କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୫/୯ : ସମବାୟ ବ୍ୟବସ୍ଥାକୁ ଆହୁରି ସଶକ୍ତ ଓ ସୁଦୃଢ଼ କରିବା ଉଦ୍ଦେଶ୍ୟରେ ରାଜ୍ୟବ୍ୟାପୀ ‘ମେଗା ସଦସ୍ୟତା ମହାଅଭିଯାନ–ସମ୍ବନ୍ଧ’ର ଶୁଭାରମ୍ଭ ହୋଇଯାଇଛି ।ଭୁବନେଶ୍ୱରସ୍ଥିତ ଓଡ଼ିଶା କୃଷି ଓ ପ୍ରଯୁକ୍ତି ବିଶ୍ୱବିଦ୍ୟାଳୟ (ଓୟୁଏଟି) କୃଷି ଶିକ୍ଷା ସଦନଠାରେ ଆୟୋଜିତ ସ୍ୱତନ୍ତ୍ର ରାଜ୍ୟସ୍ତରୀୟ କାର୍ୟ୍ୟକ୍ରମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଏହି ଅଭିଯାନର ଶୁଭାରମ୍ଭ କରିଥିଲେ।ଏହି ଅବସରରେ ବୌଦ୍ଧରେ Continue Reading




