Home Archive by category Odisha News (Page 355)

Odisha News

Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୧୪/୧୨ : ଅଦ୍ୟ ବିଜେପି ବୌଦ୍ଧ ଜିଲ୍ଲାର ମଣ୍ଡଳ ସ୍ତରୀୟ ସାଙ୍ଗଠନିକ ଜରୁରୀ ବୈଠକ ଜିଲ୍ଲା ବିଜେପି ସଭାପତି ଶ୍ରୀ ବିପ୍ର ଚରଣ ମହାନ୍ତି ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଥିଲାଜିଲ୍ଲା ସଭାପତି ତାଂକ ଅଭିଭାଷଣ ରେ ଜିଲ୍ଲାର ସମସ୍ତ ୪୧୫ ଗୋଟି ବୁଥ କମିଟି ନିର୍ବାଚନ ମଣ୍ଡଳ ସଭାପତି ଓ ମଣ୍ଡଳ ରିଟର ନିଙ୍ଗ ଅଧିକାରୀ, ଓ ଶକ୍ତିକେନ୍ଦ୍ର ର ନିର୍ବାଚନ ସହଯୋଗୀ ଙ୍କ ମିଳିତ ପ୍ରଚେଷ୍ଟା ରେ ସହମତି […]Continue Reading
Odisha News
ଭୁବନେଶ୍ୱର,୧୩/୧୨ : ରାଜ୍ୟସଭା ଉପନିର୍ବାଚନରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ସୁଜିତ୍ କୁମାର। ସୁଜିତ କୁମାର ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିରୁ ନାମାଙ୍କନ ଦାଖଲ କରିଥିଲେ।ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେବା ପରେ ସୁଜିତ୍ ସଂସଦରେ କଳାହାଣ୍ଡି ତଥା ଓଡ଼ିଶା ପ୍ରସଙ୍ଗ ଉଠାଇବେ ବୋଲି କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ବିଜେଡିରୁ ନେତା ମୁହଁ ଫେରାଇବା ଆରମ୍ଭ କଲେଣି। କଳାହାଣ୍ଡିର ୮୦% ପଞ୍ଚାୟତ ପ୍ରତିନିଧି ବିଜେପିରେ ମିଶି ସାରିଲେଣି। ଆଗାମୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୩/୧୨ : ଆଜି ବୌଦ୍ଧ କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀମାନଙ୍କୁ ଅସ୍ଥିରମନକୁ କିପରି ଏକାଗ୍ରତା କରି ସବୁ କାମରେ ଧ୍ୟାନ ଦେବାକୁ ପରାମର୍ଶ ଦେଇଥିଲେ ।ଅନୁଷ୍ଠାନ ର ଅଧ୍ୟକ୍ଷ ସନକ ମେହେରଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ସମ୍ମାନିତ ଅତିଥି ଭାବେ Continue Reading
Odisha News
କଟକ,୧୩/୧୨: କଟକ କନ୍ଦରପୁର ଅଞ୍ଚଳରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନଦୀପଠାରେ ଜଣେ ମହିଳାଙ୍କୁ ଅତି ନିର୍ମମ ଭାବେ ଗଳା କାଟି ହତ୍ୟା କରାଯାଇଛି। ମହିଳାଙ୍କ ପରିଚୟ ମିଳି ନ ଥିବା ବେ ଳେ ବାମ ହାତରେ ଏକ ଟାଟୁ ରହିଛି। ଟାଟୁରେ ‘ଓମ୍ ବାବା ବଳିଆ’ଲେଖାଯାଇଛି। ଅନ୍ୟପକ୍ଷେ ମହିଳାଙ୍କ ମୁହଁ ଏବଂ ବେକରେ ଗଭୀର ଆଘାତ ଲାଗିଛି। ଏକ ଧାରୁଆ ଅସ୍ତ୍ରରେ ମହିଳାଙ୍କୁ ହତ୍ୟା କରାଯାଇଥିବା ପୋଲିସ ଅନୁମାନ କରୁଛି। ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ […]Continue Reading
Odisha News
ବଣାଇଁ,୧୩/୧୨: ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଟିକାୟତପାଲି ଥାନା ଅନ୍ତର୍ଗତ ଝିର୍ଡାପାଲୀ ଗ୍ରାମରେ ବୁଧବାର ଜଣେ ୭ ମାସର ଗର୍ଭବତୀଙ୍କୁ ଗୁଳିକରି ହତ୍ୟା କରାଯାଇଛି। ମୃତା ମହିଳା ହେଲେ ସାମ୍ୟମୟୀ (୩୧)। ଏହି ଘଟଣାରେ ୪ ଜଣ ଅଟକ ରହିଥିବା ସୂଚନା ମିଳିଛି। ସ୍ବାମୀଙ୍କ ସହ ଜଣେ ପୋଲିସ କର୍ମଚାରୀ ଓ ଗାଁର ୨ ଯୁବକ ଅଟକ ରହିଛନ୍ତି। ହତ୍ୟା ସମ୍ପୃକ୍ତି ସନ୍ଦେହରେ ପୋଲିସ ପଚରାଉଚରା କରୁଛି।ସୂଚନାଯୋଗ୍ୟ, ଦୁର୍ବୃତ୍ତମାନେ ଲୁଟ୍ କରିବାକୁ ଆସି ସାମ୍ୟମୟୀଙ୍କୁ Continue Reading
Odisha News
କଟକ, ୧୩/୧୨ : ଆଥଲେଟ୍ ଦୂତି ଚାନ୍ଦଙ୍କ କାର୍‌କୁ ଧକ୍କା ଦେଲା ଟ୍ରକ୍। ଦୁର୍ଘଟଣାରେ ଦୂତି ଚାନ୍ଦଙ୍କର କିଛି ହୋଇନାହିଁ। କଟକ ଜିଲ୍ଳା ଓଏମପି ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ପୁଲିସ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖିଛି।ଗତକାଲି ଦୂତି ଜଣେ ବନ୍ଧୁଙ୍କ ସହ ଯାଜପୁରରୁ ନିଜ କାର୍ ଯୋଗେ ଭୁବନେଶ୍ୱର ଫେରୁଥିଲେ। ଓଏମପି ଛକ ନିକଟରେ ଏକ ଟ୍ରକ୍ ତାଙ୍କ କାର୍‌କୁ ଧକ୍କା ଦେଇଥିଳା ଟ୍ରକ୍। ଦୁର୍ଘଟଣା ପରେ ଟ୍ରକ୍‌ଟି […]Continue Reading
Odisha News
ଭୁବନେଶ୍ୱର, ୧୨/୧୨ : ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଉଦଘାଟିତ ହୋଇଛି ବହୁ ପ୍ରତୀକ୍ଷିତ ଆଇକନିକ୍ ବ୍ୟାଡମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର୍ ‘ଦ ସଟଲ୍’। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଆସାମ ମୁଖ୍ୟମନ୍ତ୍ରୀ ତଥା ବ୍ୟାଡମିଣ୍ଟନ ଆସୋସିଏସନ୍ ଅଫ ଇଣ୍ଡିଆର ସଭାପତି ହିମନ୍ତ ବିଶ୍ୱଶର୍ମା ଏବଂ କୋଚ୍ ପୁଲେଲା ଗୋପୀଚାନ୍ଦ ଏହାର ଉଦଘାଟନ କରିଛନ୍ତି।ବିଶ୍ୱସ୍ତରୀୟ ଟ୍ରେନିଂ ଏକାଡେମୀ ‘ଦ ସଟଲ’। ବ୍ୟାଡମିଣ୍ଟନ କର୍କ ଆକୃତିର Continue Reading
Odisha News
ଭୁବନେଶ୍ୱର, ୧୨/୧୨: ବିଜୁ ଜନତା ଦଳକୁ ଆଜି ପୁଣି ଥରେ କଟାକ୍ଷ କରିଛନ୍ତି ବିଜେପି ବିଧାୟକ ଜୟନାରାୟଣ ମିଶ୍ର । ବିଜେପି ଯେଉଁଦିନ ହୁଇସିଲ୍ ଫୁଙ୍କିବ ସେଦିନ ବିଜେଡ଼ି ଗୁଣ୍ଡ ଗୁଣ୍ଡ ହୋଇଯିବ ବୋଲି କହିଛନ୍ତି ଜୟନାରାୟଣ କହିଛନ୍ତି ।ସେ କହିଛନ୍ତି ବିଜେଡ଼ି ନିଜ ଦଳର ନେତାଙ୍କୁ ରୋକନ୍ତୁ । ସେମାନେ ଦେଖୁଛନ୍ତି ବିଜେଡ଼ିରେ ଆଉ କୌଣସି ଭବିଷ୍ୟତ ନାହିଁ । ଆମର କୌଣସି ଅସୁବିଧା ନାହିଁ ଯ ସେଥିପାଇଁ କେହି କଂଗ୍ରେସ ତ କେହି ବିଜେପି […]Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର,୧୨/୧୨ : ଦ୍ଵାବିଂଶତମ ବଲାଙ୍ଗିର ଲୋକ ଉତ୍ସବ ପାଇଁ ଆଜି ପ୍ରସ୍ତୁତି ବୈଠକ ସଦର ମହକୁମା ସ୍ଥିତ ସଂସ୍କୃତି ଭବନ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି।ଜାନୁଆରୀ ୨୦ ରୁ ୨୨ ଯାଏଁ ମହୋତ୍ସବ ଅନୁଷ୍ଠିତ ହେବ।ଜିଲ୍ଲାପାଳ ଶ୍ରୀ ଗୌରୱ ଶୀୱାଜୀ ଇସଲୱାର ଙ୍କ ଅଧ୍ୟକ୍ଷତାରେ ହେଇଥିବା ବୈଠକରେ ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର ସମସ୍ତ ଉପସ୍ଥିତ ଅଧିକାରୀ ତଥା ବ୍ୟକ୍ତି ବିଶେଷଙ୍କୁ ସ୍ୱାଗତ Continue Reading
Odisha News
ଭୁବନେଶ୍ୱର,୧୨/୧୨: କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ନୂତନ ସେବା ଲୋକାର୍ପିତ ହୋଇଯାଇଛି । ସ୍ଵତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସବୁଜ ପତାକା ଦେଖାଇ ଜରୁରୀକାଳୀନ ପ୍ରଶମନ ସେବା ବାହାନକୁ ଉଦଘାଟନ କରିଛନ୍ତି ।ଏହି ଗାଡ଼ିଗୁଡ଼ିକ ପ୍ରାଥମିକ ଚିକିତ୍ସା, ଆମ୍ବୁଲାନ୍ସ ଓ ଫାୟାର ସେବା ଯୋଗାଇବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଖୁବଶୀଘ୍ର ଗୃହ ବିଭାଗରେ ଖାଲି ପଡ଼ିଥିବା ୧୦ ହଜାର ପଦବୀ ପୂରଣ ହେବ ଏବଂ Continue Reading