Home Archive by category Odisha News (Page 394)

Odisha News

Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୮/୧୧: ବୌଦ୍ଧଜିଲ୍ଲାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଭୁଷୁଡିବାରେ ଲାଗିଛି । ଶିକ୍ଷାବର୍ଷ ଅଧା ଅତିକ୍ରମ କରିସାରିଥିଲେ ମଧ୍ୟ ଏପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନଙ୍କୁ ପୋଷାକ ବଣ୍ଟନ କାର୍ଯ୍ୟ ସରିନାହିଁ । ଏପଟେ ଶିକ୍ଷକ ଅଭାବରୁ ଗୋଟିଏ ପରେ ଗୋଟିଏ ବିଦ୍ୟାଳୟରେ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ବିଦ୍ୟାଳୟଗୁଡିକରେ ତାଲା ପକାଇବା ଭଳି ଘଟଣା ଦେଖିବାକୁ ମିଳିଛି ।ସବୁଠାରୁୂ ଗୁରୁତ୍ୱପୂର୍ଣ୍ଣ ହେଲା ବୁଧବାର ଦିନ ବୌଦ୍ଧ ସହର Continue Reading
Odisha News
କଟକ, ୭/୧୧ : ଐତିହାସିକ ବାଲିଯାତ୍ରା ନେଇ ଓଡ଼ିଶା ହାଇକୋର୍ଟ ବଡ଼ ନିର୍ଦ୍ଦେଶ ଦେଇଛନ୍ତି। କେବଳ ଉପର ପଡ଼ିଆରେ ବାଲିଯାତ୍ରାର ଆୟୋଜନ ପାଇଁ ହାଇକୋର୍ଟ ଅନୁମତି ଦେଇଛନ୍ତି। ଚଳିତ ବର୍ଷ ଉଭୟ ଉପର ଏବଂ ତଳ ପଡ଼ିଆରେ ବାଲିଯାତ୍ରା ଅନୁଷ୍ଠିତ ହେବ। କିନ୍ତୁ ଆସନ୍ତା ବର୍ଷ ଉପର ପରିବର୍ତ୍ତେ କେବଳ ତଳ ପଡ଼ିଆରେ ବାଲିଯାତ୍ରା ପାଇଁ ପ୍ରଶାସନ ପଦକ୍ଷେପ ବୋଲି ହାଇକୋର୍ଟ କହିଛନ୍ତି।ହାଇକୋର୍ଟ କହିଛନ୍ତି ଯେ, ବାଲିଯାତ୍ରାରେ ଅସମ୍ଭାଳ ଭିଡ ନିୟନ୍ତ୍ରଣ ପାଇଁ Continue Reading
Odisha News
ଭୁବନେଶ୍ୱର ,୭/୧୧ : ରାଜ୍ୟରେ ପିଡିଏସ୍ ହିତାଧିକାରୀଙ୍କୁ ଗହମ ମିଳିବା ବନ୍ଦ ରହିଥିଲା। ହେଲେ ଆସନ୍ତା ବର୍ଷରୁ ସେମାନଙ୍କୁ ଚାଉଳ ସହ ଗହମ ମିଳିବ । ଜାନୁଆରୀ ପ୍ରଥମ ସପ୍ତାହରୁ ହିତାଧିକାରୀଙ୍କୁ ଚାଉଳ ସହ ଗହମ ମିଳିବ ବୋଲି ଗୁରୁବାର ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି ।ମନ୍ତ୍ରୀ କହିଛନ୍ତି, କିଛି ହିତାଧିକାରୀ ଗହମ ଚାହୁଁଥିବା ବେଳେ କିଛି ଚାହୁଁନାହାନ୍ତି। ଏବେ ଗହମ ଆସିଛି, ସରକାରୀସ୍ତରରେ କାମ ବାକି ଥିବାରୁ ୨ ମାସ […]Continue Reading
Odisha News
ଭୁବନେଶ୍ୱର,୭/୧୧: କନ୍ଧମାଳ ମାଣ୍ଡିପଙ୍କା ଗାଁରେ ଆମ୍ବ ଟାକୁଆ ଖାଇ ମୃତାହତ ଘଟଣାକୁ ନେଇ ଭାଜପା ସରକାରଙ୍କ ଉପରେ ବର୍ଷିଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଆମର ବାର ବର୍ଷର ତପସ୍ୟାକୁ ଭାଜପା ସରକାର ଶୁଖୁଆ ପୋଡ଼ାରେ ଶେଷ କରିଦେଲେ। ବିଜେଡି ସରକାରଙ୍କ ବିକାଶମୂଳକ ଯୋଜନା ଲୋକମାନଙ୍କୁ ବଞ୍ଚିବାକୁ ଶକ୍ତି ଦେଉଥିଲା । ଏବେ ଭାଜପା ସରକାର ବିନା କାରଣରେ ଆଦିବାସୀଙ୍କ ଚାଉଳକୁ ବନ୍ଦ Continue Reading
Odisha News
ଭୁବନେଶ୍ୱର, ୭/୧୧: ଚାରି ଧାମକୁ ଯାତ୍ରା କରିବା ଓଡ଼ିଶା ବାସୀଙ୍କ ପାଇଁ ଏବେ ସହଜ ହୋଇଯିବ । ଏଣିକି ଗୋଟିଏ ବସରେ ବସି ଶ୍ରଦ୍ଧାଳୁମାନେ ଚାରି ଧାମ ଦର୍ଶନ କରିପାରିବେ ।ଏମିତିକି ସୁବିଧା ଉପଲବ୍ଧ କରିବାକୁ ଯାଉଛନ୍ତି ରାଜ୍ୟର ମୋହନ ସରକାର । ଏ ନେଇ ସୂଚନା ଦେଇଛନ୍ତି ସଡ଼କ ଓ ପରିବହନ ମନ୍ତ୍ରୀ ବିଭୁତି ଭୂଷଣ ଜେନା ।ପରିବହନ ମନ୍ତ୍ରୀ କହିଛନ୍ତି, ଚାରି ଧାମ ଯାତ୍ରା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ବସର ବ୍ୟବସ୍ଥା କରିବାକୁ […]Continue Reading
Odisha News
ଭୁବନେଶ୍ୱର, ୭/୧୧ : ବାରମ୍ବାର ବାରମ୍ବାର ବିମାନ ବାତିଲ ହେବା ପରେ ତାତିଛନ୍ତି ଯାତ୍ରୀ। ଅସନ୍ତୋଷ ପ୍ରକାଶ କରିବା ସହ ବିମାନ ବନ୍ଦରରେ ଧାରଣାରେ ବସିଛନ୍ତି ୬୦ରୁ ଅଧିକ ଯାତ୍ରୀ। ଏପରି ଘଟଣା ଦେଖିବାକୁ ମିଳିଛି ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ।ଭୁବନେଶ୍ୱରରୁ ହାଇଦ୍ରାବାଦ ଯିବାକୁ ଥିବା ବିମାନ ଓଢ ୨୯୩୨ ଗତକାଲି ସକାଳ ୯ ଟା ୫୫ରେ ଥିବାବେଳେ କୌଣସି କାରଣ ପାଇଁ ବାତିଲ ହୋଇଥିଲା। ଏହି ବିମାନ ଆଜି ସକାଳ ୮ଟା ୪୫କୁ ଧାର‌୍ୟ୍ୟ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୬/୧୧ : ଗଜପତି ଜିଲ୍ଲା ଅନ୍ତର୍ଗତ ଗୋଷାଣୀ ବ୍ଲକର ବିଭିନ୍ନ ଅଞ୍ଚଳର ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ଗୁରାଣ୍ଡୀ ଗୋଷ୍ଟି ସ୍ୱା କେନ୍ଦ୍ର ପକ୍ଷରୁ ଯୁବ ସମାଜ ପାଇଁ ତମାଖୁ ମୁକ୍ତ ସଚେତନତା ଅଭିଯାନ ୨-୦ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ଗୋଷାଣୀ ବ୍ଲକର ଗୁରାଣ୍ଡି ସ୍ଥିତ ମୀନକେତନ ଡିଗ୍ରୀ ମହାବିଦ୍ୟାଳୟ ଠାରେ ଅନୁଷ୍ଠିତ ସଚେତନତା କାର୍ଯ୍ୟକ୍ରମରେ ଜନସ୍ୱାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ମମତା ପାଢ଼ୀ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡ଼ା,୬/୧୧ : ଓଡ଼ିଆ ଭାଷା ପ୍ରତିଷ୍ଠାନ ଆନୁକୂଲ୍ୟରେ ଆଦିବାସୀ ମହାବିଦ୍ୟାଳୟ ଓଡ଼ିଆ ବିଭାଗ ସହଯୋଗିତାରେ ବୁଧବାର ‘ରାଜ୍ୟସ୍ତରୀୟ ଭାଷା ସଂପାନ’ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି ।ପ୍ରାରମ୍ଭରେ ବୈଦିକ ମନ୍ତ୍ରୋଚ୍ଚାରଣ ମଧ୍ୟରେ ଆମନ୍ତ୍ରିତ ଅତିଥିମାନେ ଶ୍ରୀଜଗନ୍ନାଥଙ୍କ ବିଗ୍ରହ ସମ୍ମୁଖରେ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଭାଷା ସଂପାନର ଶୁଭାରମ୍ଭ କରିଥିଲେ ।ମହାବିଦ୍ୟାଳୟ ଅଧ୍ୟକ୍ଷ Continue Reading
Odisha News
ଓଡ଼ିଶା, ୬/୧୧ : ଓଡ଼ିଶା ସିଭିଲ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା-୨୦୨୩ ପାଇଁ ଆଜି ତାରିଖ ଘୋଷଣା ହୋଇଛି । ବାତ୍ୟା ‘ଦାନା’ ଯୋଗୁ ଏହି ପରୀକ୍ଷାକୁ ସ୍ଥଗିତ ରଖାଯାଇଥିଲା ।ତେବେ ଆସନ୍ତା ଡିସେମ୍ବର ୧୫ତାରିଖରେ ପ୍ରିଲିମିନାରୀ ପରୀକ୍ଷା କରିବା ପାଇଁ ଓଡ଼ିଶା ଲୋକସେବା ଆୟୋଗ ଆପାତତଃ ନିଷ୍ପତ୍ତି ନେଇଛନ୍ତି । ଆୟୋଗଙ୍କ ପକ୍ଷରୁ ଆଜି ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।ଆୟୋଗଙ୍କ ସଚିବଙ୍କ ଦ୍ୱାରା ଜାରି ବିଜ୍ଞପ୍ତି ଅନୁସାରେ, ଓଡ଼ିଶା ସିଭିଲ୍ Continue Reading
Odisha News
ଓଡ଼ିଶା, ୬/୧୧ : ରାଜଧାନୀ ଭୁବନେଶ୍ୱରରେ ଗଡ଼ବ ମେଟ୍ରୋ ଟ୍ରେନ୍‌। ୨୦୨୭ ସୁଦ୍ଧା ସରିବ ମେଟ୍ରୋ ପ୍ରକଳ୍ପ କାମ ସରିବ। ପ୍ରତି ୧୦ ମିନିଟ୍ ବ୍ୟବଧାନରେ ଗଡ଼ିବ ମେଟ୍ରୋ। ଆଜି ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ଵର ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ।ମେଟ୍ରୋ ରେଳ ପ୍ରକଳ୍ପ କର୍ତ୍ତୃପକ୍ଷ କହିଛନ୍ତି, ୨୦୨୭ ଡିସେମ୍ବର ସୁଦ୍ଧା ସରିବ ଭୁବନେଶ୍ୱର ମେଟ୍ରୋ ପ୍ରକଳ୍ପ କାମ। ଭୂମିଠାରୁ ୧୩ ମିଟର ଉପରେ ଚାଲିବ ମେଟ୍ରୋ ଟ୍ରେନ୍‌। ତେବେ ରାଜମହଲ, ଜୟଦେବ ବିହାର ଓଭରବ୍ରିଜ Continue Reading