Home Archive by category Odisha News (Page 350)

Odisha News

Odisha News
ଭୁବନେଶ୍ୱର,୧୩/୧: ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ଉତ୍କଳ ସଙ୍ଗୀତ ମହାବିଦ୍ୟାଳୟ ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଛାତ୍ରୀଙ୍କ ମୃତଦେହ ଜବତ ହୋଇଛି। ଛାତ୍ରୀ ଜଣଙ୍କ କେନ୍ଦ୍ରାପଡ଼ାର ହୋଇଥିବାବେଳେ +୨ ଦ୍ବିତୀୟ ବର୍ଷରେ ପଢ଼ୁଥିଲେ। ତେବେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ କ୍ୟାପିଟାଲ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଚଳାଇଛି।Continue Reading
Odisha News
ବାରିପଦା,୧୩/୧: ଶିମିଳିପାଳ ଅଭୟାରଣ୍ୟ ସୁରକ୍ଷାରେ ନିୟୋଜିତ ଥିବା ପୋଷା ହାତୀ ମହିନ୍ଦ୍ରାର ମୃତ୍ୟୁ ଘଟିଛି। ରବିବାର ରାତି ସାଢ଼େ ୯ଟାରେ ମୃତ୍ୟୁ ହୋଇଥିବା ନେଇ ଜଣାପଡ଼ିବା ପରେ ବନକର୍ମଚାରୀ ଓ ପ୍ରାଣୀପ୍ରେମୀଙ୍କ ମଧ୍ୟରେ ଗଭୀର ଆଘାତ ଲାଗିଛି। ସାଢ଼େ ୧୧ ଫୁଟ ଉଚ୍ଚ ମହିନ୍ଦ୍ରାର ବୟସ ୬୫ ବର୍ଷ ହେବ ବୋଲି ଜଣାପଡ଼ିଛି।ଶିମିଳିପାଳ ଅଭୟାରଣ୍ୟର ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପରେ ମହିନ୍ଦ୍ରା ହାତୀ ପିଠିରେ ବସି କର୍ମଚାରୀମାନେ ପାଟ୍ରୋଲିଂ କରୁଥିଲେ। ଶିକାରୀ ଓ Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୨ା୧: ରାଜ୍ୟର ପୂର୍ବତନ ରାଜ୍ୟପାଳ ରଘୁବର ଦାସ ଝାରଖଣ୍ଡ ଫେରି ଯାଇଛନ୍ତି । ଏହା ପରେ ସେ ପୁଣି ଥରେ ବିଜେପିରେ ଯୋଗ ଦେଇଛନ୍ତି । କାର୍ଯ୍ୟକାଳ ପୂର୍ବରୁ ସେ ରାଜ୍ୟପାଳ ପଦରୁ ହଟିଥିଲେ ମଧ୍ୟ ରାଜ୍ୟରେ ତାଙ୍କ ଚର୍ଚ୍ଚା ଏବେ କମିନି ।ସେ କହିଛନ୍ତି ରାଜ୍ୟପାଳ ଲାଟ ସାହେବ ନୁହଁନ୍ତି । ଏହାକୁ ନେଇ ରାଜନୈତିକ ସ୍ତରରେ ବିଭିନ୍ନ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ବିଜେପି ରଘୁବର ଜଣେ ଲୋକପ୍ରିୟ ରାଜ୍ୟପାଳ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୧ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ନିକଟସ୍ଥ ଉତ୍କଳ ବାଳାଶ୍ରମ ପରିସରରେ ଆଇଏସଆରଡି: ଅନ୍ତର୍ଗତ “ସଖୀ ୱାନ ଷ୍ଟପ ସେଣ୍ଟର” , ଗଜପତି ତରଫରୁ “ସ୍ୱାମୀ ବିବେକାନନ୍ଦ ଙ୍କ ଜନ୍ମଦିନ ଅବସରରେ ରାଷ୍ଟ୍ରୀୟ ଯୁବ ଦିବସ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି ।ଉକ୍ତ କାର୍ଯ୍ୟ କ୍ରମରେ ଆଇଏସଆରଡି: ସଖୀ ୱାନ ଷ୍ଟପ ସେଣ୍ଟର ର କେନ୍ଦ୍ର ପ୍ରଶାସିକା ଶ୍ରୀମତୀ ସୁନିତା ରଥଙ୍କ ଅଧ୍ୟକ୍ଷତାରେ Continue Reading
Odisha News
ବରଗଡ଼,୧୨/୧ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିଛନ୍ତି। ଏଥି ସହିତ ସେ ଗତବର୍ଷ ଡିସେମ୍ବର ୮ ତାରିଖରେ ବରଗଡ଼ ଜିଲ୍ଲା ସୋହେଲା ଠାରେ ଇନ୍‌ପୁଟ ସହାୟତା ରାଶି ବଣ୍ଟନର ଶୁଭାରମ୍ଭ ଅବସରରେ‌ ଜନସାଧାରଣଙ୍କୁ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରିଛନ୍ତି।ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଧନୁଯାତ୍ରା ପାଇଁ ମଥୁରାନଗରୀ (ବରଗଡ଼)ର ମୁଖ୍ୟ ରାସ୍ତାରେ ହାତୀ ଉପରେ ବସି ମୁଖ୍ୟ ମଞ୍ଚକୁ ଯିବା ସମୟରେ ଜନସାଧାରଣଙ୍କୁ ଅଭିବାଦନ Continue Reading
Odisha News
କେନ୍ଦ୍ରାପଡା,୧୨/୧: ରାଜନଗର ଗହୀରମଥା ଗଭୀର ସମୁଦ୍ରରେ ବନ ବିଭାଗ ପାଟ୍ରୋଲିଂ ଟିମ୍ ଉପରେ ମାଛ ମାଫିଆଙ୍କ ଆକ୍ରମଣ। ବେଆଇନ ଭାବେ ମାଛ ମାରୁଥିବା ତାରିଣୀ ୩ ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିବା ସମୟରେ ୬ ଟି ଟ୍ରଲର ସଂଘବଦ୍ଧ ଭାବେ ଆକ୍ରମଣ କରିବା ସହ ଗୁଳି ଫୁଟାଇ ୮ ମତ୍ସ୍ୟଜୀବୀଙ୍କୁ ଜୋର୍ ଜବରଦସ୍ତ ବନ କର୍ମଚାରୀଙ୍କଠାରୁ ଛଡାଇ ନେଇଛନ୍ତି ମାଛ ମାଫିଆ।ବନ କର୍ମଚାରୀ ଗହୀରମଥା ବାବୁବାଲି ଠାରେ ବେଆଇନଭାବେ ଟ୍ରଲର ମାଛ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୧ : ପିଏମ ଶ୍ରୀ ଜୱାହର ନବୋଦୟ ବିଦ୍ୟାଳୟ,ପାଲଝର ଠାରେ ମୌଳିକ ସାକ୍ଷରତା ଓ ଭାଷା ଜ୍ଞାନ ସମ୍ପର୍କିତ ଗଳ୍ପ ଉତ୍ସବ କାର୍ଯ୍ୟକ୍ରମ ବରିଷ୍ଠ ଶିକ୍ଷକ ଦିଲୀପ କୁମାର ବାଡତ୍ୟାଙ୍କ ଉଦ୍ୟମ ରେ ଗତ ୦୭/୦୧/୨୦୨୫ ଦିନ ଆୟୋଜନ କରାଯାଇଥିଲା । ଆୟୋଜିତ ଉତ୍ସବ କୁ ନାଇଜର ,ଭୁବନେଶ୍ବର ରୁ ଆସିଥିବା ଶ୍ରୀ ବାଳକୃଷ୍ଣ ଏଲ. ବିଜ୍ଞାନ ପ୍ରତିଭା ଅଧିକାରୀ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିବା ବେଳେ ବିଦ୍ୟାଳୟ ର ଅଧ୍ୟକ୍ଷ ଶ୍ରୀ […]Continue Reading
Odisha News
ମାଲକାନଗିରି, ୧୨/୧ : ମାଓବାଦୀଙ୍କ ଷଡ଼ଯନ୍ତ୍ର ପୁଣି ଥରେ ବିଫଳ ହୋଇଛି। ସୁରକ୍ଷା ବାହିନୀର ଯବାନମାନେ ମାଓ ଡମ୍ପ ଠାବ କରିବା ସହିତ ଏଥିରୁ ବିପୁଳ ପରିମାଣର ବିସ୍ଫୋରକ ଓ ମାଓ ସାମଗ୍ରୀ ଜବତ କରିଛନ୍ତି। ସର୍ଚ୍ଚ ଅପରେଶନ ସମୟରେ ମାଲକାନଗିରି ଜିଲ୍ଲା ପୁଲିସ ଏହି ସଫଳତା ହାସଲ କରିଛି।ମାଓବାଦୀମାନେ ଡ଼ମ୍ପ କରି ବିସ୍ଫାରକ, ବନ୍ଧୁକ ଏବଂ ମାଓ ସାମଗ୍ରୀ ରଖିଥିବା ନେଇ ସୁରକ୍ଷା ବାହିନୀର ଯବାନମାନଙ୍କୁ ବିଶ୍ବସ୍ତ ସୂତ୍ରରୁ ସୂଚନା ମିଳିଥିଲା।ଏହି ସୂଚନା Continue Reading
Odisha News
ଭୁବନେଶ୍ୱର,୧୨/୧: ଓଡ଼ିଶାର ବିଭିନ୍ନ ଜିଲାରୁ ପ୍ରୟାଗରାଜକୁ ସ୍ବତନ୍ତ୍ର ବସ ଗଡିଛି। ଭିଡିଓ କନଫରେନ୍ସିଂ ଜରିଆରେ ରବିବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୁଭାରମ୍ଭ କରିଛନ୍ତି। ମହାକୁମ୍ଭ ଉପଲକ୍ଷେ ଏହି ବସ୍ ସେବା ଆରମ୍ଭ କରାଯାଇଛି।ପୁରୀ-ଅଯୋଧ୍ୟା, ବ୍ରହ୍ମପୁର- ଅଯୋଧ୍ୟାକୁ ଏହି ସ୍ବତନ୍ତ୍ର ବସ ସେବା ଆରମ୍ଭ ହୋଇଛି। ଭୁବନେଶ୍ବର ଓ ସମ୍ବଲପୁରରୁ ମଧ୍ୟ ପ୍ରୟାଗରାଜକୁ ବସ୍ ଗଡିଛି। ଅଯୋଧ୍ୟା ସହ ପ୍ରୟାଗରାଜକୁ ଶ୍ରଦ୍ଧାଳୁ ଯିବାର ବ୍ୟବସ୍ଥା କରାଯାଇଛି। ଏହି Continue Reading
Odisha News
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟମୁନିଗୁଡ଼ା,୧୧/୧ ସାନ ଭାଇର ହତ୍ୟାର ପ୍ରତିଶୋଧ ନେବାକୁ ଯାଇ ନିଜେ ହତ୍ୟାର ଶିକାର ହେଲେ ଡଙ୍ଗରିଆ ଜୁବକ ଡ୍ରୁକୁ ଶିକକା । ଏଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲ୍ଲା ମୁନିଗୁଡ଼ା ଥାନା ଅନ୍ତର୍ଗତ ମୁନିଖୋଲ ଅନ୍ତର୍ଗତର କୁଲେରିପଟା ଗାଁରେ।ଗାଁ ନିକଟସ୍ଥ ଡିମ୍ବୁଲିପଟା ଜଙ୍ଗଲ ମଧ୍ୟରେ ପ୍ରତିଶୋଧକୁ ନେଇ ଘଟିଯାଇଛି ଏକ ବିଭତ୍ସ ହତ୍ୟାକାଣ୍ଡ। ସୂଚନା ଅନୁଯାୟୀ ଗତ ୨୦୨୧ ମସିହା ଜାନୁଆରି ୧୪ ତାରିଖ ଦିନ ଉକ୍ତ ଗ୍ରାମର Continue Reading