Home Archive by category Odisha News (Page 337)

Odisha News

Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର , ୬/୨ : ବଲାଙ୍ଗିର ଜିଲ୍ଲା ର ୧୧ ଗୋଟି ବ୍ଲକ ଓ ୫ ଗୋଟି ସହରାଞ୍ଚଳ ରେ ଚଳିତ ଫେବୃଆରୀ ୧୦ ତାରିଖଠାରୁ ୧୯ ତାରିଖ ପର‌୍ୟ୍ୟନ୍ତ ଫାଇଲେରିଆ ନିରାକରଣ ଅଭିଯାନ ମାଧ୍ୟମରେ ସାମୁହିକ ଔଷଧ ସେବନ କାର୍ଯ୍ୟକ୍ରମମ କରାଯିବ।ଏଥି ନିମନ୍ତେ ସ୍ଥାନୀୟ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ କକ୍ଷ ରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀ ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ ରମେଶ […]Continue Reading
Odisha News
ଆଠଗଡ , ୬/୨: ରାସ୍ତାରେ ବୁଲୁଛି କଲରାପତରିଆ ବାଘ । ରାସ୍ତାକଡ଼ରେ ବୁଲୁଥିବାର ମୋବାଇଲରେ ହେଲା ରେକର୍ଡ । କଟକ ଆଠଗଡ଼ ବନଖଣ୍ଡର ନରସିଂହପୁର ଇଷ୍ଟ ରେଞ୍ଜର ରାସ୍ତା କଡ଼ରେ କଲରାପତରିଆ ବାଘ ଦେବାକୁ ମିଳିଛି । ବାଘକୁ ଦେଖିବା ପରେ ସ୍ଥାନୀୟ ଅଞ୍ଚଳରେ ଏକ ଭୟର ମାହୋଲ ସୃଷ୍ଟି ହୋଇଛି ।ସୂଚନା ଥାଉକି, ନରସିଂହପୁର ପଶ୍ଚିମାଞ୍ଚଳ ରେଞ୍ଜ ଜୟପୁର ପ୍ରଗଳା ରାସ୍ତାର ବଡଭୂଇଁ ନିକଟ ସୁଳିଆବାଙ୍କ ନିକଟରେ ବୁଲୁଛି ବାଘ । ପାହାଡ଼ରେ କଲରା ପତରିଆ […]Continue Reading
Odisha News
ଭୁବନେଶ୍ୱର,୬/୨: ଓଡିଶାକୁ କୃମିମୁକ୍ତ କରିବାକୁ ପ୍ରୟାସ ଜାରି ରହିଛି। ମହିଳା ଓ ଶିଶୁଙ୍କ ଉନ୍ନତ ସ୍ବାସ୍ଥ୍ୟ, ଠିକ ପୋଷଣ, ଉତ୍ତମ ଶାରୀରିକ ଏବଂ ମାନସିକ ବିକାଶ ପାଇଁ ଆସନ୍ତା ୧୦ ତାରିଖରେ ଜାତୀୟ କୃମିନାଶକ ଦିବସକୁ ବ୍ୟାପକ ଭାବେ ପାଳନ କରାଯିବାକୁ ନିଷ୍ପତ୍ତି ହୋଇଛି। ଉକ୍ତଦିନ ୧ରୁ ୧୯ ବର୍ଷ ବୟସର ବାଳିକାବାଳକ ଓ ୨୦ରୁ ୨୪ ବର୍ଷର ପ୍ରଜନନକ୍ଷମ ମହିଳାଙ୍କୁ ମିଶାଇ ମୋଟ ଦେଢ଼କୋଟିରୁ ଊର୍ଦ୍ଧ୍ୱ ଲୋକଙ୍କୁ କୃମିନାଶକ (ଦ୍ରବଣ/ବଟିକା) ଔଷଧ ଦିଆଯିବାର Continue Reading
Odisha News
ମାଲକାନଗିରି, ୫/୨ : ଜଳ ଛାୟା ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଘରେ ଟଙ୍କାର ଭଣ୍ଡାର । ଆଜି ଭିଜିଲାନ୍ସ ଚଢ଼ାଉବେଳେ ନଗଦ ଦେଢ଼ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ସହିତ ପ୍ରାୟ ୩୦୦ ଗ୍ରାମ ସୁନା ଜବତ କରାଯାଇଛି । ଏହା ସହିତ ଏକାଧିକ ପ୍ଲଟ୍ ଠାବ କରିଛି ଭିଜିଲାନ୍ସ ।ଆଜି ସକାଳୁ ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମାଲକାନଗିରି ଜଳଛାୟା ପ୍ରକଳ୍ପ ନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ଘରେ ଚଢ଼ଉ କରିଛି ଭିଜିଲାନ୍ସ ଟିମ୍ । ତାଙ୍କର ସରକାରୀ […]Continue Reading
Odisha News
ଭୁବନେଶ୍ୱର,୫/୨: ବରିଷ୍ଠ କଂଗ୍ରେସ ନେତା ଜୟଦେବ ଜେନାଙ୍କୁ ଧମକ ଦିଆଯାଇଛି। ୫୦ ଲକ୍ଷ ଟଙ୍କା ନଦେଲେ ହତ୍ୟା କରିବାକୁ ଧମକ ଦିଆଯାଛି। ଏ ନେଇ ନିଜେ ଜୟଦେବ ଜେନାଙ୍କ ଅଭିଯୋଗ କରିଛନ୍ତି। ଏ ନେଇ ସେ ମୁଖ୍ୟମନ୍ତ୍ରୀଙ୍କୁ ଟୁଇଟ୍ କରି ତଦନ୍ତ ଦାବି କରିଛନ୍ତି।ନିରଞ୍ଜନଙ୍କ ପରେ ଜୟଦେବଙ୍କୁ ମାରି ଦେବାକୁ ଧମକ ମିଳିଛି ଗତ ୩ ତାରିଖରେ କଲ କରି ଟଙ୍କା ମାଗିଥିଲେ ଜଣେ ଯୁବକ। ଓଡ଼ିଆ ଭାଷାରେ କଥା ହୋଇ ଟଙ୍କା ମାଗିଥିଲେ। ଜୟଦେବ କହିଥିଲେ, […]Continue Reading
Odisha News
ମାଲକାନଗିରି/ଜୟପୁର,୫/୨: ମାଲକାନଗିରି ଜିଲା ଜଳଛାୟା ପ୍ରକଳ୍ପ ଉପନିର୍ଦ୍ଦେଶକ ଶାନ୍ତନୁ ମହାପାତ୍ରଙ୍କ ବାସଭବନରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି।ଆୟବହିର୍ଭୁତ ସମ୍ପତି ଠୁଳ ଅଭି ଯୋଗରେ ଭିଜିଲାନ୍ସର ତିନିଟା ଟିମ୍ ଏହି ଚଢ଼ାଉ କରିଛି ଏଥିସହ ତାଙ୍କ କାର୍ଯ୍ୟାଳୟର ଜଣେ ଠିକା କର୍ମଚାରୀ ଏବଂ ଡାଟା ଏଣ୍ଟ୍ରି ଅପରେଟର ଘରେ ମଧ୍ୟ ଏକକାଳୀନ ଚଢାଉ ଜାରି ରହିଛିା ଜୟପୁରସ୍ଥିତ ପ୍ରକଳ୍ପ ଉପନିର୍ଦେଶକଙ୍କ ଘରେ ମଧ୍ୟ ଚଢାଉ ଜାରି ରହିଛି।ବର୍ତ୍ତମାନ ସୁଦ୍ଧା ଜୟପୁର Continue Reading
Odisha News
ଭୁବନେଶ୍ୱର,୪/୩ : ପୂର୍ବତନ ମନ୍ତ୍ରୀ ତଥା ବରଗଡ଼ ଜିଲା ଭଟଲି ବିଧାନସଭା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ସୁଶାନ୍ତ ସିଂ ଗୁରୁତର ହୋଇପଡ଼ିଛନ୍ତି।ତାଙ୍କୁ ଅଧିକ ଚିକିତ୍ସା ପାଇଁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତେବେ ସୁଶାନ୍ତଙ୍କ ଭେଟିବା ପାଇଁ ନବୀନ ମଙ୍ଗଳବାର ହସ୍ପିଟାଲରେ ପହଞ୍ଚିଛନ୍ତି। ହସ୍ପିଟାଲରେ ପହଞ୍ଚି ସେ ସୁଶାନ୍ତଙ୍କୁ ଭେଟିଛନ୍ତି।ସୁଶାନ୍ତ ଦୀର୍ଘଦିନ ହେଲା ଅସୁସ୍ଥତା ଅନୁଭବ କରୁଥିଲେ। ଗତ କିଛିଦିନ ହେଲା Continue Reading
Odisha News
ଭୁବନେଶ୍ୱର,୪/୨ : ରାଜ୍ୟରେ ହେବାକୁ ଥିବା ଯୁକ୍ତ ଦୁଇ ପରୀକ୍ଷା ପାଇଁ ପ୍ରସ୍ତୁତ ହୋଇଛି ୫ ଥାକିଆ ସ୍କ୍ୱାର୍ଡ ବ୍ୟବସ୍ଥା । ସମସ୍ତ ପରୀକ୍ଷା କେନ୍ଦ୍ରରେ ରହିଛି ସିସିଟିଭିର ବ୍ୟବସ୍ଥା ।ପରୀକ୍ଷାକୁ ନେଇ କୌଣସି ବିଭ୍ରାନ୍ତିକର ବା ଗୁଜବ ସୃଷ୍ଟି କରିବାକୁ ପ୍ରୟାସ କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ଏ ନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦର କଣ୍ଟ୍ରୋଲର୍ ପ୍ରଶାନ୍ତ କୁମାର Continue Reading
Odisha News
ଓଡ଼ିଶା, ୪/୨ : ଭତ୍ତା ବଢାଇଲେ ଓଡ଼ିଶା ସରକାର। ଏମାନଙ୍କ ପାଇଁ ବଡ଼ ଖୁସି ଖବର। ଅଗ୍ନିଶମ ବିଭାଗ କର୍ମଚାରୀଙ୍କୁ ସରକାର ଦେଲେ ବଡ଼ ଭେଟି । ବଢିଲା ଭତ୍ତା। ମୁଖ୍ୟମନ୍ତ୍ରୀଙ୍କ କାର‌୍ୟ୍ୟାଳୟ ପକ୍ଷରୁ ଏନେଇ ବଡ଼ ଘୋଷଣା କରାଯାଇଛି । କେବଳ ଭତ୍ତା ନୁହେଁ ବରଂ ଘରଭଡା ସହ ମେଡିକାଲ ଖର୍ଚ୍ଚ ବି ବହନ କରିବେ ସରକାର ।ଓଡ଼ିଶା ସରକାରଙ୍କ ପକ୍ଷରୁ ସେମାନଙ୍କୁ ବିଭିନ୍ନ କ୍ଷେତ୍ରରେ ଭତ୍ତା ଯୋଗାଇଦିଆଯିବ । ଡାଏଟ ଭତ୍ତା ୯୦୦ ଟଙ୍କାରୁ […]Continue Reading
Odisha News
ଓଡ଼ିଶା, ୪/୨ : ଆଜି ବିଶ୍ୱ କର୍କଟ ଦିବସ । ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ “World Cancer Day” ଉପଲକ୍ଷେ ପୁରୀ ର ଲାଇଟ ହାଉସ ନିକଟସ୍ଥ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି ।ଚଳିତ ବର୍ଷ “United By Unique” କୁ ଆଧାର କରି ବାଲୁକା ଶିଳ୍ପୀ ମାନସ ସାହୁ ବାଲୁକା କଳା ନିର୍ମାଣ କରିଥିବା ବେଳେ ଏହି ବାଲୁକା କଳା ଟି ୨୦ଫୁଟ ଓସାର ଏବଂ ୭ଫୁଟ […]Continue Reading