Home Archive by category Odisha News (Page 298)

Odisha News

Odisha News
ଭୁବନେଶ୍ୱର,୨୦/୩: ରାଜ୍ୟରେ ଗତ କିଛିଦିନ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ କାଳବୈଶାଖୀ ପ୍ରଭାବରେ ଗୁରୁବାରଠାରୁ ତାପମାତ୍ରା କିଛି ପରିମାଣରେ ହ୍ରାସ ପାଇପାରେ। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ୨୦ ରୁ ୨୩ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ଝଡ, ପବନ ସାଙ୍ଗକୁ ଘଡଘଡି, ବିଜୁଳି ଓ କୁଆପଥର ବର୍ଷା ନେଇ ସତର୍କ ସୂଚନା ଜାରି ହୋଇଛି।ଏହାର ପ୍ରଭାବ ବୁଧବାରଠାରୁ ଆକାଶରେ ଦେଖିବାକୁ ମିଳିଲାଣି। ବଙ୍ଗୋପସାଗରରେ ଗୁରୁଚାପ Continue Reading
Odisha News
ଭୁବନେଶ୍ୱର, ୨୦/୩ : ଆଜି ହେଉଛି ଓଡ଼ିଆ ମାନଙ୍କ ତଥା ପ୍ରତିଟି ଗରିବ ଓ ଧନି ବ୍ୟକ୍ତି ଙ୍କ ପ୍ରଥମ ପସନ୍ଦ ଥିବା ପଖାଳ ଦିବସ। ଯେତେବେଳେ କଥା ଖାଦ୍ୟ ର ଆସେ ସେ ଧନୀ ହେଉ କିମ୍ବା ଗରିବ , ଖରା ହେଉ କିମ୍ବା ଶୀତ ଅଥବା ଦିନ ହେଉ କି ରାତି ପ୍ରତ୍ୟେକ ଟି ଓଡ଼ିଆର ପ୍ରଥମ ପସନ୍ଦ ହୋଇଥାଏ ପଖାଳ। ପ୍ରତ୍ୟେକ ଓଡ଼ିଆ ମାନକ ଗର୍ବ ଏବଂ ସ୍ୱାଭିମାନ ହେଉଛି ପଖାଳ। ପଖାଳ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୦/୩ : ଆଗକୁ ପଂଚାୟତ ନିର୍ବାଚନ ଥିବାବେଳେ ନିର୍ବାଚନ କମିଶନ ପକ୍ଷରୁ ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତିକୁ ଗୁରୁତ୍ୱ ଦେଇଛନ୍ତି ।ତେଣୁ ଜିଲା ନିର୍ବାଚନ କାର୍ଯ୍ୟାଳୟ ଗୁଡିକ ତୃଣମୂଳ ସ୍ତରରୁ ତଥ୍ୟ ସଂଗ୍ରହ କରି ନିର୍ଭୁଲ ଭୋଟର ତାଲିକା ପ୍ରସ୍ତୁତି ଚଳାଇ ଥିବାବେଳେ ଜିଲାସ୍ତରରେ ଏହାର ବାରମ୍ବାର ସମୀକ୍ଷା କରାଯାଉଅଛି ।ବିଶେଷ ଭାବରେ ରାଜନୈତିକ ଦଳର ପ୍ରତିନିଧିମାନଙ୍କ ସହିତ ଆଲୋଚନା କରି ମୃତ ଲୋକଙ୍କୁ ତାଲିକାରୁ ବାଦ Continue Reading
Odisha News
ଭୁବନେଶ୍ୱର,୧୯/୩ : ୪ ଲକ୍ଷ ୮ ହଜାର ୧୦୭ ଭୂତ ରାସନକାର୍ଡଧାରୀଙ୍କୁ ବାଦ୍ ଦିଆଯାଇଛି । ବୁଧବାର ବିଧାନସଭାରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଅଣତାରକା ଲିଖିତ ପ୍ରଶ୍ନର ଉତ୍ତର ଦେଇ ଏହା କହିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର । ସେ କହିଛନ୍ତି ପାଖାପାଖି ୨୩ ହଜାର ୧୩୮ ଅଯୋଗ୍ୟ ହିତାଧିକାରୀ ରାସନକାର୍ଡ ଫେରାଇ ଦେଇଛନ୍ତି ।ମନ୍ତ୍ରୀ କହିଛନ୍ତି ଯେ, ରାସନକାର୍ଡ ଜାଲିଆତି ବିରୋଧରେ ଚାଲିଥିବା ଧରପଗଡ ଯୋଗୁଁ ୪ ଲକ୍ଷ […]Continue Reading
Odisha News
ଭୁବନେଶ୍ୱର,୧୯/୩: ବୁଧବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି ସ୍ବର୍ଗତ ନବ ଦାସଙ୍କ ପରିବାର। ସ୍ତ୍ରୀ ମିନତି, ଝିଅ ଦୀପାଳି ଏବଂ ପୁଅ ବିଶାଳ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି। ଚାଲିଥିବା କ୍ରାଇମବ୍ରାଞ୍ଚ ତଦନ୍ତ ଏବଂ ସିବିଆଇ ତଦନ୍ତ ଦାବି ନେଇ ଆଲୋଚନା ଚାଲିଛି ।ବହୁଚର୍ଚ୍ଚିତ ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସଙ୍କ ହତ୍ୟାକାଣ୍ଡ ମାମଲା ଏବେ ରୋଚକ ମୋଡ଼ ନେଇଛି। ଦୀର୍ଘଦିନ ଧରି ତାଙ୍କ ଝିଅ ଦୀପାଳି ଦାସ Continue Reading
Odisha News
ଭୁବନେଶ୍ୱର,୧୯/୩: ରାଜ୍ୟରେ ବଢୁଥିବା ରୌଦ୍ରତାପକୁ ଦୃଷ୍ଟିରେ ରଖି ସରକାର ରାଜ୍ୟରେ ସ୍କୁଲଗୁଡ଼ିକୁ ସକାଳୁଆ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏହା ଆସନ୍ତା ଏପ୍ରିଲ ୨ରୁ ଲାଗୁ ହେବ। ଏନେଇ ରାଜସ୍ବ ଓ ବିପର‌୍ୟ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି। ତେବେ ଏ ପର‌୍ୟ୍ୟନ୍ତ ସମୟ ସାରଣୀ ପ୍ରକାଶ କରାଯାଇାନାହିଁ। ଏହି ସପ୍ତାହ ମଧ୍ୟରେ ନିର୍ଦ୍ଦିଷ୍ଟ ସମୟ ପ୍ରକାଶ ପାଇବ ବୋଲି ମନ୍ତ୍ରୀ କହିଛନ୍ତି।ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୮/୩ : ଭାରତୀୟ ମଜଦୂର ସଙ୍ଘ ଅଖିଳ ଭାରତୀୟ ଫେଡରେସନର ୧୮୫ ତମ କାର୍ଯ୍ୟକାରିଣୀ ସମିତିର ଆସାମର ଗୌହାଟୀ ଠାରେ ନିଷ୍ପତ୍ତି ଅନୁଯାୟୀ ସାରା ଭାରତ ବର୍ଷରେ ଭାରତ ସରକାରଙ୍କ ଉଦେଶ୍ୟରେ ଦାବିପତ୍ର ଦେବାପାଇଁ ନିଷ୍ପତ୍ତି ହୋଇଥିଲା ଏବଂ ଭାରତ ସରକାର ଦୀର୍ଘ ୬ ବର୍ଷ ଧରି ଅଙ୍ଗନବାଡି କର୍ମୀ ଓ ସହାୟିକା ମାନଙ୍କର କୌଣସି ଦାବି ପୂରଣ ନ କରିବାରୁ ଆଜି ସମସ୍ତ ଜିଲ୍ଲାପାଳଙ୍କୁ ୭ ଦଫା ଦାବି […]Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୧୮/୩ : ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ) ପକ୍ଷରୁ ଯାଜପୁର ସ୍ଥିତ ପାଣିକୋଇଲିରେ ନୂତନ ତଥା ଏହାର ପଞ୍ଚମ କୌଶଳ ବିକାଶ କେନ୍ଦ୍ରର ଲୋକାର୍ପଣ କରାଯାଇଛି।ଟିପିଏନଓଡିଏଲ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ(ସିଇଓ) ଶ୍ରୀ ଦ୍ବିଜଦାସ ବସକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଟାଟା ପାୱାର ସୁରକ୍ଷା ବିଭାଗ ମୁଖ୍ୟ ଶ୍ରୀ ସୁରେଶ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା , ୧୮/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଭତ୍ତା ହିତାଧିକାରୀ ସୁରକ୍ଷା ମଞ୍ଚ ପକ୍ଷରୁ ଭତ୍ତା ହିତାଧିକାରୀ ମାନଙ୍କ ସୁରକ୍ଷା ଓ ନ୍ୟାର୍ଯ୍ୟ ଦାବୀ ପୂରଣ ସମ୍ପର୍କରେ ଏକ ବିରାଟ ଶୋଭାଯାତ୍ରା ସ୍ଥାନୀୟ ଗାୟତ୍ରୀ ମନ୍ଦିର ନିକଟରୁ ବାହାରି ହାତରେ ଦାବୀ ସମ୍ପର୍କିତ ପ୍ଲା କାର୍ଡ ଧରି ସ୍ଲୋଗାନ ମାନ ଦେଇ ସମଗ୍ର ସହର ପରିକ୍ରମା କରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ୭ ଦଫା ସମ୍ବଳିତ ଦାବୀ ପତ୍ର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୮/୩ : (ମଙ୍ଗଳବାର )ସନ୍ଧ୍ୟା ଘ ୫.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟର ଓସ୍ୱାନ ହଲ୍ ଠାରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ସମ୍ପର୍କିତ ଏକ ବୈଠକ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇ ଯାଇଛି ।। ଉକ୍ତ ବୈଠକରେ ଆଭାସୀ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ସମସ୍ତ ବିଭାଗୀୟ ସଚିବଙ୍କ ସହ ଓସୱାନ ହଲରୁ ଜ଼ିଲ୍ଲାପାଳ ଏବଂ ଜ଼ିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଡି ହୋଇଥିଲେ ।ଆଭାସୀ ବୈଠକ ପୂର୍ବରୁ Continue Reading