Home Archive by category Odisha News (Page 31)

Odisha News

Odisha News
ବିଶ୍ୱରୂପା ବେହେରାଙ୍କ ରିପୋର୍ଟଢେଙ୍କାନାଳ, Feb. 4: ଓଡ଼ିଶାର ଢେଙ୍କାନାଳ ଜିଲ୍ଲାର ଯୋରନ୍ଦା ଗ୍ରାମ କେବଳ ଏକ ଭୌଗୋଳିକ ପରିଚୟ ନୁହେଁ, ବରଂ ଏହା ମହିମା ଧର୍ମର ପବିତ୍ର ପୀଠ ଭାବେ ସାରା ରାଜ୍ୟ ଏବଂ ଦେଶରେ ପରିଚିତ। ପ୍ରତିବର୍ଷ ମାଘ ମାସରେ ଏଠାରେ ଆୟୋଜିତ ହୁଏ ପ୍ରସିଦ୍ଧ ଯୋରନ୍ଦା ମାଘ ମେଳା, ଯାହା ଧାର୍ମିକ ଆସ୍ଥା, ଆତ୍ମିକ ଶୁଦ୍ଧତା ଓ ସାମୂହିକ ଏକତାର ଏକ ଅନନ୍ୟ ଦୃଶ୍ୟ ପ୍ରଦର୍ଶନ କରେ।ମାଘ ମେଳାର ମୂଳ ମହିମା ଅଲେଖ ଧର୍ମ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩/୨ : ବିଜୁ ଜନତାଦଳର ବରିଷ୍ଠନେତା ଧଳପୁର ଗ୍ରାମପଞ୍ଚାୟତର ପୂର୍ବତନ ସରପଞ୍ଚ ଶ୍ରୀଯୁକ୍ତ ବିଶ୍ଵାମିତ୍ର ମହାଙ୍କୁଡଙ୍କ ଆଜି ନିଧନ ହୋଇଯାଇଛି ।ପୁରୁଣାକଟକ ଠାରେ ବିଜୁ ଜନତାଦଳର ବୌଦ୍ଧ ଜିଲ୍ଲା ସଭାପତି ପୂ ର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତ ବ୍ଲକସଭାପତି ପଙ୍କଜ ସାହୁ, ବରିଷ୍ଠ ନେତା ସୀତାରାମ ଅଗ୍ରୱାଲା, ରବିନାରାୟଣ ପ୍ରଧାନ ଜିଲ୍ଲା ଉପସଭାପତି ସୁବୋଧ ପ୍ରଧାନ ସାମାଜିକ ଗଣମାଧ୍ୟମ ସଂଯୋଜକ ଅବକାଶ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୩/୨: ନାବାଳିକାଙ୍କୁ ଅପହରଣ କରି ହାତ ଗୋଡ ବାନ୍ଧି ଜଙ୍ଗଲରେ ଛାଡି ପଳାଇଲେ। ରାତି ଅନ୍ଧାର ଭିତରେ ଘଞ୍ଚ ଜଙ୍ଗଲରେ ଭୟରେ ଜୀବନ ବଞ୍ଚାଇ କୌଣସି ପ୍ରକାରେ ଉଦ୍ଧାର ହୋଇ ସକାଳେ ଘରକୁ ଫେରିଛନ୍ତି ଜଣେ ୧୪ ବର୍ଷୀୟ ନାବାଳିକା ।ଏପରି ଏକ ଘଟଣା କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ତୁମୁଡିବନ୍ଧ ବ୍ଲକ ବେଲଘର ଥାନା ଅଞ୍ଚଳରେ ଘଟିଛି। ସୂଚନା ପ୍ରକାରେ, ନାବାଳିକା ଜଣକ ଗତ ରବିବାର ପୂର୍ବାହ୍ନରେ ଏକୁଟିଆ ଗାଧୋଇବା Continue Reading
Odisha News
ପୁରୁଷୋତ୍ତମପୁର,୩/୨ : ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାର’ ଶୁଭାରମ୍ଭ କରିଛନ୍ତି । ପଣ୍ଡିତ ବ୍ରାହ୍ମଣଙ୍କ ବେଦ ମନ୍ତ୍ରରେ ବିବାହ ମଣ୍ଡପ ପ୍ରକମ୍ପିତ ହୋଇଉଠିଥିବା ବେଳେ ସମ୍ପୂର୍ଣ୍ଣ ହିନ୍ଦୁ ରୀତିନୀତି ଅନୁସାରେ ବିବାହ କାର୍ଯ୍ୟ ସମାପନ ହୋଇଛି।ଏହି ବିବାହ ବେଦୀରେ ଝିଅର ବାପା ଓ ଭାଇ ଭାବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହି Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୩/୨: ଭାରତର ମହାମହିମ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ଯାଜପୁର ବିରଜା ମନ୍ଦିର ଗସ୍ତରେ ଆସିଛନ୍ତି। ସମଗ୍ର ଜିଲ୍ଲାବାସୀ ମହାମହିମ ରାଷ୍ଟ୍ରପତିଙ୍କୁ ଗସ୍ତକୁ ନେଇ ଉତ୍ସାହିତ ଥିଲେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଏହା ପ୍ରଥମ ଯାଜପୁର ଗସ୍ତ ଥିଲା।ଯାଜପୁରବାସୀ ଏହି ଐତିହାସିକ ମୁହୂର୍ତ୍ତର ସାକ୍ଷୀ ହୋଇଥିଲେ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବାୟୁସେନାର Continue Reading
Odisha News
ଯାଜପୁର , ୩/୨: ମା ବିରଜାଙ୍କୁ ଦର୍ଶନ କଲେ ରାଷ୍ଟ୍ରପତି । ଯାଜପୁରରେ ଅଧିଷ୍ଟାତ୍ରୀ ଦେବୀ ମା ବିରଜାଙ୍କୁ ଦର୍ଶନ କଲେ ଭାରତର ପ୍ରଥମ ନାଗରିକ ତଥା ରାଷ୍ଟ୍ରପତି ଦୌପଦୀ ମୁର୍ମୁ ।ଏହି ଅବସରରେ ମା ବିରଜାଙ୍କ ମନ୍ଦିରରେ ସ୍ୱତନ୍ତ୍ର ପୂଜାର୍ଚ୍ଚନା ମଧ୍ୟ କରିଛନ୍ତି ।Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩/୨: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନିଲ ଅଗ୍ରୱାଲ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ବନଖଣ୍ଡ ଅଧିକାରୀ ପାରଳାଖେମୁଣ୍ଡି ଶ୍ରୀ କେ.ନାଗାରାଜୁ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା ,୨/୨ : ପୂର୍ବତଟ ରେଳବାଇ ସ୍ପୋର୍ଟ୍ସ ଆସୋସିଏସନ୍ (ଇକୋଆରଏସ୍ଏ), ଖୋର୍ଦ୍ଧା ରୋଡ୍ ଦ୍ୱାରା ଆଇଆଇଟି ଭୁବନେଶ୍ୱରର ସହଯୋଗରେ ଆଜି ଇକୋଆରଏସ୍ଏ କ୍ରିକେଟ୍ ଷ୍ଟାଡିୟମ, ଖୋର୍ଦ୍ଧାରୋଡ୍ ରେ ‘ଖୋର୍ଦ୍ଧାରୋଡ୍ ହାଫ୍ ମାରାଥନ୍ ଭୁବନେଶ୍ୱର ୨.୦’ ସଫଳତାର ସହିତ ଆୟୋଜିତ ହୋଇଥିଲା।ଏହି କାର‌୍ୟ୍ୟକ୍ରମରେ ୮ ବର୍ଷ ଓ ତଦୁର୍ଦ୍ଧ୍ୱ ବୟସର ପୁରୁଷ, ମହିଳା ଓ ପିଲାମାନଙ୍କ ସହିତ ବିଭିନ୍ନ ବୟସ ଶ୍ରେଣୀର ୨୦୦୦ ରୁ ଅଧିକ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨/୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ଉପଖଣ୍ଡ କ୍ରୀଡା ସଂଘ ଆନୁକୂଲ୍ୟରେ ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ -୨୦୨୬ ଆୟୋଜନ ହେବ, ଏ ନେଇ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଯାଇଛି ।ଚଳିତ ମାସ ଫେବୃଆରୀ ୪ ତାରିଖ ରୁ ୧୧ ତାରିଖ ପର୍ଯ୍ୟନ୍ତ ଉପଖଣ୍ଡ କ୍ରୀଡା ସଂଘ କପ ର ରାଜ୍ୟ ସ୍ତରୀୟ ଫୁଟବଲ ଚମ୍ପିୟାନସିପ ସ୍ଥାନୀୟ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ଆୟୋଜନ ହେବ କ୍ଷ […]Continue Reading
Odisha News
ଭୁବନେଶ୍ୱର, ୨/୨ : ରାଜଧାନୀ ଭୁବନେଶ୍ୱର ଉପକଣ୍ଠସ୍ଥ ପିପିଲି ଥାନା ଅନ୍ତର୍ଗତ ଉତ୍ତରା ସିଫା ନିକଟରେ ଜଣେ କିନ୍ନରଙ୍କୁ ହତ୍ୟା କରାଯିବା ମାମଲାରେ କିନ୍ନର ସମାଜ ରାଜରାସ୍ତାକୁ ଓହ୍ଲାଇଛନ୍ତି । ଅଭିଯୁକ୍ତକୁ ତୁରନ୍ତ ଗିରଫ ଏବଂ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ପ୍ରଦାନ କରିବାକୁ ଦାବି କରିଛନ୍ତି ମୀରା ପରିଡ଼ା ।ଗତକାଲି ରାତିଠାରୁ ଏପର‌୍ୟ୍ୟନ୍ତ ପୋଲିସ କୌଣସି ସୁରାକ ପାଇ ପାରିନାହିଁ । ତେଣୁ ଏହାର ପ୍ରତିବାଦରେ କିନ୍ନର ସମାଜ ରାସ୍ତା ରୋକ କରିଛି ।କ୍ୟାପିଟାଲ Continue Reading