ଭୁବନେଶ୍ୱର, ୧୬/୨: ଆଜି ମଞ୍ଚେଶ୍ୱର ଥାନାରେ ରସୁଲଗଡ ଓଭରବ୍ରିଜ୍ ଉପରେ ହୋଇଥିବା ହତ୍ୟାକାଣ୍ଡର ମୁଖ୍ୟ ଅଭିଯୁକ୍ତ ରମା ନାୟକ ଆତ୍ମସର୍ମପଣ କରିଛି ।ଏହି ହତ୍ୟାକାଣ୍ଡ ସାରା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଥିଲା । ପୋଲିସ ଏହି ଘଟଣାର ତଦନ୍ତ ଜାରି କରି ଅଭିଯୁକ୍ତକୁ ଧରିବା ପାଇଁ ଚେଷ୍ଟା କରୁଥିଲା । ଏହି ସମୟରେ ମୁଖ୍ୟ ଅଭିଯୁକ୍ତ ରମା ନାୟକ ଥାନାରେ ଆତ୍ମସର୍ମପଣ କରିଛି ।ସୂଚନା ଅନୁସାରେ, ଭୁବନେଶ୍ୱରସ୍ଥିତ ରସୁଲଗଡ ଓଭରବ୍ରିଜ୍ ଉପରେ ପୋଲିସ ମିତ୍ର ସହଦେବ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୨ : ଶନିବାର ଦିନ ଦିବା ୧ ଘଣ୍ଟା ସମୟରେ ବୌଦ୍ଧ ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟର ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ।ବୌଦ୍ଧ ବ୍ଲକର ବାଉଁଶୁଣୀ, ସାହାଜପାଲ୍, ମୁଣ୍ଡିପଦର, ଡମ୍ବରୁଗଡ, ବଢିଗାଁ ଆଦି ଅଂଚଳ ପରିଦର୍ଶନ କରି ରାସ୍ତା, ପାର୍କ, ବନ ସୁରକ୍ଷା ସମିତି ଗୃହ ଓ ନିର୍ମାଣାଧୀନ ବିଭିନ୍ନ ପ୍ରକଳ୍ପ ଆଦି ବୁଲି ଦେଖିଥିଲେ ।ଶନିବାର ଦିନ ୧୧ ଘଣ୍ଟା ସମୟରେ ଜିଲ୍ଲାପାଳ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୫/୨ : କଣ୍ଟାମାଳ ବ୍ଲକ୍ ଅନ୍ତର୍ଗତ ବିଭିନ୍ନ ଧାନ କ୍ରୟ ମଣ୍ଡି ପରିଦର୍ଶନ କଲେ ଜିଲ୍ଲାପାଳ ଓ ବରିଷ୍ଠ ଅଧିକାରୀ ମାନେ ଅପରାହ୍ନ ରେ କଣ୍ଟାମାଳ ବ୍ଲକ ଅନ୍ତର୍ଗତ ବିଭିନ୍ନ ଧାନ କ୍ରୟ ମଣ୍ଡି ପରିଦର୍ଶନ କରିଛନ୍ତି ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ।ଗତ କାଲି ଅପରାହ୍ନ ସମୟରେ ଜିଲ୍ଲାପାଳ ଶ୍ରୀ ପଣ୍ଡା କଣ୍ଟାମାଳ ବ୍ଲକ ଅନ୍ତର୍ଗତ ପଲସାଗୋରା, ଖଟଖଟିଆ , ମନମୁଣ୍ଡା, କୁରୁମ ପଦର ଆଦି ଧାନ କ୍ରୟ ମଣ୍ଡି ପରିଦର୍ଶନ […]Continue Reading
ଭୁବନେଶ୍ୱର, ୧୫/୨ : ପୁଣି ରାସନକାର୍ଡରେ E- KYC ନେଇ ଆସିଲା ବଡ଼ ଅପଡେଟ । ଆସନ୍ତା ୩୧ ମାର୍ଚ୍ଚ ଯାଏଁ ଋ-କଣଉ ଅବଧି ବଢ଼ିଲା ।ଏନେଇ ଆଜି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା ଦେଇଛନ୍ତି । ନେଟ୍ୱାର୍କ ସମସ୍ୟା ପାଇଁ କିଛି ସ୍ଥାନରେ E- KYC ଅପଡେଟ୍ ହେଇପାରୁନାହିଁ ତେଣୁ ସମୟସୀମା ବୃଦ୍ଧି କରାଯାଇଛି ।ସୂଚନା ଅନୁଯାୟୀ ଆଜି ରାସନ କାର୍ଡ E- KYCପାଇଁ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ଡେଡଲାଇନର […]Continue Reading
ଢେଙ୍କାନାଳ, ୧୫/୨ : ବନ୍ଦ ଘରୁ ଝୁଲନ୍ତା ଅବସ୍ଥାରେ ୩ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏପରି ଏକ ଅଭାବନୀୟ ଘଟଣା ଢେଙ୍କାନାଳ ଜିଲ୍ଲା ସଦର ଥାନା ଖମାର ଗାଁରେ ଘଟିଛି । ଘଟଣାସ୍ଥଳରେ ପୋଲିସ ତଦନ୍ତ ଜାରି କରିଛି ।ସୂଚନା ଅନୁସାରେ, ଆଜି ଢେଙ୍କାନାଳ ଜିଲ୍ଲା ସଦର ଥାନା ଖମାର ଗାଁର ଜଣଙ୍କ ବନ୍ଦ ଘରୁ ୩ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଏହି ଘଟଣା ସାରା ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି ।ମୃତଦେହ […]Continue Reading
ଭୁବନେଶ୍ୱର, ୧୫/୨ : ୯ ମାସ ପରେ କଂଗ୍ରେସକୁ ଫେରିଲେ ସୁର ରାଉତରାୟ । ଦଳକୁ ଫେରି ଭାବବିହ୍ଵଳ ହୋଇପଡ଼ିଲେ । ନିଜ ପ୍ରତିକ୍ରିୟା ରଖିଲା ବେଳେ ସୁର କାନ୍ଦିପକାଇଥିଲେ ।ଦଳକୁ ଫେରିବା ପରେ ରାହୁଲ ଗାନ୍ଧୀ ଓ ଭକ୍ତ ଦାସଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସୁର ରାଉତରାୟ କହିଛନ୍ତି, ଘରକୁ ଫେରିଛି ବହୁତ ଖୁସି ଅଛି । ମୋତେ ଅନ୍ୟାୟରେ କାଢି ଦିଆଯାଇଥିଲା । କଂଗ୍ରେସ ଭବନ ମୋ ମନ୍ଦିର, ଏଠି ନେହେରୁଙ୍କୁ ମୁଁ ପୂଜା […]Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟଭବାନୀପାଟଣା, ୧୫/୨ : ଭବାନୀପାଟଣା ଜିଲ୍ଲାପାଳ ଙ୍କ ସମ୍ମୁଖରେ ଶ୍ରମ ବାହିନୀତରଫରୁ (ଏକ ମୁକ୍ତ ହୋଇଥିବା ବନ୍ଧକ ଶ୍ରମିକ ସଂଘ), ବନ୍ଧକ ଶ୍ରମିକଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବିଷୟରେ ସଚେତନତା ସୃଷ୍ଟି କରିବା ଏବଂ ବନ୍ଧକ ଶ୍ରମିକରୁ ବଞ୍ଚିଥିବା ଲୋକଙ୍କ ଅଧିକାର ଏବଂ କଲ୍ୟାଣ ପାଇଁ ଭବାନୀପାଟଣା,କଳାହାଣ୍ଡି ଜିଲ୍ଲା ମୁଖ୍ୟାଳୟ ରେ ସଭାପତି ଝସକେତନ ବାଗ ଏବଂ ତାହାଙ୍କ ସହ କର୍ମୀ ଦଳ ପହଞ୍ଚି ଏକ ଦାବିପତ୍ର ପ୍ରଦାନ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୫/୨ : ଶୁକ୍ରବାର ପୂର୍ବାହ୍ନରେ ମାଉଳସିଙ୍ଗା ଜାନକୀ ଭିକାରୀ ଉଚ୍ଚ ବିଦ୍ୟାଳୟଠାରେ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ପାଇଁ ପ୍ରଧାନଶିକ୍ଷକଙ୍କ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇାଇଛି । ଚଳିତ ବାର୍ଷିକ ହାଇସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ୨୧ ଫେବୃୟାରୀରୁ ଆରମ୍ଭ ହୋଇ ମାର୍ଚ୍ଚ ୬ ତାରିଖରେ ସମାପ୍ତ ହେବା କୁ ଥିବାବେଳେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଏହି ପ୍ରାକ୍ ପ୍ରସ୍ତୁତି ପ୍ରଶିକ୍ଷଣ Continue Reading
ଭୁବନେଶ୍ୱର,୧୪/୨: ସରକାର ଓଡ଼ିଶାରେ ଶିକ୍ଷାର ଗୁଣବତ୍ତା ଉନ୍ନତ କରିବା ପାଇଁ ପ୍ରୟାସ କରୁଥିବା ବେଳେ, ୮ମ ଶ୍ରେଣୀର ଛାତ୍ରଛାତ୍ରୀମାନେ ବିୟୋଗ ଏବଂ ହରଣ ଭଳି ଗାଣିତିକ ଗଣନାରେ ପଛରେ ପଡ଼ିଛନ୍ତି। ତେବେ ଏହି ସଂଖ୍ୟା ପ୍ରତିବର୍ଷ ବଢିଚାଲିଛିବରୁ ଏହା ଚିନ୍ତାଜନକ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।ବିଧାନସଭାରେ ବିଧାୟକ ଚକ୍ରମଣି କହଁରଙ୍କ ଦ୍ୱାରା ପଚରାଯାଇଥିବା ଏକ ପ୍ରଶ୍ନର ଉତ୍ତର ଦେଇ ସ୍କୁଲ ଏବଂ ଗଣଶିକ୍ଷା, ଏସଟି ଏବଂ ଏସସି Continue Reading
ଭୁବନେଶ୍ୱର,୧୪/୨: ବିଧାନସଭା ଆରମ୍ଭରୁ ମାଡିଆସିଲେ ବିରୋଧୀ। ଆରମ୍ଭରୁ କଲେ ହଙ୍ଗାମା। ଏହାରି ଭିତରେ ମୁହାଁମୁହିଁ ହୋଇଗଲେ ବିଜେଡି ବିଧାୟକ ଆଉ ଭାଜପା ବିଧାୟକ। ଗୃହରେ ଜମିଲା ଅସ୍ମିତା କଳି। ଏପରି କିଛି ଦୃଶ୍ୟ ଥିଲା ଶୁକବ୍ରାର ବିଧାନସଭା ଅଧିବେଶନର।ଆଜି ବିଧାନସଭାରେ ମୁହାଁମୁହିଁ ହେଳେ ବିଜେଡି ବିଧାୟକ ଅରୁଣ ସାହୁ ଆଉ ଭାଜପା ବିଧାୟକ ତଥା କ୍ରୀଡା-ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ।ଅରୁଣ ସାହୁ ପଚାରିଲେ, ଓଡ଼ିଆ ଅସ୍ମିତାର ଅର୍ଥର ମାନେ କଣ ? Continue Reading




