Home Archive by category Odisha News (Page 3)

Odisha News

Odisha News
ଭୁବନେଶ୍ୱର, ୨/୪ : ରାଜ୍ୟରେ ନିର୍ମିତ ୧,୮୮୯ଟି ନୂତନ ଅଙ୍ଗନବାଡ଼ି କେନ୍ଦ୍ର (ଇଡଉ) ଉଦଘାଟିତ ହୋଇଯାଇଛି । ଭୁବନେଶ୍ୱରସ୍ଥିତ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଆଭାସୀ ମାଧ୍ୟମରେ ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ, ମିଶନ ଶକ୍ତି ଏବଂ ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା ଉଦାଘାଟନ କରିଛନ୍ତି । ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବି ନାରାୟଣ ନାଏକ ମଧ୍ୟ ଏହି ଅବସରରେ ଉପସ୍ଥିତ ଥିଲେ।ଏହି Continue Reading
Odisha News
ଭୁବନେଶ୍ବର,୨/୪: ଖୁଵ୍ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ ଭିତରେ ତା ଖାତାକୁ ସରକାର ଟଙ୍କା ପଠାଇବେ ସେ କହିଛନ୍ତି ।୨୧ ବର୍ଷ ବେଳକୁ ଆକାଉଣ୍ଟକୁ ସରକାର ଲକ୍ଷାଧିକ ଟଙ୍କା ଦେଇ ସାରିଥିବେ । ଏସ୍‌ଓପି ଚୂଡାନ୍ତ ହେବା ପରେ ରୂପରେଖ ସାମ୍ନାକୁ ଆସିବ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।କହିରଖୁଛୁ କି, ବଜେଟରେ କନ୍ୟା ସୁମଙ୍ଗଳ ଯୋଜନା […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୪ : ବୁଧବାର ସକାଳ ୮ ଘଣ୍ଟା ସମୟରେ ବଲାସିଙ୍ଗା ସ୍ଥିତ ରିଜର୍ଭ ପୋଲିସ ଲାଇନ ପଡିଆ ଠାରେ ୯୧ ତମ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇ ଯାଇଛି ।ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲ ଉକ୍ତ ଦିବସ ଅବସରରେ ଆରକ୍ଷୀ ବାହିନୀ ପକ୍ଷରୁ ଆୟୋଜିତ ପ୍ୟକ୍ଷରେଡରେ ଅଭିବାଦନ ଗ୍ରହଣ କରି ପ୍ରତିଷ୍ଠା ଦିବସର ବାର୍ତ୍ତା ପ୍ରଦାନ କରିଥିଲେ ।ପୋଲିସ ସେବା ପ୍ରଦାନରେ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ପୋଲିସ କର୍ମୀଙ୍କୁ ପୁରସ୍କୃତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨/୪ : ଗଜପତି ଜିଲ୍ଲା ପାରଳାଖେମୁଣ୍ଡି ସହର ଉପକଣ୍ଠସ୍ଥ ବେତାଗୁଡ଼ା ସ୍ଥିତ ପୋଲିସ୍ ରିଜର୍ଭ ପଡିଆ ଠାରେ ଆନୁଷ୍ଠାନିକ ଭାବେ ଜିଲ୍ଲାସ୍ତରୀୟ ୯୧ ତମ ପୋଲିସ ପ୍ରତିଷ୍ଠା ଦିବସ ୨୦୨୬ ମହା ସମାରୋହରେ ପାଳିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆରକ୍ଷୀ ଅଧିକ୍ଷକ ଶ୍ରୀ ସୁନିଲ କାନ୍ତ ମହାନ୍ତି ଯୋଗ ଦେଇ ଆନୁଷ୍ଠାନିକ ପ୍ୟାରେଡ଼ରେ ଅଭିବାଦନ ଗ୍ରହଣ କରିଥିଲେ ।ଉଦବୋଧନ ଦେଇ କର୍ତ୍ତବ୍ୟ ବେଳେ ଶହୀଦ ହୋଇଥିବା Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୨/୪: ଓଡ଼ିଶା ଦିବସ ଉପଲକ୍ଷେ ସମ୍ମିଳିତ କର୍ମଜୀବୀ ସାମ୍ୱାଦିକ ସଂଘ ଖୋରଧା ଜିଲ୍ଲା ଶାଖା ପକ୍ଷରୁ ସଂଘର ଜିଲ୍ଲା ସଭାପତି ପ୍ରକାଶ କୁମାର ହାତୀଙ୍କ ନେତୃତ୍ୱରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ରୋଗୀ ମାନଙ୍କୁ ଫଳ ବଣ୍ଟନ କରିବା ସହିତ, ସାମ୍ୱାଦିକ ଭବନ ଠାରେ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିରର ଅୟୋଜନ କରଯାଇଥିଲା ।ମୁଖ୍ୟ ଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିବେକାନନ୍ଦ ଶର୍ମା, Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧/୪ : ୧୯୩୬ମସିହା ଏପ୍ରିଲ ଏକ ତାରିଖ ଦିନ ଓଡ଼ିଶା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟ ଭାବେ ମାନ୍ୟତା ପାଇଥିଲା। ଏହି ଅବସର ରେ ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ସିଗମା ପବ୍ଲିକ ସ୍କୁଲ ରେ ୯୦ତମ ଓଡ଼ିଶା ଦିବସ ପାଳିତ ହୋଇଯାଇଛି।ସ୍କୁଲ ର ଅଧ୍ୟକ୍ଷା ମମତାଞ୍ଜଳି ପଟ୍ଟନାୟକ ଙ୍କ ପୌରହିତ୍ୟ ରେ ଆୟୋଜିତ ଉତ୍ସବ ରେ ଅନୁଷ୍ଠାନ ର ଚେୟାରମେନ ଶୁଭ୍ରାଂଶୁ ରଂଜନ ସାମନ୍ତରାୟ ଯୋଗ ଦେଇ ବରପୁତ୍ର ମାନଙ୍କ ଫଟୋଚିତ୍ର […]Continue Reading
Odisha News
ସମ୍ବଲପୁର, ୧/୪ : ସମ୍ବଲପୁର ରେଳ ଷ୍ଟେସନ ନିକଟରେ ମଙ୍ଗଳବାର ଘଟିଥିବା ଏକ ନାଟକୀୟ ଘଟଣା ଏବେ ସମଗ୍ର ରାଜ୍ୟରେ ଚର୍ଚ୍ଚାର ବିଷୟ ପାଲଟିଛି। ଲାଞ୍ଚ ଟଙ୍କାର ଭାରୀ ବ୍ୟାଗ୍ ନେଇ ଯାଉଥିବା ଜଣେ ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳଙ୍କୁ ଭିଜିଲାନ୍ସ ଟିମ୍ ସିନେମା ଷ୍ଟାଇଲରେ ପିଛା କରି ଧରିବା ପରେ ସାମ୍ନାକୁ ଆସିଛି ଲାଞ୍ଚ ଟଙ୍କାରେ ସେ ଗଢ଼ିଥିବା କଳା ସାମ୍ରାଜ୍ୟ।୫.୧୮ ଲକ୍ଷ ଟଙ୍କା ନେଇ ଯାଉଥିବା ବେଳେ ଧରାପଡ଼ିଥିବା ଏହି ଅଧିକାରୀ ଜଣକ […]Continue Reading
Odisha News
କଟକ, ୧/୪ : ଓଡ଼ିଶା ପୋଲିସର ମୂଳ ମନ୍ତ୍ର ହେଉଛି “ସେବା ଓ ସୁରକ୍ଷା”। ଏହା କେବଳ ଏକ ଶବ୍ଦ ନୁହେଁ, ଏହା ଆମର ପରିଚୟ। ଆଗାମୀ ଦିନରେ ଓଡ଼ିଶାକୁ ଏକ ସୁରକ୍ଷିତ, ଶାନ୍ତିପୂର୍ଣ୍ଣ ଓ ନିଶାମୁକ୍ତ ରାଜ୍ୟରେ ପରିଣତ କରିବା ପାଇଁ ଓଡ଼ିଶା ପୋଲିସ ସଂକଳ୍ପବଦ୍ଧ ହୋଇ କାର୍ଯ୍ୟ କରୁଛି ବୋଲି ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆ କହିଛନ୍ତି।ଆଜି ପୂର୍ବାହ୍ନରେ କଟକର ବକ୍ସିବଜାରସ୍ଥିତ ରିଜର୍ଭ ପୋଲିସ ପଡିଆରେ ଓଡ଼ିଶା ପୋଲିସର ୯୧ତମ ପ୍ରତିଷ୍ଠା […]Continue Reading
Odisha News
ସାକ୍ଷୀଗୋପାଳ,୧/୪ : ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି।ଏହି କାର୍ଯ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ ସୁଆଣ୍ଡୋ ଗ୍ରାମରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଗୋପବନ୍ଧୁଙ୍କ ଷଠୀଘର ଓ ସଂଗ୍ରହାଳୟ ପରିଦର୍ଶନ ସହିତ ମୁଖ୍ୟମନ୍ତ୍ରୀ ଗୋପବନ୍ଧୁଙ୍କ କୁଳ ଦେବତା ରାଧା Continue Reading
Odisha News
ଭୁବନେଶ୍ୱର, ୧/୪ : ଓଡିଶାବାସୀଙ୍କ ପାଇଁ ୧୯୩୬ ମସିହା ଏପ୍ରିଲ୧ ତାରିଖ ଏକ ସ୍ମରଣୀୟ ଦିନ। ଆଜି ୯୦ତମ ଉତ୍କଳ ଦିବସ ପାଳନ କରୁଛି ଓଡ଼ିଶା। ଉତ୍କଳର ବରପୁତ୍ରମାନଙ୍କ ଉଦ୍ୟମରେ ଏହି ଦିନ ଓଡ଼ିଶା ଭାଷାଭିତ୍ତିକ ପ୍ରଥମ ରାଜ୍ୟର ମାନ୍ୟତା ପାଇଥିଲା।ତେଣୁ ଆଜି ରଙ୍ଗୀନ ଆଲୋକରେ ସୁସଜ୍ଜିତ ରାଜଧାନୀର ବିଭିନ୍ନ ସରକାରୀ କାର୍ଯ୍ୟାଳୟ। ‘ଉତ୍କଳ ଦିବସ’ ଅବ୍ୟବହିତ ପୂର୍ବରୁ ଝଲସୁଛି ରଙ୍ଗୀନ ଆଲୋକମାଳାରେ ସୁସଜ୍ଜିତ ବିଭିନ୍ନ ସରକାରୀ ସୌଧ। ଏପରିକି Continue Reading