Home Archive by category Odisha News (Page 35)

Odisha News

Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୬/୮ : କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ ବିଜୁ ପଟ୍ଟନାୟକ ମିନି ଷ୍ଟାଡିଅମ ପରିସରରେ ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ ଆରମ୍ଭ ହୋଇଛି ।ଏହି ଚମ୍ପିୟାନସିପ ଅଗଷ୍ଟ ୧୫ ତାରିଖ ସ୍ୱାଧୀନତା ଦିବସ ଦିନ ଫାଇନାଲ ଖେଳ ଅନୁଷ୍ଠିତ ହେବ ।ଏଥିରେ ବାଲିଗୁଡା ସମେତ ସୀତାପଡି, ସୁଣ୍ଡରୁମିଲା,ସଲଗା ପଦର, ଡୋପାସାହି, ସିନ୍ଦ୍ରିଗାଁ, ବରିପଡା, ବାରଖମା,ସିପାଞ୍ଜିରୀ, ପାଡେରୀପଡା,ବାଲିସୁଗା, ଓ ପାକୁଲଦା ଗ୍ରାମର Continue Reading
Odisha News
ଅକ୍ଷୟ ରାଉତଙ୍କ ରିପୋର୍ଟଯାଜପୁର, ୬/୮: ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ସଂସଦୀୟ ବ୍ୟାପାର ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଯାଜପୁର ଜିଲ୍ଲା ଗସ୍ତରେ ଆସି ବନ୍ୟା ପରବର୍ତ୍ତୀ ସ୍ୱାସ୍ଥ୍ୟସେବା ଓ ଜନସ୍ୱାସ୍ଥ୍ୟ ପରିଚାଳନାର ଉଚ୍ଚସ୍ତରୀୟ ସମୀକ୍ଷା କରିଛନ୍ତି।ଗସ୍ତ ଅବସରରେ ମନ୍ତ୍ରୀ ଡ. ମହାଲିଙ୍ଗ ପ୍ରଥମେ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିଦର୍ଶନ କରି ମା’–ଶିଶୁ ୱାର୍ଡ ଏବଂ ଅନ୍ୟାନ୍ୟ ବିଭାଗ Continue Reading
Odisha News
ଗଜପତି, ୬/୮ : ଗଜପତି ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ କାଶୀନଗର ବ୍ଲକ ସୀତାପୁର ମଣ୍ଡଳ ଅନ୍ତର୍ଗତ ରାଣିପେଣ୍ଠା ଗ୍ରାମ ଠାରେ ମାସିକ ମଣ୍ଡଳ ବୈଠକ ଓ ତ୍ରିରଙ୍ଗା ପଦଯାତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏଥିରେ ସାଂଗଠନିକ ଆଲୋଚନା କରିବା ସହ ଏସ.ଆଇ.ଆର୍ ଭୋଟର ତାଲିକାରୁ ସଠିକ ଭୋଟର କିପରି ନ କଟିବେ, ଓ ଆଗମୀ ଦିନରେ କିପରି ଦଳ ପଞ୍ଚାୟତ ସ୍ତର ରେ ଅଧିକ ଶକ୍ତିଶାଳୀ ହୋଇ ନିର୍ବାଚନ ସମ୍ମୁଖୀନ ହେବ ସେ ସମ୍ପର୍କରେ ମଞ୍ଚାସୀନ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର,୬/୮: ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଦ୍ୱନ୍ଦ୍ବ ଭିତରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ବଡ଼ ସୂଚନା ଦେଇଛନ୍ତି । ଏନେଇ ସରକାର ଅନୁଧ୍ୟାନ କରିବେ ବୋଲି କହିଛନ୍ତି । ସୂଚନା ଓ ଲୋକସମ୍ପର୍କ ବିଭାଗ ସହ ସ୍ୱାସ୍ଥ୍ୟ ବିଭାଗର ଆଲୋଚନା ହୋଇଛି । ଯଦି କିଛି ସମସ୍ୟା ହେବ ତାହାକୁ ସମାଧାନ କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ।୨୦୧୮ ମସିହାରେ ସାମ୍ବାଦିକଙ୍କ ପାଇଁ ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୬/୮ : ନୟାଗଡ଼ ସାମ୍ବାଦିକ ଭବନରେ ଆଜି ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।ସାମ୍ବାଦିକ ଭବନ ସଭାପତି ବୈଦ୍ୟଭୂଷଣ ମହାପାତ୍ରଙ୍କ ଆବାହକତ୍ୱରେ ରୋଟାରୀ କ୍ଲବ ଓ ସାମ୍ବାଦିକ ଭବନ ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ଶିବିରକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ଇଂ ଦେବାଶିଷ ପଟ୍ଟନାୟକ, ନୟାଗଡ଼ ପୈାର ପରିଷଦ ଅଧ୍ୟକ୍ଷ ନିରୂପମା ଖଟେଇ ଉଦଘାଟନ କରିଥିଲେ ।ଜିଲ୍ଲା ପରିଷଦ ଅଧ୍ୟକ୍ଷ କାର୍ଯ୍ୟକ୍ରମକୁ ପ୍ରଶଂସା କରିବା ସହିତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୬/୮ : ଚଳିତ ଲଗାଣ ବର୍ଷା ଫଳରେ ଉପୁଜିଥିବା ବନ୍ୟା ଯୋଗୁଁ କ୍ଷତି ଗ୍ରସ୍ତ ଜନସାଧାରଣଙ୍କ ଜ୍ୱଳନ୍ତ ସମସ୍ୟା ସମ୍ପର୍କରେବୌଦ୍ଧ ବିଜୁ ଜନତାଦଳ ପକ୍ଷରୁ ଗତକାଲି ଜିଲ୍ଲା ସଭାପତି ଶ୍ରୀଯୁକ୍ତ ପ୍ରଦୀପ କୁମାର ଅମାତଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ସମ୍ପୃକ୍ତ ଅଞ୍ଚଳ ଗସ୍ତ କରି ଲୋକଙ୍କ ସହ ସ୍ଥିତି ସମୀକ୍ଷା ଓ ଆଲୋଚନା ପରେ ବୁଧବାର ବୌଦ୍ଧ ଜିଲ୍ଲାପାଳଙ୍କ ଜରିଆରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକ ପତ୍ର ପ୍ରଦାନ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୮ : ଜଙ୍ଗଲ ମଧ୍ୟରେ ବ୍ୟାପକ ଗଞ୍ଜେଇ ମହଜୁଦ୍ ରଖି ବ୍ୟବସାୟ ଉଦ୍ଦେଶ୍ୟରେ ଚୋରା ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବା ବେଳେ ଘଟଣା ସ୍ଥଳରେ ପୋଲିସ ଅଚାନକ ଚଢାଉ କରି ଦୁଇ କ୍ୟୁଣ୍ଟାଲ ୫୧ କେଜି ଗଞ୍ଜେଇ ଧରିବାରେ ସକ୍ଷମ ହୋଇଛି ।ପୋଲିସ ସୂତ୍ରରୁ ଏକ ପ୍ରେସ ବିବୃତ୍ତି ରୁ ଜଣାପଡ଼ିଛି ଯେ, ଗଜପତି ଜିଲ୍ଲା ଆର:ଉଦୟଗିରି ଥାନାର ଏସ:ଆଇ ଶ୍ରୀ ଲକ୍ଷ୍ମଣ ବେଶ୍ରା ଗତକାଲି ୦୪ ତାରିଖ ସକାଳ ସମୟରେ […]Continue Reading
Odisha News
କଟକ,୫/୮ : ସ୍କୁଲ ପାଠ୍ୟ ପୁସ୍ତକ ତ୍ରୁଟି ମାମଲାରେ ଏସସିଇଆରଟିର ପୂର୍ବତନ ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ସର୍ତ୍ତ ମୂଳକ ଜାମିନ ପ୍ରଦାନ କରାଯାଇଛି । କଟକ ସ୍ୱତନ୍ତ୍ର ଏସ୍‌ସି/ଏସ୍‌ଟି କୋର୍ଟ ଜାମିନ ପ୍ରଦାନ କରିଛନ୍ତି ।ଅଭିଯୁକ୍ତ କ୍ରାଇମବ୍ରାଞ୍ଚ ତଦନ୍ତରେ ସହଯୋଗ କରିବେ, ଓଡିଶା ଛାଡି ବାହାରକୁ ଯିବେ ନାହିଁ, ଆବଶ୍ୟକ ହେଲେ ତାଙ୍କର ପାସପୋର୍ଟ ଦାଖଲ କରିବେ, ବାହାରକୁ ଗଲେ କୋର୍ଟଙ୍କ ଅନୁମତିରେ ହିଁ ଯିବେ, ମାମଲାର ସାକ୍ଷୀ ଓ ବିଭାଗର ଅଧିକାରୀଙ୍କୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ବର ୫/୮: ବାଲିଅନ୍ତା କନଷ୍ଟେବଳ ସୌମ୍ୟ ହତ୍ୟାକାଣ୍ଡ ଘଟଣା । କୋର୍ଟରେ ଚାର୍ଜସିଟ ଦାଖଲ କଲା କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜସିଟ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୧୧ ଜଣ ଅଭିଯୁକ୍ତଙ୍କ ବିରୁଦ୍ଧରେ ଚାର୍ଜସିଟ ଦାଖଲ। ଭୁବନେଶ୍ବର SDJMକୋର୍ଟରେ ଚାର୍ଜସିଟ ଦାଖଲ । ୯ ଜଣ ଅଭିଯୁକ୍ତଙ୍କୁ ଚାର୍ଜସିଟରୁ ବାଦ ଦେଇଛି କ୍ରାଇମବ୍ରାଞ୍ଚ । ଏବେ ସୁଧା କିଛି ଅଭିଯୁକ୍ତ ଫେରାର ଥିବା ଚାର୍ଜସିଟରେ ଉଲ୍ଲେଖ ।Continue Reading
Odisha News
କୋରାପୁଟ, ୫/୮: କୋରାପୁଟ ବୈପାରୀଗୁଡାରେ ବିଲୁଆ ଆତଙ୍କ । ଗାଁ ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି ବିଲୁଆ । ୬ ଜଣ ଗୁରୁତର ଆହତ ହୋଇଥିବା ବେଳେ ବିଲୁଆ ଭୟରେ ଲୋକେ ଘରୁ ଗୋଡ଼ କାଢ଼ିବାକୁ ଭୟ କରୁଛନ୍ତି ।ସ୍କୁଲ ଯିବାକୁ ଡରୁଛନ୍ତି ଛାତ୍ରଛାତ୍ରୀ । ପ୍ରବଳ ବର୍ଷା ଯୋଗୁଁ ବିଲୁଆ ଜଙ୍ଗଲ ଛାଡ଼ି ଗାଁ ମୁହାଁ ହୋଇଥିବା ଆଶଙ୍କା କରାଯାଉଛି । ଲୋକଙ୍କ ସୁରକ୍ଷା ପାଇଁ ବନ ବିଭାଗ ତୁରନ୍ତ ପଦକ୍ଷେପ ନେବାକୁ ଦାବି ହୋଇଛି […]Continue Reading