Home Archive by category Odisha News (Page 37)

Odisha News

Odisha News
ଭୁବନେଶ୍ବର , ୨୨/୧ : ଜାନୁଆରୀ ୨୪ ରାଜ୍ୟବ୍ୟାପୀ ବସ୍ ଧର୍ମଘଟ କରିବେ ଘରୋଇ ବସ ମାଲିକ ସଂଘ। ଗୁରୁବାର କଟକଠାରେ ଅନୁଷ୍ଠିତ ରାଜ୍ୟ ଘରୋଇ ବସ୍ ମାଲିକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଏହି ସୂଚନା ଦିଆଯାଇଛି।ସଂଘର ସାଧାରଣ ସମ୍ପାଦକ ଦେବେନ୍ଦ୍ର ସାହୁ ସ୍ପଷ୍ଟ କରିଛନ୍ତି ଯେ ୨୪ ତାରିଖର ବସ୍ ବନ୍ଦ ଡାକରା ଏବେ ବି ବଳବତ୍ତର ରହିଛି। ପୂର୍ବରୁ ସଂଘର କର୍ମକର୍ତ୍ତାମାନେ କଟକସ୍ଥିତ ରାଜ୍ୟ ପରିବହନ କର୍ତ୍ତୃପକ୍ଷ (STA) କାର୍ଯ୍ୟାଳୟରେ ପରିବହନ […]Continue Reading
Odisha News
ଆଠଗଡ଼, ୨୨/୧ : ଭିଜିଲାନ୍ସ ଜାଲରେ କଟକ ସଦର ତହସିଲ କଖଡି ରାଜସ୍ୱ ନିରୀକ୍ଷକ ଜାନକୀ ରଞ୍ଜନ ମଲ୍ଲିକ । ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ମାଡ଼ିବସିଲା କଟକ ଭିଜିଲାନ୍ସ ଟିମ୍ । ଏକ ଜମିବାଡ଼ି ଦାଖଲ ଖାରଜ କେସ୍କୁ ରଫାଦଫା କରିବା ଉଦ୍ଦେଶ୍ୟରେ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ ଟିମ୍ ।ଆଠଗଡ଼ ତହସିଲ ଅନ୍ତର୍ଗତ ବ୍ରଜବିହାରୀପୁର ଗ୍ରାମର ପ୍ରଦୀପ୍ତ ରାଉତଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେବାବେଳେ […]Continue Reading
Odisha News
ପ୍ରମୋଦ ସାହୁକାରଙ୍କ ରିପୋର୍ଟକାଶୀପୁର, ୨୨/୧ : ଆଦିତ୍ୟ ବିର୍ଲା ଗ୍ରୁପ୍‌ର ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡ୍‌ର ଏକ ଆଦିତ୍ୟ ଆଲୁମିନା ରିଫାଇନେରୀ, କଂସାରୀଗୁଡ଼ା ପକ୍ଷରୁ ଜାତୀୟ ସଡ଼କ ସୁରକ୍ଷା ସପ୍ତାହ ଅବସରରେ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଏହି ସପ୍ତାହରେ କର୍ମଚାରୀ, ଶ୍ରମିକ, ବ୍ୟବସାୟିକ ସହଭାଗୀ ଓ ସ୍ଥାନୀୟ ଲୋକମାନଙ୍କୁ ସାମିଲ କରାଯାଇ ସଡ଼କ ସୁରକ୍ଷା ସମ୍ପର୍କିତ ସଚେତନତା ସୃଷ୍ଟି କରାଯାଇଥିଲା।କାର୍ଯ୍ୟକ୍ରମରେ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା , ୨୨/୧: ଦେଶକୁ ନକ୍ସଲ ଏବଂ ମାଓବାଦୀ ମୁକ୍ତ କରିବା ପାଇଁ ଡେଡ଼ଲାଇନ ସମୟ ଯେତେ ପାଖେଇ ଆସୁଛି, ପୁଲିସ ଏବଂ ସୁରକ୍ଷା ବାହିନୀଙ୍କ କୁମ୍ବିଂ ଅପେରସନ ମଧ୍ୟ ସେତିକି ତୀବ୍ର ହେବାରେ ଲାଗିଛି ।ସେହିଭଳି କନ୍ଧମାଳ ଜିଲ୍ଲାରେ ମଧ୍ୟ ଜିଲ୍ଲା ପୁଲିସ ଏବଂ କେନ୍ଦ୍ରୀୟ ସୁରକ୍ଷାବାହିନୀ ସିଆରପିଏଫ୍‌, ବିଏସଏଫ୍ ମଳିତ ଭାବେ ଜିଲ୍ଲାର ବିଭିନ୍ନ ନକ୍ସଲ ଏବଂ ମାଓବାଦୀ ପ୍ରବଣ ଅଞ୍ଚଳରେ କୁମ୍ବିଂ ଅପେରସନକୁ ତୀବ୍ର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୧/୧: ପୁଣି ଲାଗିଲା ମାଓବାଦୀ ପୋଷ୍ଟର କନ୍ଧମାଳ – ରାୟଗଡ଼ା ଜିଲ୍ଲା ସୀମାନ୍ତ ବର୍ତ୍ତୀ କୋଟଗଡ ବ୍ଲକ ନିକଟସ୍ଥ ତେଲେଙ୍ଗା ପଦର ଛକରେ କିଛି ଦିନର ନୀରବତା ପରେ ପୁଣି ଜିଲ୍ଲା ସୀମାନ୍ତ ରେ ମାଓବାଦୀ ଙ୍କ ଉପସ୍ଥିତି ଜାହିର କରି ମାଓବାଦୀ ମାନେ ବ୍ୟାନର ମାରିଥିବା ଦେଖିବାକୁ ମିଳିଛି ।ବ୍ୟାନରରେ ଆନ୍ଧ୍ର ଓଡ଼ିଶା ସ୍ପେଶାଲ ଜୋନାଲ କମିଟି ବୋଲି ଉଲ୍ଲେଖ କରାଯାଇଛି। ରାୟଗଡ଼ା ଜିଲ୍ଲା ଅଞ୍ଚଳ ବଂଶଧାରା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୧: ନିଶାମୁକ୍ତ ଓ ସୁସ୍ଥ-ସମୃଦ୍ଧ ସମାଜ ଗଠନ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଭାବେ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ଅଫ୍ ଟେକ୍ନୋଲୋଜି ଏବଂ ମ୍ୟାନେଜମେଣ୍ଟ, ପାରଳାଖେମୁଣ୍ଡିର ଜାତୀୟ ସେବା ଯୋଜନା (ଏନ୍ଏସ୍ଏସ୍) ୟୁନିଟ୍ ଦ୍ୱାରା ୨୧ ଜାନୁଆରୀ ୨୦୨୬ ତାରିଖରେ ଖରସଣ୍ଡା ଏବଂ ପାରଳାଖେମୁଣ୍ଡି ଅନ୍ତର୍ଗତ ବାର୍ଲଣ୍ଡା ଗ୍ରାମରେ “ନଶା ମୁକ୍ତ ଅଭିଯାନ” ସଚେତନତା କାର୍ଯ୍ୟକ୍ରମ ସଫଳତାର ଅନୁଷ୍ଠିତ ହୋଇଯାଇଛି ।ଏହି Continue Reading
Odisha News
ବିଶ୍ୱ ଭୂଷଣ ମହାପାତ୍ରଙ୍କ ରିପୋର୍ଟନୟାଗଡ଼, ୨୧/୧: ନୟାଗଡ଼ ଖେଳ ପଡିଆ ଠାରେ ଚାଲିଥିବା ସର୍ବ ଭାରତୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ଆଜି ୨ ୟ ଦିବସରେ ୟୁନାଇଟେଡ କ୍ଳବ୍ ଭୁବନେଶ୍ୱର ଏବଂ ଏସ ଜେ ସି ଫୁଟବଲ କେରଳ ଦଳ ପରସ୍ପରକୁ ଭେଟିଥିଲେ।ଶକ୍ତିଶାଳୀ କେରଳ ଦଳ ଆରମ୍ଭରୁ ଅକ୍ରମନାତ୍ମକ ଢଙ୍ଗରେ ଖେଳିବା ଆରମ୍ଭ କରିଥିଲେ ଏବଂ ପ୍ରଥମାର୍ଦ୍ଧର ପୂର୍ବରୁ ୩୭ ମିନିଟ୍ ସମୟରେ କେରଳର ୬୭ ନମ୍ବର ଖେଳାଳି ମୋବାରିସ ଗୋଟିଏ ଗୋଲ୍ ମାରି ଦଳକୁ ୧ -୦ […]Continue Reading
Odisha News
ପୁରୀ, ୨୧/୧ : ପୁରୀରେ ସ୍ପେଶାଲ ଫୋର୍ସ କମାଣ୍ଡୋ। ବୋମା ଧମକ ପରେ ପୁରୀରେ ସ୍ପେଶାଲ କମାଣ୍ଡୋ ମୁତୟନ କରାଯାଇଛି । ବଡ଼ଦାଣ୍ଡ ଏବଂ ସମ୍ବେଦନଶୀଳ ସ୍ଥାନମାନଙ୍କରେ କମାଣ୍ଡୋ ପକ୍ଷରୁ ପଇଁତରା ମରାଯାଉଛି ।ସୂଚନାଯୋଗ୍ୟ ଯେ, ଶ୍ରୀମନ୍ଦିରକୁ ବୋମା ପକାଇ ଉଡ଼ାଇ ଦେବୁ। ଶ୍ରୀମନ୍ଦିର ନିକଟ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଗୁଳି କରାଯିବ ।ଜୁଲିରାଣୀ ପଣ୍ଡା ନାମକ ଏକ ଫେସବୁକ୍ ଆଇଡିରେ ଏଭଳି ଖୋଲା ଧମକ ଦିଆଯାଇଛି। ଏହି ଧମକ ପରେ Continue Reading
Odisha News
ଭୁବନେଶ୍ୱର , ୨୧/୧ : ରାସ୍ତାରୁ ହଟିବ ଡିଜେଲ୍ ଚାଳିତ ଆମ ବସ୍, ଚାଲିବ ଇଭି ଗାଡି। ଡିଜେଲ ଚାଳିତ ଆମ ବସ୍ କୁ ହଟାଇବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏଣିକି ରାସ୍ତାରେ କେବଳ ଇଭି ବସ୍ ଚାଲିବ। ବର୍ତ୍ତମାନ ଯେତେ ସବୁ ଡିଜେଲ ଚାଳିତ ବସ୍ ରହିଛି ତାକୁ ଧୀରେ ଧୀରେ ସ୍କାର୍ପ କରାଯିବା ସହ ଇଭି ବସ୍ ଆଣାଯିବ ବୋଲି କହିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।ସେହିପରି ମନ୍ତ୍ରୀ […]Continue Reading
Odisha News
ପ୍ରମୋଦ କୁମାର ସାହୁକାରଙ୍କ ରିପୋର୍ଟମୁନିଗୁଡ଼ା/ଲାଞ୍ଜିଗଡ଼, ୨୧/୧ : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କଳାହାଣ୍ଡି ଉତ୍ସବ-ଘୁମୁରା ୨୦୨୬ ର ୨୮ତମ ସଂସ୍କରଣରେ ଅଂଶଗ୍ରହଣ କରି ଏହାର ଲାଞ୍ଜିଗଡ଼ ବିଶୋଧନାଗାରର ପରିଚାଳନା ଏବଂ ଗୋଷ୍ଠୀ ବିକାଶ କାର୍ଯ୍ୟକ୍ରମର ପ୍ରମୁଖ ଦିଗକୁ ପ୍ରଦର୍ଶିତ କରିଥିଲା।କମ୍ପାନୀର ପ୍ୟାଭିଲିୟନକୁ ୩୦,୦୦୦ ରୁ ଅଧିକ ପରିଦର୍ଶକଙ୍କ ଆଗମନ ରେକର୍ଡ କରାଯାଇଥିଲା ଯେଉଁଠାରେ ବକ୍ସାଇଟ୍ ରୁ ଆଲୁମିନିୟମ୍ Continue Reading