Home Archive by category Odisha News (Page 37)

Odisha News

Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୭: କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ ବାଲିଗୁଡା ଶାଖାର ଏକ ବୈଠକ ସଂଘ ସଭାପତି ମଣିରାମ ନାୟକ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଶିକ୍ଷକ ସଂଘ ଓ ଗୋଷ୍ଠୀ ଶିକ୍ଷା ଅଧିକାରୀ ଙ୍କ ମଧ୍ୟରେ ଉପୁଜିଥିବା ଭୁଲ ବୁଝାମଣା ଓ ମତଭେଦ ଦୂର ଉପରେ ଆଲୋଚନା କରାଯାଇଥିଲା ।ସଂଘ ର ସଭାପତି ଶ୍ରୀ ନାୟକ […]Continue Reading
Odisha News
ଭୁବନେଶ୍ଵର, ୧୧/୭ : ରାଜନୈତିକ ରାଲିରେ ସ୍କୁଲ-ଛାତ୍ରୀଙ୍କୁ ସାମିଲ ମାମଲାରେ ବିଜେଡି ନେତାଙ୍କ ମୁସ୍କିଲ ବଢିବାକୁ ଯାଉଛି। ମାମଲାରେ ବିଜେଡି ସଭାପତି ଓ ନେତ୍ରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛି ଶିଶୁ ଅଧିକାର ସୁରକ୍ଷା ଆୟୋଗ। କାହିଁକି ରାଲିରେ ନବାଳିକ ଛାତ୍ରଛାତ୍ରୀଙ୍କୁ ସାମିଲ୍ କରାଗଲା ସେ ନେଇ କାରଣ ଦର୍ଶାଇବାକୁ ଆୟୋଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।ସୂଚନା ଅନୁଯାୟୀ, ଝାରସୁଗୁଡ଼ାରେ ବିଜୁ ଜନତା ଦଳ ପକ୍ଷରୁ ଏକ ରାଜନୈତିକ ପ୍ରତିବାଦ ସଭାର Continue Reading
Odisha News
ଜଟଣୀ, ୧୧/୭ : ବିଚ୍ ରାସ୍ତାରେ ଜଗାକୁ ହତ୍ୟା । ଜଟଣୀ ଥାନା ଖୁଦୁପୁର ଛକରେ ଘଟିଛି ବିଭତ୍ସ ହତ୍ୟାକାଣ୍ଡ । ମୃତ ଯୁବକ ହେଲେ ଖୁଦୁପୁର ଗାଁରେ ମାର୍କଣ୍ଡ ବଳିୟାରସିଂହ ଓରଫ ଜଗା ବୋଲି ଜଣାପଡିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।ଖବର ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ଖୁଦୁପୁର ଛକରେ ଘଟିଯାଇଛି ଏହି ବିଭତ୍ସ ହତ୍ୟାକାଣ୍ଡ । ମାର୍କଣ୍ଡ ଛକରେ ଛିଡ଼ା ହୋଇଥିବା ବେଳେ ଜଗାଙ୍କୁ ଆକ୍ରମଣ କରିଥିଲେ । […]Continue Reading
Odisha News
ଭୁବନେଶ୍ୱର, ୧୧/୭ : ଭୁବନେଶ୍ୱର ଊଉଚ ଜଗମୋହନ ମୀନାଙ୍କ ସ୍ବେଚ୍ଛାକୃତ ଅବସର ଚର୍ଚ୍ଚା ଥମିନଥିବା ବେଳେ ଏବେ ଓଡ଼ିଶା କ୍ୟାଡରର ଆଉ ଜଣେ ଯୁବ ଓଚଝ ଅଫିସର ଚାକିରିରୁ ଇସ୍ତଫା ଦେଇଛନ୍ତି। ଚାକିରିରେ ଯୋଗଦେବାର ପ୍ରାୟ ଦୁଇ ବର୍ଷ ନପୁରୁଣୁ ସେ ନିଜ ପଦରୁ ଇସ୍ତଫା ଦେବା ପ୍ରଶାସନିକ ସ୍ତରରେ ବେଶ ଚର୍ଚ୍ଚାର ବିଷୟ ପାଲଟିଛି।ଏହି ଯୁବ ଅଫିସର ଜଣକ ହେଲେ ୨୦୨୫ ବ୍ୟାଚର ଓଚଝ ସିଏ ରାମଦାସ । ମହାରାଷ୍ଟ୍ରର ବାସିନ୍ଦା ଅଭିଜିତ ସିଭିଲ ସର୍ଭିସେସ […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୧୦/୭ : ଏକ ପଟେ ରାଜ୍ୟ ସରକାର ନିଶାମୁକ୍ତ ସମାଜ ଗଠନ ପାଇଁ ବ୍ୟାପକ ସଚେତନତା ଓ ଚଢ଼ାଉ ଅଭିଯାନ ଚଳାଉଥିବା ବେଳେ ଅନ୍ୟପଟେ ଖୋରଧା ସଦର ଥାନା ଅଧୀନ ବ୍ରଜମୋହନପୁର ଗ୍ରାମପଞ୍ଚାୟତର ଗୋପୀନାଥପୁର ବେହେରା ସାହିରେ ଦୀର୍ଘ ପାଞ୍ଚ ବର୍ଷ ଧରି ଚୋରା ମଦ କାରବାର ଚାଲିଥିବା ଅଭିଯୋଗ ସାମ୍ନାକୁ ଆସିଛି। ଗ୍ରାମବାସୀ ମାନେ ଏ ସମ୍ପର୍କରେ ବାରମ୍ବାର ଅଭିଯୋଗ କରିଥଲେ ମଧ୍ୟ ଚୋରା ମଦ କାରବାର ବନ୍ଦ ହୋଇନଥିବାରୁ […]Continue Reading
Odisha News
ଗୁଲାମ୍ ଗସଙ୍କ ରିପୋର୍ଟଯାଜପୁର, ୧୦/୭ : ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକର ସର୍ବପୁରାତନ ଶିକ୍ଷାନୁଷ୍ଠାନ ଧର୍ମଶାଳା ବାଣୀପୀଠରେ ଶିକ୍ଷକ ଅଭାବଥିବା ଅଭିଯୋଗରେ ସ୍କୁଲ ଫାଟକ ସମ୍ମୁଖରେ ତାଲା ପକାଇ ଛାତ୍ରଛାତ୍ରୀମାନେ ଆଜି ଧାରଣାରେ ବସିରହିଥିଲେ ।ଅଭିଯୋଗ ମୁତାବକ କିଛି ମାସ ହେବ ବିଦ୍ୟାଳୟର ୫ରୁ ଅଧିକ ଶିକ୍ଷକ ଅନ୍ୟତ୍ର ବଦଳି ହୋଇଯାଇଛନ୍ତି । ଯାହା ଫଳରେ ଶିକ୍ଷାଦାନରେ ଘୋର ସମସ୍ୟା ସୃଷ୍ଟି ହେଉଛି । ବିଭିନ୍ନ ବିଭାଗର ଶିକ୍ଷକ ନଥିବା ଯୋଗୁ ଛାତ୍ରଛାତ୍ରୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୦/୭ : ବୌଦ୍ଧ ଜିଲ୍ଲା ମତ୍ସ୍ୟ ବିଭାଗ ପକ୍ଷରୁ ଆଜି ଆର୍‌.ଏମ୍‌.ସି. ସମ୍ମିଳନୀ କକ୍ଷଠାରେ ଜାତୀୟ ମତ୍ସ୍ୟଚାଷୀ ଦିବସ–୨୦୨୬ ଉତ୍ସାହ ଓ ଆନନ୍ଦର ସହ ପାଳନ କରାଯାଇଥିଲା।ମତ୍ସ୍ୟଚାଷୀ ଏବଂ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟମାନଙ୍କ ମଧ୍ୟରେ ଆଧୁନିକ ମତ୍ସ୍ୟଚାଷ, ସରକାରୀ ସହାୟତା ଏବଂ ରୋଜଗାର ସୃଷ୍ଟି ସମ୍ପର୍କରେ ସଚେତନତା ବୃଦ୍ଧି କରିବା ଏହି କାର୍ଯ୍ୟକ୍ରମର ମୂଳ ଉଦ୍ଦେଶ୍ୟ ଥିଲା।ଏଥିରେ ଜିଲ୍ଲାର ପ୍ରାୟ ୫୦ ଜଣ Continue Reading
Odisha News
ଭୁବନେଶ୍ବର, ୧୦/୭: ସୁଭଦ୍ରା ଯୋଜନାକୁ ନେଇ ଆସିଲା ବଡ଼ ଖବର । ସୁଭଦ୍ରା ପାଇଁ ୩ ଲକ୍ଷ ୧୭ ହଜାର ୯୬୬ ଜଣ ନୂଆ ଆବେଦନ କରିଛନ୍ତି । ନୂଆ ଆବେଦନକାରୀଙ୍କ ସମୀକ୍ଷା ପରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏ ନେଇ ସୂଚନା ଦେଇଛନ୍ତି ।ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ୨୦୨୬-୨୭ ବର୍ଷରେ ୩ ଲକ୍ଷ ୧୭ ହଜାର ୯୬୬ ନୂଆ ଆବେଦନ ଆସିଛି । ଡିବିଟି, ର-କଣଉ, ଫିଲ୍ଡ ଭେରିଫିକେସନ ଏବଂ ବ୍ୟାଙ୍କ ସମନ୍ୱୟ ସମସ୍ୟା ରହିଛି । […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୧୦/୭ : ଗଜପତି ଜିଲ୍ଲାରେ ବାଲ୍ୟବିବାହ ରୋକିବା ନିମନ୍ତେ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏବଂ ଛାତ୍ରୀ-ନିବାସ ର ମାଟ୍ରନ ମାନଙ୍କୁ ନେଇ ଏକ ଦିନିକିଆ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନି କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ରାୟଗଡ଼ , ଗୋଷାଣୀ , ଗୁମ୍ମା ଓ କାଶୀନଗର ବ୍ଲକର ସମସ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ ଏବଂ ସମସ୍ତ ଛାତ୍ରୀ-ନିବାସ ର Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟହରଭଙ୍ଗା/ବୌଦ୍ଧ, ୧୦/୭ : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ଧଳପୁର ପଞ୍ଚାୟତର ଧଳପୁର ଛକଠାରେ ଭାରତୀୟ ଜନତା ପାର୍ଟି (ବିଜେପି) ପକ୍ଷରୁ ଏକ ବୃହତ୍ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି।ବୌଦ୍ଧ ଜିଲ୍ଲା ବିଜେପି ସଭାପତି ପ୍ରେମାନନ୍ଦ ମିଶ୍ରଙ୍କ ସଭାପତିତ୍ଵରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବିରୋଧୀ ଦଳକୁ ଏକ ବଡ଼ ଝଟ୍‌କା ଲାଗିଛି।ବିଜେପିର ନୀତି, ଆଦର୍ଶ ଏବଂ ଜନକଲ୍ୟାଣକାରୀ କାର୍ଯ୍ୟରେ ଅନୁପ୍ରାଣିତ ହୋଇ ବିଜେଡି ଦଳର Continue Reading