Home Archive by category Odisha News (Page 313)

Odisha News

Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୧୮/୩ : ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ) ପକ୍ଷରୁ ଯାଜପୁର ସ୍ଥିତ ପାଣିକୋଇଲିରେ ନୂତନ ତଥା ଏହାର ପଞ୍ଚମ କୌଶଳ ବିକାଶ କେନ୍ଦ୍ରର ଲୋକାର୍ପଣ କରାଯାଇଛି।ଟିପିଏନଓଡିଏଲ ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ(ସିଇଓ) ଶ୍ରୀ ଦ୍ବିଜଦାସ ବସକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଟାଟା ପାୱାର ସୁରକ୍ଷା ବିଭାଗ ମୁଖ୍ୟ ଶ୍ରୀ ସୁରେଶ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା , ୧୮/୩ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଭତ୍ତା ହିତାଧିକାରୀ ସୁରକ୍ଷା ମଞ୍ଚ ପକ୍ଷରୁ ଭତ୍ତା ହିତାଧିକାରୀ ମାନଙ୍କ ସୁରକ୍ଷା ଓ ନ୍ୟାର୍ଯ୍ୟ ଦାବୀ ପୂରଣ ସମ୍ପର୍କରେ ଏକ ବିରାଟ ଶୋଭାଯାତ୍ରା ସ୍ଥାନୀୟ ଗାୟତ୍ରୀ ମନ୍ଦିର ନିକଟରୁ ବାହାରି ହାତରେ ଦାବୀ ସମ୍ପର୍କିତ ପ୍ଲା କାର୍ଡ ଧରି ସ୍ଲୋଗାନ ମାନ ଦେଇ ସମଗ୍ର ସହର ପରିକ୍ରମା କରି ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ୭ ଦଫା ସମ୍ବଳିତ ଦାବୀ ପତ୍ର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୮/୩ : (ମଙ୍ଗଳବାର )ସନ୍ଧ୍ୟା ଘ ୫.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟର ଓସ୍ୱାନ ହଲ୍ ଠାରେ ଗ୍ରୀଷ୍ମ ପ୍ରବାହର ମୁକାବିଲା ସମ୍ପର୍କିତ ଏକ ବୈଠକ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇ ଯାଇଛି ।। ଉକ୍ତ ବୈଠକରେ ଆଭାସୀ ମାଧ୍ୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଏବଂ ସମସ୍ତ ବିଭାଗୀୟ ସଚିବଙ୍କ ସହ ଓସୱାନ ହଲରୁ ଜ଼ିଲ୍ଲାପାଳ ଏବଂ ଜ଼ିଲ୍ଲାସ୍ତରୀୟ ଅଧିକାରୀମାନେ ଯୋଡି ହୋଇଥିଲେ ।ଆଭାସୀ ବୈଠକ ପୂର୍ବରୁ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୮/୩ : ଓଡ଼ିଶା ସରକାରୀ ଆଉଟ ସୋରସିଂ କର୍ମଚାରୀ ମହାସଂଘର ଆହ୍ଵାନ କ୍ରମେ ବଲାଙ୍ଗୀର ଜିଲ୍ଲାର ୫୦ ରୁ ଉର୍ଦ୍ଧ୍ୱ ସରକାରୀ କାର୍ଯ୍ୟାଳୟ ରେ ଦୀର୍ଘ ଦିନ ଧରି କାମକରି ଆସୁଥିବା ଦୁଇ ହଜାର ରୁ ଉର୍ଦ୍ଧ୍ୱ ଆଉଟ୍ ସୋରସିଂ କର୍ମଚାରୀ ଗତ ସୋମବାର ୧୭ ତାରିଖ ରୁ ୨୧ ତାରିଖ ପର୍ଯ୍ୟନ୍ତ କଳା ବେଚ୍ ପରିଧାନ କରି ଶାନ୍ତିପୂର୍ଣ୍ଣ ପ୍ରତିବାଦ କରୁଛନ୍ତି।ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମେତ ସମସ୍ତ ଜିଲ୍ଲା ଅଫିସ,ସମସ୍ତ Continue Reading
Odisha News
ଭୁବନେଶ୍ୱର,୧୮/୩: ଓଡ଼ିଶା ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି (ଘଋଚ) ୨୦୨୦ କାର‌୍ୟ୍ୟକାରୀ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହାର ଏକ ଅଂଶ ସ୍ୱରୂପ, ପ୍ରଥମ ଶ୍ରେଣୀରେ ପ୍ରବେଶ ପାଇଁ ସର୍ବନିମ୍ନ ବୟସ ୬ ବର୍ଷ କିମ୍ବା ତା’ଠାରୁ ଅଧିକ ଧାର୍ଯ୍ୟ କରାଯାଇଛି।ଛାତ୍ରଛାତ୍ରୀଙ୍କ ସାମଗ୍ରିକ ଶୈକ୍ଷିକ ବିକାଶ ସୁନିଶ୍ଚିତ କରିବା ପାଇଁ ଶିକ୍ଷାବିତ୍ ଏବଂ ବିଶେଷଜ୍ଞଙ୍କ ସହ ପରାମର୍ଶ ପରେ ଏହି ନିଷ୍ପତ୍ତି ନିଆଯାଇଛି। ଏହା ସହିତ, Continue Reading
Odisha News
ଭୁବନେଶ୍ୱର,୧୮/୩: ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜ୍ୟରେ କମିବ ତାତି। ଆଶ୍ୱସ୍ତ ହେବେ ରାଜ୍ୟବାସୀ। ଗୁରୁଚାପ ବଳୟ ସାଙ୍ଗକୁ ଟ୍ରାପ ଲାଇନ ପ୍ରଭାବରେ ଆସନ୍ତା ୨୦ରୁ ୨୬ ତାରିଖ ପର‌୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ପାଣିପାଗ ବିଭାଗ ମୁତାବକ ୨୦ ରୁ ୨୨ ତାରିଖ ଯାଏ କାଳେବଶାଖୀର ଅଧିକ ପ୍ରଭାବ ଦେଖିବାକୁ ମିଳିବ । ଓଡିଶା ଉପକୂଳସ୍ଥ ବଙ୍ଗୋପସାଗର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୮/୩ : ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ଦମ୍ବାଳ ସ୍ଥିତ ଡ଼ମ୍ବାଳ ଗ୍ରାମ ପଞ୍ଚାୟତ କଲ୍ୟାଣ ମଣ୍ଡପ ଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୧୮/୩ : ଖୋର୍ଦ୍ଧା ସହର କଦଳୀ ବିକ୍ରି ପାଇଁ ବେଶ ପରିଚିତ। ଏଠାରେ ଶସ୍ତାରେ କଦଳୀ ମିଳେ ବୋଲି ସହର ଦେଇ ଯାତାୟାତ କରୁଥିବା ଲୋକ ଘରକୁ କଦଳୀ କିଣି ନେଇଥାନ୍ତି। ଆନ୍ଧ୍ର ପ୍ରଦେଶରୁ ଆସୁଥିବା କଦଳୀ ଉପରେ ନିର୍ଭରଶୀଳ ଖୋର୍ଦ୍ଧା ସହର। ପ୍ରତ୍ୟେକ ଦିନ ଦଶରୁ କୋଡ଼ିଏ ଟି ଗାଡ଼ିରେ କଦଳୀ ଏଠାରେ ଥିବା ଗୋଦାମକୁ ଆସିଥାଏ।ଏଠାରୁ ଛୋଟ ଛୋଟ ଖୁଚୁରା ବେପାରୀ ମାନଙ୍କ ପାଖକୁ ଗାଡ଼ି ମାଧ୍ୟମରେ […]Continue Reading
Odisha News
ଭୁବନେଶ୍ୱର,୧୭/୩: ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଲା ଦେବେନ୍ଦ୍ର ପ୍ରଧାନଙ୍କ ମରଶରୀର। ଏହି ସମୟରେ ସେଠାରେ ତାଙ୍କୁ ଗାର୍ଡ ଅଫ ଅନର ଦିଆଯାଇଛି। ତାଙ୍କୁ ଶେଷ ଦର୍ଶନ ପାଇଁ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ତାଙ୍କ ସହିତ ସମସ୍ତ ମନ୍ତ୍ରୀ, ରାଜ୍ୟ ଭାଜପା ସଭାପତି, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପହଞ୍ଚିଥିଲେ।ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ସେ ଗତ କିଛି ଦିନ ହେବ ବାର୍ଦ୍ଧକ୍ୟ ଜନିତ ରୋଗରେ ପୀଡ଼ିତ ଥିଲେ ।ତେବେ ଆଜି Continue Reading
Odisha News
ବରଦା ଦାସଙ୍କ ରିପୋର୍ଟକଟକ, ୧୭/୩ : ୧୪୦ କୋଟି ଲୋକସଂଖ୍ୟା ବିଶିଷ୍ଟ ଭାରତ ର ବୈଶିଷ୍ଟ୍ୟ ବିବିଧତା ମଧ୍ୟରେ ଏକତା ।ଆମର ଆଦର୍ଶ ବସୁଧୈବ କୁତୁମ୍ବକମ୍ । ବାବା ସାହେବ୍ ଆମ୍ବେଦକର କହୁଥିଲେ ଏହା ଲୋକମାନଙ୍କ ସମ୍ବିଧାନ ।ବ୍ୟକ୍ତି ମର୍ଯ୍ୟାଦା କୁ ନିଶ୍ଚିତ କରିବା ସମ୍ବିଧାନ ର ମୂଳ କର୍ତ୍ତବ୍ୟ ବୋଲି ରେଭେନ୍ସା ବିଶ୍ଵ ବିଦ୍ୟାଳୟର ରାଜନୀତି ବିଜ୍ଞାନ ବିଭାଗୀୟ ମୁଖ୍ୟ ପ୍ରଫେସର ନେତାଜୀ ଅଭିନନ୍ଦନ ପ୍ରକାଶ କରିଛନ୍ତି ।ବିଜେପି ସମ୍ବିଧାନ ଗୌରବ ଅଭିଯାନ ଓ ଭାରତ Continue Reading