Home Archive by category Odisha News (Page 326)

Odisha News

Odisha News
ଭୁବନେଶ୍ୱର,୨୨/୨ : KIIT ଘଟଣା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ ଯୋଗେ ଆଲୋଚନା କରିଛନ୍ତି।ଆଲୋଚନା ବେଳେ ଘଟଣାରେ ସମ୍ପୃକ୍ତ ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ପ୍ରତିଶ୍ରୁତି ଦେଇଥିଲେ।ମୁଖ୍ୟମନ୍ତ୍ରୀ କହିଥିଲେ, ନେପାଳର ପିଲାମାନେ ମଧ୍ୟ ହେଉଛନ୍ତି ଆମ ପିଲା। ସମ୍ମାନର ସହ ସେମାନେ ପଢ଼ିବେ । ରାଜ୍ୟ ସରକାର Continue Reading
Odisha News
ସମ୍ବଲପୁର.୨୨/୨ : ଲିଭର ପ୍ରତ୍ୟାରୋପଣ ପରେ ବି ଆଖି ବୁଜିଲେ ସାନ ଯାଆ । ସମସ୍ତ ଚେଷ୍ଟା, ପ୍ରାର୍ଥନା ସ୍ୱତେ ଆଖି ବୁଜିଲେ ସମ୍ବଲପୁର ଝାଙ୍କରପାଲ୍ଲୀ ଗାଁର ସାନ ଯାଆ ।ଝାଙ୍କରପାଲ୍ଲୀ ଅଞ୍ଚଳର ମହିଳା ଜଣକ ଗତକାଲି ହାଇଦ୍ରାବାଦରେ ଚିକିତ୍ସାଧୀନ ଅବସ୍ଥାରେ ପ୍ରାଣ ହରାଇଛନ୍ତି । ଏନେଇ ତାଙ୍କ ସ୍ୱାମୀ ସୂଚନା ଦେଇଛନ୍ତିି ।କିଛି ଦିନ ତଳେ ବଡ଼ ଯାଆ ନିଜ ସାନ ଯାଆକୁ ଲିଭର ଦାନ କରିଥିବା ଭଳି ପ୍ରେରଣାଦାୟୀ ଘଟଣା ସାରା ରାଜ୍ୟରେ ଚର୍ଚ୍ଚା […]Continue Reading
Odisha News
ଭୁବନେଶ୍ୱର,୨୨/୨ : ପିସିସି ସଭାପତି ନିୁଯୁକ୍ତ ପରେ ରାଜ୍ୟରେ କଂଗ୍ରେସ ଆକ୍ସନ ମୋଡକୁ ଆସିଛି। କଂଗ୍ରେସ କ୍ୟାମ୍ପରେ ହଲଚଲ୍ ମିଶନ ଘର ସଜଡା।ପ୍ରଥମେ ଦଳରୁ ବହିଷ୍କୃତ ଏବଂ ଦଳ ଛାଡିଥିବା ନେତାଙ୍କୁ ଘରବାହୁଡ଼ା ପାଇଁ ଅନୁରୋଧ କରାଗଲା । ପରେ ଭୁବନେଶ୍ୱରୁ ପୁରୀ ଯାଏ ଆା ସଂକଳ୍ପ ପଦଯାତ୍ରା ବି ହେଲା ।ଆଉ ଏବେ ଦଳ ଏବଂ ବିଧାୟକଙ୍କ ମଧ୍ୟରେ ସମନ୍ବୟ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି ।ଶନିବାର ରାଜ୍ୟ କଂଗ୍ରେସ ଭବନରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ […]Continue Reading
Odisha News
ବଲାଙ୍ଗୀର,୨୨/୨: ୩ ମାସ ହେଲା ଦରମା ମିଳୁ ନ ଥିବାରୁ ଜଣେ ସହକାରୀ ଶିକ୍ଷକ ମୂଲ ଲାଗିବାକୁ ଯିବେ ବୋଲି ପ୍ରଧାନଶିକ୍ଷକଙ୍କୁ ଛୁଟି ଦରଖାସ୍ତ ଦେବା ଘଟଣା ରାଜ୍ୟବ୍ୟାପୀ ଚର୍ଚ୍ଚାର ବିଷୟ ହୋଇଥିଲା। ଏହି ଖବର ପ୍ରସାରଣ ପରେ ସମ୍ପୃକ୍ତ ଶିକ୍ଷକଙ୍କୁ ଦରମା ମିଳିଥିବା ଜଣାପଡ଼ିଛି।ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ଅନ୍ତର୍ଗତ ବାନ୍ଧନବାହାଲ ସରକାରୀ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ (ଏକ୍ସ କ୍ୟାଡର) ପ୍ରଭୁଦତ୍ତ ସାହୁ ବୁଧବାର ବିଦ୍ୟାଳୟ ପ୍ରଧାନଶିକ୍ଷକଙ୍କୁ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ୱର, ୨୨/୨ : ଟିପି ନର୍ଦନ ଓଡ଼ିଶାଡିଷ୍ଟ୍ରିବ୍ୟୁସନ୍‌ଲିମିଟେଡ୍ (ଟିପିଏନଓଡିଏଲ)ର ସିଇଓ ଦ୍ୱିଜଦାସ ବସାକଙ୍କୁ ସମ୍ମାନଜନକ ବିଜନେସ୍‌ଲିଡର୍ ଅଫ୍ ଦି ଇୟର ଆୱାର୍ଡସସମାରୋହରେ ‘ସିଇଓ ଅଫ୍ ଦି ଇୟର’ ଭାବେ ପୁରସ୍କାର ପ୍ରଦାନ କରାଯାଇଛି ।ମୁମ୍ବାଇରେ ଅନୁଷ୍ଠିତକାର୍ଯ୍ୟକ୍ରମର ୨୩ତମ ବିଶ୍ୱସଂସ୍କରଣରେଏହି ପୁରସ୍କାର ପ୍ରଦାନ କରାଯାଇଛି ଯାହାନେତୃତ୍ୱଏବଂବ୍ୟବସାୟିକ ନବସୃଜନରେଉତ୍କର୍ଷତାକୁଦର୍ଶାଉଛି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୨/୨: ବନାଗ୍ନୀ ରୋକିବାକୁ ଖରାଦିନ ପୂର୍ଵରୁ ଆଗୁଆ ପଦକ୍ଷେପ ନେଉଛି ବନବିଭାଗ । ବାଲିଗୁଡା ବନଖଣ୍ଡ ର ଡ଼ିଏଫଓ ବିଶ୍ୱରାଜ ପଣ୍ଡା ଙ୍କ ନିର୍ଦ୍ଦେଶକ୍ରମେ କୋଟଗଡ ବନାଞ୍ଚଳ ଅଧିକାରୀ ବାଳଗୋପାଳ ଙ୍କ ପ୍ରତକ୍ଷ୍ୟ ତତ୍ତ୍ୱାବଧାନ ରେ ଶ୍ରୀରାମପୁର ସେକ୍ସନ ଓ ସୁବର୍ଣ୍ଣଗିରୀ ଠାରେ ଏକ ଜନ ସଚେତନତା ସଭା ସହିତ ପଥ ପ୍ରାନ୍ତ ନାଟକ ଅନୁଷ୍ଠିତ ହୋଇଥିଲା ।କନ୍ଧମାଳ କଳା ବିକାଶ କେନ୍ଦ୍ର ବାଲିଗୁଡା ର କଳାକାର ମାନେ Continue Reading
Odisha News
ସୁନ୍ଦରଗଡ଼, ୨୨/୨: ବିଦ୍ୟୁତ ଖୁଣ୍ଟରେ ପିଟି ହୋଇଛି ଓଏସ୍ଆରଟିସି (OSRTC) ବସ୍ । ସୁନ୍ଦରଗଡ଼ ଜିଲ୍ଲା ଲହୁଣିପଡ଼ା ଥାନା ମୁଚୁରିନାଳ ନିକଟରେ ବସଟି ଦୁର୍ଘଟଣା ଗ୍ରସ୍ତ ହୋଇଛି । ଫଳରେ ୨୦ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କିଛି ଲୋକଙ୍କୁ ରାଉରକେଲା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି ।ଗତକାଲି ବିଳମ୍ବିତ ରାତିରେ OSRTC ବସ୍ ଜଗନ୍ନାଥ ଏକ୍ସପ୍ରେସ୍ ନାମକ ବସଟି ସୁନ୍ଦରଗଡ଼ରୁ ପୁରୀ ଯାଉଥିଲା । ବସ୍‌ରେ ୫୦ରୁ ଅଧିକ ଯାତ୍ରୀ ଥିଲେ । […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୨ : ଶୁକ୍ରବାର ଦିନ ୧୦ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ବୌଦ୍ଧ ସହରର ବିଭିନ୍ନ ମାଟ୍ରିକ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରିଛନ୍ତି ।ଆଜି ଠାରୁ ସମଗ୍ର ରାଜ୍ୟ ତଥା ଜିଲ୍ଲାରେ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିବା ବେଳେ ପରୀକ୍ଷା ପରିଚାଳନା ଅନୁଧ୍ୟାନ ପାଇଁ ଜିଲ୍ଲାପାଳ ଶ୍ରୀ ପଣ୍ଡା ପ୍ରଥମେ ଯୋଗୀନ୍ଦ୍ର ଦେବ ଉଚ୍ଚ ବିଦ୍ୟାଳୟ ଠାରେ ହୋଇଥିବା ପରୀକ୍ଷା କେନ୍ଦ୍ର ପରିଦର୍ଶନ କରିଥିଲେ । ତାପରେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୧/୨: ଜିଲ୍ଲାରେ ଆଦିବାସୀ ମାନଙ୍କୁ ଜିଲ୍ଲାପ୍ରଶାସନର ଶୋଷଣ ନୀତିକୁ ବିରୋଧ କରି ମୂଳନୀବାସୀ ୟୁନାଇଟେଡ଼ ଫୋରମ ଓଡିଶା ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ ସହିତ ଜିଲ୍ଲାପାଳଙ୍କୁ ଦାବି ଜଣାଇଛନ୍ତି।ଆଦିବାସୀ ନେତାଙ୍କ କହିବା ଅନୁଯାଇ ଜିଲ୍ଲାରେ ଅଧିକାଂଶ ସମୟରେ ଆଦିବାସୀ ପରିବାର ଶୋଷଣ ହୋଇ ଆସୁଛନ୍ତି । ଆଦିବାସୀଙ୍କ ପ୍ରତି ନା ଜିଲ୍ଲାପ୍ରଶାସନର ଆନ୍ତରିକତା ରହିଛି କି ସରକାରଙ୍କ ଆନ୍ତରିକତା Continue Reading
Odisha News
ଭୁବନେଶ୍ୱର,୨୧/୨: ମହିଳାମାନଙ୍କୁ ଆହୁରି ସଶକ୍ତ କରିବାକୁ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା । ଆସନ୍ତାକାଲିଠାରୁ ଏହି ମେଳା ଆରମ୍ଭ ହେବ । ୨୦୪୭ରେ ବିକଶିତ ଓଡ଼ିଶା ଓ ବିକାଶ ଭାରତ ପାଇଁ ମହିଳା ସଶକ୍ତିକରଣ ହେବ ମୂଳ ପିଣ୍ଡ । ତେଣୁ ସୁଭଦ୍ରା ଶକ୍ତି ମେଳାରେ ଶକ୍ତିର ପୁଞ୍ଜ ଦେଖିବାକୁ ମିଳିବ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ଉପ ମୁଖ୍ୟମନ୍ତ୍ରୀ କହିଛନ୍ତି, ଆସନ୍ତାକାଲିଠୁ ଆରମ୍ଭ ହୋଇ ମାର୍ଚ୍ଚ ୨ ଯାଏଁ ନଅ ଦିନ […]Continue Reading