ପ୍ରମୋଦ ସାହୁକାରଙ୍କ ରିପୋର୍ଟରାୟଗଡା, ୧୨/୧୧ : ଜୟଦେବ ଭଵନ, ଭୁବେନେଶ୍ୱର ରେ “ହାପି ମୁମେଣ୍ଟସ”ତରଫରୁ ଆୟୋଜିତ ସମାରୋହ “ଚେକ ଦେ ସୁପର ୫୦” ସମ୍ମାନିତ ପୁରସ୍କାର ବିତରଣ ଉତ୍ସବ ପାଳିତ ହୋଇଅଛି ।ଆମ ରାୟଗଡା ଜିଲ୍ଲା ଚନ୍ଦ୍ରପୁର ବ୍ଲକ ର ଦୁଇଜଣ ସମାଜ ସେବି ଶ୍ରୀ ପ୍ରମୋଦ ସାହୁକାର, ସମାଜ ସେବକ ପରିବେଶ ବିତ ସମ୍ଭାଦିକ ଓ ଶ୍ରୀ ପ୍ରଦୀପ ଚୌଧୁରୀ ବରିଷ୍ଠ ଶିକ୍ଷକ ସରକାରୀ ଉଚ୍ଚ ବିଦ୍ୟାଳୟ ଚନ୍ଦ୍ରପୁର ଙ୍କୁ ପୁରସ୍କାର ପ୍ରଦାନ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୨/୧୧: ପ୍ରଶାସନିକ ଆନ୍ତରିକତା ଅଭାବରୁ ବଲାଙ୍ଗୀର ଜିଲ୍ଲାରେ ପ୍ରହସନ ପାଲଟିଛି ମୋ ଜଙ୍ଗଲ ଜମି ଯୋଜନା।ବିଭାଗୀୟ ଅଧିକାରୀ ଙ୍କ ଅବହେଳା ତଥା ଅସହଯୋଗ ମନୋଭାବ ଯୋଗୁଁ ଏହି ଯୋଜନାର ସୁଫଳ ପାଇବାରୁ ସାଧାରଣ ଲୋକେ ବଞ୍ଚିତ ରହିଥିବା ଅଭିଯୋଗ ହେଉଛି।ଅନୁସୂଚିତ ଜନଜାତି ଓ ଅନ୍ୟାନ୍ୟ ପାରମ୍ପରିକ ବନବାସୀଙ୍କ( ଜଙ୍ଗଲ ଅଧିକାର ସ୍ଵୀକୃତି ଆଇନ -୨୦୦୬) ଅଧିକାର କୁ ସୁନିଶ୍ଚିତ କରିବା ଲକ୍ଷ୍ୟରେ ବଲାଙ୍ଗୀର ଜିଲ୍ଲାରେ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୧୨/୧୧ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋର୍ଟର ଜଣେ ବରିଷ୍ଠ ଆଇନଜୀବୀଙ୍କ ଉପରେ ଏସିଡ ମାଡ଼ ଘଟଣାରେ ସଂପୃକ୍ତ ଦୃର୍ବୁତ୍ତ ମାନଙ୍କୁ ତୁରନ୍ତ ଗିରଫ କରାଯିବା ସହ ତାଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଏବଂ ବିଭିନ୍ନ ଦାବି ନେଇ ଆଜି ପାରଳାଖେମୁଣ୍ଡି ଜିଲ୍ଲା କୋର୍ଟର ଓକିଲ ସଂଘ ପକ୍ଷରୁ କାର୍ଯ୍ୟବନ୍ଦ ଆନ୍ଦୋଳନ କରା ଯାଇଥିଲା ।ପାରଳାଖେମୁଣ୍ଡି ସ୍ଥିତ ଜନଗହଳି ପୂର୍ଣ୍ଣ ଜଙ୍ଗମ ସାହିରେ Continue Reading
ରାୟଗଡ଼ା, ୧୨/୧୧ : ବିଜେଡି ନେତା ଏନ୍.ଭାସ୍କର ରାଓଙ୍କ ସମେତ ୬ ଜଣଙ୍କ ନାଁରେ ଜାରି ହେଲା ଗିରଫ ପରୱାନା(ଘଈଡ)। ବହୁ ଚର୍ଚ୍ଚିତ ଆଦିବାସୀ ନେତା ଭାଗିରଥୀ ମାଣ୍ଡାଙ୍ଗି ହତ୍ୟା ମାମଲାର ୧୪ ବର୍ଷ ୧୧ ମାସ ପରେ ରାୟଗଡ଼ା ଏସ୍ଡିଜେଏମ୍ କର୍ଟ ଜାରି କରିଛନ୍ତି ଗିରଫ ପରୱାନା। ପୂର୍ବତନ ରାଜ୍ୟସଭା ସାଂସଦ ଓ ରାୟଗଡ଼ା ଜିଲ୍ଲା ବିଜେଡି ସଭାପତି ଏନ.ଭାସ୍କର ରାଓ, ୱାଇ. ଭେଙ୍କଟ ରାଓ(କଣ୍ଡାବାବୁ), ଏନ ଆଦିନାରାୟାନା, କେ.କ୍ରିଷ୍ଣା ରାଓ, ଇପିଲି ସନ୍ନ୍ୟାସୀ ରାଜୁ, Continue Reading
ଭୁବନେଶ୍ୱର, ୧୨/୧୧: ଜୟନାରାୟଣଙ୍କ ବିସ୍ଫୋରକ ବୟାନ ପରେ ବିଜେଡିର କଡା ଜବାବ। ବିଜେଡି ବିଧାୟକ ଧ୍ରୁବ ସାହୁ କହିଛନ୍ତି, ସମୟ କହିବ ଆଗକୁ କଣ ହେବ । ଓଡ଼ିଶାର ଜନ ସାଧାରଣ ସେ ନିଷ୍ପତ୍ତି ନେବେ। ଭାଜପା ଏଭଳି ଦିବା ସୱପ୍ନ ଦେଖିବା ଛାଡ଼ୁ । ୪ ମାସ ମଧ୍ୟରେ କିଏ ଆଇସିୟୁ କୁ ଯାଇଛି ତାହା ଓଡ଼ିଶାର ଲୋକେ ଦେଖୁଛନ୍ତି ଆଗକୁ ତାହାର ବିଚାର କରିବେ ।ଜୟନାରାୟଣ ମିଶ୍ର କହିଛନ୍ତି, ଅତନୁ ବାବୁ କହୁଛନ୍ତି କଂଗ୍ରେସ […]Continue Reading
କେନ୍ଦ୍ରାପଡ଼ା,୧୨/୧୧ : ଘରର ଭେଣ୍ଡିଆ ପୁଅ ରୋଜଗାର ପାଇଁ କେନ୍ଦ୍ରାପଡ଼ାରୁ ଯାଇଥିଲା ଝାରସୁଗୁଡ଼ା। ଟଙ୍କା ରୋଜଗାର କରି ପରିବାର ପୋଷିବ ବୋଲି ବାପାମା’ ଆଶା ରଖିଥିଲେ। ମାତ୍ର ଅଧିକ ରୋଜଗାର ଆଶାରେ ପୁଅ ଟ୍ରେଡିଂ ଆପ୍ରେ ଟଙ୍କା ଲଗାଇବା କାଳ ହେଲା । ଲକ୍ଷାଧିକ ଟଙ୍କାର କରଜ ବୋଝ ତଳେ ଚାପି ହୋଇଥିବା ପୁଅ ସେଥିରୁ ମୁକୁଳି ପାରିଲାନି। ଆଉ ଶେଷରେ ଟ୍ରେନ୍ ଆଗକୁ ଡେଇଁ ଜୀବନ ହାରିଲା। ଯେଉଁ ପୁଅକୁ ରୋଜଗାର ପାଇଁ ବାପା ଘରୁ […]Continue Reading
ପୁରୀ,୧୨/୧୧ : ମଙ୍ଗଳବାର (୧୨ ତାରିଖ)ଠାରୁ ପଞ୍ଚକ ବ୍ରତ ଆରମ୍ଭ ହେବାକୁ ଯାଉଛି। ପଞ୍ଚକ ବ୍ରତ ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହେବ।ଏହାକୁ ଦୃଷ୍ଟିରେ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ବିଶେଷ କରି ପଞ୍ଚକରେ ଶ୍ରୀମନ୍ଦିରରେ କେବଳ ସିଂହଦ୍ୱାର ଦେଇ ଭକ୍ତଙ୍କୁ ପ୍ରବେଶ ଅନୁମତି ମିଳିବ।ମହାପ୍ରଭୁଙ୍କ ଦର୍ଶନ ସାରି ଭକ୍ତମାନେ ଅନ୍ୟ ୩ଦ୍ୱାର ଦେଇ ପ୍ରସ୍ଥାନ କରିବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।ପଞ୍ଚକ ଓ Continue Reading
ଆମ୍ବ ଟାକୁଆ ଜାଉର ପୁନରାବୃତ୍ତି : ଚାରି ମାସ ହେବ ମିଳିନି ଚାଉଳ: ଖୁର୍ସା, କରଡ଼ି ଓ ମକାରେ ବିତୁଛି ଆଦିବାସୀଙ୍କ ଜୀବନ
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୧୧/୧୧ : ଚାଉଳ ମିଳିବା ରେ ବିଳମ୍ବ ଯୋଗୁଁଁ ପେଟର ଭୋକକୁ ମେଣ୍ଟାଇବା ପାଇଁ ଖୁର୍ସା, କରଡ଼ି, ଜଙ୍ଗଲି କନ୍ଦା ଓ ମକା ଭଳି ଜଙ୍ଗଲ ଜାତ ଦ୍ରବ୍ୟରେ ପୂରୁଛି ପେଟ। ଏଭଳି ଏକ ଘଟଣା ପୁଣି କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଳକ ଭଣ୍ଡାରଙ୍ଗୀ ପଞ୍ଚାୟତର ଦୁର୍ଗମ ମାସ୍କାଗୁଡ଼ା ଗ୍ରାମରେ ଦେଖିବାକୁ ମିଳିଛି । ମିଳିଥିବା ସୂଚନା ଅନୁସାରେ, ମାସ୍କାଗୁଡ଼ା ଗ୍ରାମରେ ୧୮ ଆଦିବାସୀ ପରିବାର Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟସୋନପୁର, ୧୨/୧୧ : ଚଳିତ ଖରିଫ ଋତୁରେ ଧାନକିଣା ଆରମ୍ଭ ହେବା ପୂର୍ବରୁ ସରକାରଙ୍କ ସକ୍ରିୟତା ସହ କ୍ଷମତାସୀନ ଦଳର ଦଳୀୟ ପାଣ୍ଠି ଅସୁଲି ଓ ନୂତନ ସରକାରଙ୍କ ଧାର୍ଯ୍ୟ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ଲାଗୁ ପରିପ୍ରେକ୍ଷୀ ରେ ସୁବର୍ଣ୍ଣପୁର ଜିଲ୍ଲା ର ସୋନପୁର ବ୍ଲକ୍ ଅନ୍ତର୍ଗତ ଖଲିଆପାଲି ର ଏକ ରାଇସ୍ ମିଲ୍ ରେ ୯ ତାରିଖ ରେ ଯୋଗାଣ ବିଭାଗ ତରଫରୁ ଯାଞ୍ଚ କରାଯାଉଥିଲା।ତେବେ ଆସନ୍ନ ସନ୍ଧ୍ୟାରେ ସୁବର୍ଣ୍ଣପୁର […]Continue Reading
ଷଢ଼େଇକଳା, ୧୧/୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନକୁ ଆଉ ମାତ୍ର ଦୁଇ ଦିନ ବାକି ରହିଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଅଭିଯାନ ଶେଷ ହୋଇଛି ।ଶେଷ ଦିନରେ ବିଜେପି ପାଇଁ ପ୍ରଚାର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ଷଢ଼େଇକଳାରେ ଆଜି ଏକ ବିରାଟ ଜନସଭାରେ ଓଡ଼ିଆଙ୍କୁ ସମ୍ବୋଧନ କରିଛନ୍ତି ।ମୋହନ ମାଝୀ ବିଜେପି ସମର୍ଥିତ ପ୍ରାର୍ଥୀ ଚମ୍ପାଇ ସୋରନଙ୍କ ପାଇଁ ପ୍ରଚାର କରିଛନ୍ତି । […]Continue Reading




