ଭୁବନେଶ୍ୱର, ୧୦/୩ : ରାଜ୍ୟରେ ଆଜିଠୁ ବଢିବ ତାତି । ତାପମାତ୍ରା ୩ରୁ ୫ ଡିଗ୍ରୀ ସେଲସିୟସ୍ ବଢ଼ିପାରେ । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀରରେ ତାତି ୪୦ ଡିଗ୍ରୀ ଟପିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।କିନ୍ତୁ ୫ ଦିନ ପରେ ତାପମାତ୍ରା ପୁଣି ଥରେ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହାକୁ ଦୃଷ୍ଟିରେ ରଖି ମୁକାବିଲା ପାଇଁ ପ୍ରସ୍ତୁତି କରାଯାଇଛି । ଏନେଇ ଝଜଉ […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୯/୩ : ସ୍ଥାନୀୟ ଅଡିଟରିୟମ ହଲ,ଭୀମ ଭୋଇ ମେଡିକାଲ କଲେଜ ପରିସରରେ “ସୁଭଦ୍ରା ଯୋଜନା” ର ଦ୍ଵିତୀୟ କିସ୍ତି ହିତାଧିକାରୀ ମାନଙ୍କୁ ପ୍ରଦାନ କରିବା ନେଇ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି।କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ ଶ୍ରୀ ଗୌରବ ଶିବାଜୀ ଇଶାଳୱର,ସମ୍ମାନନୀୟ ଅତିଥି ଡାଃ. ବିଜୟାନନ୍ଦ ସେଠୀ ଅତିରିକ୍ତ ଜିଲ୍ଲାପାଳ,CDMO ଡାଃ. ରମେଶ ଚନ୍ଦ୍ର ସାହୁ ଯୋଗ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର,୯/୩ : ବଲାଙ୍ଗିର ଜିଲ୍ଲା ନ୍ୟାୟାଳୟ ସମେତ ଜିଲ୍ଲାରେ ଥିବା ସମସ୍ତ ତାଲୁକ ସ୍ତରରେ ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଅଛି।ଏହି ଲୋକ ଅଦାଲତ ରେ, ଜିଲ୍ଲା କୋର୍ଟ ପରିସରରେ ଜିଲ୍ଲା ନ୍ୟାୟାଳୟର ଜିଲ୍ଲା ନ୍ୟାୟାଧିଶ ଡ. ପବିତ୍ର ମୋହନ ସାମଲ,ଶ୍ରୀଯୁକ୍ତ ବିମଲ କୁମାର ଚାନ୍ଦ, ଚେୟାରମ୍ୟାନ,ପି ଏଲ୍ ଏ,(ପି ୟୁ ଏସ୍),ଶ୍ରୀଯୁକ୍ତ ବିକ୍ରମ କେଶରୀ ପଟ୍ଟନାୟକ,ଜଜ୍ ଫ୍ୟାମିଲି Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୯/୩: କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଚାଞ୍ଚେଡ଼ି ପଞ୍ଚାୟତ ଅନ୍ତର୍ଗତ କେଲେମାହା ଅଙ୍ଗନୱାଡ଼ି କେନ୍ଦ୍ରରେ ଆଜକୁ ଦୀର୍ଘଦିନ ହେଲା ପାନୀୟ ଜଳ ସମସ୍ୟା ଦେଖା ଦେଇଛି ।ଉକ୍ତ ଅଙ୍ଗନୱାଡ଼ି କେନ୍ଦ୍ରରେ ଥିବା ଏକମାତ୍ର ନଳକୂପ ଟି ବହୁତ ଦିନ ହେଲା ଅଚଳ ଅବସ୍ଥାରେ ପଡ଼ିରହିଛି ।ମରାମତି କରିବା ନିମନ୍ତେ ବାରମ୍ବାର ବିଭାଗୀୟ ଅଧିକାରୀଙ୍କୁ ଅବଗତ କରିଥିଲେ ମଧ୍ୟ ଏଯାଏଁ ମରାମତି Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୯/୩ : ଶନିବାର ଦିନ ବୌଦ୍ଧ ଜିଲ୍ଲା ନ୍ୟାୟାଳୟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇ ଯାଇଛି ।ଆଜି ଦିନ ୧୦ ଘଣ୍ଟା ସମୟରେ ଜିଲ୍ଲା ଦୌରା ଜଜ ପ୍ରତାପ କୁମାର ପାତ୍ର ଓ ଅନ୍ୟ ବିଚାରପତି ମାନେ ଯୋଗ ଦେଇ ରାଷ୍ଟୀୟ ଲୋକ ଅଦାଲତ ର ଶୁଭ ଉଦଘାଟନ କରିଥିଲେ । ଉକ୍ତ ଲୋକ ଅଦାଲତରେ ବିଭିନ୍ନ ବ୍ୟାଙ୍କର ଖିଲାପକାରୀ ଋଣ ଗ୍ରହୀତା ମାନଙ୍କର ବକେୟା ଋଣ ରାଶି ଉପରେ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୯/୩ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଗଜପତି ଷ୍ଟାଡିୟମ ଠାରେ ଆନ୍ତର୍ଜାତୀୟ ମହିଳା ଦିବସ ଅବସରରେ ସୁଭଦ୍ରା ଦ୍ୱିତୀୟ କିସ୍ତି ପ୍ରଦାନ କରାଯାଇଛି।ଏହି କାର୍ଯ୍ୟକ୍ରମରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଥିବା ବେଳେ ସମ୍ମାନିତ ଅତିଥି ଭାବରେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ଭାରପ୍ରାପ୍ତ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ Continue Reading
ବରଦା ଦାସଙ୍କ ରିପୋର୍ଟକଟକ, ୯/୩ : ନାରୀ ଏକା ଧାରରେ ଜାୟା ଜନନୀ ଭଗିନୀ । ସେ ସର୍ବଂସହା । ବିଜେପି ୱାର୍ଡ ନ ୨୫ ଦ୍ଵାରା ବଢେଇ ସାହି ବାସ୍ତରି ମଠରେ ଆନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ଏକ ସଭା ନିତାଇ ନନ୍ଦ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ଅତିରିକ୍ତ ନିର୍ଦ୍ଦେଶକ ସୂଚନା ଓ ଲୋକ ସମ୍ପର୍କ ତଥା ୧୨୪ ନ ବିଜେପି ବୁଥ ସଭାପତି ସକ୍ରିୟ […]Continue Reading
ବରଦା ଦାସଙ୍କ ରିପୋର୍ଟକଟକ, ୯/୩ : ବେଦ ହେଉଛି ଶ୍ରୁତି, ଇଶ୍ଵର ପ୍ରଦତ୍ତ ଜ୍ଞାନ । ଏହା ଆପ୍ତ ବାକ୍ୟ ଅର୍ଥାତ୍ ଅତ୍ୟନ୍ତ ବିଶ୍ଵସ୍ତ । ଏଥିରେ ସୃଷ୍ଟି ସମ୍ବନ୍ଧୀୟ ଜ୍ଞାନ ବର୍ଣ୍ଣିତ । ଥିଙ୍କର୍ସ କ୍ଲବ ର ୧୧୪ ତମ ଆଭାସି ଆଲୋଚନା କୁ ବେଦ ଭବନ ନ୍ୟାସ ଉଜ୍ଜୟିନୀ ର ପୂର୍ବତନ ଉପାଧ୍ୟକ୍ଷ ପ୍ରଫେସର ପ୍ରଫୁଲ୍ଲ ମିଶ୍ର ଉଦଘାଟନ କରି କହିଲେ ବେଦ ହିନ୍ଦୁ ସନାତନ ଧର୍ମ ଶାସ୍ତ୍ର ଅଟେ । ଅନ୍ୟ ସମସ୍ତେ […]Continue Reading
ଭୁବନେଶ୍ୱର,୯/୩: ଜଗନ୍ନାଥ ମନ୍ଦିର କର୍ତ୍ତୃପକ୍ଷ ବାର୍ଷିକ ରଥଯାତ୍ରାକୁ ୟୁନେସ୍କୋ ମାନ୍ୟତା ପାଇବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନ (SJTA) ବାର୍ଷିକ ରଥଯାତ୍ରାକୁ ୟୁନେସ୍କୋ ଦ୍ୱାରା ସାଂସ୍କୃତିକ ଐତିହ୍ୟ ତାଲିକାରେ ଅନ୍ତର୍ଭୁକ୍ତ କରିବା ପାଇଁ ପ୍ରକ୍ରିୟା ଆରମ୍ଭ କରିଛି।ଦ୍ୱାଦଶ ଶତାବ୍ଦୀର ପବିତ୍ର ମନ୍ଦିରର ଏକ ଅବିଚ୍ଛେଦ୍ୟ ଅଂଶ ପ୍ରଭୁ ଜଗନ୍ନାଥଙ୍କ ବାର୍ଷିକ ରଥଯାତ୍ରା, ଓଡ଼ିଶା ଏବଂ ଭାରତର ସମୃଦ୍ଧ ସାଂସ୍କୃତିକ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୮/୩ : ଶୁକ୍ରବାର ଦିନ ଦିବା ଘ.୧୨.୧୫ ମିନଟ ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବରିଷ୍ଠ ନାଗରିକ ତୀର୍ଥ ଯାତ୍ରା କାର୍ଯ୍ୟକ୍ରମ ର ଶୁଭାରମ୍ଭ ହୋଇ ଯାଇଛି ।ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ପତାକା ଦେଖାଇ ଜିଲ୍ଲାରୁ ୫୫ ଜଣ ତୀର୍ଥ ଯାତ୍ରୀଙ୍କୁ ନେଇ ଯାଉଥିବା ଦୁଇଟି ବସର ଶୁଭାରମ୍ଭ କରିଥିଲେ । ପ୍ରାରମ୍ଭରେ ସମସ୍ତ ତୀର୍ଥ ଯାତ୍ରୀଙ୍କ ମଥାରେ ଚନ୍ଦନ ଲଗାଇ ଫୁଲମାଳ ଦେଇ ସମ୍ବର୍ଦ୍ଧିତ କରା ଯାଇଥିଲା ।ତୀର୍ଥ Continue Reading




