କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୩/୩ : (ଶନିବାର) ସନ୍ଧ୍ୟା ୫ ଘଟିକା ସମୟରେ ବୌଦ୍ଧ ଟାଉନ୍ ହଲ୍ ଠାରେ ଜିଲ୍ଲା ପ୍ରଶାସନ ଓ ବୌଦ୍ଧ ଜଳ ସେଚନ ବିଭାଜନର ମିଳିତ ଆନୁକୁଲ୍ୟରେ ବିଶ୍ବ ଜଳ ଦିବସ ପାଳିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଯୋଗ ଦେଇ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ ।ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୨/୩ : ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆସନ୍ତା ଏପ୍ରିଲ ୧ ତାରିଖ ଦିନ ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ପାଳନ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏପ୍ରିଲ ୧ ତାରିଖ ରେ ହେବାକୁ ଥିବା ବିଭିନ୍ନ କାର୍ଯ୍ୟକ୍ରମ ଉପରେ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସୂଚନା ଦେବା ସହ ପୂର୍ବ ବର୍ଷ ର ବିବରଣୀ […]Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୨୨/୩ : ବଲାଙ୍ଗୀର ସ୍ଥିତ ପଞ୍ଚାୟତ ସମ୍ବଳ କେନ୍ଦ୍ର ଠାରେ ୱା ଏସ ସି ଓ ଲେହେର ଅନୁଷ୍ଠାନ ତରଫରୁ ଏକ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଟିତ ହୋଇଯାଇଛି।ଶିଶୁ ମଙ୍ଗଳ ସମିତି ର ଅଧ୍ୟକ୍ଷ ଙ୍କ ଅଧ୍ୟକ୍ଷତା ରେ କର୍ମଶାଳା ପରିଚାଳନା କରାଯାଇଥିଲା।ୱାଏସସି ର ନିର୍ଦେଶକ ଉମେଶ ପୁରୋହିତ କର୍ମଶାଳାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପରେ ଆଲୋଚନା କରିଥିଲେ।ଶିଶୁ ମାନଙ୍କ ସୁରକ୍ଷା,ଯତ୍ନ କ୍ଷେତ୍ରରେ ସମସ୍ତ ସ୍ବେଚ୍ଛାସେବୀ ଓ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୩ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ବେତାଗୁଡ଼ା ସ୍ଥିତ ପଲିଟେକନିକ କଲେଜ ସମ୍ମିଳନୀ କକ୍ଷ ଠାରେ ଆଇଏସଆରଡି: ସଖୀ ୱାନ ଷ୍ଟପ” ସେଣ୍ଟର ପକ୍ଷରୁ ଆଜି ବିଶ୍ଵ ଜଳ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମର ପ୍ରାରମ୍ଭରେ “ସଖୀ ୱାନ ଷ୍ଟପ” କେନ୍ଦ୍ରର ଆଇନ ପରାମର୍ଶ ଦାତା ଶ୍ରୀଯୁକ୍ତ ନାଗେଶ୍ଵର ଚୌଧୁରୀ ଅତିଥି ମାନଙ୍କୁ ସ୍ଵାଗତ ଜଣାଇଥିଲେ ।କେନ୍ଦ୍ର Continue Reading
ଭୁବନେଶ୍ୱର,୨୨/୩ : ନୂଆ ସିଲାବସ୍ ଅନୁସାରେ ପାଠ ପଢିବେ ଛାତ୍ରଛାତ୍ରୀ । ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ୨୦୨୬-୨୭ ଶିକ୍ଷା ବର୍ଷରେ ନୂଆ ସିଲାବସ୍ ଲାଗୁହେବ । ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇ କହିଛନ୍ତି ଯେ, ” ‘NEPଲାଗୁ ପରେ ସିଲାବସ୍ ପରିବର୍ତ୍ତନ ପାଇଁ କମିଟି ହୋଇଛି । ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏ ୨୦୨୬-୨୭ ଶିକ୍ଷା ବର୍ଷରେ ନୂଆ ସିଲାବସ୍ ହେବ […]Continue Reading
ବାରିପଦା,୨୨/୩ : ୨ ଦିନ ପାଇଁ ଶିମିଳିପାଳ ବନ୍ଦ ରହିବ। ଶନିବାର ଓ ରବିବାର ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ। କାଳବୈଶାଖୀକୁ ଦୃଷ୍ଟିରେ ରଖି ୨ ଦିନ ପାଇଁ ବନ୍ଦ ନିଷ୍ପତ୍ତି ନିଆଯାଇଛି। ଏନେଇ ଡ. ପ୍ରକାଶ ଚାନ୍ଦ ଗୋଗିନେନୀ ସୂଚନା ଦେଇଛନ୍ତି ।ଶିମିଳିପାଳ ଅୟାରଣ୍ୟରେ ବର୍ଷା ଯୋଗୁ ପର୍ଯ୍ୟଟକଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଦୁଇ ଦିନ ପାଇଁ ଶିମିଳିପାଳ ଅଭୟାରଣ୍ୟ ବନ୍ଦ କରାଯାଇଛି। ଶିମିଳିପାଳ ମଧ୍ୟରେ ପାହାଡିଆ ମାଟି ରାସ୍ତାରେ ଅଘଟଣକୁ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨୨/୩ : ସ୍ଥାୟୀ ବିକାଶ ଲକ୍ଷ୍ୟ ହାସଲରେ ସମବାୟ ସଂସ୍ଥା ଗୁଡିକର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗୁଡିକ ଉପରେ ଆଲୋକପାତ କରିବା ପାଇଁ ମିଳିତ ଜାତିସଙ୍ଘ ୨୦୨୫ କୁ ଅନ୍ତର୍ଜାତୀୟ ସମବାୟ ବର୍ଷ ଭାବରେ ଘୋଷଣା କରିଛି।ଯାହାର ବିଷୟବସ୍ତୁ ହେଉଛି ” ଏକ ଉନ୍ନତ ବିଶ୍ୱ ଗଠନ କରିବାରେ ସମବାୟ ସଂସ୍ଥାର ଭୂମିକା ” । ଏହି ଅବସରରେ ଖୋର୍ଦ୍ଧା ଜୟୀ ରାଜଗୁରୁ ଟାଉନହଲ ଠାରେ ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୩ : ଶୁକ୍ରବାର ଦିନ ଦିବା ଘ.୧୨.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ବୌଦ୍ଧ ଏନଏସି ପକ୍ଷରୁ ଖୋଲା ଯାଇଥିବା ଏକ ଜଳ ଛତ୍ରକୁ ଉଦଘାଟନ କରିଥିଲେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ।ଜିଲ୍ଲାପାଳ କାର୍ଯ୍ୟାଳୟକୁ ଆସୁଥିବା ଜନସାଧାରଣ ଓ ସମ୍ମୁଖ ବୌଦ୍ଧ – ହରଭଙ୍ଗା ଜଗନ୍ନାଥ ସଡକ ଦେଇ ଯାଉଥିବା ପଥିକ ମାନଙ୍କୁ ପାନୀୟ ଜଳ ଯୋଗାଇ ଦେବାକୁ ଉକ୍ତ ଜଳ ଛତ୍ରକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ Continue Reading
ଭୁବନେଶ୍ୱର,୨୧/୩: ରାଜ୍ୟ କ୍ୟାବିନେଟରେ ୭ ବିଭାଗର ୧୦ ପ୍ରସ୍ତାବ ଉପରେ ମୋହା ବାଜିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗୃହରେ ସୂଚନା ଦେଇଛନ୍ତି। ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍ରେ ମଞ୍ଜୁରୀ ମିଳିଛି। ଏଥିରେ ରାଜ୍ୟରେ ୩ କୋଟି ୪୬ ଲକ୍ଷ ଲୋକ ଉପକୃତ ହେବେ। ୭୦ ବର୍ଷରୁ ଊର୍ଦ୍ଧ୍ୱଙ୍କ ଲାଗି ଲାଗି ’ଆୟୁଷ୍ମାନ ବାୟୋ ବନ୍ଧନ’କୁ ମଧ୍ୟ ମଞ୍ଜୁରୀ ମିଳିଛି। ଆୟୁଷ୍ମାନ ଓ ଗୋପବନ୍ଧୁ ଜନ ଆରୋଗ୍ୟ ମିଳିତ ଭାବେ କାର୍ୟ୍ୟକାରୀ ହେବ । ଦେଶର ୨୯ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୧/୩ : ଅଦ୍ୟ ତା ୨୦.୦୩.୨୦୨୫ ରିଖ ଅପରାହ୍ନ ୪ ଘଟିକା ସମୟରେ ଜିଲାପାଳ ଶ୍ରୀଯୁକ୍ତ ସୁବତ୍ର କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ କାର୍ଡ ବିତରଣ ନିମନ୍ତେ ପ୍ରସ୍ତୁତି ବୈଠକ ଜିଲାସ୍ତରୀୟ ଷ୍ଟିୟରିଙ୍ଗ କମିଟି ବୈଠକ ଜିଲାପାଳଙ୍କ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ମଦନମୋହନ ପ୍ରଧାନ Continue Reading




