ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୨୬/୧୧ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡି ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମରେ ଗରିବୀ ସୀମାରେଖା ତଳେ ଥିବା ପରିବାର ଲୋକଙ୍କୁ ଜୀବନଜୀବିକା ସ୍ବାବଲମ୍ବୀ କରିବାକୁ ଜିଲା ପ୍ରଶାସନ ଓ ସ୍ଥାନୀୟ ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି।ମଙ୍ଗଳବାର ଦାରିଙ୍ଗବାଡି ବିଡିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ୱାବଧାନରେ ଦାରିଙ୍ଗବାଡି ବ୍ଲକ ପ୍ରାଣୀଧନ ଚିକିତ୍ସା ଅଧିକାରୀ Continue Reading
Odisha News
ଭୁବନେଶ୍ୱର,୨୬/୧୧ : ଦିନକୁ ଦିନ ଓଡ଼ିଶାରେ ହାତୀ ଏବଂ ଲୋକମାନଙ୍କ ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଫଳରେ ହାତୀ ଆକ୍ରମଣରେ ଜନଜୀବନ କ୍ଷୟକ୍ଷତି ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ଏନେଇ ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ବିଧାନସଭାରେ ତଥ୍ୟ ରଖିଛନ୍ତି।ବିଜେଡି ବିଧାୟକ ସନାତନ ମହାକୁଡ଼ଙ୍କ ପ୍ରଶ୍ନର ଉତ୍ତର ଦେଇ ଶ୍ରୀ ଖୁଣ୍ଟିଆ କହିଛନ୍ତି, ଗତ ତିନି ବର୍ଷ ମଧ୍ୟରେ ହାତୀ ଆକ୍ରମଣରେ ରାଜ୍ୟରେ ୬୬୮ ଲୋକ ପ୍ରାଣ ହରାଇଥିବା ବେଳେ ୫୦୯ ଜଣ Continue Reading
ଭୁବନେଶ୍ୱର,୨୬/୧୧: ପୁଣି ବଙ୍ଗୋପସାଗରରେ ଦାନା ବାନ୍ଧିଲା ଆଉ ଏକ ବାତ୍ୟା । ମୌସୁମୀ ଅପସାରଣ ପରେ ସୃଷ୍ଟି ହେବାକୁ ଯାଉଛି ଦ୍ବିତୀୟ ବାତ୍ୟା । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ବଡ ସୂଚନା ଦିଆଯାଇଛି । ଗଭୀର ଅବପାତରେ ପରିଣତ ହୋଇଥିବା ଲଘୁଚାପ ବାତ୍ୟାରେ ପରିଣତ ହେବା ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।ପାଣିପାଗ ବିଭାଗର ପୂର୍ବ ଆକଳନ ଅନୁସାରେ, ଦକ୍ଷିଣ ଦକ୍ଷିଣପୂର୍ବ ଚେନ୍ନାଇଠାରୁ ୭୭୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି ବାତ୍ୟା […]Continue Reading
ଭୁବନେଶ୍ୱର,୨୬/୧୧: ପ୍ରଧାନମନ୍ତ୍ରୀ ଆବାସ ଯୋଜନାକୁ ନେଇ ଆସିଲା ବଡ ଖବର । ବାପାଙ୍କ ଠାରୁ ପୁଅ ଅଲଗା ରହିଲେ ଆଉ କେତେ ରୋଜଗାର ଥିଲେ ପିଏମ ଆବାସ ମିଳିପାରିବ ଏନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସରକାରଙ୍କ ଅନୁସାରେ, ବାପାଙ୍କ ଠାରୁ ପୁଅ ଅଲଗା ହୋଇ ରହୁଥିଲେ ପୁଅଙ୍କୁ ପକ୍କା ଘର ମିଳିବ।ଏଣିକି ବାପାଙ୍କ ଠାରୁ ଅଲଗା ହୋଇଥିବା ପୁଅଙ୍କୁ ବି ମିଳିବ ପିଏମ ଆବାସ ଘର । ଏ ନେଇ ଘୋଷଣା କରିଛନ୍ତି ପଞ୍ଚାୟତିରାଜ […]Continue Reading
କମ୍ଭୁଧର କ୍ଷେତିଙ୍କୁ ରିପୋର୍ଟବୌଦ୍ଧ, ୨୭/୧୧ : ଆଜି ତା ୨୬-୧୧-୨୦୨୪ ରିଖ ମଙ୍ଗଳବାର ବୌଦ୍ଧ ବ୍ଲକ ଅନ୍ତର୍ଗତ ଦହ୍ୟାଜୀବନ ବିକାଶ ମାଧ୍ୟମିକ ବିଦ୍ୟାଳୟ ପରିସରରେ କେନ୍ଦ୍ର ସରକାର ଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ଭାରତ ସରକାର ମେରା ଯୁବା ଭାରତ, ବୌଦ୍ଧ ତରଫରୁ ସମ୍ବିଧାନ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି ।ମେରା ଯୁବା ଭାରତ ବୌଦ୍ଧ ର ସହକର୍ମୀ ଆଶ୍ମାନ ମହାକୁଡ଼ ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ Continue Reading
ଭୁବନେଶ୍ବର, ୨୭/୧୧: ସୁଭଦ୍ରା ଯୋଜନାକୁ ନେଇ ପୁଣି ଏକ ବଡ ଘୋଷଣା। ଯୋଜନାର ଡେଡଲାଇନ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ୨୦୨୫ ମସିହା ମାର୍ଚ୍ଚ ୭ ତାରିଖ ସୁଭଦ୍ରା ଯୋଜନା ଆବେଦନର ଶେଷ ତାରିଖ ରହିଛି।ଏଥିସହ ମାର୍ଚ୍ଚ ୮ ତାରିଖ ମହିଳା ଦିବସରେ ଦ୍ବିତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ ଆଜି ଗଣମାଧ୍ୟମରେ ସୂଚନା ଦେଇଛନ୍ତି ।ତେଣୁ ମାର୍ଚ୍ଚ ୭ ତାରିଖ ସୁଭଦ୍ରା ଯୋଜନା ପ୍ରଥମ କିସ୍ତିର ଶେଷ ତାରିଖ ।ବର୍ତ୍ତମାନ Continue Reading
ଭୁବନେଶ୍ୱର,୨୬/୧୧ : ମାଇନ୍ସ କମ୍ପାନୀରେ ବଡ଼ଧରଣର ଆୟକାର ( IT) ରେଡ୍ କରାଯାଇଛି।। ଏସ୍.ଏନ୍ ମହାନ୍ତି ଗ୍ରୁପର ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି। କେନ୍ଦୁଝର ଜିଲ୍ଲା ଯୋଡ଼ା, ବଡ଼ବିଲ ଓ ଭୁବନେଶ୍ୱର ସମେତ ୮ଟି ସ୍ଥାନରେ ଏହି ରେଡ୍ କରାଯାଇଛି। ଟିକସ ଫାଙ୍କିବା ଅଭିଯୋଗରେ ଏହି ଚଢ଼ାଉ କରାଯାଇଥିବା ଜଣାଯାଇଛି।ବଡ଼ବିଲରେ ଥିବା କମ୍ପାନୀ ଅଫିସ, ଭୁବନେଶ୍ୱରରେ ଥିବା ଘର ଓ କର୍ପୋରେଟ ଅଫିସରେ ଆୟକର ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିବା ସୂଚନା ମିଳିଛି। ତେବେ Continue Reading
ମୁମ୍ବାଇ, ୨୬/୧୧ : ଗୋଟିଏ ପଟେ ନଭେମ୍ବର ୨୬କୁ ସମ୍ବିଧାନ ଦିବସ ଭାବେ ସ୍ମରଣ କରାଯାଉଥିବା ବେଳେ ଅନ୍ୟପଟେ ଏହି ତିଥି ସହ ଜଡିତ ଏକ କଳା ଦିନ ରହିଛି ଯାହାକୁ ଭାରତବାସୀ ଭୁଲି ପାରିବେ ନାହିଁ। ଆଜିର ଦିନରେ ୨୦୦୮ରେ ମୁମ୍ବାଇରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ୧୬ ତମ ବାର୍ଷିକୀ ପାଳନ କରୁଛି ଦେଶ।କିନ୍ତୁ ଦେଶବାସୀ ଆଜି ବି ଏହି ଦିନକୁ ମନେ ପକାଇ ଥରି ଉଠିଛନ୍ତି। ସ୍ୱାଧୀନ ଭାରତର ଇତିହାସରେ ଏହା ସବୁଠାରୁ ବଡ଼ […]Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୫/୧୧ : କନ୍ଧମାଳ ଜିଲ୍ଲା ବାଲିଗୁଡା ନୁଆସାହି ସ୍ଥିତ ସାଇ ପ୍ରଭୁଜି ଗ୍ଲୋବାଲ ସ୍କୁଲର ତୃତୀୟ ବାର୍ଷିକ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇ ଯାଇଛି ।ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ତହସିଲଦାର ଦୀପ୍ତି ପ୍ରକାଶ ବେହେରା ଯୋଗ ଦେଇ ଦୀପ ଧୂପ ପ୍ରଜ୍ଜଳନ କରି ଶ୍ରୀ ଜଗନ୍ନାଥଙ୍କ ଫୋଟୋ ଚିତ୍ରରେ ପୁଷମାଲ୍ୟାର୍ପଣ ପୂର୍ବକ ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ ।ଏଥିରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ Continue Reading
ନୟାଗଡ଼,୨୫/୧୧ : ଅଲାଜୁକ ଜ୍ୱାଇଁ! ବାହାଘରର ୨୦ ବର୍ଷ ପରେ ମନେ ପଡ଼ିଲା ଯୌତୁକ କଥା। ବଢ଼ିଲା ପୁଅ ଝିଅଙ୍କ ଆଗରେ ଯୌତୁକରେ ଆପାଚି ଗାଡ଼ି ଦାବି ପତ୍ନୀଙ୍କୁ ମାଡ଼ ମାରୁଥିଲେ। ଯେଉଁଥିପାଇଁ ପତ୍ନୀ ବାପ ଘରକୁ ପଳାଇ ଯାଇଥିଲେ। ଏହା ପରେ ଶ୍ୱଶୁର ଘର ଆଗରେ ବାହାଘର ସମୟରେ ମିଳିଥିବା ଜାନି ଯୌତୁକ ବାବଦରେ ନିଆଁ ଲଗାଇ ପୋଡ଼ିଦେଲେ। ଏପରି ଘଟଣା ନୟାଗଡ଼ ଜିଲ୍ଲାରେ ଘଟିଛି।୨୦ ବର୍ଷ ତଳେ ଦଶପଲ୍ଲା ଥାନା ବୁରୁସାହି ଗାଁର ବିଜୟ […]Continue Reading




