା କଣ ଅଛି ସେ ସମ୍ବନ୍ଧରେ ଅବଗତ ହୁଅନ୍ତି । ଓଡ଼ିଶାକୁ ସମ୍ବୃଦ୍ଧ ରାଜ୍ୟ ଗଢିବାରେ ଉତ୍କଳମଣି ଗୋପବନ୍ଧୁ, ମଧୁସୂଦନ ଦାସ ଏବଂ ଫକୀରମୋହନ ସେନାପତିଙ୍କ ସହ ଉତ୍କଳ ସମ୍ମିଳନୀରେ ସେ ପ୍ରମୁଖ ଓ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରି ୧ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୭/୪: ଆଜି ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲ୍ଲାସ୍ତରୀୟ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳିତ ହୋଇଯାଇଛି ।ମୁଖ୍ୟ ଅତିଥ୍ୟ ଭାବେ ଇଂ. ଦେବାଶିଷ ପଟ୍ଟନାୟକ, ଅଧ୍ୟକ୍ଷ, ଜିଲ୍ଲା ପରିଷଦ, ନୟାଗଡ, ଜିଲ୍ଲାର ବୁଦ୍ଧିଜୀବୀ, ସାମ୍ବାଦିକ, ବିଭିନ୍ନ ପଦାଧ୍ୟାକାରୀ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।କାର୍ଯ୍ୟକ୍ରମର ପ୍ରାରମ୍ଭରେ ଶ୍ରଦ୍ଧାସୁମନ ଅର୍ପଣ କରାଯାଇଥିଲା । ଏହା ପରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୭/୪ : ଆଜି ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ନିଜ ନିର୍ବାଚ଼ନ ମଣ୍ଡଳୀ‌‌ ଚିଲିକା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ।ଏହି ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡ଼ିକ ହେଲା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ୫୧୭.୨୬ ଲକ୍ଷ ଟଙ୍କା ଅଟକଳ ବ୍ୟୟରେ \”ହଜ‌ ଠାରୁ ଦୀନବନ୍ଧୁପୁର ଭାୟା କାଲୁନିଆରୀ ଓ ଗମେଇ ରାସ୍ତା ନିର୍ମାଣ Continue Reading
Odisha News
ବଲାଙ୍ଗୀର, ୨୬/୪: ପହଲଗାମ ଆକ୍ରମଣ ପରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟ ସରକାରଙ୍କୁ ପାକିସ୍ତାନୀ ନାଗରିକଙ୍କୁ ତଡ଼ିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହା ପରେ ଓଡ଼ିଶା ସରକାର ସମସ୍ତ ପାକିସ୍ତାନୀଙ୍କୁ ଦେଶ ଛାଡ଼ିବାକୁ ନୋଟିସ୍ ଦେବା ପ୍ରକ୍ରିୟା ଆରମ୍ଭ କରି ଦେଇଛନ୍ତି । କିନ୍ତୁ ଦୀର୍ଘ ୩୫ ବର୍ଷ ହେଲା ବଲାଙ୍ଗୀରରେ ବିବାହିତ ହୋଇ ରହିଥିବା ସାରଦା କୁକ୍ରେଜା ଚିନ୍ତିତ ହୋଇ ପଡ଼ିଛନ୍ତି । ବଲାଙ୍ଗୀରେ ପୁରା ପରିବାର ରହୁଥିବାବେଳେ ସେ କେବେବି ପାକିସ୍ତାନ ଯାଇ Continue Reading
Odisha News
ଦିଗପହଣ୍ଡି,୨୬/୪: ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମଶରେ ଘଟିଛି ଲଜ୍ଜାଜନକ ତଥା ହୃଦୟ ବିଦାରକ ଘଟଣା। ଶୁକ୍ରବାର ସନ୍ଧ୍ୟାରୁ ନିଖୋଜ ଥିବା ଜଣେ ୪ ବର୍ଷର ଶିଶୁକନ୍ୟାଙ୍କ କ୍ଷତାକ୍ତ ମୃତଦେହକୁ ଶନିବାର ସକାଳେ ପାଟପୁର ପୋଲିସ ଜବତ କରି ଛାନ୍‌ଭିନ୍ ଚଳାଇଛି।ତାଙ୍କୁ ବଳାତ୍କାର ପରେ ଜଘନ୍ୟ ଭାବେ ହତ୍ୟା କରାଯାଇଥିବା ଗ୍ରାମବାସୀ ପୋଲିସକୁ କହିଛନ୍ତି। ମୃତକ ଜଣକ ହେଲେ ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମର ଅଶୋକ ସ୍ବାଇଁଙ୍କ ଶିଶୁକନ୍ୟା। ଅଶୋକ Continue Reading