Home Archive by category Odisha News (Page 383)

Odisha News

Odisha News
ଓଡ଼ିଶା,୨୩/୧୧ : ଓଡ଼ିଶା ଶିଳ୍ପ ନୀତି-୨୦୧୫ରେ ଦୁଇଟି ସଂଶୋଧନକୁ ଆଜି ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କରିଛନ୍ତି । ଏହାସହିତ ଓଡ଼ିଶା ବିଶ୍ୱବିଦ୍ୟାଳୟ ଅଧିନିୟମ-୧୯୮୯ରେ ସଂଶୋଧନ ପ୍ରସ୍ତାବକୁ ମଧ୍ୟ ଆଜି କ୍ୟାବିନେଟର ମଞ୍ଜୁରୀ ମିଳିଛି ।ରାଜ୍ୟ ମୁଖ୍ୟ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସି ୨ଟି ପ୍ରସ୍ତାବକୁ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୧୧ : ଗଜପତି ଜିଲ୍ଲା ଗୋଷାଣୀ ବ୍ଲକ୍ ଅନ୍ତର୍ଗତ ଗୁରାଣ୍ଡି ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପକ୍ଷରୁ ୨୧ ନଭେମ୍ବରରୁ ୪ ଡିସେମ୍ବର ପର୍ଯ୍ୟନ୍ତ ପୁରୁଷ ବନ୍ଧ୍ୟାକରଣ ପକ୍ଷ ପାଳନ ଅବସରରେ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିନସ୍ଥ ଗାରାବନ୍ଧ ସ୍ଥିତ ଆରୋଗ୍ୟ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ର ଠାରେ ପୁରୁଷ ବନ୍ଧ୍ୟାକରଣ ପକ୍ଷ-୨୦୨୪ ସଚେତନତା ଅଭିଯାନର ଶୁଭାରମ୍ଭ କାର୍ଯ୍ୟକ୍ରମ ଅନୁଷ୍ଠିତ Continue Reading
Odisha News
ଭୁବନେଶ୍ୱର,୨୨/୧୧: ଥମୁନି ଅଭିନେତାଙ୍କ କଳି। ଡିସିପି ଅଫିସ ଆଗରେ ଶୁକ୍ରବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଅଭିନେତା ମନୋଜ ମିଶ୍ର ଏବଂ ବବି ଇସଲାମ୍ କୌଣସି କଥାକୁ ନେଇ ମୁହାଁମୁହିଁ ହୋଇଛନ୍ତି।ପୋଲିସ ଉଭୟଙ୍କୁ କାବୁ କରି ସ୍ଥିତି ନିୟନ୍ତ୍ରଣ କରିଛି। ଅନ୍ୟପକ୍ଷେ ଉଭୟପକ୍ଷ ସିପି ଅଫିସରେ ପହଞ୍ଚି ସମସ୍ୟାର ସମାଧାନ ପାଇଁ ଉଦ୍ୟମ ଆରମ୍ଭ କରିଛନ୍ତି। ଏହି ଘଟଣା ରାଜଧାନୀରେ ଏବେ ଚର୍ଚ୍ଚାର ବିଷୟ ହୋଇଛି।Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୨/୧୧ :ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟରେ ଆଜି ଇନକ୍ଲୁଜନ ୱାଲ୍ ର ଉଦ୍‌ଘାଟନ କରାଯାଇଛି। ସମାଜର ସମସ୍ତ ଶ୍ରେଣୀର ଲୋକଙ୍କ ଏକତା, ସମ୍ମାନ, ଏବଂ ସମନ୍ୱୟର ପ୍ରତୀକ ହିସାବରେ ଏହି ଇନକ୍ଲୁଜନ ୱାଲ୍ ଗଠନ କରାଯାଇଛି। ଉଦ୍ଘାଟନ କାର୍ଯ୍ୟକ୍ରମରେ ବିଦ୍ୟାଳୟର ମୁଖ୍ୟ ଅଧ୍ୟାପକ ଶ୍ରୀଯୁକ୍ତ ସନକ ମେହେର ମହୋଦୟ କହିଥିଲେ, “ଆମେ ସମସ୍ତଙ୍କ ମଧ୍ୟରେ ସମାନତା ଏବଂ ସ୍ୱୀକୃତିର ଦୃଢ ପରିବେଶ ସୃଷ୍ଟି କରିବାକୁ Continue Reading
Odisha News
ବୌଦ୍ଧ, ୨୨/୧୧ : ଘରୋଇ କଳିର କରୁଣ ପରିଣତି। ବିଷ ପିଇ ବଡ଼ ଭଉଣୀର ଜୀବନ ଯାଇଥିବା ବେଳେ ସାନ ଭଉଣୀର ଅବସ୍ଥାରେ ଗୁରୁତର ରହିଛି। ବୌଦ୍ଧ ଜିଲ୍ଲା ହରଭଙ୍ଗା ମହାଲିକ୍ ପଡ଼ା ଗ୍ରାମରେ ଏହି ଘଟଣା ଘଟିଛି। ମୃତ ମହିଳା ଜଣଙ୍କ ହେଲେ ନଳିନୀ ସାହୁ। ନଳିନୀଙ୍କ ସାନ ଭଉଣୀ ସାଲିନୀ ମହାଳିକଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।ମହାଲିକପଡ଼ା ଗାଁରେ ମଣ୍ଟୁ ସାହୁ ଓ ତାଙ୍କ ପତ୍ନୀ ନଳିନୀ ସାହୁ ଓ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୨/୧୧ : ପ୍ରକୃତ ହିତାଧିକାରୀ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ହେଉଥିବା ବେଳେ ଡବଲ ଇଞ୍ଜିନ ସରକାରର ନବ ନିର୍ବାଚିତ ବ୍ଲକ ଉପାଧକ୍ଷ କାହ୍ନୁ ଚରଣ ନାଥ ଚଞ୍ଚକତା କରିନିଜ କ୍ଷମତାର ଅପପ୍ରୟୋଗ କରି କିଛି ଅସାଧୁ ସରକାରୀ କର୍ମଚାରୀଙ୍କୁ ହତବାରିସୀ କରି ନିଜ ମା ପୁଷ୍ପଲତା ନାଥଙ୍କ ନାମକୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ ସହ ଚଳିତ ୦୮ନଭେମ୍ବର ୨୦୨୪ ରିଖରେ ପ୍ରଥମ କିସ୍ତି ଟଙ୍କା ପାଇବା ଖବର ସମସ୍ତଙ୍କୁ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୧/୧୧: ପାରିବାରିକ କଳହର କରୁଣ ପରିଣତି ନେଇଛି ଉଭୟ ସ୍ବାମୀ ଓ ସ୍ତ୍ରୀ ଙ୍କ ମୂଲ୍ୟବାନ ଜୀବନ । ମୋବାଇଲ ବନ୍ଧା ରଖିବାକୁ ନେଇ ବଚସା ପରେ ସ୍ତ୍ରୀ ଙ୍କ ନିଜ ଘରେ ଆତ୍ମହତ୍ୟା ।ତେବେ ସ୍ତ୍ରୀ ଆତ୍ମହତ୍ୟା କରିବା ଦେଖି ସ୍ବାମୀ ସ୍ତ୍ରୀ ଙ୍କୁ ବଞ୍ଚେଇବାକୁ ଉଦ୍ୟମ କରି ବିଫଳ ହେବା ପରେ ଅନ୍ୟ ଏକ କୋଠରୀ ରେ ସ୍ବାମୀ ମଧ୍ୟ ଆତ୍ମହତ୍ୟା କରିଥିଲେ ।ଏପରି ଏକ ଅଭାବନୀୟ ଘଟଣା ଦେଖିବାକୁ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୧/୧୧ : ବୌଦ୍ଧ ବ୍ଲକ୍ ଲକ୍ଷ୍ମୀପ୍ରସାଦ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଲୋକକଳା ଗ୍ରାମ ନାରାୟଣ ନଗର ଗ୍ରାମରେ ଶ୍ରୀଜଗନ୍ନାଥ ଓ ଶ୍ରୀରାମଙ୍କ ଭବ୍ୟ ଯୁଗ୍ମ ମନ୍ଦିର ପ୍ରତିଷ୍ଠା ଉତ୍ସବ ନିମନ୍ତେ ମନ୍ଦିର ନିର୍ମାଣ କମିଟିର ସଭାପତି ରାଜେନ୍ଦ୍ର ମେହେରଙ୍କ ସଭାପତିତ୍ୟରେ ପ୍ରସ୍ତୁତି ବୈଠକ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ପ୍ରସ୍ତୁତି ବୈଠକରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୧/୧୧ : ବୌଦ୍ଧ ବ୍ଲକ୍ ଲକ୍ଷ୍ମୀପ୍ରସାଦ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଲୋକକଳା ଗ୍ରାମ ନାରାୟଣ ନଗର ଗ୍ରାମରେ ଶ୍ରୀଜଗନ୍ନାଥ ଓ ଶ୍ରୀରାମଙ୍କ ଭବ୍ୟ ଯୁଗ୍ମ ମନ୍ଦିର ପ୍ରତିଷ୍ଠା ଉତ୍ସବ ନିମନ୍ତେ ମନ୍ଦିର ନିର୍ମାଣ କମିଟିର ସଭାପତି ରାଜେନ୍ଦ୍ର ମେହେରଙ୍କ ସଭାପତିତ୍ୟରେ ପ୍ରସ୍ତୁତି ବୈଠକ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ ପ୍ରସ୍ତୁତି ବୈଠକରେ ବୌଦ୍ଧ ବିଧାୟକ ତଥା ସରକାରୀ ଦଳ ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନ Continue Reading
Odisha News
ଯାଜପୁର,୨୧/୧୧: ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ଆକ୍ରମଣ ଘଟଣାରେ ପୋଲିସ ଗୁରୁବାର ୧୦ଜଣଙ୍କୁ ଗିରଫ କରିଛି। ପୋଲିସ ଗିରଫ ସମସ୍ତ ଅଭିଯୁକ୍ତଙ୍କୁ ଯାଜପୁର ଏସ୍‌ଡିଜେଏମ୍ କୋର୍ଟରେ ହାଜର କରିଥିଲା। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତମାନଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି। ବିଧାୟକଙ୍କ ପିଏସ୍‌ଓଙ୍କ ଏତଲା ଆଧାରରେ ୧୦ଜଣ ଗିରଫ କରାଯାଇଛି।ଅନ୍ୟପକ୍ଷେ ଯାଜପୁର ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ସମର୍ଥକ Continue Reading