କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧ /୮ :ଆସନ୍ତା ୯ ଅଗଷ୍ଟରୁ ୧୭ ଅଗଷ୍ଟ, ୨୦୨୬ ପର୍ୟ୍ୟନ୍ତ ସମଗ୍ର ଦେଶରେ ପାଳନ ହେବାକୁ ଥିବା” ହର ଘର ତିରଙ୍ଗା–୨୦୨୬\” ଅଭିଯାନକୁ ବୌଦ୍ଧ ଜିଲ୍ଲାରେ ମହାସମାରୋହରେ ସଫଳ ଭାବେ ପାଳନ କରିବା ନିମନ୍ତେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତାରେ ଆଜି ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା।ବୈଠକରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ କୁଲଦୀପ ମୀନା, ଅତିରିକ୍ତ ଜିଲ୍ଲାପାଳ Continue Reading




