Home Archive by category Odisha News (Page 351)

Odisha News

Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୧୧/୧ : ଦେବାଳିଆ ସ୍ଥିତିରେ ନୟାଗଡ଼ କେନ୍ଦ୍ର ସମବାୟ ବ୍ୟାଙ୍କ୍। ବର୍ତ୍ତମାନ ବ୍ୟାଙ୍କ୍ ଚାଷୀଙ୍କ ଋଣ ଆଦାୟ କରିବା ତ ଦୂରରେ ଥାଉ ଜରିମାନା ଜମା କରିବା ସ୍ଥିତିରେ ବି ନାହିଁ। ବ୍ୟାଙ୍କ୍ ପରିଚାଳନା ପରିଷଦ ଓ ସମ୍ପାଦକଙ୍କ ମଧ୍ୟରେ ଚାଲିଥିବା କଳିରୁ ଗୋଟିଏ ପରେ ଗୋଟିଏ କେଳେଙ୍କାରୀ ପଦାକୁ ଆସିଛି।ବର୍ତ୍ତମାନର ପରିଚାଳନା ପରିଷଦ ୨୦୦୬ରୁ ବ୍ୟାଙ୍କର ସମସ୍ତ ଆର୍ଥିକ କାରବାରର ତଦନ୍ତ କରିବା ପାଇଁ ଦାବି କରି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୧ : ଅଦିନିଆ ବର୍ଷାରେ ଫସଲ ନଷ୍ଟ ହୋଇଥିବା କାରଣରୁ ମୃତ୍ୟୁ ବରଣ କରିଥିବା କୃଷକ ପରିବାରକୁ ୨୦ ଲକ୍ଷ ଟଙ୍କା କ୍ଷତି ପୂରଣ , ଫସଲ କ୍ଷତି ପାଇଁ ଚାଷୀଭାଗଚାଷୀ\ଙ୍କୁ ଉପଯୁକ୍ତ କ୍ଷତିପୂରଣ ଦେବା , ଆବଶ୍ୟକ ଅନୁଯାୟୀ ମଣ୍ଡି ଖୋଲିବା , କ୍ଵିଣ୍ଟାଲ ପ୍ରତି ୩୧୦୦ ଟଙ୍କାରେ ଚାଷୀର ସବୁ ଧାନ କ୍ରୟ କରିବା ଏବଂ କୃଷକ ମାନଙ୍କ ଋଣଛାଡ଼ ଇତ୍ୟାଦି ଦାବୀ ନେଇ ଆଜି ସଂଯୁକ୍ତ କୃଷକ […]Continue Reading
Odisha News
ମାଲକାନଗିରି,୧୧/୧ : ଧିରେ ଧିରେ ଦୁର୍ବଳ ହେବାରେ ଲାଗିଛି ଲାଲଗଡ଼ । ବନ୍ଧୁକ ଛାଡ଼ି ମୁଖ୍ୟ ସ୍ରୋତରେ ସାମିଲ ହୋଇଛନ୍ତି ଲାଲବାହିନୀ ।ମାଲକାନଗିରି ସୀମାନ୍ତ ଛତିଶଗଡ଼ର ସୁକମା ପୋଲିସ ନିକଟରେ ୯ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେଥିରେ ଦୁଇ ଜଣ ମହିଳା ମାଓବାଦୀ ମଧ୍ୟ ରହିଛନ୍ତି । ଏ ନେଇ ସୂଚନା ଦେଇଛନ୍ତି ସୁକମା ଏସପି କିରଣ ଚୌହାନ ।୨ ଜଣ ମାଓବାଦୀଙ୍କ ନାମରେ ୮ ଲକ୍ଷ ଟଙ୍କା ଏବଂ ୪ ଜଣ ମାଓବାଦୀଙ୍କ […]Continue Reading
Odisha News
ଭୁବନେଶ୍ୱର, ୧୧/୧ : ରାଜ୍ୟ ସରକାରଙ୍କ ଗୁରୁତ୍ବପୂର୍ଣ୍ଣ ଆକାଂକ୍ଷୀ ଯୋଜନା ‘ସୁଭଦ୍ରା’ ନେଇ ବଡ଼ ଖବର ଆସିଛି। ଭୁଲରେ ବାଦ୍ ପଡ଼ିଥିବା ମହିଳାମାନେ ଏହି ଯୋଜନା ସହିତ ପୁଣି ଯୋଡ଼ି ହୋଇପାରିବେ। ରାଜ୍ୟ ସରକାର ଏନେଇ ସୂଚନା ଦେଇଛନ୍ତି। ରାଜ୍ୟ ସରକାର କହିଛନ୍ତି ଯେ, ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି। ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମ ବାଦ (OPT OUT) ହୋଇଯାଇଥିଲେ ସେମାନେ ପୁନର୍ବାର ସୁଭଦ୍ରାରେ ସାମିଲ ହେବାର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୧/୧ : କେନ୍ଦ୍ର ସରକାରଙ୍କ ଯୁବ ବ୍ୟାପାର ଓ କ୍ରୀଡା ରାଷ୍ଟ୍ରମନ୍ତ୍ରୀ ଶ୍ରୀମତୀ ରକସା ନିଖିଲ ଖଡସେ ଆଜି ଗଜପତି ଜିଲ୍ଲାର ଆକାଂକ୍ଷା ବ୍ଲକ୍ ଗୁମ୍ମାର୍ ବିଭିନ୍ନ ଗ୍ରାମକୁ ଗ୍ରସ୍ତ କରି ସେଠାରେ ହୋଇଥିବା ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମ ସବୁ ପରିଦର୍ଶନ କରିଥିଲେ ।ପରେ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ ଠାରେ ଏକ ଜିଲ୍ଲାସ୍ତରୀୟ ସମୀକ୍ଷା ବୈଠକ ରେ ଯୋଗ ଦେଇ ଜିଲ୍ଲାର ଆକାଂକ୍ଷା ବ୍ଲକ୍ ପାଇଁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୧/୧ : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଉପଖଣ୍ଡ ଉତ୍ସବ ପାଳନ କମିଟି ପକ୍ଷରୁ ୭୬ ତମ ସାଧାରଣତନ୍ତ୍ର ଦିବସ ପାଳନ ଉପଲକ୍ଷେ ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ତହସିଲଦାର ଦିପ୍ତି ପ୍ରକାଶ ବେହେରା ଙ୍କ ଅଧ୍ୟକ୍ଷତାରେଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ବାଲିଗୁଡା ବିଡ଼ିଓ ଅକ୍ଷୟ କୁମାର ମଲ୍ଲିକ, ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ, ରେଞ୍ଜର ଅତୁଲ୍ୟ କୁମାର ମହାନ୍ତି, ଗୋଷ୍ଟୀ ଶିକ୍ଷା Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼,୧୧/୧ : ସଂଯୁକ୍ତ କିଷାନ ମୋର୍ଚ୍ଚା, ଓଡ଼ିଶା ରାଜ୍ୟ କମିଟିର ଆହ୍ଵାନ କ୍ରମେ ନୟାଗଡ଼ରେ କୃଷକ ଚେତାବନୀ ଦିବସ ତା୧୦.୦୧.୨୦୨୫ ରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ଓ ଧାରଣା ସହିତ ପାଳନ କରାଯାଇଛି ।କୃଷକ ପ୍ରତିନିଧି ମାନଙ୍କର ପଟୁଆର ପୂର୍ତ୍ତ ଡ଼ାକବଙ୍ଗଳାଠାରୁ ବାହାରି ନଷ୍ଟ ଧାନବିଡା ପ୍ରଦର୍ଶନ ସହିତ କ୍ଷତିପୂରଣ ପାଇଁ ନାରାବାଜି ପୂର୍ବକ ଜିଲ୍ଲା କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ Continue Reading
Odisha News
ଗଞ୍ଜାମ, ୧୧/୧ : ନିର୍ମାଣାଧୀନ କୋଠାରୁ ମିଳିଲା ବୋମା ଭର୍ତ୍ତି ବ୍ୟାଗ୍ । ବ୍ୟାଗରେ ଭରି ରହିଥିଲା ୩୦ରୁ ଅଧିକ ବୋମା । ଫୁଟିଥିଲେ ଲୋକେ ମୃତାହତ ହେବା ନିଶ୍ଚିତ ଥିଲା। ମାତ୍ର ବଡ଼ ଅଘଟଣ ଘଟିବା ପୂର୍ବରୁ ସମସ୍ତ ବୋମାକୁ ନିଷ୍କ୍ରିୟ କରିଛି ପୁଲିସ୍‌। ପୁଲିସ୍‌କୁ ଦେଖି କିଛି ଯୁବକ ବ୍ୟାଗ ଛାଡି ଦୌଡ଼ି ପଳାଇଥିବା ବେଳେ ପୁଲିସ୍ ସେମାନଙ୍କ ସନ୍ଧାନ ଆରମ୍ଭ କରିଛି। ଏପରି ଏକ ଘଟଣା ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ଖଜୁରିଆରେ ଘଟିଛି।କିଛି […]Continue Reading
Odisha News
ଝାରସୁଗୁଡା,୧୦/୧: ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ଓ ପୂର୍ବତନ ବିଜେଡି ବିଧାୟିକାଙ୍କ ଭାଇ ବିଶାଲ ଦାସଙ୍କ ନାଁରେ ମାମଲା ରୁଜୁ କଲା ସରେଇପାଲି ଥାନା ପୋଲିସ। ବିଶାଲଙ୍କ ସହ ମୋଟ ୧୩ ଜଣଙ୍କ ନାଁରେ ମାମଲା ରୁଜୁ କଲା ପୋଲିସ।ସୂଚନା ଅନୁଯାଯୀ ଛତିଶଗଡ଼ର ଏକ ହୋଟେଲରେ ଭଙ୍ଗାରୁଜା କରିବା ଅଭିଯୋଗରେ ବିଏନ୍‌ଏସ୍ ଧାରା ୩୩୧ (୪) ଓ ୧୯୧ (୨)ରେ ମାମଲା ରୁଜୁ ହୋଇଛି। ତେବେ ଗତକାଲି ଠାରୁ ଅଟକ ଥିବା ପୂର୍ବତନ ମନ୍ତ୍ରୀ ସ୍ଵର୍ଗତ […]Continue Reading
Odisha News
ଭୁବନେଶ୍ୱର, ୧୦/୧: ତ୍ରିଦିବସୀୟ ୧୮ ତମ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନ ଉଦଯାପିତ ହୋଇଯାଇଛି । ମାତ୍ର ପ୍ରବାସୀ ଭାରତୀୟଙ୍କ ପାଇଁ ଖୋଲାଯାଇଥିବା ବିଭିନ୍ନ ଗ୍ୟାଲେରୀ ଏବେ ସାଧାରଣ ଜନତା ପାଇଁ ଖୋଲା ରହିବ । ଏ ନେଇ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।ଉପ ମୁଖ୍ୟମନ୍ତ୍ରୀ ଶ୍ରୀମତୀ ପରିଡ଼ା କହିଛନ୍ତି, ଜନତା ମଇଦାନରେ ଆୟୋଜିତ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନରେ ବହୁ ଉଚ୍ଚକୋଟୀର ଗ୍ୟାଲେରୀ ନିର୍ମାଣ କରାଯାଇଛି । ଏଠାରେ ଓଡ଼ିଶାର Continue Reading