Home Archive by category Odisha News (Page 295)

Odisha News

Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨୪/୩ : ଷାଠିଏ ଘର ଡୁମାଲ ସମାଜ ସହରାଞ୍ଚଳ ବଲାଙ୍ଗୀର ଅନୁକୂଲ୍ୟରେ ଜିଲ୍ଲା ସ୍ତରୀୟ ସଂଗଠନିକ ସଭା,ଲାଲଟିକ୍ରା ବଲାଙ୍ଗୀର ଠାରେ ସହରାଞ୍ଚଳ ବଲାଙ୍ଗୀର ସଭାପତି ସଞ୍ଜୟ ମହାକୁର ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି।ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ଜିଲ୍ଲା ସଭାପତି ଶ୍ରୀ ଲମ୍ବୋଦର ମହାକୁର, ସମ୍ମାନୀତ ଅତିଥି ଭାବରେ ରାଜ୍ୟ ଯୁବ ସମାଜ ସଭାପତି ଶ୍ରୀ ଦୟାନିଧୂ ଖମାରି ଏବଂ ନାଟ୍ୟ ଭୂଷଣ ଜଗଦାନନ୍ଦ ଛୁରିଆ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୩ : ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଆନୁକୂଲ୍ୟରେ ରବିବାର ଦିନ ବୌଦ୍ଧ ଜିଲ୍ଲାର ତିନୋଟି ବ୍ଳକର ୬୦ ଟି ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ୬୧୮ ଟି ପରୀକ୍ଷା କେନ୍ଦ୍ରରେ ୫୦୪୫ ଜଣ ନବ ସାକ୍ଷର ପରୀକ୍ଷାର୍ଥୀଙ୍କ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ପରୀକ୍ଷା ସଫଳତାର ସହିତ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଅତିରିକ୍ତ Continue Reading
Odisha News
ବିଜାପୁର, ୨୩/୩ : ସୀମାନ୍ତ ଛତିଶଗଡର ବିଜାପୁର ଜିଲ୍ଲା ପୁଲିସ ନିକଟରେ ୨୨ ଜଣ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଗତ ୨୦ ତାରିଖରେ ବିଜାପୁର ପୁଲିସ ୨୬ ଜଣ ନକ୍ସଲଙ୍କୁ ମାରିବା ପରେ ସଂଗଠନରେ ହଡକମ୍ପ ମଚିଥିଲା। ନକ୍ସଲ ମୃତ୍ୟୁକୁ ଭୟ କରିବା ସହ ସଂଗଠନ ଛାଡିବା ପାଇଁ ଆଗେଇ ଆସିଥିଲେ।ନକ୍ସଲ ସଂଗଠନରେ ନର‌୍ୟାତନା ଏବଂ ପୁଲିସର ଘନ ଘନ ଚଢାଉରେ ନକ୍ସଲଙ୍କର ମୃତ୍ୟୁ ଅନ୍ୟ ନକ୍ସଲମାନଙ୍କୁ ଭୟଭିତ କରାଇଛି। ଆନ୍ଧ୍ର ଓଡିଶା ବଡର ଡିଭିଜନ ଏବଂ […]Continue Reading
Odisha News
ଜଗତସିଂହପୁର,୨୩/୩: ଜଗତସିଂହପୁର ଜନତା କୋଠି ଛକରେ ଥିବା ବହି ଗୋଦାମରେ ବିସ୍ଫୋରଣ ହେବା ସହ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ବହି ଏବଂ ପାଠ୍ୟ ଉପକରଣ ପୋଡ଼ି ପାଉଁଶ ହୋଇଯାଇଛି।ଅନ୍ୟପକ୍ଷେ ନିଆଁରେ ୩ଜଣ କର୍ମଚାରୀ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଜଗତସିଂହପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ଗୁରୁତର ହେବାରେ ସେମାନଙ୍କୁ କଟକ ସ୍ଥାନାନ୍ତର କରାଯାଇଛି।ବିସ୍ଫୋରଣ ଏତେ ଜୋର ଥିଲା ଯେ, Continue Reading
Odisha News
ଭୁବନେଶ୍ୱର,୨୩/୩ : ମହାନଦୀ ଜଳ ବିବାଦ ନେଇ ବିଜେଡିକୁ କଡ଼ା ଭର୍ତ୍ସନା କରିଛି ଭାଜପା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ବିଜେଡି ଶାସନରେ ଥିଲା ବେଳେ ସମାଧାନ ପାଇଁ ଆଲୋଚନାକୁ ଗଲେନି। ୨୦୧୬ରେ କେନ୍ଦ୍ର ସରକାର ଦୁଇ ରାଜ୍ୟକୁ ଆଲୋଚନାକୁ ଡାକିଥିଲେ। ଥରେ ମାତ୍ର ଆଲୋଚନାକୁ ଗଲେ, ଆଉ ଦୁଇ ଥର ଗଲେନି। ରାଜନୈତିକ ଫାଇଦା ପାଇଁ ଟ୍ରିବ୍ୟୁନାଲ୍‌କୁ ଗଲେ, ଯାହା ଲମ୍ବା ସମୟ ପର୍ଯ୍ୟନ୍ତ ଚାଲେ।ଆଜି ଓଲଟା କଥା କହୁଛନ୍ତି, ମହାନଦୀକୁ ନେଇ ବହୁତ Continue Reading
Odisha News
ବାରିପଦା,୨୩/୩: ମୟୂରଭଞ୍ଜ ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ରାଜସ୍ବ ମନ୍ତ୍ରୀସୁରେଶ ପୂଜାର ବାଙ୍ଗିରିପୋଷିରେ କ୍ଷୟକ୍ଷତି ସମୀକ୍ଷା କରିଛନ୍ତି। ମନ୍ତ୍ରୀ କହିଛନ୍ତି, କାଳବୈଶାଖୀ କ୍ଷତି ରିପୋର୍ଟ ମିଳିଛି, ଲୋକଙ୍କୁ ସମ୍ପୂର୍ଣ୍ଣ କ୍ଷୟକ୍ଷତି ଟଙ୍କା ମିଳିବ। ରବିବାର ଅନଲାଇନ୍‌ରେ ଟଙ୍କା ମିଳିବ ବୋଲି କହିଛନ୍ତି ସୁରେଶ ପୂଜାରୀ। ଯେଉଁମାନଙ୍କର ଆଧାର ଲିଙ୍କ ନାହିଁ, ତାଙ୍କୁ ସିଧାସଳଖ ଟଙ୍କା Continue Reading
Odisha News
ଭୁବନେଶ୍ୱର,୨୩/୩ : ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବାରିପଦାରେ ସର୍ବାଧିକ ୧୨୩.୪ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ବାଲେଶ୍ୱରରେ ୩୩.୪ ମି.ମି., ରାଉରକେଲାରେ ୩୦.୬ ମି.ମି., ଅନୁଗୋଳରେ ୨୩ ମି.ମି., କଟକରେ ୨୧.୨ ମି.ମି., ତାଳଚେରରେ ୧୭.୮ ମି.ମି. ବର୍ଷା ହୋଇଛି।ଭୁବନେଶ୍ୱରରେ ମଧ୍ୟ ଶନିବାର ଦିନସାରା କୋହଲା ପାଗ ସହ ଝିପିଝିପି ବର୍ଷା ଲାଗିରହିଛି। ଏଠାରେ ୩ ମି.ମି. ବର୍ଷା Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୨୩/୩ : ବଲାଙ୍ଗିର ପତଞ୍ଜଳି ପରିବାର ଆନୁକୂଲ୍ୟରେ ପଞ୍ଚ ଦିବସୀୟ ଯୋଗ ଶିବିର ସ୍ଥାନୀୟ କୋଶଳ କଳମଣ୍ଡଳ ଠାରେ ଅନୁଷ୍ଠିତ ହୋଇଯାଇଛି।ଭାରତ ସ୍ୱାଭିମାନ ରାଜ୍ୟ ପ୍ରଭାରୀ ଶ୍ରୀଯୁକ୍ତ ସୁଧାଂଶୁ ଅଧିକାରୀ ଦିବସର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦ୍ଘାଟନ କରିଥିଲେ।ଯୋଗ ଋଷି ରାମଦେବ ବାବା ଙ୍କ ପରମ ଶିଷ୍ୟ ଭାରତ ସ୍ୱାଭିମାନ କେନ୍ଦ୍ରୀୟ ପ୍ରଭାରୀ ସ୍ବାମୀ ପରମାର୍ଥ ଦେବ ଦ୍ଵିତୀୟ ଦିବସ କାର୍ଯ୍ୟକ୍ରମରେ ଯୋଗ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୩/୩ : (ଶନିବାର) ସନ୍ଧ୍ୟା ୫ ଘଟିକା ସମୟରେ ବୌଦ୍ଧ ଟାଉନ୍ ହଲ୍ ଠାରେ ଜିଲ୍ଲା ପ୍ରଶାସନ ଓ ବୌଦ୍ଧ ଜଳ ସେଚନ ବିଭାଜନର ମିଳିତ ଆନୁକୁଲ୍ୟରେ ବିଶ୍ବ ଜଳ ଦିବସ ପାଳିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ ।ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ Continue Reading