Home Archive by category Odisha News (Page 372)

Odisha News

Odisha News
ଭୁବନେଶ୍ୱର, ୧୦/୧୨: ଓଡ଼ିଶାର ଖାଲିଥିବା ଗୋଟିଏ ରାଜ୍ୟସଭା ଆସନ ପାଇଁ ଆଜି ବିଧାନସଭା ପକ୍ଷରୁ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇଛି । ସୁଜିତ କୁମାର ଏକ ମାତ୍ର ପ୍ରାର୍ଥୀ ଥିବା ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତାକାଲି ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିବାର ଶେଷ ତାରିଖ । ଆସନ୍ତା ୧୩ ତାରିଖରେ ନାମାଙ୍କନ ଯାଞ୍ଚ କରାଯିବ । ଯେହେତୁ ସେ ଏକମାତ୍ର ପ୍ରାର୍ଥୀ ରହିଛନ୍ତି, ସେଥିପାଇଁ ନାମାଙ୍କନ ଯାଞ୍ଚ କରାଯାଇ ସେହିଦିନ ହିଁ ଫଳାଫଳ ଘୋଷଣା […]Continue Reading
Odisha News
ଭୁବନେଶ୍ୱର,୧୦/୧୨: ଭୁବନେଶ୍ୱର ଖଣ୍ଡଗିରି ସବ୍ ରେଜିଷ୍ଟ୍ରାର କାର‌୍ୟ୍ୟାଳୟର କନିଷ୍ଠ କିରାଣି (ଜୁନିୟର୍ କ୍ଲର୍କ) ଦେବଯାନୀ କରଙ୍କୁ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ଜଣେ ଆଇନଜୀବୀଙ୍କଠୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋମବାର କନିଷ୍ଠ କିରାଣି (ଜୁନିୟର୍ କ୍ଲର୍କ) ଦେବଯାନୀ ଭିଜିଲାନ୍ସ ଜାଲରେ ଧରାପଡ଼ିଥିଲେ।ଭିଜିଲାନ୍ସ ଅଧିକାରୀମାନେ ସାକ୍ଷୀଙ୍କ ଉପସ୍ଥିତିରେ ଲାଞ୍ଚ ଟଙ୍କା ଜବତ କରିଥିଲେ। ଏପରିକି ଭିଜିଲାନ୍ସ ପକ୍ଷରୁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୦/୧୨ : ସୋମବାର ଦିନ ୧୦ ଘଣ୍ଟା ସମୟରେ ବୌଦ୍ଧ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ମିଶନ ଶକ୍ତି ମହିଳା ଏସଏଚଜି ସଦସ୍ୟା ମାନଙ୍କ ଦ୍ବାରା ବୌଦ୍ଧ ବ୍ଲକ ଖୁଣ୍ଟବନ୍ଧ ପଞ୍ଚାୟତର ଚଣ୍ଡିଗଡ ଗ୍ରାମରେ ହୋଇଥିବା ମାଛ ଚାଷ ପୋଖରୀ ପରିଦର୍ଶନ କରିଥିଲେ ।ଗ୍ରାମର ସନ୍ତୋଷୀ ଏସଏଚଜି ଦ୍ବାରା କରା ଯାଇଥିବା ମାଛ ଚାଷ ପୋଖରୀ ଦେଖିବା ସହ ଗୋଷ୍ଠି ସଦସ୍ୟା ମାନଙ୍କ ସହ ଆଲୋଚନା କରିଥିଲେ ।ଜିଲ୍ଲାପାଳଙ୍କ ପରିଦର୍ଶନ ସମୟରେ ଅତିରିକ୍ତ Continue Reading
Odisha News
ବଲାଙ୍ଗିର, ୧୦/୧୨ : ରେଳ ଧାରଣାରୁ ଯୁବକଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଉଦ୍ଧାର କରାଯାଇଛି। ବଲାଙ୍ଗିର ଜିଲ୍ଲା ଦେଓଗାଁ ରେଲୱେ ଷ୍ଟେସନ ନିକଟ ରେଳ ଧାରଣାରୁ ଯୁବକଙ୍କ ମୃତଦେହ ମିଳିଛି। ଟ୍ରାକ୍ ନିକଟରେ ଥିବା ଧାନ ବିଲରେ ରକ୍ତ ପଡ଼ିଥିବାରୁ ଯୁବକଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତେବେ ଯୁବକଙ୍କ ପରିଚୟ ମିଳିପାରି ନାହିଁ।ଯୁବକ ଜଣଙ୍କର ଯଦି ଟ୍ରେନ ଧକ୍କାରେ ମୃତ୍ୟୁ ଘଟିଛି, ତାହାହେଲେ ନିକଟରେ ଥିବା ବିଲରେ ରକ୍ତ କେଉଁଠି ଆସିଲା, ତାକୁ ନେଇ Continue Reading
Odisha News
କଟକ , ୧୦/୧୨ : ବଦଳିଛି ପାଗ। ଆଜି ସକାଳୁ ସକାଳୁ ରାଜ୍ୟର ବିଭିନ୍ନ ସ୍ଥାନରେ ମେଘୁଆ ପାଗ ସହ ହାଲୁକା ବର୍ଷା ହୋଇଥିବା ଦେଖିବାକୁ ମିଳିଛି । ଏହାସହ ଆସନ୍ତା ୫ଦିନ ଯାଏ ରାଜ୍ୟରେ ପାଗ କୋହଲା ରହିବ ।ଏନେଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଜି ୧୧ ଜିଲ୍ଲାରେ ସ୍ଵଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସହ ଖୋର୍ଦ୍ଧା, କଟକ, ଢେଙ୍କାନାଳ, ପୁରୀ ଏବଂ ଯାଜପୁରରେ କୋହଲା ପାଗ ଦେଖିବାକୁ ମିଳିବ। […]Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋର୍ଦ୍ଧା, ୯/୧୨: ପୌରପରିଷଦ ଅଧିନସ୍ଥ ଜଜାରସିଂହ ମୌଜ଼ା ର ଖାତା ନଂ -୧୧୦୬ ପ୍ଲଟ ନଂ-୨୬୮୬ ରେ ଥିବା ପୋଖରୀଟିକୁ ମହୋତ୍ସବ ଆୟୋଜନ ନାମରେ ପୋତିବାକୁ ଉଦ୍ୟମ ଜାରି ରଖିଥିବାବେଳେ ସ୍ଥାନୀୟ ଅଧିବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ଜଳାଶୟରୁ ପାଣିପମ୍ପ ଦ୍ୱାରା ପ୍ରାୟ ୬ ଫୁଟ ଗଭୀର ଥିବା ଜଳ ନିଷ୍କାସନ କରାଯାଇଛି।କିନ୍ତୁ ଦୁର୍ଭାଗ୍ୟର ବିଷୟ ଏହି ପୁରାତନ ଜଳାଶୟଟିର ପୁନଃରୁଦ୍ଧାର କରିବା ପରିବର୍ତ୍ତେ Continue Reading
Odisha News
ଭୁବନେଶ୍ୱର, ୯/୧୨: ରାଜ୍ୟ ଦୁର୍ନୀତି ନିବାରଣ ନିର୍ଦ୍ଦେଶାଳୟ ଟିମ୍ ପୁଣି ଜଣେ ସରକାରୀ କର୍ମଚାରୀଙ୍କୁ ଲାଞ୍ଚ ନେବାବେଳେ ଧରିଛି । ସେ ହେଲେ ଭୁବନେଶ୍ୱର ଖଣ୍ଡଗିରି ସବ୍ ରେଜିଷ୍ଟାର କାର୍ଯ୍ୟାଳୟର କନିଷ୍ଠ କିରାଣୀ । ତାଙ୍କ ନାମ ହେଲା ଦେବଜାନୀ କର ।ସେ ଜଣେ ଅଭିଯୋଗକାରୀଙ୍କ ଠାରୁ ୨୦,୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ତାଙ୍କଠାରୁ ନଗଦ ଲାଞ୍ଚ ଟଙ୍କା ଜବତ କରିଛି ଭିଜିଲାନ୍ସ । କନିଷ୍ଠ କିରାଣୀ ଦେବଜାନୀଙ୍କର Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟ ଭଦ୍ରକ, ୯/୧୨ : ବ୍ରାଉନ୍‌ସୁଗର ମାଫିଆଙ୍କ ଘରେ ହୋଇଥିଲା ରେଡ୍‌। ଆଉ ଚଢଉ ବେଳେ ମୁଢି, ମିକ୍ସଚର, ଚାଉଳ ଡବାରୁ ବାହାରିଥିଲା ପୁଳା ପୁଳା ଟଙ୍କା। ଏତେ ଟଙ୍କା ବାହାରିଥିଲେ ଯେ ହାତରେ ଗଣି ପାରିନଥିଲା। ତେଣୁ ଟଙ୍କା ଗଣିବା ପାଇଁ ମେସିନ୍ ଆଣିବାକୁ ପଡ଼ିଥିଲା। ବର୍ତ୍ତମାନ ସୁଦ୍ଧା ୨୫ ଲକ୍ଷରୁ ଅଧିକ ଟଙ୍କା ଜବତ କରିସାରିଲାଣି ପୁଲିସ୍‌। ଏବେ ମଧ୍ୟ ଚଢ଼ଉ ଜାରି ରହିଛି। ଏହି ଘଟଣାରେ ଭଦ୍ରକ ପୁଲିସ୍ ମହିଳା […]Continue Reading
Odisha News
ଭୁବନେଶ୍ୱର, ୯/୧୨: ଏବେ ସମ୍ପୂର୍ଣ୍ଣ ବିଶ୍ୱର ଯୁବପୀଢ଼ୀ ଅନଲାଇନ ଟ୍ରେଡିଂରେ ପାଗଳ । ଟ୍ରେଡିଂରେ ପଇସା ଲଗାଇ ରାତାରାତି ଧନୀ ହେବାର ନିଶା ଆଜିକାଲିର ଯୁବପୀଢ଼ୀ କିମିୟାଁ କରିଛି । କିନ୍ତୁ ଅନଲାଇନ ଟ୍ରେଡ଼ିଂର ମାୟା ଜାଲର ଶୀକାର ହୋଇଯାଉଛନ୍ତି ଲୋକ । ଫେକ୍ ଟ୍ରେଡ଼ିଂର ଶୀକାର ହୋଇଯାଉଛନ୍ତି ଲୋକେ ।ତେବେ ଆମ ରାଜ୍ୟ ଓଡ଼ିଶାରେ ମଧ୍ୟ ଏହାର ପ୍ରଭାବ ବଢ଼ିବାରେ ଲାଗିଛି । ମାତ୍ର ପାଞ୍ଚ ବର୍ଷ ମଧ୍ୟରେ ୫୯ ହଜାର ୪୩୭ ଲୋକ ଅନଲାଇନ […]Continue Reading
Odisha News
ଭୁବନେଶ୍ୱର, ୯/୧୨ : ପୁଣି ଥରେ ପଦାରେ ପଡ଼ିଛି କଂଗ୍ରେସ କଳି । ଏଥର ବିଧାନସଭା ଗୃହ ଭିତରେ । ଅଧିବେଶନ ଚାଲିଥିବାବେଳେ ଦୁଇ କଂଗ୍ରେସ ବିଧାୟକ ଦାଶରଥୀ ଗମାଙ୍ଗୋ ଓ ସି ଏସ୍ ରାଜନ ଏକ୍କା ମଧ୍ୟରେ କଥାକଟି ହୋଇଥିବା ଦେଖିବାକୁ ମିଳିଥିଲେ । ତେବେ କଳିକୁ ତୁଟାଇବାକୁ ଅନ୍ୟ ବିଧାୟକଙ୍କୁ ହସକ୍ଷେପ କରିବାକୁ ପଡ଼ିଥିବା ଜଣାପଡ଼ିଛି ।ସୋମବାର ବିଧାନସଭା ଅଧିବେଶନ ଚାଲିଥିଲା । ଏହି ସମୟରେ ମୋହନା କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ ଓ […]Continue Reading