Home Archive by category Odisha News (Page 343)

Odisha News

Odisha News
କଟକ,୨୬/୧: ରବିବାର ସାରା ରାଜ୍ୟରେ ପାଳନ ହେଉଛି ୭୬ତମ ସାଧାରଣତନ୍ତ୍ର ଦିବସ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକ ବିଡ଼ାନାସୀଠାରେ ପତାକା ଉତ୍ତୋଳନ କରିଛନ୍ତି।ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କହିଛନ୍ତି, ଦେଶ ପାଇଁ ଜୀବନକୁ ଉତ୍ସର୍ଗ କରିଥିବା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି। ଆଜିର ଦିନରେ ମହାନ ଜନନାୟକଙ୍କୁ ମନେ ପକାଇବା ପରମ ସୁଯୋଗ ମିଳିଛି। ଅଖଣ୍ଡତା ବଜାୟ ସହ ସୁଶାସନ ଯୋଗାଇବା ପରମ ଲକ୍ଷ୍ୟ। ଦେଶର ଗଣତନ୍ତ୍ର ବଜାୟ Continue Reading
Odisha News
ଓଡ଼ିଶା, ୨୬/୧ : ଦେଶର ପ୍ରତିଷ୍ଠିତ ନାଗରିକ ସମ୍ମାନ ‘ପଦ୍ମ’ ପୁରସ୍କାର ଶନିବାର ସନ୍ଧ୍ୟାରେ ଘୋଷଣା ହୋଇଛି । ୨୦୨୫ ମସିହା ସାଧାରଣତନ୍ତ୍ର ଦିବସର ଠିକ୍ ପୂର୍ବରୁ ଘୋଷିତ ପଦ୍ମ ପୁରସ୍କାର ପାଇଁ ଓଡ଼ିଶାର ୪ଜଣ ପ୍ରତିଷ୍ଠିତ ବ୍ୟକ୍ତିଙ୍କୁ ମନୋନୀତ କରାଯାଇଛି ।ମେଡିସିନ୍ କ୍ଷେତ୍ରରେ ପ୍ରତିଷ୍ଠିତ ଡାକ୍ତର ଅଶୋକ କୁମାର ମହାପାତ୍ର , ଓଡ଼ିଶୀରେ ନୃତ୍ୟଗୁରୁ ଦୁର୍ଗାଚରଣ ରଣବୀର, ଢେଙ୍କାନାଳର ସ୍ଥପତି ଆଦିତ୍ୟ ଗଡ଼ନାୟକ ଓ ବିଶିଷ୍ଟ ସାହିତ୍ୟିକ ପ୍ରତିଭା ଶତପଥୀଙ୍କୁ Continue Reading
Odisha News
ଭୁବନେଶ୍ୱର, ୨୫/୧: ବିଜେଡ଼ିରେ ଦିନେ ନିଜକୁ ହର୍ତ୍ତାକର୍ତ୍ତା ଦୈବ ବିଧାତା ଭାବୁଥିବା ଭୈରବ କାର୍ତ୍ତିକେୟନ୍ ପାଣ୍ଡିଆନ ପୁଣି ଥରେ ନବୀନ ନିବାସରେ ସକ୍ରିୟ ହୋଇଛନ୍ତି ।ବିଜେଡ଼ି ନେତା ମନ୍ମଥ ରାଉତରାୟଙ୍କ ବୟାନକୁ ନେଇ ଏଭଳି ସନ୍ଦେହ ଘନୀଭୂତ ହୋଇଛି । ପାଣ୍ଡିୟାନ ନବୀନ ନିବାସ ଆସୁଛନ୍ତି, ଆଉ ନିଜ ଗୁରୁଙ୍କୁ ବାପା ଭଳି ସେବା କରୁଛନ୍ତି ବୋଲି କହିଛନ୍ତି ମନ୍ମଥ ।ମନ୍ମଥ ରାଉତରାୟ ଗଣମାଧ୍ୟମରେ ପ୍ରତିକ୍ରିୟା ରଖି କହିଛନ୍ତି, ଭିକେ ପାଣ୍ଡିଆନ ଆଉ ସକ୍ରିୟ Continue Reading
Odisha News
ଭୁବନେଶ୍ୱର,୨୫/୧: ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ୧୯ ପୋଲିସ ପାଇବେ ପଦକ। ସୁପରିଣ୍ଟେଣ୍ଡେଣ୍ଟ ପୋଲିସ ସରୋଜ ସାମଲ ପାଇବେ ରାଷ୍ଟ୍ରପତି ପୁରସ୍କାର। ସେହିପରି କନଷ୍ଟେବଳ ସତ୍ୟବାଦୀ ମଲ୍ଲିକ ରାଷ୍ଟ୍ରପତି ପୁରସ୍କାର ପାଇବେ।୬ ପୋଲିସ କର୍ମଚାରୀଙ୍କୁ ସାହସିକତା ପୁରସ୍କାର। ସେବାରେ ପ୍ରଂଶସନୀୟ କାର୍ଯ୍ୟ ପାଇଁ ୧୧ ପୋଲିସଙ୍କୁ ପୁରସ୍କାର ମିଳିବ। ଅଗ୍ନିଶମ ସେବାରେ ଭମରବର ସେଠ୍‌ଙ୍କୁ ରାଷ୍ଟ୍ରପତି ପୁରସ୍କାର।ସେହିପରି ଅଗ୍ନିଶମ ସେବାରେ ପ୍ରଶଂସନୀୟ କାର୍ଯ୍ୟ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୫/୧ : ବୌଦ୍ଧ ଜ଼ିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ଙ୍କ ଅଧ୍ୟକ୍ଷତାରେ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ରେ ବରିଷ୍ଠ ନାଗରିକ ମାନେ ତା.୨୭.୧.୨୦୨୫ ରିଖ ବୌଦ୍ଧ ରୁ ଯାତ୍ରା ଆରମ୍ଭ ହେବାକୁ ଥିବାବେଳେ ତା ଆଗରୁ ଏହି କାର୍ଯ୍ୟକ୍ରମ କୁ ସଫଳ କରିବା ପାଇଁ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏହି ବୈଠକରେ ଜିଲ୍ଲାପାଳ ଶ୍ରୀଯୁକ୍ତ ପଣ୍ଡା ପ୍ରଥମ ତୀର୍ଥଯାତ୍ରା ଯୋଜନା ଆରମ୍ଭ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରୀପୋର୍ଟନୟାଗଡ଼,୨୪/୧ : ନୟାଗଡ଼ ସହରରେ ସୃଷ୍ଟି ହେଉଥିବା ଟ୍ରାଫିକ ସମସ୍ୟା ଓ ପାର୍କିଂ ସମସ୍ୟାକୁ ନେଇ ଜିଲ୍ଲା ସାମ୍ବାଦିକମାନେ ଗଭୀର ଉଦବେଗ ଓ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏନେଇ ଆଜି ସାମ୍ବାଦିକ ଭବନ ପରିସରରେ ଆଲୋଚନା କରାଯାଇ ପୈାର ପରିଷଦ ଅଧ୍ୟକ୍ଷା ନିରୂପମା ଖଟେଇ ଓ ନିର୍ବାହୀ ଅଧିକାରୀ ସ୍ନେହଲତା ଆଚାର୍ଯ୍ୟଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ୭ ଦିନ ମଧ୍ୟରେ ଜବରଦଖଲ ମୁକ୍ତ କରାଯିବାକୁ ଦାବି କରାଯାଇଛି ।ନୟାଗଡ଼ ସହରର Continue Reading
Odisha News
କଟକ,୨୪/୧ : କଟକ ବାରବାଟୀ କ୍ରିକେଟ ଷ୍ଟାଡିୟମ୍‌ରେ ଆୟୋଜିତ ହେବାକୁ ଯାଉଥିବା ଭାରତ-ଇଂଲଣ୍ଡ ଦିନିକିଆ ଦିବାରାତ୍ର କ୍ରିକେଟ୍ ମ୍ୟାଚ୍‌ର ଟିକେଟ୍ ବିକ୍ରି ନେଇ ତାରିଖ ଘୋଷଣା ହୋଇଛି। କ୍ରିକେଟ୍‌ପ୍ରେମୀମାନେ ଆସନ୍ତା ୨ରୁ ଟିକେଟ ବୁକିଂ କରିବେ। ଅନଲାଇନରେ ୪ ହଜାର ଟିକେଟ୍ ଉପଲବ୍ଧ ହେବ।।୫-୬ରେ କାଉଣ୍ଟରରୁ ଟିକେଟ୍ କିଣିପାରିବେ। ୫ ଓ ୬ରେ କାଉଣ୍ଟରରେ ଟିକେଟ ବିକ୍ରୀ ହେବ। ଏନେଇ ସୂଚନା ଦେଲେ କ୍ରୀଡ଼ା ଓ ଯୁବ ବ୍ୟାପାର ମନ୍ତ୍ରୀ ସୂର‌୍ୟ୍ୟବଂଶୀ ସୂରଜ। Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବୌଦ୍ଧ, ୨୪/୧ : ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଲକ୍,କୁଲତା ଜୋର୍ ପଞ୍ଚାୟତ ଅନ୍ତର୍ଗତ ନୁଆପାଲି ଗ୍ରାମରେ ଥିବା ଆଦିବାସୀ ଉଚ୍ଚ ବିଦ୍ୟାଳୟ ର ସାଂସ୍କୃତିକ ମଣ୍ଡପ ର ଭିତ୍ତି ପ୍ରସ୍ତର ସ୍ଥାପନ ଏବଂ ୩୫ ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି।ଦିବସବ୍ୟାପି କାର୍ଯ୍ୟକ୍ରମରେ ପ୍ରଥମେ ମଶାଲ ଯାତ୍ରା ସହ ପ୍ରଥମ ଅଧିବେଶନ ପୂର୍ବାହ୍ନ ୧୧ ଘଣ୍ଟା ସମୟରେ ସ୍କୁଲ ପରିସରରେ ଆରମ୍ଭ ହୋଇଯାଇଥିଲା।ସନ୍ଧ୍ୟା ୬ ଘଣ୍ଟା Continue Reading
Odisha News
ବାରିପଦା,୨୪/୧ : ରାସନ ଚାଉଳ ଭାଗବଣ୍ଟାକୁ ନେଇ ନୃଶଂସ ପୁଅ ଏକ ଦାଆରେ ମା’ ବେକକୁ କାଟି ହତ୍ୟା କରିବା ପରେ ନିଜ ବେକ କାଟି ଆତ୍ମହତ୍ୟା ଉଦ୍ୟମ କରିବା ଘଟଣା ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୟୂରଭଞ୍ଜ ଜିଲା ବାରିପଦା ସଦର ଥାନା ଅଧୀନ ଶରତଚନ୍ଦ୍ରପୁର ୱାର୍ଡ ନଂ. ୭ରେ ଗୁରୁବାର ପୂର୍ବାହ୍ନ ୧୧ଟାରେ ଏହି ଘଟଣା ଘଟିଛି। ପରିବାର ଲୋକେ ଅଭିଯୁକ୍ତ ପୁଅ ରୋହିଦାସ ସିଂଙ୍କୁ ଆମ୍ବୁଲାନ୍ସ ଯୋଗେ ବାରିପଦା ପିଆର୍‌ଏମ୍ ମେଡିକାଲରେ ଭର୍ତ୍ତି କରିଛନ୍ତି।ସୂଚନା […]Continue Reading
Odisha News
ଭୁବନେଶ୍ୱର,୨୩/୧: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦିନ ତାପମାତ୍ରା ୩୫ ଡିଗ୍ରୀ ପାଖାପାଖି ଛୁଇଁଲାଣି। ରାତିରେ କୁହୁଡି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଥିବା ବେଳେ ଦିନରେ ଟାଇଁ ଟାଇଁ ଖରା ଅନୁଭୂତ ହେଉଛି।ଗୁରୁବାର ବାଲେଶ୍ୱର, ଭଦ୍ରକ, କଟକ, ଜଗତ୍‌ସିଂହପୁର ଓ କେନ୍ଦ୍ରାପଡ଼ା ଆଦି ଜିଲାରେ ଘନ କୁହୁଡ଼ି ଦେଖିବାକୁ ମିଳିଥିବା ବେଳେ ପାରଳାଖେମୁଣ୍ଡିରେ ସର୍ବାଧିକ ତାପମାତ୍ରା ୩୪.୨ ଡିଗ୍ରୀ ଓ ଫୁଲବାଣୀରେ ରାଜ୍ୟର Continue Reading