Home Archive by category Odisha News (Page 305)

Odisha News

Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି , ୮/୩ : ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍ ଅନ୍ତର୍ଗତ ପୁତାର ଗ୍ରାମ ପଞ୍ଚାୟତର ପୁତାର ଗ୍ରାମ ଠାରେ ଯଶୋଦା ମହାସଂଘର ୫ ଦିନିଆ ଭିଜନ (ସ୍ବପ୍ନ) ସମ୍ପର୍କିତ ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ପ୍ରଶିକ୍ଷଣ ଶିବିର କାର୍ଯ୍ୟକ୍ରମ ଚଳିତ ମାସର ଗତ ୩ ତାରିଖ ଠାରୁ ଆରମ୍ଭ ହୋଇ ୭ ତାରିଖ ପ ର୍ଯ୍ୟନ୍ତ ୫ ଦିନ ଧରି ଅନୁଷ୍ଠିତ ହୋଇଥିବା ବେଳେ ଏହି ପ୍ରଶିକ୍ଷଣ ଶିବିରରେ […]Continue Reading
Odisha News
ଛତ୍ରପୁର,୮/୩: ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ଆଜି ଅର୍ଥାତ୍ ଶନିବାର ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି ସୁଭଦ୍ରା ଟଙ୍କା। ଏହା ଦ୍ୱିତୀୟ କିସ୍ତିର ପ୍ରଥମ ପର୍ଯ୍ୟାୟ ଅଟେ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଞ୍ଜାମ ଜିଲାର ବ୍ରହ୍ମପୁର ବିବେକ ବିହାରଠାରେ ଶୁଭାରମ୍ଭ କରି ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ପଠାଇଛନ୍ତି। ପ୍ରାୟ ୧ କୋଟି ମହିଳାଙ୍କ ଆକାଉଣ୍ଟକୁ ସୁଭଦ୍ରା ଟଙ୍କା ଆସିଛି।କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, Continue Reading
Odisha News Ollywood News
ଭୁବନେଶ୍ଵର, ୮/୩ : ସବୁ ପ୍ରତୀକ୍ଷାର ଅନ୍ତ ଘଟିଲା । ଶେଷରେ ଓଲିଉଡ ସୁପରଷ୍ଟାର ଅନୁଭବ ମହାନ୍ତି ଓ ଜାଗୃତି ଶୁକ୍ଳାଙ୍କ ନିର୍ବନ୍ଧ ହୋଇଛି।ଯେଉଁ ଅନୁମାନ କରାଯାଉଥିଲା ଯେ, ବର୍ଷାଙ୍କ ସହ ଛାଡ଼ପତ୍ର ପରେ ଅନୁଭବ ଆଉ କାହାକୁ ବିବାହ କରିବେ କି ନାହିଁ, ତାହାର ପୂର୍ଣ୍ଣଛେଦ ପଡ଼ିଛି। ଏବେ ଦ୍ବିତୀୟ ବିବାହ କରିବାକୁ ଯାଉଛନ୍ତି ଓଲିଉଡ ସୁପରଷ୍ଟାର।ବହୁଦିନ ଧରି ଚର୍ଚ୍ଚା ହେଉଥିଲା ଯେ, Anubhav mohanty ଓ jagrati Suklaଙ୍କ ଭିତରେ ପ୍ରେମ ସମ୍ପର୍କ ରହିଛି, Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୮/୩ : ଓ୍ବାର୍ଲ୍ଡ ବୁକ୍ ଅଫ୍ ରେକର୍ଡ ରେ ଚାରି ବର୍ଷର ଶିଶୁ ଆଦଭିକ୍ ପାଢ଼ୀ । ଫଟାଫଟ୍ ସବୁ ପ୍ରଶ୍ନର ଉତ୍ତର ଦେଉଛନ୍ତି ଏହି କୁନି ବିସ୍ମୟ ବାଳକ। କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସହର ଭଗାମୁଣ୍ଡା ସାହିର ଅମୁଲ୍ୟ ପାଢ଼ୀ ଓ ପ୍ରିୟଙ୍କା ପାଢ଼ୀ ଙ୍କ ସୁପୁତ୍ର ଆଦଭିକ୍ ପାଢ଼ୀ ।ସେ ବାଲିଗୁଡ଼ା ସ୍ଥିତ ସାଇ ପ୍ରଭୁଜୀ ଗ୍ଲୋବାଲ ସ୍କୁଲରେ ନର୍ସରୀ ଶ୍ରେଣୀରେ ପାଠ ପଢୁଛନ୍ତି । ଆଦଭିକ୍ ୧ […]Continue Reading
Odisha News
ଭୁବନେଶ୍ୱର,୭/୩: ବିଦ୍ୟୁତ ବିଲ୍‌କୁ ନେଇ ବଡ଼ ସୂଚନା ଦେଇଛନ୍ତି ମନ୍ତ୍ରୀ ସୁରେଶ ପୂଜାରୀ। ଗ୍ରୀଷ୍ମପ୍ରବାହ ମୁକାବିଲା ପ୍ରସ୍ତୁତି ନେଇ ମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି। ଏଣିକି ଉପଭୋକ୍ତା ବିଲ ନ ଦେଇ ପାରିଲେ ଘରୁ ବିଦ୍ୟୁତ କଟିବନି।Odisha Electricity: ବିଲ ଦେଇ ନଥିବା ଉପଭୋକ୍ତାଙ୍କ ବିଦ୍ୟୁତ ନ କାଟିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅଘୋଷିତ ବିଦ୍ୟୁତ କାଟ ନ କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଅଚଳ ନଳକୂପ ୪୮ ଘଣ୍ଟା ମଧ୍ୟରେ ମରାମତି ହେବା ସହ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର,୭/୩ : ୨୪/୭ ପାୱାର ସିଷ୍ଟମ୍ କଂଟ୍ରୋଲ ସେଂଟର୍ (ପିଏସ୍‌ସିସି): ଏକ କେନ୍ଦ୍ରୀୟ ନିୟନ୍ତ୍ରଣ କକ୍ଷ ଯାହା ବାସ୍ତବ ସମୟ ନିରୀକ୍ଷଣ ଏବଂ କୌଣସି ବିଭ୍ରାଟର ଦ୍ରୁତ ପ୍ରତିକ୍ରିୟା ସୁନିଶ୍ଚିତ କରୁଛିସ୍ୟାଟେଲାଇଟ୍ ପିଏସ୍‌ସିସି ଏବଂ ନିୟନ୍ତ୍ରଣ କକ୍ଷ: ମଣ୍ଡଳ ଓ ସର୍କଲ୍ ସ୍ତରରେ ସ୍ଥାପିତ ହୋଇଛି ଯାହା ପ୍ରଭାବଶାଳୀ ସମନ୍ୱୟ ଏବଂ ଦ୍ରୁତ ସମସ୍ୟା ସମାଧାନ ସୁନିଶ୍ଚିତ କରୁଛି ।ସୁରକ୍ଷା ପଦକ୍ଷେପ: ନିୟମାବଳୀ ପାଳନ ସୁନିଶ୍ଚିତ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୭/୩ : ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦନ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏନଓଡିଏଲ) ଆଗାମୀ ଗ୍ରୀଷ୍ମ ମାସଗୁଡ଼ିକରେ ନିରବଚ୍ଛିନ୍ନ ବିଦ୍ୟୁତ୍ ଯୋଗାଣ ଏବଂ ଶୀର୍ଷ ଚାହିଦା ପରିଚାଳନା ସୁନିଶ୍ଚିତ କରିବା ପାଇଁ ସକ୍ରିୟ ପଦକ୍ଷେପ ଗ୍ରହଣ କରିଛି। ପ୍ରତିଷେଧାତ୍ମକ ରକ୍ଷଣାବେକ୍ଷଣ ଏବଂ ଉନ୍ନତ ପ୍ରଯୁକ୍ତି ଗ୍ରହଣୀୟତା ଉପରେ ଗୁରୁତ୍ୱ ଦେଇ ଟିପିଏନଓଡିଏଲ ନିଜ ଗ୍ରାହକଙ୍କ ପାଇଁ ବିଦ୍ୟୁତ୍ Continue Reading
Odisha News
ଭୁବନେଶ୍ୱର,୭/୩ : ଆସନ୍ତା ଏପ୍ରିଲ ୨ତାରିଖରୁ ରାଜ୍ୟରେ ପ୍ରାଥମିକ ବିଦ୍ୟାଳୟଗୁଡିକରେ ଖୋଲିବ ‘ଶିଶୁ ବାଟିକା’ ଶ୍ରେଣୀ। ରାଜ୍ୟରେ ୨୦୨୫-୨୬ ଶିକ୍ଷାବର୍ଷରୁ ଏଠାରେ ୫-୬ବର୍ଷ ବୟସର ପିଲାଙ୍କ ନାମଲେଖା ସହ ପାଠପଢ଼ା ଆରମ୍ଭ ହେବ।ଏନେଇ ପ୍ରସ୍ତୁତି ଓ ପ୍ରକ୍ରିୟା ଆରମ୍ଭ କରିବାକୁ ଶିକ୍ଷା ବିଭାଗୀୟ କମିଶନର କମ୍ ସେକ୍ରେଟାରୀ ସାଲିନୀ ପଣ୍ଡିତ ଏକ ବିଜ୍ଞପ୍ତି ଜରିଆରେ ସମସ୍ତ ଜିଲାପାଳ, ଅଧ୍ୟକ୍ଷ ଏବଂ ସମଗ୍ର ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ଜାତୀୟ Continue Reading
Odisha News
କଟକ, ୭/୩: ଗିରଫ ହେଲେ କୁବେର ଡେପୁଟି କମିଶନର । କଟକ ଏସଟିଏ ଯୁଗ୍ମ କମିଶନର ପ୍ରଦୀପ ମହାନ୍ତିଙ୍କୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କଲା ଭିଜିଲାନ୍ସ।ଚଢାଉବେଳେ ପ୍ରଦୀପ ମହାନ୍ତିଙ୍କ ଘରୁ ବିପୁଳ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ ଟିମ୍ । ବାବୁଙ୍କ ବିଭିନ୍ନ ଠିକଣାରେ ଚଢାଉ ହେବା ପରେ ଆଖି ଖୋସିଲା ଭଳି ସୁନାଗହଣା ମିଳିଥିଲା । ବର୍ତ୍ତମାନ ସୁଦ୍ଧା ୨କେଜିରୁ ଅଧିକ ସୁନା ସହ ୧୭ ଲକ୍ଷ ୫୫ହଜାର ଅଧିକ ନଗଦ […]Continue Reading
Odisha News
ଭୁବନେଶ୍ୱର, ୭/୩: ତାତିରୁ ମିଳିବ ନାହିଁ ଆଉ ନିସ୍ତାର । ଅସହ୍ୟ ହେବ ତାତି, ବଢ଼ିବ ଗୁଳୁଗୁଳି । ଆଗାମୀ ୨୪ ଘଣ୍ଟା ପରେ ରାଜ୍ୟରେ ତାପମାତ୍ରା ୩ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ହେବାର ସମ୍ଭାବନା ରହିଛି ।ଆସନ୍ତା ୯ ତାରିଖରୁ ପଶ୍ଚିମା ଝଡ଼ ଉତ୍ତରପଶ୍ଚିମ ଭାରତକୁ ପ୍ରଭାବିତ ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଥଣ୍ଡା ବାୟୁର ପ୍ରଭାବ କମିବା ସହ ତାପମାତ୍ର ବୃଦ୍ଧି ସମ୍ଭାବନା ରହିଛି । ସେଥିପାଇଁ ସତର୍କ ହୋଇ […]Continue Reading