Home Archive by category Odisha News (Page 385)

Odisha News

Odisha News
କଟକ, ୧୯/୧୧ : ସାଧାରଣ ଲୋକଙ୍କ ଆଗ୍ରହ ଓ ଉତ୍ସାହକୁ ଦୃଷ୍ଟିରେ ରଖି ଐତିହାସିକ କଟକ ବାଲିଯାତ୍ରାର ଅବଧିକୁ ଆଉ ଦିନଟିଏ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବାଲିଯାତ୍ରା ୨୨ତାରିଖ ପରିବର୍ତ୍ତେ ୨୩ତାରିଖ ପର୍ଯ୍ୟନ୍ତ ଚାଲିବ ।ଆଜି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଐତିହାସିକ କଟକ ବାଲିଯାତ୍ରାକୁ ଗୋଟିଏ ଦିନ ବୃଦ୍ଧି କରିଛନ୍ତି। ଚଳିତ ନଭେମ୍ବର ୧୫ ତାରିଖ କାର୍ତ୍ତିକ ପୂର୍ଣ୍ଣିମାଠାରୁ ୮ଦିନ Continue Reading
Odisha News
କମ୍ଭୁୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୯/୧୧ : ଆଜି ତା ୧୯-୧୧-୨୦୨୪ ରିଖ ମଙ୍ଗଳବାର ବୌଦ୍ଧ ବ୍ଲକ ଅନ୍ତର୍ଗତ ବାଉଁଶୁଣୀ ସଂସ୍କାର ମାଧ୍ୟମିକ ବିଦ୍ୟାଳୟ ପରିସରରେ କେନ୍ଦ୍ର ସରକାର ଙ୍କ ଯୁବ ବ୍ୟାପାର ଓ କ୍ରୀଡା ମନ୍ତ୍ରାଳୟ ଭାରତ ସରକାର MY ଭାରତ, ବୌଦ୍ଧ ତରଫରୁ ଜାତୀୟ ସଂହତି ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି ।MY ଭାରତ ବୌଦ୍ଧ ର ସହକର୍ମୀ ଆଶ୍ମାନ ମହାକୁଡ଼ ଙ୍କ ସଂଯୋଜନା ରେ ଅନୁଷ୍ଠିତ ଏହି କାର‌୍ୟ୍ୟକ୍ରମ ରେ ମୁଖ୍ୟଅତିଥି ଭାବେ ମାଧ୍ୟ୍ୟମିକ Continue Reading
Odisha News
କଟକ, ୧୯/୧୧ : କଟକ ଜିଲ୍ଲା ଚୌଦ୍ୱାରର ୮ ନମ୍ବର ଓ୍ୱାର୍ଡ ମୁଣ୍ଡା ସାହିରେ ୬ମାସର ଶିଶୁର ସନ୍ଦେହଜନକ ମୃତ୍ୟୁ ଘଟିଛି। ଶିଶୁଟିକୁ ତାର ବାପାମା’ ହତ୍ୟା କରିଥିବା ଅଭିଯୋଗ ଆଣି ଥାନାରେ ଦ୍ୱାରସ୍ଥ ହୋଇଛନ୍ତି ଗ୍ରାମବାସୀ।ଅଭିଯୋଗ ଅନୁସାରେ, ଗତକାଲି ରାତି ଶିଶୁଟି ତାର ବାପାମାଆଙ୍କ ପାଖରେ ଶୋଇଥିବାବେଳେ ଆଜି ସକାଳେ ତାର ମୃତ୍ୟୁ ହୋଇଥିଲା। ପରେ ବାପାମା’ ଶିଶୁଟିକୁ ନେଇ ଶ୍ମଶାନରେ ପୋତି ଦେଇଥିଲେ। ତେବେ ଶିଶୁଟିକୁ ତାର ବାପାମା’ ମଦ ନିଶାରେ ହତ୍ୟା Continue Reading
Odisha News
ଭୁବନେଶ୍ୱର,୧୯/୧୧: ପୁଣି ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି । ଆସନ୍ତା ୨୧ ତାରିଖ ସୁଦ୍ଧା ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ଆସନ୍ତା ୨୩ ସୁଦ୍ଧା ଲଘୁଚାପରେ ପରିଣତ ହେବ । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ଅବପାତ ରୂପ ନେବ ବୋଲି ସୂଚନା ମିଳିଛି ।ତେବେ ଲଘୁଚାପର ପ୍ରଭାବ କିଭଳି ରହିବ, ଏଯାଏଁ ସ୍ପଷ୍ଟ ହୋଇନି । ରାଜ୍ୟରେ […]Continue Reading
Odisha News
ସୁବର୍ଣ୍ଣପୁର, ୧୯/୧୧ : ବିବାହକୁ ୬ମାସ ପୂରି ନାହିଁ। ଯୌତୁକ ପାଇଁ ଉଜୁଡ଼ି ଗଲା ସୁନାର ସଂସାର। ନବ ବଧୂକୁ ବିଷ ଦେଇ ଶ୍ୱଶୁର ଘର ଲୋକେ ମାରି ଦେଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଘଟିଛି ସୁବର୍ଣ୍ଣପୁର ଜିଲ୍ଲା ବିନିକା ଥାନା ଚରଦା ଗାଁରେ। ମୃତ ମହିଳା ଜଣଙ୍କ ହେଲେ ଅଞ୍ଜଳି ମହାକୁଡ। ଝିଅକୁ ଶ୍ୱଶୁର ଘର ଲୋକେ ଯୌତୁକ ପାଇଁ ବିଷ ଦେଇ ମାରିଦେଇଥିବା ବିନିକା ଥାନାରେ ଅଭିଯୋଗ କରିଛନ୍ତି ମା’।ଅଭିଯୋଗ ଅନୁସାରେ,ଚରଦା ଗାଁର […]Continue Reading
Odisha News
ସମ୍ବଲପୁର, ୧୯/୧୧ : ସମ୍ବଲପୁର ଜିଲ୍ଲା ନାକଟିଦେଉଳ ରେଞ୍ଜ ବୁରମାଲ ଜଙ୍ଗଲରେ ବିଦ୍ୟୁତ୍ ଆଘାତରେ ୩ ହାତୀ ମୃତ୍ୟୁ ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ଅଭିଯୋଗରେ ବନ ବିଭାଗ ୩ କ୍ଷେତ୍ର ବନ କର୍ମଚାରୀଙ୍କୁ ନିଲମ୍ବିତ କରିଛି। ଏଥିସହ ଦୁଇ ବରିଷ୍ଠ ବନ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ମଧ୍ୟ ସରକାରଙ୍କୁ ସୁପାରିସ କରିଛି।ଅନ୍ୟପକ୍ଷରେ ବିଦ୍ୟୁତ ତାର ବିଛାଇ ବାରହା ଶିକାର କରିବା ଅଭିଯୋଗରେ ଚିହ୍ନଟ ୪ Continue Reading
Odisha News
ବରଦା ଦାସଙ୍କ ରିପୋର୍ଟକଟକ, ୧୯/୧୧ : ଇନ୍ଦୋର ରୁ ପୁନମ ଭଉଣୀ କଟକ ସିଡିଏ ସେକ୍ଟର ୧୦ ସ୍ଥିତ ସରସ୍ବତୀ ଶିଶୁ ମନ୍ଦିର ପ୍ରାଙ୍ଗଣରେ ଅଷ୍ଟମ ଦିବସ ରେ ମହା ବିଜୟ ଉତ୍ସବ ମହାସମାରୋହରେ ପାଳିତ ହୋଇ ଯାଇଛି । ଭଉଣୀ ପୁନମ୍ ତାଙ୍କ ବକ୍ତବ୍ୟରେ ବହୁ ଉପାଦେୟ କଥା ପ୍ରକାଶ କରିଥିଲେ ।ସଂପ୍ରତି ଆତଙ୍କବାଦ, ଭ୍ରଷ୍ଟାଚାର,ପାପାଚାର୍, ବିକାର ଗ୍ରସ୍ତ ଦୁନିଆ ରେ ଆମକୁ ପଙ୍କରେ ପଙ୍କଜ ହୋଇ ରହିବାକୁ ପରାମର୍ଶ ଦେଇଥିଲେ ।ତେଣୁ ଏହି ଜ୍ଞାନ […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୮/୧୧: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଶ୍ରୀ ଜଗନ୍ନାଥ ମନ୍ଦିରରେ ପାର୍ଶ୍ଵ ଦେବାଦେବୀ ଙ୍କ ନୂତନ ମନ୍ଦିର ନିର୍ମାଣ ଓ ବିଗ୍ରହ ପ୍ରତିଷ୍ଠା ମହୋତ୍ସବର ତୃତୀୟ ଦିନ ରେ ଭଞ୍ଜନଗର ବିଧାୟକ ପ୍ରଦୂମ୍ନ ନାୟକ ପହଞ୍ଚି ଜଗନ୍ନାଥଙ୍କ ଦର୍ଶନ କରିଥିଲେ ।ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ରେ ତାଙ୍କୁ ସ୍ଵାଗତ କରିବା ପରେ ମନ୍ଦିର ଟ୍ରଷ୍ଟ ପକ୍ଷରୁ ନଦିଆ ସଙ୍କୀର୍ତନ ରେ ହରେ କୃଷ୍ଣ ହରେ ରାମ ନାମ ଧରି Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୮/୧୧: ଗଜପତି ଜିଲ୍ଲା ରାୟଗଡ ବ୍ଲକ ଅନ୍ତର୍ଗତ ସାନତୁଣ୍ଡି ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ଆରକ୍ଷୀ ଅଧିକ୍ଷକ ଶ୍ରୀ ଜତିନ୍ଦ୍ର କୁମାର ପଣ୍ଡା , ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ Continue Reading
Odisha News
ବରଦା ଦାସଙ୍କ ରିପୋର୍ଟକଟକ, ୧୮/୧୧ : ଓଡ଼ିଆ ଭାଷାକୁ ହିତକାରି ଓ ଅର୍ଥ କାରି କରିବା ପାଇଁ ନୂତନ ଯୋଜନା ସରକାର ଶୀଘ୍ର ଯୋଗ୍ୟ ବ୍ୟକ୍ତି ଙ୍କ ଦିଗ ଦର୍ଶନ ରେ ପ୍ରସ୍ତୁତ କଲେ ଓଡ଼ିଶା ଏକ ନମ୍ୱର୍ ରାଜ୍ୟ ହୋଇ ପାରିବ ବୋଲି ଗତକାଲି ସନ୍ଧ୍ୟାରେ ବିଜେପି ରାଜ୍ୟ କାର୍ଯ୍ୟାଳୟ ବୁଦ୍ଧିଜୀବୀ ସମ୍ମିଳନୀରେ ମତ ପ୍ରକାଶ ପାଇଛି ।ବିଜେପି ସଭାପତି ମନମୋହନ ସ।ମଲ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି କହିଲେ ଯେ ଓଡ଼ିଆ ଭାଷା […]Continue Reading