Home Archive by category Odisha News (Page 289)

Odisha News

Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୩/୪: (ମଙ୍ଗଳବାର) ଅପରାହ୍ନ ଘ. ୪.୩୦ ମି. ସମୟରେ ବିଶ୍ବ ଧରିତ୍ରୀ ଦିବସ ଅବସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଜ଼ିଲ୍ଲା ସଂଗ୍ରହାଳୟ ପରିସରରେ ବୃକ୍ଷ ରୋପଣ ର ଶୁଭାରମ୍ଭ ପରେପରେ ଜିଲ୍ଲା ପରିଷଦ ପଂଚାୟତ ଭବନ ପରିସର, ଅତିରିକ୍ତ ଜିଲ୍ଲାପାଳଙ୍କ ବାସଭବନ, ଜ଼ିଲ୍ଲାପାଳ ଙ୍କ ରେସ ଅଫିସ ଆଦି ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜିଲ୍ଲାପାଳ Continue Reading
Odisha News
ଭୁବନେଶ୍ଵର, ୨୩/୪ : ରାଜ୍ୟରେ ବିଚାର ବ୍ୟବସ୍ଥା ଆହୁରି ସୁଦୃଢ଼ ହେବା । ବିଚାରବ୍ୟବସ୍ଥାକୁ ଅଧିକ କ୍ରୀୟାଶୀଳ ଏବଂ ତ୍ୱରାନ୍ୱିତ କରିବାକୁ ଗଠିତ ହୋଇଛି ୩ଟି ନୂଆ ସିଭିଲ୍ ଜଜ୍ କୋର୍ଟ ବା ଜୁନିୟର ଡିଭିଜନ୍ କୋର୍ଟ । ଏ ସଂକ୍ରାନୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ କରିବା ପରେ ବୁଧବାର ବିଜ୍ଞପ୍ତି ପ୍ରକାଶ ପାଇଛି ।ନୂତନ କରି ଗଠିତ ହୋଇଥିବା ସିଭିଲ୍ ଜଜ୍ କୋର୍ଟ ବାଲେଶ୍ୱର ଜିଲ୍ଲାର ବାଲିଆପାଳ, ସୁନ୍ଦରଗଡ ଜିଲ୍ଲାର ଲେଫ୍ରିପଡା […]Continue Reading
Odisha News
ଭୁବନେଶ୍ୱର, ୨୨/୪: ରାଜ୍ୟରେ ଆରମ୍ଭ ହୋଇଥିବା ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବୁଧବାରଠାରୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ବନ୍ଦ କରିବାକୁ ଓଡିଶା ସରକାର ନିଷ୍ପତି ନେଇଛନ୍ତି।Continue Reading
Odisha News
ନୂଆଦିଲ୍ଲୀ,୨୨/୪: ଜମ୍ମୁ-କାଶ୍ମୀରର ଅନନ୍ତନାଗ ଜିଲାର ପହଲଗାମ୍‌ରେ ମଙ୍ଗଳବାର ଆତଙ୍କବାଦୀଙ୍କ ଆକ୍ରମଣରେ ଓଡ଼ିଶାର ପ୍ରଶାନ୍ତ ଶତପଥୀ ନାମକ ଯୁବକ ମୃତ୍ୟୁ ବରଣ କରିଛନ୍ତି। ସେ ପତ୍ନୀ ପ୍ରିୟଦର୍ଶିନୀଙ୍କ ସହ ୮ ବର୍ଷର ପୁଅ ସହିତ ବୁଲିଯାଇଥିଲେ।ସୂଚନା ଅନୁଯାୟୀ, ଏହି ଆକ୍ରମଣରେ ଆତଙ୍କବାଦୀମାନେ ପର‌୍ୟ୍ୟଟକଙ୍କ ଉପରେ ଅତର୍କିତ ଗୁଳିଚାଳନା କରିଥିଲେ। ଗୁଳିମାଡ଼ରେ ୮ ଜଣ ପର୍ଯ୍ୟଟକ ଏବଂ ୨ ଜଣ ସ୍ଥାନୀୟ ବାସିନ୍ଦା ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ ଓ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୪: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ସମେତ ଆଖପାଖ ବିଭିନ୍ନ ଅଞ୍ଚଳରେ ଦିନକୁ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ମାର୍ଚ ପ୍ରଥମ ସପ୍ତାହରୁ ହିଁ ସବୁଦିନର ତାପମାତ୍ରା ୪୦ ଡିଗ୍ରୀରେ ପହଞ୍ଚିଥିବା ବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି ।ଫେବୃଆରୀ ମାସ ଶେଷ ସପ୍ତାହରୁ ତାପମାତ୍ରା ଅଚାନକ ବୃଦ୍ଧି ପାଇଥିବା ବେଳେ ମାର୍ଚ୍ଚ ମାସରେ କନ୍ଧମାଳ ଜିଲ୍ଲାର ଫୁଲବାଣୀ ସଦର, ବାଲିଗୁଡା, Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟ ଖୋର୍ଦ୍ଧା,୨୨/୪: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆସାମର ପ୍ରାକ୍ତନ ରାଜ୍ୟପାଳ ୰ଜାନକୀ ବଲ୍ଳଭ ପଟ୍ଟନାୟକଙ୍କର ୧୦ ଶ୍ରାଦ୍ଧବାର୍ଷିକୀ ସୋମବାର ଜାନକୀ ବଲ୍ଲଭ ସ୍କୃତି କମିଟି ତରଫରୁ ଖୋର୍ଦ୍ଧାସ୍ଥିତ ଜାନକୀବଲ୍ଲଭ ଉଦ୍ୟାନ ପରିସରରେ ପାଳିତ ହୋଇଯାଇଛି । ଜାନକୀ ବଲଭ ସ୍ମୃତି କମିଟି ସଭାପତି ସୌମ୍ୟରଞ୍ଜନ ପଟ୍ଟନାୟକ ସଭାପତିତ୍ୱରେ ଆୟୋଜିତ ସଭାରେ ଉତ୍ତର ଓଡ଼ିଶା ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ମେଜର କ୍ଷୀରୋଦ Continue Reading
Odisha News
ଭୁବନେଶ୍ୱର,୨୨/୪: ରାଜ୍ୟରେ ଅସହ୍ୟ ହେଉଛି ତାତି। ତେଣୁ କେବେ ସ୍କୁଲ ଛୁଟି ଘେଷଣା ହେବ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ବିପର‌୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ। ସେ କହିଛନ୍ତି, ଆସନ୍ତା ଦୁଇ ଦିନରେ ସ୍କୁଲ ବନ୍ଦ ନିଷ୍ପତ୍ତି ନିଆଯିବ ।ଆଗୁଆ ଖରା ଛୁଟି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦେଇଛି ବୋଲି ସେ କହିଛନ୍ତି।ରାଜ୍ୟରେ ଚଳିତବର୍ଷ ପ୍ରଥମ ଥର ପାଇଁ ୪୫ ଟପିଛି ତାତି। ଗତ ଦୁଇଦିନ ହେଲା ଝାରସୁଗୁଡା ରାଜ୍ୟର ଉତପ୍ତ ସହର ପାଲଟିଛି। Continue Reading
Odisha News
ଭୁବନେଶ୍ୱର,୨୨/୪ : ଏପ୍ରିଲ ୨୪ରେ ନୂଆ ରାସନ କାର୍ଡ ବଣ୍ଟନ କରିବେ ରାଜ୍ୟ ସରକାର । ପଞ୍ଚାୟତିରାଜ ଦିବସରେ ବଣ୍ଟାଯିବା ନେଇ ଯୋଗାଣମନ୍ତ୍ରୀ ସୂଚନା ଦେଇଛନ୍ତି ।ପୁରୀରେ ଏହାର ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ । ପର୍ଯ୍ୟାୟକ୍ରମେ ହିତାଧିକାରୀଙ୍କୁ ୫ ଲକ୍ଷ ୯୦ ହଜାର ନୂଆ ରାସନ କାର୍ଡ ବାଣ୍ଟିବେ ସରକାର । ଜିଲ୍ଲାପାଳ ମାନଙ୍କୁ ଆଜି ସୁଦ୍ଧା ନୂଆ କାର୍ଡ ପ୍ରସ୍ତୁତ କରିବାକୁ ଦିଆଯାଇଛି ନିର୍ଦ୍ଦେଶ ।ଅନ୍ୟପଟେ ଏବେ ବି ୨୫ ଲକ୍ଷ ହିତାଧିକାରୀ ଇ-କେଓ୍ବାଇସି Continue Reading
Odisha News
ଭୁବନେଶ୍ୱର,୨୨/୪: କଟକରେ ଦୁର୍ଘଟଣାରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟଣାରେ ଶୋକବ୍ୟକ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିସହ ସେ ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି।ପ୍ରକାଶ ଥାଉ କି, ମଙ୍ଗଳବାର ଭୋର୍ ସମୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ପିସିଆର୍ ସହିତ ବାଲି ବୋଝେଇ ହାଇଓ୍ବା ମୁହାଁମୁହିଁ ଧକ୍କା ହେବା ଫଳରେ ୨ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିଲା। ଦୁର୍ଘଟଣାରେ ହାଇଓ୍ବା ଓଲଟି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୨/୪: ଖୋର୍ଦ୍ଧାରୋଡ଼ ରେଳମଣ୍ଡଳ ଦ୍ୱାରା, ପ୍ରକୃତ ଟିକେଟଧାରୀ ଯାତ୍ରୀମାନଙ୍କ ପାଇଁ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବା ଉଦ୍ଧେଶ୍ୟରେ, ଖୋର୍ଦ୍ଧାରୋଡ଼-ବାଲୁଗାଁ-ବ୍ରହ୍ମପୁର ସେକ୍ସନରେ, ସ୍ଵତନ୍ତ୍ର ଟିକେଟ୍ ଯାଞ୍ଚ ଅଭିଯାନ କରଯାଇଥିଲା।ଏହି ସେକ୍ସନ ଦେଇ ଯାଉଥିବା ଟ୍ରେନଗୁଡ଼ିକୁ, ବାଣିଜ୍ୟି ଅଧିକାରୀ, ଟିକେଟ ଯାଞ୍ଚ କର୍ମଚାରୀ ଏବଂ ରେଳ ସୁରକ୍ଷା ବଳଙ୍କୁ ନେଇ ଗଠିତ ଏକ ଟିମ୍ ଦ୍ୱାରା ସମ୍ପୂର୍ଣ୍ଣ Continue Reading