Home Archive by category Odisha News (Page 36)

Odisha News

Odisha News Ollywood News
ଭୁବନେଶ୍ବର, ୨୫/୧ : ଓଲିଉଡର ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ପରଲୋକ ଘଟିଛି। ୫୪ ବର୍ଷ ବୟସରେ ଭୁବନେଶ୍ୱର ଏମ୍ସରେ ଅଭିଜିତ୍‌ଙ୍କ ଦେହାନ୍ତ ହୋଇଛି। ସେ ଲିଭର ଜନିତ ରୋଗରେ ପୀଡିତ ହୋଇଥିଲେ। ତାଙ୍କୁ ପ୍ରଥମେ କଟକ ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହା ପରେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଗତ ବର୍ଷ ସେପ୍ଟେମ୍ବର ୪ରେ ସଙ୍କଟାପନ୍ନ ଅବସ୍ଥାରେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ସେ Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା , ୨୫/୧ : ସ୍ଥାନୀୟ ମାରୁୱାଡ଼ି ସମ୍ପ୍ରଦାୟ ପକ୍ଷରୁ ବାବା ଶ୍ୟାମ ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି ।ରାଜସ୍ଥାନର ଖାଟୁ ଅଂଚଳରେ ଏହା ବ୍ୟାପକ ଭାବେ ପାଳିତ ହେଉଥ‌ିବା ବେଳେ ଖୋର୍ଦ୍ଧାରେ ମଧ୍ୟ ଏହାକୁ ଆନନ୍ଦ ହୁଲାସରେ ପାଳନ କରାଯାଇଛି ।ଖୋର୍ଦ୍ଧା ସହରସ୍ଥିତ ମାରୁଓ୍ବାଡ଼ି ପଟି ଧର୍ମଶାଳାରୁ ଏକ ସୁସଜ୍ଜିତ ରଥ ବାହାରି ମେନ୍‌ରୋଡ଼ ଦେଇ ଗୋଡ଼ିପୋଖରୀ ସ୍ଥିତ ଲକ୍ଷ୍ମୀନାରାୟଣ ମଣ୍ଡପ ଠାରେ ପହଁଚିଥିଲା। Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୫/୧: ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଜ୍ୟୋତିକାନ୍ତ ସାହୁଙ୍କର ପଦୋନ୍ନତି ଓ ବଦଳି ଜନିତ ଏକ ଭାବପୂର୍ଣ୍ଣ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ ଜିଲ୍ଲା ଶିକ୍ଷା ଅଧିକାରୀ ଟେମ୍ଲାଲ୍ ଦୁବେ ସଭାପତିତ୍ୱ କରିଥିଲେ ।ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଚୂଡ଼ାମଣି ବାରିକ , କାର୍ଯ୍ୟାଳୟର ଅନ୍ୟାନ୍ୟ ଅଧିକାରୀ ଓ ସମସ୍ତ କର୍ମଚାରୀ ଉପସ୍ଥିତ Continue Reading
Odisha News
କଟକ,୨୪/୧ : ଯାହା ଆଶା କରାଯାଉଥିଲା ତାହାହିଁ ହୋଇଛି । କଟକର ଟାଣୁଆ ନେତା ମହମ୍ମଦ ମୋକିମଙ୍କୁ ଦଳରୁ ବହିଷ୍କାର କରିବା ରାଜ୍ୟ କଂଗ୍ରେସ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି । ଦଳରେ ଇସ୍ତଫା ପର୍ବ ସାମିଲ ହୋଇଛନ୍ତି । ଶନିବାର ମୋକିମଙ୍କ ସମର୍ଥକ କୁହାଯାଉଥିବା ୪୧ ଜଣ କଂଗ୍ରେସ ନେତା ସମୂହ ଇସ୍ତଫା ଦେଇଛନ୍ତି । କଂଗ୍ରେସର ଅପାରଗ ନେତୃତ୍ୱକୁ ନେଇ ଇସ୍ତଫା ଦେଇଥିବା କର୍ମୀମାନେ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ।ଇସ୍ତଫା ଦେଇଥିବା […]Continue Reading
Odisha News
କେନ୍ଦୁଝର, ୨୪/୧: କେନ୍ଦୁଝର ଜିଲ୍ଲା ବଡ଼ବିଲ ସହରସ୍ଥିତ ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର ଡକାୟତି ମାମଲାରେ ବଡ଼ ସଫଳତା ମିଳିଛି । ଓଡ଼ିଶା ପୋଲିସ ଏବଂ ଝାଡ଼ଖଣ୍ଡ ପୋଲିସର ମିଳିତ ପ୍ରୟାସରେ ଡକାୟତ ଗ୍ୟାଙ୍ଗର ଦୁଇ ଜଣ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ।ଗିରଫ ଦୁଇ ଜଣ ହେଲେ ରାଜା କୁମାର ସିଂ ଓ କୁନାଲ ରାଜ୍ ଶର୍ମା। ଧାନବାଦ ପୋଲିସ ସେମାନଙ୍କ ନିକଟରୁ ୨୮୮ ଗ୍ରାମ ସୁନା ଜବତ କରିଛି । ଏହା ସହିତ ୨ଟି ସ୍କର୍ପିଓ […]Continue Reading
Odisha News
ଭୁବନେଶ୍ୱର,୨୪/୧: ରାଜ୍ୟକୁ ପୁଣି ଫେରିଲା ଘନ କୁହୁଡ଼ି ସାଙ୍ଗକୁ କୋହଲା ପାଗ। ଭୁବନେଶ୍ବର କଟକ ସମେତ ପୁରୀ ଓ କୋଣାର୍କରେ ଆଜି ସକାଳୁ ସକାଳୁ ପ୍ରବଳ କୁହୁଡି ହୋଇଛି। ଘନ କୁହୁଡି ଯୋଗୁ ରସ୍ତାଘାଟ ଦେଖାଯାଉନି।ଗାଡିର ଲାଇଟ୍ ମାରି ରାଜରାସ୍ତାରେ ଯିବା ଆସିବା କରୁଛନ୍ତି ଲୋକ। ତେବେ ଆସନ୍ତା ଦୁଇ ଦିନ ପର‌୍ୟ୍ୟନ୍ତ ରାତି ତାପମାତ୍ରାରେ ପରିବତ୍ତନ ହେବନି ବୋଲି ପାଣିପାଗ ବିଭାଗ ପୂର୍ବରୁ ଆକଳନ କରାଯାଇଛି। ତେବେ ଉତ୍ତର ତଥା ଉତ୍ତର ପଶ୍ଚିମ ଦିଗରୁ ଥଣ୍ଡା […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୧ : (ଶୁକ୍ରବାର )ଦିନ ପୂର୍ବାହ୍ନ ରେ ବୌଦ୍ଧ ସହର ମର୍ଜାକୁଦ ବ୍ରିଜ ଛକ ସ୍ଥିତ ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଜୟନ୍ତୀ ଅବସରରେ ପରାକ୍ରମ ଦିବସ ଜ଼ିଲ୍ଲା ପ୍ରଶାସନ ଏବଂ ମାଇଁ ଭାରତ ପକ୍ଷ ରୁ ପାଳିତ ହୋଇ ଯାଇଛି ।ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ରିତାକାନ୍ତି ବଳିୟାର ସିଂହ ଓ ମାଇଁ ଭାରତର ସଂଯୋଜକ ଆସମାନ୍ ମହାକୁଡଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ବୌଦ୍ଧ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୩/୧ : ସିଦ୍ଧିଦାତ୍ରୀ ମା ‘ ସରସ୍ବତୀ ଙ୍କ ପୂଜାର୍ଚନା ବାଲିଗୁଡା ଟାଉନ ତଥା ଏହାର ଆଖପାଖ ପୁରପଲ୍ଲୀରେ ପରମ୍ପରା ଓ ବିଧିବିଧାନ ଅନୁସାରେ ଧୁମଧାମରେ ପାଳିତ ହୋଇଯାଇଛି । ସେଥିପାଇଁ ଶିକ୍ଷାନୁଷ୍ଠାନଠାରୁ ଆରମ୍ଭ କରି ବିଭିନ୍ନ ପୂଜା ଅନୁଷ୍ଠାନ ଚଳଚଞ୍ଚଳ ହୋଇ ଉଠିଥିଲା। ସମସ୍ତଙ୍କ ମନରେ ଉତ୍ସାହ ଦେଖା ଦେଇଥିଲା ।ସେହିପରି ଆଜିର ଦିନରେ ନୂଆ କରି ପଢା ଆରମ୍ଭ କରୁଥିବା କୁନି ପିଲାମାନେ ମଧ୍ୟ ଖଡ଼ି Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୨୩/୧: ଆସନ୍ତା ୨୦୨୯ ମସିହାରେ ପାଇକ ମହାରଥୀ ବକ୍ସି ଜଗବନ୍ଧୁଙ୍କ ୨୦୦ ବର୍ଷ ପୂର୍ତ୍ତି ପାଳନ କରାଯିବା ପାଇଁ ଏବେ ଠାରୁ ପ୍ରସ୍ତୁତି ଆରମ୍ଭ କରିବାକୁ ସ୍ଥାନୀୟ ସ୍ବେଚ୍ଛାସେବୀ ସଂଗଠନ ନିୟୁ ଥିଙ୍କିଙ୍ଗ ଫୋରମ ପକ୍ଷରୁ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଉଦ୍ଧେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଫୋରମର ସଭାପତି ଆଇନଜୀବୀ ନରେନ୍ଦ୍ର ପୃଷ୍ଟିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ଦଳ ସ୍ଥାନୀୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୧ : ଗଜପତି ଜିଲ୍ଲାସ୍ତରୀୟ ନିଯୁକ୍ତି ମେଳା ପାଇଁ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲା ଦକ୍ଷତା ବିକାଶ ଓ ନିୟୋଜନ କାର୍ଯ୍ୟାଳୟ ଆନୁକୁଲ୍ୟରେ ଅନୁଷ୍ଠିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନୀଦ୍ର ହୋନନାଗାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ପ୍ରସ୍ତୁତି ବୈଠକରେ ପ୍ରକଳ୍ପ ପ୍ରଶାସକ , ସମନ୍ୱିତ ଅଧିବାସୀ ଉନ୍ନୟନ ସଂସ୍ଥା Continue Reading