Home Archive by category Odisha News (Page 30)

Odisha News

Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୭/୨: ଜଳବାୟୁ ପରିବର୍ତନ ସାଙ୍ଗକୁ ଦିନକୁ ଦିନ ନୂଆ ରୋଗ ଶୃଷ୍ଟି କରି ଚାଷୀର ମେରୁଦଣ୍ଡ ଭାଙ୍ଗି ଦେଉଛି।ଏହି ପରିପ୍ରେକ୍ଷୀରେ ଇଣ୍ଡିଆନ ଫାର୍ମରସ ଫଟିଲାଇଜର କୋ-ଅପରେଟିଭ ଲିମିଟେଡ଼ (ଇ.ଫ୍.କୋ.) ପକ୍ଷରୁ ରଣପୁର ବ୍ଲକର ସାନଗଡ ସ୍ଥିତ ଇଫକୋ ବଜାର ପରିସରରେ ନାନୋ ସାର ଓ ଜଳ ଦ୍ରବଣୀୟ ସାର ସମ୍ୱନ୍ଧିତ ଏକ ବୈଜ୍ଞାନିକ ଫସଲ ଆଲୋଚନା ଚକ୍ର ହୋଇଯାଇଛି।ଏଥିରେ ମୁଖ୍ୟ ଅତିଥିଭାବେ ନୟାଗଡ଼ କୃଷି ବିଭାଗର ଜିଲ୍ଲା କୃଷି Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୭/୨ : ଭାରତ ସରକାରଙ୍କ ଆଗାମୀ ଜନଗଣନା-୨୦୨୭ କାର୍ଯ୍ୟକୁ ସୁଚାରୁରୂପେ ସମ୍ପାଦନ କରିବା ପାଇଁ ବୌଦ୍ଧ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି।ଏହି ପରିପ୍ରେକ୍ଷୀରେ ଜନଗଣନା କାର୍ଯ୍ୟରେ ନିୟୋଜିତ ହେବାକୁ ଥିବା ପଦାଧିକାରୀ ମାନଙ୍କୁ ନେଇ ଏକ ଦିବସୀୟ ସମୀକ୍ଷା ଆଲୋଚନା ଚକ୍ର ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ ଙ୍କ ସଦଭାବନା ସଭାଗୃହଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା,୬/୨: ଓଡ଼ିଶା ରାଜ୍ୟ ତଥା ଜିଲ୍ଲାରେ ଶିଶୁଙ୍କ କ୍ଷେତ୍ରରେ ଯୌନ ଶୋଷଣ, ବାଲ୍ୟ ବିବାହ ତଥା ସାଇବର ଅପରାଧ ଦିନକୁ ଦିନ ବଢୁଥିବାରୁ ଜିଲ୍ଲାପାଳ ଖୋର୍ଦ୍ଧାଙ୍କ ନିର୍ଦ୍ଧେଶ କ୍ରମେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ, ଖୋର୍ଦ୍ଧା ଆନୁକୁଲ୍ୟରେ ଆଜି ବି ଜେ ବି ଉଚ୍ଚ ବିଦ୍ୟାଳୟରେ ସାଇବର ଅପରାଧ ଓ ଶିଶୁ ଯୌନ ନିର୍ଯ୍ୟାତନା ନିରୋଧ ଆଇନ ସମ୍ପର୍କିତ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରକୁ ବିଦ୍ୟାଳୟର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୨ : ବୌଦ୍ଧ ସଦର ପିଏମ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ଶିକ୍ଷା ବିଭାଗ ତରଫରୁ ଦୁଇ ଦିନ ଧରି ଚାଲିଥିବା ଜିଲ୍ଲା ସ୍ତରୀୟ ପିଏମ ଶ୍ରୀ ଉତ୍ସବ ଉଦଯାପିତ ହୋଇଯାଇଛି ।ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେଙ୍କ ସଭାପତିତ୍ୱରେ ଆୟୋଜିତ ସଭାରେ ଅତିରିକ୍ତ ଜିଲ୍ଲା ପାଳ ଅନିରୁଦ୍ଧ ପ୍ରଧାନ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ସମ୍ମାନୀତ ଅତିଥି ଭାବରେ ପିଏମ ଶ୍ରୀ ଉତ୍ସବକୁ ରାଜ୍ୟସ୍ତରରୁ Continue Reading
Odisha News
ବରଦା ପ୍ରସନ୍ନ ଦାସଙ୍କ ରିପୋର୍ଟକଟକ,୬/୨ : ସଭା ପ୍ରାରମ୍ଭ ରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ତିରୋଧାନ ଦିବସରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା ।ଜଷ୍ଟିସ ଚିତ୍ତରଞ୍ଜନ ଦ।ଶ ଆଲୋଚନାକୁ ଶୁଭାରମ୍ଭ କରି କହିଲେ ଯେ ବିଶିଷ୍ଟ ଦାର୍ଶନିକ ଯିଡୁ କ୍ରିଷ୍ଣମୂର୍ତି ଙ୍କ ଧ୍ୟାନ ସେ ସମୟରେ ପ୍ରଧାନ ମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କୁ ବେଶ୍ ପ୍ରଭାବିତ କରିଥିଲା ।ତାଙ୍କର ଅନୁଗାମୀ ଆରତି ମହାନ୍ତି ଜିଡୁ କ୍ରିଷ୍ଣ ମୂର୍ତି ଙ୍କ ଜୀବନ ଦର୍ଶନ ଓ ଧ୍ୟାନ ସମ୍ପର୍କରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା/ଓଡ଼ିଶା, ୬/୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ବୁଧବାର ଠାରୁ ଆରମ୍ଭ ହୋଇଛି ।ଏହି ପରିପ୍ରେକ୍ଷୀରେ ସଂଘ ର ସଭାପତି ତଥା ସ୍ଥାନୀୟ ଉପଜିଲ୍ଲାପାଳ ପ୍ରଣୀତା ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ଶୁଭମ ଭୋସଲେ, Continue Reading
Odisha News
ଭୁବନେଶ୍ୱର,୬/୨: ରାଜ୍ୟରେ ଶୀତର ପ୍ରକୋପ ପୁଣି ଥରେ ଅନୁଭୂତ ହେବାକୁ ଲାଗିଛି। ଗତ ଦୁଇ ଦିନ ହେଲା ରାତିର ତାପମାତ୍ରା ହ୍ରାସ ପାଇବା ଫଳରେ ଶୀତ ବଢ଼ିଥିବା ଲକ୍ଷ୍ୟ କରାଯାଇଛି।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଆସନ୍ତା ୩ ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ସର୍ବନିମ୍ନ ତାପମାତ୍ରା ଆହୁରି ୨ ରୁ ୩ ଡିଗ୍ରି ପର୍ଯ୍ୟନ୍ତ କମିବାର ସମ୍ଭାବନା ରହିଛି।ଘୁ. ଉଦୟଗିରି ରାଜ୍ୟର ସବୁଠାରୁ ଥଣ୍ଡା ସହର ଭାବେ ଏଠାରେ ପାରଦ ୭.୮ ଡିଗ୍ରିକୁ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୨ : ବୌଦ୍ଧ ସ୍ଥିତ ଯୋଗୀନ୍ଦ୍ର ଦେବ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ପକ୍ଷରୁ ଜିଲ୍ଲା ସ୍ତରୀୟ କୁଇଜ୍ ବୁଧୁବାର ଦିନ ଉଦଘାଟିତ ହୋଇଯାଇଛି।ପ୍ରଧାନଶିକ୍ଷୟତ୍ରୀ ଗାୟତ୍ରୀ ସାହୁ ଙ୍କ ଅଧକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ସଭାରେ ମୁଖ୍ୟଅତିଥି ଭାବରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକ, ସଂମ୍ମାନିତ ଅତିଥି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭାସ୍କର ଲେଙ୍କା, ଅନ୍ୟତମ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୬/୨ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର , ମାତୃପୀଠ ଠାରେ ବିଶ୍ଵ କର୍କଟ ଦିବସ ଉପଲକ୍ଷେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ଅତିଥି ଭାବେ କାଶୀନଗରର ହୋମିଓପାଥି ମେଡିକାଲ ଅଫିସର ଡାକ୍ତର ଜି. ବେଦ ବିକାଶ କର୍କଟ ରୋଗର କାରଣ ଓ ନିରାକରଣ ସମ୍ପର୍କରେ ପ୍ରୋଜେକ୍ଟର ମାଧ୍ୟମରେ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ବୁଝାଇଥିଲେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୬/୨: ଖୋର୍ଦ୍ଧା ପୌର ପରିଷଦ ଅନ୍ତର୍ଗତ ଜେମାଦେଇ ଜୟୀରାଜଗୁରୁ ଉଚ୍ଚ ବିଦ୍ୟାଳୟଠାରେ ବିଦ୍ୟାଳୟର ପ୍ରତିଭା ଅନ୍ୱେଷଣ ଓ ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ପ୍ରଧାନ ଶିକ୍ଷକ ଆଶିଷ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ବିଦ୍ୟାଳୟର ପ୍ରତିଷ୍ଠାତା ପରିବାର ସଦସ୍ୟ ସମାଜସେବୀ ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ମହାପାତ୍ର ଉଦ୍‌ଘାଟନ କରିଥିଲେ Continue Reading