Home Archive by category Odisha News (Page 378)

Odisha News

Odisha News
ଗଞ୍ଜାମ, ୧/୧୨ : ଅସୁର ଭୂମିକାରେ ଅଭିନୟ କରୁଥିଲେ। କିନ୍ତୁ ସତକୁ ସତ ଅସୁର ପାଲଟି ଯାଇଥିଲେ। ମଞ୍ଚ ଉପରେ ଜୀଅନ୍ତା ଘୁଷୁରୀକୁ ମାରି ତା’ ମାଂସ ଖାଇଥିଲେ। ଆଶ୍ଚର୍ଯ୍ୟ ଲାଗୁଥିଲେ ବି କଥାଟି ସତ।ଏମିତି ଏକ ନୃଶଂସ ଦୃଶ୍ୟ ଦେଖିବାକୁ ମିଳିଥିଲା ଗଞ୍ଜାମ ଜିଲ୍ଲା ହିଞ୍ଜିଳି ବ୍ଲକ୍ ରାଲବ ଗାଁରେ। ଏହାର ଭିଡିଓ ସୋଶାଲ ମିଡିଆରେ ଭାଇରାଲ ହେଉଛି। ଆହୁରି ଆଶ୍ଚର୍ଯ୍ୟର କଥା, ଶହ ଶହ ଲୋକ ଏ ଦୃଶ୍ୟ ଦେଖୁଥିଲେ ବି କେହି ସେହି […]Continue Reading
Odisha News
ପୁରୀ, ୧/୧୨ : ଡିସେମ୍ବର ୪ ତାରିଖ ନୌସେନା ଦିବସ ପାଇଁ ନୌସେନା ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜୋରସୋରରେ ଚାଲିଛି ।ନୌସେନା ଦିବସ ନେଇ ପୁରୀ ଜିଲ୍ଲାପାଳ, ନୌସେନା ଅଧିକାରୀ ରବିବାର ସୂଚନା ଦେଇଛନ୍ତି । ନୌସେନା ଦିବସରେ ୧୫ଟି ସିପ୍‌, ୪୦ ଏୟାରକ୍ରାଫ୍ଟ ସାମିଲ ହେବେ । ଏୟାରକ୍ରାଫ୍ଟ କ୍ୟାରିୟର ଅନ୍ୟତ୍ର ମୁତୟନ ଥିବାରୁ ସାମିଲ ହୋଇ ପାରିବନି ।ଜିଲ୍ଲାପାଳ କହିଛନ୍ତି, ଆଜି ଫୁଲଡ୍ରେସ ରିହର୍ସଲ ହେବ ଏବଂ ସମସ୍ତେ ଏହାକୁ ଦେଖି […]Continue Reading
Odisha News
ଭୁବନେଶ୍ୱର,୧/୧୨: ଆଜି ଅର୍ଥାତ୍ ଡିସେମ୍ବର ୧ରେ ବିଶ୍ବ ଏଡ୍‌ସ ଦିବସ। ଏହି ଅବସରରେ ରାଜ୍ୟରେ ଏଡ୍‌ସ ରୋଗୀଙ୍କୁ ନେଇ ଚିନ୍ତା ଘାରିଛି। ରାଜ୍ୟରେ ବର୍ତ୍ତମାନ ସକ୍ରିୟ ଏଡ୍‌ସ ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ଥିବା ନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଏଥିମଧ୍ୟରୁ ଗଞ୍ଜାମ ଜିଲାରେ ସର୍ବାଧିକ ୨୦ ହଜାର ଏଡ୍‌ସ ରୋଗୀ ଥିବାବେଳେ ସୁବର୍ଣ୍ଣପୁରରେ ସର୍ବନିମ୍ନ ୧୫୦ ଏଡ୍‌ସ ରୋଗୀ ଅଛନ୍ତି।ଆଉ ଏଡ୍‌ସ ରୋଗୀ ମଧ୍ୟ ରାଜ୍ୟରେ ବିଶେଷ ଚିହ୍ନଟ Continue Reading
Odisha News
ବାରଙ୍ଗ, ୧/୧୨ : ପୁଅ ଓ ବୋହୂଙ୍କୁ ପେଟ୍ରୋଲ୍ ଢାଳି ବୃଦ୍ଧ ନିଆଁ ଲଗାଇବା ଘଟଣାରେ ସାମନାକୁ ଆସିଛି ଦୁଃଖଦ ଖବର । କଟକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ବୋହୂଙ୍କର ମୃତ୍ୟୁ ଘଟିଛି। ଗୁରୁତର ଥିବା ପୁଅଙ୍କର ଆଇସିୟୁରେ ଚିକିତ୍ସା ଚାଲିଛି।ସୂଚନା ଅନୁସାରେ ଶନିବାର ସଂଧ୍ୟା ସମୟରେ ଅଭିଯୁକ୍ତ ଗୋବର୍ଦ୍ଧନଙ୍କ ଘରେ ପାଟିତୁଣ୍ଡ ଆରମ୍ଭ ହୋଇଥିଲା । ଏହାର କିଛି ସମୟ ପରେ ହଠାତ ତାଙ୍କ ଘରୁ ବଡ ପାଟିରେ ଚିକ୍ରାର ଶୁଣାଯାଇଥିଲା । ଯାହା […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୩୦/୧୧ : କନ୍ଧମାଳ ଜିଲ୍ଲା ଫୁଲବାଣୀ ବନବିଭାଗ ଦ୍ବାରା ଏକ କଲରାପତରିଆ ବାଘ ଛାଲ ଜବତ ହୋଇଛି । ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିବା ସହିତ ଏକ ଦେଶୀ ବନ୍ଧୁକ ଜବତ କରାଯାଇଛି ।ଗିରଫ ହୋଇଥିବା ଯୁବକ ଜି.ଉଦୟଗିରି ଥାନା ପୁକୁଲୁଙ୍ଗିଆ ପଞ୍ଚାୟତ ମଲାନସୁଗା ଗ୍ରାମର ଭବାନୀ ଶଙ୍କର ପ୍ରଧାନ ଏବଂ ଗମ୍ଭାରୀଗୁଡା ଗ୍ରାମର ପ୍ରମୋଦ କୁମାର ପ୍ରଧାନ ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୩୦/୧୧ : ବୁଣାକାରଙ୍କ ପାଇଁ ରାଜ୍ୟ ସରକାରଙ୍କ ବୁଣାକାରଙ୍କ ଉନ୍ନତି କଳ୍ପେ ବୁଣାକାର ତନ୍ତଶାଳା ନିର୍ମାଣ, ତନ୍ତ ଓ ତନ୍ତ ସରଞ୍ଜାମ, ଇନଭେଟର,ଯାକର୍ଡ, ବୁଣା ସରଞ୍ଜାମ, ବୁଣା, ରଙ୍ଗ ତାଲିମ ଆଦି ବିଭିନ୍ନ ଯୋଜନା ମନ ପ୍ରଣୟନ କରୁଛନ୍ତି ।ଏହି ଯୋଜନାରେ ବୁଣାକାର ଙ୍କୁ ସୁଫଳ ମିଳୁଛି କି ନାହିଁ ତାହା ଜାଣିବା ପାଇଁ ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ବୁଣାକାର ଗ୍ରାମ କୁ ପରିଦର୍ଶନ କରିଥିଲେ ।ପ୍ରଥମେ ବୁଣାକାର ବହୁଳ Continue Reading
Odisha News
ପୁରୀ, ୩୦/୧୧ : ପୁରୀରେ ଆସନ୍ତା ଡିସେମ୍ବର ୪ରେ ପୁରୀରେ ନୌସେନା ଦିବସ ପାଳନ କରାଯିବ । ନୌସେନା ଦିବସ ପାଇଁ ନୌବୀରମାନେ ନିଜର ପରାକ୍ରମ ସାରା ଦେଶକୁ ଦେଖାଇବା ପାଇଁ ପ୍ରସ୍ତୁତି ଜୋରସୋର କରୁଛନ୍ତି । ସେଥିପାଇଁ ସୁରକ୍ଷା ବ୍ୟବସ୍ଥାକୁ ମଧ୍ୟ କଡ଼ାକଡ଼ି କରାଯାଇଛି ।ଆସନ୍ତା ୪ରେ ସମୁଦ୍ର ସ୍ନାନ ଉପରେ କଟକଣା ଲଗାଯାଇଛି । ସମୁଦ୍ରରେ କେହି ବି ସ୍ନାନ କରିପାରିବେନାହିଁ । ସୁରକ୍ଷା ପାଇଁ ପୋଲିସ ଅଧିକାରୀମାନଙ୍କୁ ମଧ୍ୟ ନିୟୋଜିତ କରାଯିବ ।Continue Reading
Odisha News
ଭୁବନେଶ୍ୱର,୩୦/୧୧ : ସ୍କୁଲ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ବଢ଼ାଇଲେ ରାଜ୍ୟ ସରକାର। ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ମଧ୍ୟାହ୍ନ ଖର୍ଚ୍ଚ ୭ଟଙ୍କା ୬୪ ପଇସା କରାଗଲା। ପୂର୍ବରୁ ପ୍ରଥମରୁ ପଞ୍ଚମ ପିଲାଙ୍କ ପାଇଁ ଏହି ଖର୍ଚ୍ଚ ୫ ଟଙ୍କା ୯୦ ପଇସା ଥିଲା। ସେହିପରି ଷଷ୍ଠରୁ ଅଷ୍ଟମ ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୧୦ ଟଙ୍କା ୯୪ ପଇସାକୁ ବୃଦ୍ଧି କରାଯାଇଛି। ପୂର୍ବରୁ ଏହି ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ମଧ୍ୟାହ୍ନ ଭୋଜନ ଖର୍ଚ୍ଚ ୮ ଟଙ୍କା […]Continue Reading
Odisha News
ଭୁବନେଶ୍ୱର,୩୦/୧୧: ଭୁବନେଶ୍ୱରରେ ଏବେ ଡିଜିପି ସମ୍ମିଳନୀ ଚାଲିଥିବା ବେଳେ ବିଜୁ ପଟ୍ଟନାୟକ ବିମାନବନ୍ଦରକୁ ଟାର୍ଗେଟ କରିଛି ଖଲିସ୍ତାନୀ ଆତଙ୍କୀ ପନ୍ନୁ। ଏହାକୁ ନେଇ ସମଗ୍ର ରାଜଧାନୀରେ ଚାଞ୍ଚଲ୍ୟ ସୃଷ୍ଠଇ ହୋଇଛି। ତେବେ ରାଜଧାନୀ ଭୁବନେଶ୍ୱର ସମ୍ପୂର୍ଣ୍ଣ ଭାବେ ସୁରକ୍ଷା ବଳୟରେ ଥିବା ବେଳେ ଯେକୌଣସି ପ୍ରକାର ଚ୍ୟାଲେଞ୍ଜକୁ ସାମନା କରିବାକୁ ପ୍ରସ୍ତୁତ ଥିବା ଭୁବନେଶ୍ୱର ଡିସିପି ପିନାକ ମିଶ୍ର କହିଛନ୍ତି ।ଖଲିସ୍ତାନୀ ଆତଙ୍କୀ ପନ୍ନୁ ଧମକପୂର୍ଣ୍ଣ ଇ-ମେଲ Continue Reading
Odisha News
କେନ୍ଦୁଝର,୩୦/୧୧ : ଧାନ ଜମିରେ ପଡିଛି ହାତୀର କ୍ଷତ ବିକ୍ଷତ ମୃତ ଦେହ। କେନ୍ଦୁଝର ବନଖଣ୍ଡ ତେଲକୋଇ ବନାଞ୍ଚଳ କନ୍ତଲେଇ ଦଢ଼ିଆ ସାହି ପାଖରେ ଏକ ମାଈହାତୀର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ତେବେ କେମିତି ହେଲା ହାତୀର ମୃତ୍ୟୁ ତାହା ସ୍ପଷ୍ଟ ହୋଇନାହିଁ ।ଏହି ଅଞ୍ଚଳରେ ୫୦ରୁ ଅଧିକ ହାତୀ କିଛି ଦିନ ହେଲା ବ୍ୟାପକ ଫସଲ ନଷ୍ଟ କରୁଥିଲେ । ଏହାକୁ ନେଇ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପାଇଥିଲା ।ତେବେ ଆଜି […]Continue Reading