ଭୁବନେଶ୍ୱର,୧୩/୩ : ଉଚ୍ଚଶିକ୍ଷା ବିଭାଗର ବଡ଼ ନିଷ୍ପତ୍ତି । ଏଣିକି ଯୁକ୍ତ ଦୁଇ ପରେ ପଢ଼ିହେବ ବିଏଡ୍ ପାଠ୍ୟକ୍ରମ । ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ।ସୂଚନା ଅନୁସାରେ , ରାଜ୍ୟରେ ବି.ଇଡି ପାଠ୍ୟକ୍ରମ ପାଇଁ ଶିକ୍ଷାଗତ ଯୋଗ୍ୟତାରେ ପରିବର୍ତ୍ତନ ହୋଇଛି । ଆସିବ ନୂଆ କୋର୍ସ ITEP (Intigreted teacher education programme) ।ରାଜ୍ୟରେ ଥିବା ୧୬ ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ ଟି ଅନୁଷ୍ଠାନ ସହିତ ନିକଟସ୍ଥ Continue Reading
Odisha News
କଟକ,୧୩/୩: ଓଡ଼ିଶା ନ୍ୟାୟିକ ସେବା ପରୀକ୍ଷା(OJS-୨୦୨୩) ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ସୋମେଶ ରଣବିଜୁଳି OJS-୨୦୨୩ ଟପ୍ପର ହୋଇଛନ୍ତି। ଏନେଇ ଙଚଝଉ ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାରେ ୩୩ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୪ଜଣ ଛାତ୍ରୀ ଥିବା ଜଣାପଡିଛି। ତାଲିକାରେ ଅରୁଣିମା ପତି ଦ୍ୱିତୀୟ ଏବଂ ପାଏଲ ଅତ୍ତା ତୃତୀୟ ସ୍ଥାନରେ ରହିଥିବା ସୂଚନା ମିଳିଛି।Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୩/୩: ସଦର ମହକୁମାସ୍ଥିତ କୋଶଲ କଳା ମଣ୍ଡଳ ପଡିଆ ରେ ଓଡ଼ିଶା ଜୀବିକା ମିଶନ ଓ ମିଶନ ଶକ୍ତି ବିଭାଗ ର ମିଳିତ ଆନୁକୂଲ୍ୟ ରେ ଲକ୍ଷପତି ଦିଦି ମାନଙ୍କୁ ନେଇ ଏକ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଭାତ କୁମାର ମହାପାତ୍ର ଙ୍କ ସଭାପତିତ୍ବ ରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ଗୌରୱ […]Continue Reading
ଭୁବନେଶ୍ୱର , ୧୩/୩ : ବିଜେଡି ନେତା ରାଜା ଚକ୍ରଙ୍କୁ ଗିରଫ କରିଛି କ୍ରାଇମବ୍ରାଞ୍ଚ ଇଓଡବ୍ଲ୍ୟୁ। ଗନ୍ଧମାର୍ଦ୍ଦନ ଖଣି ଲୋଡିଂ ଏଜେନ୍ସି ଦୁର୍ନୀତି ମାମଲାରେ ରାଜା ଗିରଫ ହୋଇଥିବାଗୁରୁବାର ପ୍ରେସମିଟ୍ରେ ସୂଚନା ଦେଇଛନ୍ତି କ୍ରାଇମବ୍ରାଞ୍ଚ ଡିଜି। ୧୮୫ କୋଟି ଟଙ୍କାର ବଡ଼ ଘୋଟାଲାରେ ରାଜା ଗିରଫ ହୋଇଛନ୍ତି।କେନ୍ଦୁଝର ଜିଲା ଗନ୍ଧମାର୍ଦ୍ଦନ ଖଣି ଅର୍ଥ ହେରଫେର ମାମଲାରେ ଜଡ଼ିତ ରାଜା ଚକ୍ର ଓରଫ ସୌମ୍ୟଶଙ୍କର ଚକ୍ର ଓ ତାଙ୍କ ୪ ସହଯୋଗୀଙ୍କ ଆଗୁଆ ଜାମିନ ଆବେଦନ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୩ : ଵୁ ଧବାର ଦିନ ଦିବା ଘ.୧୧.୩୦ ମି. ସମୟରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ସମାଜ କଲ୍ୟାଣ ବିଭାଗ ଅଧିନସ୍ଥ ସମନ୍ବିତ ଶିଶୁ ବିକାଶ ଯୋଜନାର ବିଭିନ୍ନ କାର୍ଯ୍ୟକ୍ରମ ସମ୍ପର୍କରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଥିଲେ ।ସମନ୍ବିତ ଶିଶୁ ବିକାଶ ବିଭାଗରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଯୋଜନାର କାର୍ଯ୍ୟକାରିତା ସମ୍ପର୍କରେ ପ୍ରତ୍ୟେକ ସ୍କିମର ସମୀକ୍ଷା ବୈଠକ ଜ଼ିଲ୍ଲାପାଳ, Continue Reading
ଭୁବନେଶ୍ୱର, ୧୩/୩: ରାଜ୍ୟର ସବୁ ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅସହ୍ୟ ହେଲାଣି । ତାତି ଓ ଗୁଳୁଗୁଳି ମଧ୍ୟରେ ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ । ଆଜିଠୁ ୪ ଦିନ ପାଇଁ ରାଜ୍ୟରେ ହିଟୱେଭ ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଓଡ଼ିଶାରେ ଅସ୍ତବ୍ୟସ୍ତ କରିବ ଅସମ୍ଭାଳ ତାତି । ତାତି ଓ ଗୁଳୁଗୁଳି ଏତେ ଅସହ୍ୟ ହୋଇଗଲାଣି ଯେ ଲୋକେ ଘରୁ ବାହାରିବା ପାଇଁ ମଧ୍ୟ ଭୟ କରୁଛନ୍ତି । […]Continue Reading
ଭୁବନେଶ୍ୱର, ୧୨/୩ : ଆସିଲା ରାଜ୍ୟର ଡଲଫିନ୍ ଗଣନା ରିପୋର୍ଟ । ରାଜ୍ୟ ବନ୍ୟପ୍ରାଣୀ ମୁଖ୍ୟାଳୟ ପକ୍ଷରୁ ଓଡ଼ିଶାରେ ଡଲ୍ଫିନ୍ ଗଣନା ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟ ଅନୁଯାୟୀ, ରାଜ୍ୟରେ ମୋଟ ୭୧୦ ଡଲଫିନ୍ ରହିଛନ୍ତି । ସେଥିମଧ୍ୟରୁ ଚିଲିକା ଡିଭିଜନ୍ରେ ୧୭୪, ବ୍ରହ୍ମପୁର ଡିଭିଜନ୍ରେ ୧୩ ଡଲଫିନ୍ , ପୁରୀ ଓ ବାଲେଶ୍ବର ଡିଭିଜନ୍ରେ ୭ଟି ଲେଖାଁଏ ଡଲଫିନ୍ ଓ ଭଦ୍ରକ ଡିଭିଜନ୍ରେ ଅଛନ୍ତି ୪ଟି ଡଲଫିନ୍ ଅଛନ୍ତି। ଏହାସହିତ ରାଜ୍ୟର ବିଭନ୍ନ ସ୍ଥାନରେ Continue Reading
ଭୁବନେଶ୍ୱର,୧୨/୩ : ହୋଲି ପାଇଁ ଅମାନିଆଙ୍କୁ କମିଶନରେଟ୍ ପୋଲିସର ଚେତାବନୀ । ଏଥର ମଦ ପିଇ ହୋଲି ଖେଳିଲେ ବନ୍ଧା ହେବ । ଏନେଇ ଭୁବନେଶ୍ୱର ଡିସିପି ଜଗମୋହନ ମୀନା ବୁଧବାର ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି । ମଦ୍ୟପାନ କରି କୌଣସି ନଦୀ, ପୋଖରୀରେ ଗାଧୋଇବା ଉପରେ ମଧ୍ୟ କଟକଣା ଲଗାଇଛି ପୋଲିସ।ସବୁ ଗାଧୁଆ ଘାଟରେ ମୁତୟନ ରହିବେ ପୋଲିସ ସହ ଅଗ୍ନିଶମ ବିଭାଗ। ରାସ୍ତା ଉପରେ ହୋଲି ଖେଳ ନାଁରେ ଗହଳି କଲେ […]Continue Reading
ଭୁବନେଶ୍ୱର, ୧୨/୩ : ଧାରଣାରୁ ଓହରିଲେ ସାମ୍ବାଦିକ । ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବୁଝାଇବା ପରେ ମାନିଲେ ସାମ୍ବାଦିକ । ବିଧାନସଭାକୁ ସାମ୍ବାଦିକଙ୍କ ମୋବାଇଲ ମନାକୁ ନେଇ ଗାନ୍ଧୀ ମୂର୍ତ୍ତି ତଳେ ଧାରଣା ଦେଇଥିଲେ ସାମ୍ବାଦିକ । ବିଧାନସଭା ପ୍ରେସ ଗ୍ୟାଲେରିକୁ ଆଜି ସାମ୍ବାଦିକମାନଙ୍କୁ ମୋବାଇଲ ନେବାକୁ ବାରଣ କରାଯାଇଥିଲା। ଯାହାକୁ ବିରୋଧ କରିବା ବିଧାସଭାରେ ପ୍ରଶ୍ନକାଳକୁ ବଏକଟ କରିଥିଲେ । ନିଷ୍ପତିକୁ ବିରୋଧ କରି ଗାନ୍ଧୀମୂର୍ତ୍ତି ତଳେ ଧାରଣାରେ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୩ : (ମଙ୍ଗଳବାର) ଦିନ ୧୧ ଘଣ୍ଟା ସମୟରେ ବୌଦ୍ଧ ବ୍ଲକ୍ ମୁର୍ଶୁଣ୍ଢ୧ ଖେଳ ପଡ଼ିଆ ଠାରେ ଜିଲ୍ଲା ସ୍ତରୀୟ ଲକ୍ଷପତି ଦିଦିଙ୍କ ଦିନିକିଆ କର୍ମଶାଳା ଉଦଘାଟିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ କର୍ମଶାଳାକୁ ଉଦଘାଟନ ପୂର୍ବକ ଏହି କର୍ମଶାଳା ମାଆ ମାନଙ୍କୁ ସ୍ୱାବଲମ୍ବୀ କରିବା, ସେମାନଙ୍କ ଅନ୍ତର୍ନିହିତ ଚେତନା କୁ ଜାଗ୍ରତ କରିବାରେ ସହାୟକ ହେବ ବୋଲି ମତବ୍ୟକ୍ତ Continue Reading




