Home Archive by category Odisha News (Page 325)

Odisha News

Odisha News
ଭୁବନେଶ୍ୱର, ୨୪/୨: ଏବେ ଟ୍ରାଫିକ୍ ନିୟମ ଭାଙ୍ଗିଲେ ନିସ୍ତାର ନାହିଁ । କାରଣ ଟୁଇନସିଟି କଟକ ଭୁବନେଶ୍ୱରରେ ଏବେ ଲାଗିବାକୁ ଯାଉଛି ଏଆଇ କ୍ୟାମେରା ।ଏହାଦ୍ୱାରା ଅପରାଧୀ ଓ ନିୟମ ଖିଲାପକାରୀ ସହଜରେ ଚିହ୍ନଟ ହୋଇପାରିବେ । ଏହି ଅତ୍ୟାଧୁନିକ କ୍ୟାମେରା ଭୁବନେଶ୍ୱର ଓ କଟକରେ ଲଗାଯିବ ।ଅପରାଧ ରୋକିବାକୁ କମିଶନରେଟ ପୋଲିସ ଏଭଳି ପଦକ୍ଷେପ ନେଇଛି । ଏନେଇ ପୋଲିସ କମିଶନର ସୁରେଶ ଦେବବତ୍ତ ସିଂ ସୂଚନା ଦେଇଛନ୍ତିଟ୍ରାଫିକ ଖିଲାଫକାରୀ ସହ ଅପରାଧୀଙ୍କୁ ଧରିବ ଏହି Continue Reading
Odisha News
ଭୁବନେଶ୍ୱର, ୨୪/୨: ସୋମବାର କୃଷକଙ୍କ ପାଇଁ “ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାରେ ୧୯ତମ କିସ୍ତି ପ୍ରଦାନ କରାଯାଇଛି। ଏଥିରେ ଓଡ଼ିଶାର ୩୪.୯୮ ଲକ୍ଷରୁ ଅଧିକ ଚାଷୀଙ୍କୁ ସାମିଲ କରାଯାଇଛି। ରାଜ୍ୟ କୃଷି ସଚିବ ଅରବିନ୍ଦ ପାଢୀ ଏହା ସୂଚନା ଦେଇଛନ୍ତି।“ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାରେ ଓଡ଼ିଶାର ଚାଷୀମାନେ ବୃଦ୍ଧି ପାଉଛନ୍ତି, କାରଣ ସାମ୍ପ୍ରତିକ ପ୍ରୟାସ ଯୋଗୁଁ ଅଂଶଗ୍ରହଣରେ ଉଲ୍ଲେଖନୀୟ ବୃଦ୍ଧି Continue Reading
Odisha News
ଅଯୋଧ୍ୟା, ୨୪/୨ : ଉତ୍ତର ପ୍ରଦେଶ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଯୋଧ୍ୟାରେ ପହଁଚିଛନ୍ତି । ମୁଖ୍ୟମନ୍ତ୍ରୀ ସପରିବାର ମହାପ୍ରଭୁ ରାମ ଲାଲାଙ୍କ ଦର୍ଶନ କରିଛନ୍ତି । ଓଡ଼ିଶାବାସୀଙ୍କ ମଙ୍ଗଳା କାମନା କରିବା ସହିତ କରୁଣା, ନ୍ୟାୟ ଏବଂ ସେବା ପଥରେ ମାର୍ଗଦର୍ଶନ କରିବାକୁ ରାମଲାଲଙ୍କ ନିକଟରେ ଭିକ୍ଷା କରିଛନ୍ତି ।ଏଠାରେ ଉଲ୍ଲେଖ ଯୋଗ୍ୟ, ଗତକାଲି ମୁଖ୍ୟମନ୍ତ୍ରୀ ପତ୍ନୀ ଏବଂ ପୁଅ ସହିତ ମହାକୁମ୍ଭର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି । ଏହା Continue Reading
Odisha News
ଭୁବନେଶ୍ୱର, ୨୪/୨ : ଆଜି ରାଜ୍ୟର ୮ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ମୟୂରଭଞ୍ଜ , ବାଲେଶ୍ବର, କେନ୍ଦୁଝର ଜିଲ୍ଲାରେ ଘଡ଼ଘଡ଼ି ସହ ପବନ ଆଶଙ୍କା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।ତେବେ ଆଜି ବର୍ଷା ଏବଂ କୋହଲା ପାଗ ଅନୁଭୂତ ହେବାକୁ ଥିବା ବେକେ କାଲିଠୁ ରାଜ୍ୟରେ ପାଗ ଶୁଖିଲା ରହିବ। ବର୍ତ୍ତମାନ ରାତି ତାପମାତ୍ରା ଅଧିକ ରହୁଥିବାବେଳେ ଏବେ ବିଶେଷ କିଛି ପରିବର୍ତ୍ତନ ସମ୍ଭାବନା […]Continue Reading
Odisha News Sports News
ଦୁବାଇ,୨୩/୨: ଚାମ୍ପିୟନ୍ସ ଟ୍ରଫି ୨୦୨୫ର ପଞ୍ଚମ ମ୍ୟାଚ୍ ଦୁବାଇ ଆନ୍ତର୍ଜାତିକ କ୍ରିକେଟ ଷ୍ଟାଡିୟମରେ ରବିବାର ଭାରତ-ପାକିସ୍ତାନ ମହାମୁକାବିଲାରେ ଟସ୍ ଜିତି ପାକିସ୍ତାନ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହେଲେ ଭାରତର ଦମ୍‌ଦାର ବୋଲିଂ ଯୋଗୁ ପାକିସ୍ତାନ ୪୯.୪ ଓଭରରେ ସମସ୍ତ ଉଇକେଟ ହରାଇ ୨୪୧ ରନ୍ କରିଛି। ଫଳରେ ଭାରତ ଆଗରେ ୨୪୨ ରନ୍‌ର ବିଜୟ ଟାର୍ଗେଟ ରଖିଛି ପାକିସ୍ତାନ।ପାକିସ୍ତାନ ପକ୍ଷରୁ ସେଦି ଶକିଲ ସର୍ବାଧିକ ୬୨ ରନ୍ କରିଥିବା ବେଳେ ମହମ୍ମଦ Continue Reading
Odisha News
ଭୁବନେଶ୍ୱର,୨୩ /୨: ୩ ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହିପରିପ୍ରେକ୍ଷୀରେ ରବିବାର ମୁଖ୍ୟମନ୍ତ୍ରୀ ପ୍ରୟାଗରାଜ ମହାକୁମ୍ଭ ମେଳାରେ ଅଂଶଗ୍ରହଣ କରି ପରିବାର ସହିତ ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି ଏବଂ ପୂଜାଚ୍ଚନା କରି ଓଡ଼ିଶାବାସୀଙ୍କ ମଙ୍ଗଳକାମନା କରିଛନ୍ତି।ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ ୧୪୪ ବର୍ଷ ପରେ ଅନୁଷ୍ଠିତ ହେଉଛି। ଜାନୁଆରୀ ୧୩ ତାରିଖରୁ ଆରମ୍ଭ ହୋଇଥିବା ମହାକୁମ୍ଭ ମେଳାରେ Continue Reading
Odisha News
ଭୁବନେଶ୍ୱର,୨୩/୨: ଭିଜିଲାନ୍ସ ଜାଲରେ ୨ କୃଷି ଅଧିକାରୀ। ଲାଞ୍ଚ ନେବାବେଳେ ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଳନିଧି ସ୍କିମରେ ସବ୍‌ସିଡି କରାଇଦେବାକୁ ନେଇ ଜଣେ ଚାଷୀଙ୍କ ପାଖରୁ ୫ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ମାଡିବସିଥିଲା।Continue Reading
Odisha News
କଟକ, ୨୩/୨: ଓଡ଼ିଶା କ୍ରିକେଟ ଆସୋସିଏସନ(ଓସିଏ)ର ନୂତନ ସଭାପତି ଭାବେ ପଙ୍କଜ ଲୋଚନ ମହାନ୍ତି ନିର୍ବାଚିତ ହୋଇଛନ୍ତି। ବବି ଦାସଙ୍କ ଇସ୍ତଫା ପରେ ଖାଲି ପଡ଼ିଥିଲା ପଦବୀ।ଏକମାତ୍ର ପ୍ରାର୍ଥୀ ଭାବେ ସେ ନାମାଙ୍କନ ଦାଖଲ କରିଥିଲେ। ବବିଦାସଙ୍କ ଇସ୍ତଫା ପରେ କାର୍ଯ୍ୟକାରୀ ସଭାପତି ଭାବେ ଦାୟିତ୍ୱ ତୁଲାଉଥିଲେ । ବାରବାଟୀ ଫ୍ଲଡଲାଇଟ ବିଭ୍ରାଟ ନେଇ ନବ ନିର୍ବାଚିତ ସଭାପତି ପଙ୍କଜ ଲୋଚନ ମହାନ୍ତି ସୂଚନା ଦେଇ କହିଛନ୍ତି ଯେ ସରକାର ମାଗିଥିବା କାରଣ ଦର୍ଶାଅ ନୋଟିସର Continue Reading
Odisha News
ଢେଙ୍କାନାଳ,୨୩/୧: ଶୋଇଥିବା ବେଳେ ଫାର୍ମହାଉସ ମାଲିକଙ୍କୁ ଗୁଳିକରି ହତ୍ୟା। ଏଭଳି ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲା ସଦର ଥାନା ଭାପୁର ଫାଣ୍ଡି କଳାଙ୍ଗ ଗ୍ରାମରେ ଥିବା ଏକ ଫାର୍ମହାଉସରେ। ରବିବାର ଭୋରୁ ଭୋରୁ ଫାର୍ମହାଉସ ମାଲିକ ଶୋଇଥିବା ବେଳେ ଏହି ହତ୍ୟାକଣ୍ଡ ଭିଆଇଛନ୍ତି ଦୁର୍ବୃତ୍ତ।ଗୁଳିମାଡ଼ରେ ଫାର୍ମ ହାଉସ ମାଲିକ ଗୋବିନ୍ଦ ଚନ୍ଦ୍ର ନାୟକଙ୍କ ମୃତ୍ୟୁ ହୋଇଛି। ମୃତ ଦେହକୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ରଖାଯାଇଛି । ହତ୍ୟା କାଣ୍ଡର କାରଣ ଏଯାବତ୍ Continue Reading
Odisha News
ଭୁବନେଶ୍ୱର, ୨୩/ ୨ : ରାଜ୍ୟର ବିଭିନ୍ନ ସ୍ଥାନରେ ଆଗାମୀ ୨ଦିନ ଯାଏ ବର୍ଷା। ଆଗାମୀ ୨୪ ଘଣ୍ଟାରେ ୭ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର।ସେହିପରି ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବୋହିବ। ତେବେ ଆଜି ପାଣିପାଗ କେନ୍ଦ୍ର ଉତ୍ତର ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର […]Continue Reading