ଭୁବନେଶ୍ୱର,୧୨/୧୨: କଟକ-ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ନୂତନ ସେବା ଲୋକାର୍ପିତ ହୋଇଯାଇଛି । ସ୍ଵତନ୍ତ୍ର ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସବୁଜ ପତାକା ଦେଖାଇ ଜରୁରୀକାଳୀନ ପ୍ରଶମନ ସେବା ବାହାନକୁ ଉଦଘାଟନ କରିଛନ୍ତି ।ଏହି ଗାଡ଼ିଗୁଡ଼ିକ ପ୍ରାଥମିକ ଚିକିତ୍ସା, ଆମ୍ବୁଲାନ୍ସ ଓ ଫାୟାର ସେବା ଯୋଗାଇବ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଡ଼ ଘୋଷଣା କରିଛନ୍ତି । ଖୁବଶୀଘ୍ର ଗୃହ ବିଭାଗରେ ଖାଲି ପଡ଼ିଥିବା ୧୦ ହଜାର ପଦବୀ ପୂରଣ ହେବ ଏବଂ Continue Reading
Odisha News
ବଣାଇ,୧୨/୧୨: ସୁନ୍ଦରଗଡ ଜିଲା ବଣାଇର ଟିକାୟତପାଲି ଥାନା ଝିର୍ଡାପାଲିରେ ଘଟିଯାଇଛି ଅଭାବନୀୟ ଘଟଣା। ସେଠାରେ ଜଣେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା କରାଯାଇଛି। ବୁଧବାର ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ତାଙ୍କୁ ଗୁଳି କରିଥିବା ଅଭିଯୋଗ ହୋଇଛି। ଏ ମାମଲାରେ ପୋଲିସ ଘଟଣାର ତଦନ୍ତ କରୁଛି।Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୨/୧୨ : ଯୁଗ୍ମ ମନ୍ଦିର ପ୍ରତିଷ୍ଠା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଂଚାୟତ ଲୋକକଳା ଗ୍ରାମ ନାରାୟଣନଗର ଠାରେ ନୂତନ ଭାବେ ନିର୍ମିତ ଶ୍ରୀଜଗନ୍ନାଥ ଓ ଶ୍ରୀରାମଙ୍କ ଭବ୍ୟ ଯୁଗ୍ମ ମନ୍ଦିର ପ୍ରତିଷ୍ଠା ଜାନୁୟାରୀ ୨୪ ରୁ ଫେବୃଆରୀ ୩ ତାରିଖ ପର୍ଯ୍ୟନ୍ତ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅନୁଷ୍ଠିତ ହେବ ।ଏଥି ନିମନ୍ତେ ବୁଧବାର ଶୁଭ ସ୍ତମ୍ଭ ସ୍ଥାପନ ହୋଇଯାଇଛି । ସକାଳ ୯ ଟାରେ ଶତାଧିକ ମହିଳା […]Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର, ୧୨/୧୨: ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟ ର ରସାୟନ ବିଭାଗ ଏବଂ ଓଡ଼ିଶା ରସାୟନ ବିଭାଗୀୟ ସଂସ୍କାର ମିଳିତ ଆନୁକୁଲ୍ୟରେ ଏକ ଦିବସୀୟ ପାଠଚକ୍ର ବିଶ୍ଵବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇ ଯାଇଛି।ଏହି ପାଠଚକ୍ରରେ ବିଶ୍ଵବିଦ୍ୟାଳୟ ର କୁଳପତି ପ୍ରଫେସର ଉମାବଲ୍ଲଭ ମହାପାତ୍ର ଙ୍କ ସଭାପତିତ୍ବ ରେ ଶୁଭାରମ୍ଭ ହୋଇଥିଲା। ଅନ୍ୟତମ ସମ୍ମାନିତ ଅତିଥି ଭାବେ ଓଡ଼ିଶା ରସାୟନ ବିଭାଗ ସଂସ୍କାର ସଭାପତି ପ୍ରଫେସର ଅଜୟ କୁମାର Continue Reading
ଭୁବନେଶ୍ୱର,୧୧/୧୨: ଡିସେମ୍ବର ୩୧ରେ ମିଳିବ । ଏସ୍ସି,ଏସ୍ଟି ଛାତ୍ରୀଛାତ୍ରଙ୍କୁ ଏହି ମାଧୋସିଂ ହାତ ଖର୍ଚ୍ଚ ମିଳିବ । ବରଗଡ଼ ଜିଲା ଘେଁସରେ ଶୁଭାରମ୍ଭ ହେବ କାର୍ଯ୍ୟକ୍ରମ।ରାଜ୍ୟସ୍ତରୀୟ ଭାରତୀୟ ଭାଷା ଉତ୍ସବରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି।ଏହି ଯୋଜନାରେ ଉପକୃତ ହେବେ ୩ ଲକ୍ଷ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ । । ଏହି ଯୋଜନାରେ ନବମ ଓ ଏକାଦଶ ଛାତ୍ରଛାତ୍ରୀଙ୍କୁ ବାର୍ଷିକ ମିଳିବ ୫ହଜାର ଟଙ୍କାର ଆର୍ଥିକ ସହାୟତା ।ଏହି ଯୋଜନା ପାଇଁ Continue Reading
ଭୁବନେଶ୍ୱର,୧୧/୧୨: ଆଜି ବି ଆନ୍ଦୋଳନରେ ମିଶନ ଶକ୍ତି ମହିଳା । ୩ ଦିନ ହେଲା ଲୋୟର ପିଏମଜିରେ ଗର୍ଜୁଛନ୍ତି ମହିଳା । ମିଶନ ଶକ୍ତି ଅଧିନରେ ୬ଟି କ୍ୟାଡର କାମ କରୁଥିବା ସିଆରପି, ଏମବିକେ, ପ୍ରାଣୀମିତ୍ର, କୃଷି ମିତ୍ର, ବ୍ୟାଙ୍କ ମିତ୍ର, ଏଲଏସପି ମାନେ ୯ ମାସର ବକେୟା ଦରମା ଦାବିରେ ଲୋୟର ପିଏମଜିରେ ଧାରଣାରେ ବସି ରହିଛନ୍ତି।ତେବେ ଏହି ପ୍ରସଙ୍ଗକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଥିବାବେଳେ ବିଧାନସଭା ଉଠୁଛି ପଡୁଛି। ଗତକାଲି ବିରୋଧୀ ଦଳ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୧/୧୨ : ମଙ୍ଗଳବାର ପୂର୍ବାହ୍ନରେ ଉପ-ନିର୍ଦ୍ଦେଶକ,(ଉତ୍ତରାଞ୍ଚଳ ) ସୂଚନା ଓ ଲୋକ ସମ୍ପର୍କ ବିଭାଗ, ସମ୍ବଲପୁର ଶ୍ରୀମତୀ କଲ୍ୟାଣୀ ଦାଶ ଦିନିକିଆ ଗସ୍ତରେ ଆସି ଜ଼ିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ ।କାର୍ଯ୍ୟାଳୟର ସମସ୍ତ ରେକର୍ଡ, ରେଜିଷ୍ଟର ନଥି ପତ୍ର ଏବଂ ଅନ୍ୟାନ୍ୟ ଆବଶ୍ୟକୀୟ ଫାଇଲଗୁଡିକୁ ନିରୀକ୍ଷଣ କରିଥିଲେ ।ପରେ ପରେ ଜ଼ିଲ୍ଲା ପାଠାଗାର ବୁଲି ପାଠାଗାର କକ୍ଷ, ଚିଲଡ୍ରେନସ Continue Reading
ଅନୁଗୋଳ, ୧୧/୧୨ : ମହିଳାଙ୍କୁ କଚାଡ଼ି ମାରିଲା ହାତୀ। ଅନୁଗୋଳ ଜିଲ୍ଲା ଛେଣ୍ଡିପଦା ବନାଞ୍ଚଳ ପାଟକମୁଣ୍ଡା ଗାଁରେ ହାତୀ ଆକ୍ରଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣଙ୍କ ହେଲେ ପାଟକମୁଣ୍ଡା ଗାଁର ମନ୍ଦିରି ସାହୁ(୪୫)।ଆଜି ସକାଳେ ମନ୍ଦିରି ଧାନ କାଟିବା ପାଇଁ ଯାଉଥିଲେ। ଏହି ସମୟରେ ସେ ହାତୀ ହାବୁଡ଼ରେ ପଡ଼ିଯାଇଥିଲେ। ହାତୀ ନିକଟରୁ ବଞ୍ଚିବା ପାଇଁ ମନ୍ଦିରି ଚେଷ୍ଟା କରିଥିଲେ। ହେଲେ ହାତୀ ତାଙ୍କୁ ଶୁଣ୍ଢରେ ଉଠାଇ କଚାଡ଼ି ଦେଇଥିଲା। ଘଟଣାସ୍ଥଳରେ Continue Reading
କେନ୍ଦୁଝର,୧୧/୧୨: କେନ୍ଦୁଝର ଜିଲ୍ଲାର ଆରାଧ୍ୟ ଦେବୀ ଘଟଗାଁ ମା\’ ତାରିଣୀଙ୍କ ମନ୍ଦିର ସମ୍ମୁଖରେ ଥିବା ଭୋଗ ଦୋକାନ ଗୁଡିକରେ ଅଗ୍ନିକାଣ୍ଡ ଘଟି ୧୦ ରୁ ଉର୍ଦ୍ଧ୍ବ ଭୋଗ ଦୋକାନ ଜଳିଯାଇଛି। ତାରିଣୀ ମନ୍ଦିର ୨ ନମ୍ବର ଗେଟ ନିକଟରେ ଏହି ଅଘଟଣ ଘଟିଥିବା ବେଳେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି କ୍ଷଖବର ପାଇ ଦମକଳ ବାହିନୀ ଘଟଣା ସ୍ଥଳରେ ପହଁଚି ନିଆଁକୁ ଆୟତ୍ତ କରିଥିଲା। ଏହି ଅଗ୍ନିକାଣ୍ଡ ରେ ଭୋଗ ଦୋକାନ ଗୁଡିକରେ ଥିବା ଲକ୍ଷାଧିକ ଟଙ୍କାର […]Continue Reading
ଗଞ୍ଜାମ,୧୧/୧୨: ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅଧିନସ୍ଥ ମହନାପଲ୍ଲୀ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଲକ୍ଷ୍ମୀ ବସ୍ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଫଳରେ ୩ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କୁ ସ୍ଥାନୀୟ ଲୋକ ଉଦ୍ଧାର କରି ମେଡ଼ିକାଲରେ ଭର୍ତ୍ତି କରିଛନ୍ତି ।ବୁଧବାର ସକାଳେ ଲକ୍ଷ୍ମୀ ବସଟି ୧୦ ଜଣ ଯାତ୍ରୀଙ୍କୁ ନେଇ କବିସୂର୍ୟ୍ୟନଗର ଅଭିମୁଖେ ଯାଉଥିଲା । ଏହି ସମୟରେ ମହନାପଲ୍ଲୀ ଗ୍ରାମ ନିକଟରେ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିଥିଲା Continue Reading




