ସମ୍ବଲପୁର,୨୦/୨: ସମ୍ବଲପୁରରୁ ଆସୁଛି ବଡ଼ ଖବର। Burla Medical College ରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ବିଶ୍ୱବିଦ୍ୟାଳୟ ଛାତ୍ରୀ ଉଦ୍ଧାର ହୋଇଛନ୍ତି। ଭିଆଇପି ରାସ୍ତାର ମେଟାକାନି ମନ୍ଦିର ନିକଟରୁ ଛାତ୍ରୀଙ୍କୁ ଉଦ୍ଧାର କରାଯାଇଛି। ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର କରିଛି ବୁର୍ଲା ପୁଲିସ।ଗୁରୁତର ଅବସ୍ଥାରେ ଯୁବତୀଙ୍କୁ ବୁର୍ଲା Vimsarରେ ଭର୍ତ୍ତି କରାଯାଇଛି। ଛାତ୍ରୀଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଥିବା ସୂଚନା ମିଳିଛି। ଉଦ୍ଧାର ଛାତ୍ରୀ ବୁର୍ଲାର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୦/୨ : ବୁଧବାର ଅପରାନ୍ହ ୪.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜିଲ୍ଲାରେ ଚାଲିଥିବା +୨ ପରୀକ୍ଷା ଓ ୨୧ ତାରିଖ ଠାରୁ ଆରମ୍ଭ ହେବାକୁ ଥିବା ମାଟ୍ରିକ ପରୀକ୍ଷା ପାଇଁ ପ୍ରଶାସନର ପ୍ରସ୍ତୁତି ସମ୍ପର୍କରେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ସାମ୍ବାଦିକ ସମ୍ମିଳନୀରେ ସୁଚନା ଦେଇଛନ୍ତି ।+୨ କଳାରେ ୧୫ ଗୋଟି ପରୀକ୍ଷା କେନ୍ଦ୍ରରେ ୩୭୩୩ ଛାତ୍ରଛାତ୍ରୀ ଓ ବିଜ୍ଞାନର ଦୁଇଟି ପରୀକ୍ଷା Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା, ୧୯/୨ : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକର ସୁବର୍ଣ୍ଣଗିରି ପଞ୍ଚାୟତରେ ଆଜକୁ ଆଠ ମାସ ହେଲା କାମ କରୁନି ବିଏସଏନଏଲ ନେଟୱର୍କ। ଯାହା ଫଳରେ ଗ୍ରାମବାସୀ ମାନେ ଘୋର ଅସୁବିଧାର ସମ୍ମୁଖୀନ ହେଉଛନ୍ତି।ବାରମ୍ବାର ଦାବି ସତ୍ବେ ସମସ୍ୟାର ସମାଧାନ କରାଯାଉ ନାହିଁ। ଉତ୍ୟକ୍ତ ଗ୍ରାମବାସୀ ବିଏସଏନଏଲ ଅଧିକାରୀଙ୍କୁ ଘେରାଉ କରି ତୁରନ୍ତ ସମସ୍ୟା ସମାଧାନ ପାଇଁ ଦାବି କରିଛନ୍ତି। Continue Reading
ଭୁବନେଶ୍ୱର, ୧୯/୨: ଭୂତ ହିତାଧିକାରୀ ଖାଉଥିଲେ ରାସନ୍ ଚାଉଳ । ରାଜ୍ୟରେ ୩ ଲକ୍ଷରୁ ଉର୍ଦ୍ଧ୍ୱ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାସନକାର୍ଡ । ଇ-କେୱାଇସି ସଂଯୋଗୀକରଣ ପରେ ଏମିତି ତଥ୍ୟ ସାମ୍ନାକୁ ଆସିଛି । ଏ ନେଇ ଆଜି ଗୃହରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।ବିଜେଡି ବିଧାୟକ ଗଣେଶ୍ୱର ବେହେରା ଆଜି ପର୍ଯ୍ୟନ୍ତ କେତେ ଜଣ ହିତାଧିକାରୀ ଇ-କେଓ୍ୱାଇସି କରିଛନ୍ତି ସେ ନେଇ ଯୋଗାଣ ବିଭାଗକୁ […]Continue Reading
ଭୁବନେଶ୍ୱର,୧୯/୨: ସୁନା କିଣୁଥିଲେ ହୋଇ ଯାଆନ୍ତୁ ସାବଧାନ । କାରଣ ଓଜନରେ ଠକୁଛନ୍ତି ସୁନା ଦୋକାନୀ । ଗତ ୫ ବର୍ଷରେ ୩୬ ଜଣ ବ୍ୟବସାୟୀ ଓଜନ ମାପ ଠକେଇରେ ଧରା ପଡିଛନ୍ତି ।ସେମାନଙ୍କଠାରୁ ୪ ଲକ୍ଷ ୯୭ ହଜାର ୫୦୦ ଟଙ୍କାର ଜରିମାନା ଆଦାୟ ହୋଇଛି । ଏ ନେଇ ଗୃହରେ ଉତ୍ତର ରଖିଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।ବିଜେଡ଼ି ବିଧାୟକ ପ୍ରଶାନ୍ତ ବେହେରା ପ୍ରଶ୍ନ କରିଥିଲେ, […]Continue Reading
ଭୁବନେଶ୍ୱର, ୧୯/୨: କିଟ୍ ବିଶ୍ୱବିଦ୍ୟାଳୟର ଆତ୍ମହତ୍ୟା କରିଥିବା ନେପାଳୀ ଛାତ୍ରୀଙ୍କୁ ମିଳିବ ନ୍ୟାୟ । କିଟ୍ କଲେଜ ପରିସରରେ ଶାନ୍ତି ଫେରାଇ ଅଣାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନେପାଳ ପରମର୍ଶଦାତା ଅଧିକାରୀ ସଞ୍ଜୀବ ଦାସ ଶର୍ମା ଏବଂ ନବୀନ ରାଜଙ୍କ ସହିତ ଆଲୋଚନା କରିବା ପରେ ଆଶ୍ୱାସନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏ ନେଇ ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ୍ ମିଡ଼ିଆ ଆକାଉଣ୍ଟ ଏକ୍ସରେ ସୂଚନା ଦେଇଛନ୍ତି ।କିଟ୍ Continue Reading
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୧୯/୨ : ଭାରତୀୟ ସର୍ବେକ୍ଷଣ ସଂସ୍ଥା ସର୍ଭେ ଅଫ ଇଣ୍ଡିଆ ଆନୁକୂଲ୍ୟରେ ଆଜି ଠାରୁ ସହରାଞ୍ଚଳ ଜାତୀୟ ଭୂ ସ୍ଥାନିକ ସର୍ବେକ୍ଷଣ ନକ୍ସା ଶୁଭାରମ୍ଭ ହୋଇଛି।ଦେଶର ୧୫୨ ଟି ସହର ଏଥିରେ ସ୍ଥାନ ପାଇଥିବା ବେଳେ ଓଡ଼ିଶାର ଚାରିଗୋଟି ସହର ଖୋର୍ଦ୍ଧା, ଜଟଣୀ, ଝାରସୁଗୁଡ଼ା ଓ ବାରିପଦା ସ୍ଥାନ ପାଇଛି ।ମଧ୍ୟପ୍ରଦେଶରୁ କେନ୍ଦ୍ର କୃଷି ଓ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଏହାର ଉଦଘାଟନ କରିଥିବା ବେଳେ ଖୋର୍ଦ୍ଧା ଜୟୀ Continue Reading
ବାଲେଶ୍ୱର , ୧୯/୨ : ଏକ ବରଯାତ୍ରୀ ବସ୍ ଘର ଭିତରକୁ ପଶିଯାଇଛି। ତେବେ ୫୦ ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି। ୧୦ରୁ ଅଧିକ ବରଯାତ୍ରୀଙ୍କୁ ଚିକିତ୍ସା ଲାଗି ମେଡିକାଲରେ ଭର୍ତ୍ତି କରାଯାଇଛି।ଗତ କାଲି ବିଳମ୍ବିତ ରାତିରେ ବାଲେଶ୍ୱର ଜିଲ୍ଲା ନୀଳଗିରି ବ୍ଲକ ମିତ୍ରପୁର ଅଞ୍ଚଳରେ ଏଭଳି ଅଭାବନୀୟ ଘଟଣା ଘଟିଛି। ଅସିତ ସାହୁ ବିବାହ ପାଇଁ ଔପଦା ବ୍ଲକ ଅନ୍ତର୍ଗତ ଜହ୍ନିଆପଦା ଗ୍ରାମର ଗୌରାଙ୍ଗ ସାହୁଙ୍କ ଝିଅଙ୍କୁ ବିବାହ କରିବା ପାଇଁ ବରଯାତ୍ରୀଙ୍କୁ ନେଇ Continue Reading
କଟକ, ୧୯/୨: ସକାଳୁ ସକାଳୁ କଟକରେ ଘଟିଛି ଚାଞ୍ଚଲ୍ୟକର ଘଟଣା । ଜଣେ ନାବାଳକ ନିଜ ଦେହରେ ଡିଜେଲ ଢାଳି ନିଜକୁ ଜାଳି ଦେଇଛନ୍ତି । ମୃତକ ପଶ୍ଚିମବଂଗ ଅଞ୍ଚଳର ୧୭ ବର୍ଷୀୟ ବାଳକ ବୋଲି ଜଣାପଡିଛି । ପୋଲିସ ଘଟଣାର ତଦନ୍ତ ଜାରି କରିଛି ।ସୂଚନା ଅନୁସାରେ, ପୁରୀଘାଟ ଥାନା ମଠ ସାହି ଅଞ୍ଚଳରେ ରହୁଥିବା ପଶ୍ଚିମବଂଗର ଜଣେ ନାବାଳକ ନିଜ ଦେହରେ ଡିଜେଲ ଢାଳି ନିଜକୁ ଜାଳି ଦେଇଛନ୍ତି । ଘଟଣାସ୍ଥଳରୁ ତାଙ୍କର ଅର୍ଦ୍ଧଦଗ୍ଧ […]Continue Reading
ଭୁବନେଶ୍ୱର,୧୯/୨:ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ମଙ୍ଗଳବାର ସର୍ବାଧିକ ତାପମାତ୍ରା ବୌଦ୍ଧରେ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଛି। ତେବେ ବୁଧବାରଠାରୁ ସପ୍ତାହେ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି।ବୁଧବାର ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ହାଲୁକାରୁ ମଧ୍ୟମଧରଣ ବର୍ଷା ହୋଇପାରେ। ଗୁରୁବାର ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦୁଝରଗଡ଼, ଭଦ୍ରକ, ଯାଜପୁର, କେନ୍ଦ୍ରପଡ଼ା ଆଦି ଜିଲାରେ ବିଜୁଳି ଓ ଘଡ଼ଘଡ଼ି Continue Reading




