Home Archive by category Odisha News (Page 387)

Odisha News

Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୬/୧୧ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ “ଜାତୀୟ ପ୍ରେସ ଦିବସ ୨୦୨୪” କାର୍ଯ୍ୟକ୍ରମ ଅବସରରେ “ଗଣମାଧ୍ୟମର ପରିବର୍ତ୍ତନ ଶୀଳ ସ୍ୱରୂପ ” ସମ୍ପର୍କିତ ବିଷୟ ବସ୍ତୁ ଉପରେ ଏକ ଆଲୋଚନା ଚକ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ବରିଷ୍ଠ ସାମ୍ବାଦିକ ଶ୍ରୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୧୬/୧୧ : ଜାତୀୟ ପ୍ରେସ ଦିବସ ଓ ଜିଲ୍ଲା ସାମ୍ବାଦିକ ୟୁନିୟନ(ଓୟୁଜେ), ବୌଦ୍ଧର କର୍ମକର୍ତ୍ତା ଚୟନ ଜିଲ୍ଲା ସାମ୍ବାଦିକୟୁନିୟନ(ଓୟୁଜେ), ବୌଦ୍ଧ ପକ୍ଷରୁ ଗାନ୍ଧରାଢ଼ୀ ନିକଟସ୍ଥ ଜଗତି ହନୁମାନ ମନ୍ଦିର ଠାରେ ଜାତୀୟ ପ୍ରେସ ଦିବସ ଓ ଜିଲ୍ଲା ସାମ୍ବାଦିକ ୟୁନିୟନର କର୍ମକର୍ତ୍ତା ଚୟନ ଅନୁଷ୍ଠିତ ହୋଇଯାଇଛି ।ରାଜ୍ୟ ସାଙ୍ଗଠନିକ ସମ୍ପାଦକ ଋତୁରାଜ ସିଂହଙ୍କ ଓ ବରିଷ୍ଠ ସାମ୍ବାଦିକ କରୁଣାକର ମେହେରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ Continue Reading
Odisha News
ଓଡ଼ିଶା, ୧୬/୧୧ : ବିଜେଡିକୁ ବଡ଼ ଝଟ୍‌କା। ବିଜେଡି ହାତରୁ ଗଲା ଆଉ ଗୋଟିଏ ବ୍ଲକ୍‌। ଅନାସ୍ଥାରେ ହାରିଲେ ଢେଙ୍କାନାଳ ସଦର ବ୍ଲକ୍ ଅଧ୍ୟକ୍ଷା ରାଜଶ୍ରୀ ନାୟକ। ଆଜି ହୋଇଥିବା ଅନାସ୍ଥା ଭୋଟ୍‌ରେ ୧୭ ଜଣ ଅଧ୍ୟକ୍ଷାଙ୍କୁ ସମର୍ଥନ କରିଥିଲେ। କିନ୍ତୁ ୪୪ ଖଣ୍ଡ ଭୋଟ୍ ଅନାସ୍ଥା ସପକ୍ଷରେ ପଡ଼ିଥିଲା। ଖଣ୍ଡିଏ ଭୋଟ୍ ନାକଚ ହୋଇଥିଲା।ଢେଙ୍କାନାଳ ସଦର ବ୍ଲକରେ ବିଜେଡି ସମର୍ଥିତ ରାଜଶ୍ରୀ ନାୟକ ଅଧ୍ୟକ୍ଷା ଭାବେ ନିର୍ବାଚିତ ହୋଇଥିଲେ। ତେବେ ସାଧାରଣ ନିର୍ବାଚନରେ ବିଜେଡିର Continue Reading
Odisha News
ଭୁବନଶ୍ୱର,୧୬/୧୧: ଓଡ଼ିଶାର ଦୁଗ୍ଧଚାଷୀଙ୍କ ପାଇଁ ଖୁସି ଖବର। ଏଣିକି ଦୁଗ୍ଧଚାଷୀଙ୍କ ପାଇଁ ଲାଗୁ ହେବ ଡିବିଟି। ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି।ଶନିବାର ଆୟୋଜିତ ଓମ୍‌ଫେଡ୍ ସମୀକ୍ଷା ବୈଠକ ପରେ ମନ୍ତ୍ରୀ କହିଛନ୍ତି, ଅନ୍ୟ ରାଜ୍ୟ ଭଳି ଓଡ଼ିଶାର ଦୁଗ୍ଧଚାଷୀଙ୍କ ଆକାଉଣ୍ଟକୁ ସିଧାସଳଖ ଟଙ୍କା ଯିବ। ପଞ୍ଚାୟତ କ୍ଷୀର ଧାରା କେନ୍ଦ୍ରରେ କ୍ଷୀର ଦେଲେ ଟଙ୍କା ଦୁଗ୍ଧଚାଷୀଙ୍କ ଆକାଉଣ୍ଟକୁ ଯିବ। ଡିବିଟି ମାଧ୍ୟମରେ ଏହି Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟଭୁବନେଶ୍ୱର, ୧୬/୧୧ : ଗ୍ରାହକ ସେବାରେ ଉନ୍ନତି ଆଣିବା ଓ ବିଦ୍ୟୁତ ସେବା ବ୍ୟାହତ ବିଷୟରେ ସୂଚନା ପ୍ରକ୍ର୍ରିୟାର ସରଳୀକରଣ କରିବା ଲାଗି ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦନ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ୍ (ଟିପିଏନ୍‌ଓଡିଏଲ୍‌) ପକ୍ଷରୁ ନୂଆ ମିସଡ୍ କଲ୍ ଅଭିଯୋଗ ପଞ୍ଜୀକରଣ ବ୍ୟବସ୍ଥାର ଶୁଭାରମ୍ଭ କରାଯାଇଛି ଯାହା ଗ୍ରାହକମାନଙ୍କୁ ଅତ୍ୟାବଶ୍ୟକୀୟ ସେବା ଓ ସମ୍ପର୍କିତ ସୂଚନା ପାଇବା ସହଜ କରିଛି Continue Reading
Odisha News
ଭୁବନେଶ୍ୱର, ୧୬/୧୧ : ଆଜିଠାରୁ ୬ ଦିନିଆ ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ। ରାଜ୍ୟକୁ ପୁଞ୍ଜି ଆଣିବା ଲାଗି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସିଙ୍ଗାପୁର ଗସ୍ତ କରିଛନ୍ତି। ଓଡ଼ିଶାକୁ ଏକ ପ୍ରମୁଖ ନିବେଶ ସ୍ଥଳ ଭାବେ ଉପସ୍ଥାପନ କରିବା ଲାଗି ସେ ଉଚ୍ଚସ୍ତରୀୟ ବୈଠକରେ ଭାଗ ନେବେ।ଏହାସହିତ ସିଙ୍ଗାପୁର ଉପ ପ୍ରଧାନମନ୍ତ୍ରୀ, ବୈଦେଶିକ ମନ୍ତ୍ରୀ, ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ ଅଧିକାରୀମାନଙ୍କୁ ଭେଟିବେ। ସେ ସିଙ୍ଗାପୁର ଯିବା ପୂର୍ବରୁ କହିଛନ୍ତି କି Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୬/୧୧ : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଜି.ଉଦୟଗିରି ବ୍ଲକ ଅନ୍ତର୍ଗତ କଳିଙ୍ଗାଠାରୁ ମାତ୍ର ୩ କିଲୋମିଟର ଦୂର କଳିଙ୍ଗା ଘାଟି ପ୍ରଥମ ବୁଲାଣିରେ ବୁଧବାର ବିଳମ୍ବିତ ରାତିରେ ଏକ ୧୬ ଚକିଆ ଟ୍ରକ୍ ନଂ.ଏପି-୩୯ -ଟିକ୍ୟୁ -୭୫୭୫ରେ ଜିଆଇ ତାର ବୋଝେଇ ହୋଇ ବ୍ରହ୍ମପୁର ଯାଉଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି।ଘଟଣା ସ୍ଥଳରେ ଘୁ.ଉଦୟଗିରି ଅଗ୍ନିଶମ ବାହିନୀ, ପୋଲିସ ଓ କଳିଙ୍ଗାର କିଛି ଯୁବକ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୬/୧୧ : ଧରତୀ ଆବା ଭଗବାନ ବିର୍ସାମୁଣ୍ଡାଙ୍କ ୧୫୦ତମ ଜନ୍ମ ବାର୍ଷିକୀ ଉପଲକ୍ଷେ ବୌଦ୍ଧ କଚେରୀ ପଡିଆଠାରେ ଜିଲାସ୍ତରୀୟ ଜନଜାତୀୟ ଗୌରବ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି ।ଜିଲାପାଳ ସୁବ୍ରତ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସମାରୋହରେ ମୁଖ୍ୟଅତିଥି ଭାବରେ କଣ୍ଟାମାଳ ବିଧାୟକ କହ୍ନେଇଁ ଚରଣ ଡାଙ୍ଗ ପ୍ରଦିପ ପ୍ରକ୍କଳନ ପୂର୍ବକ ଏହି କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବରେ ଉଦଘାଟନ କରିଥିଲେ ।ଏହି Continue Reading
Odisha News
ସୁଧାଂଶୁ ସିଂଙ୍କ ରିପୋର୍ଟରାୟଗଡ଼ା, ୧୬/୧୧ : ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ସିଜିମାଳି ବକ୍ସାଇଟ ଖଣି ଖନନ ଦାବିରେ ଆଜି ବିକ୍ଷୋଭ ପ୍ରଦର୍ଶନ ହୋଇଛି। ହଜାର ସଂଖ୍ୟାରେ ସ୍ଥାନୀୟ ଲୋକ ରାୟଗଡ଼ା ଠାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। କୋରାପୁଟ ଛକରୁ ଏକ ରାଲିରେ ଯାଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ।ତୁରନ୍ତ ସିଜିମାଳି ବକ୍ସାଇଟ ଖଣି ଖନନ ପାଇଁ ଅନୁମତି ଦେବାକୁ ଦାବି କରିଛନ୍ତି। ଏହି ଖଣି ଖନନ ହେଲେ ସ୍ଥାନୀୟ ଅଞ୍ଚଳର Continue Reading