ଭୁବନେଶ୍ୱର, ୬/୧୧: ମୋ ବସରେ ଲଗାମ ଲଗାଇଛନ୍ତି ସରକାର । ଡ୍ରାଇଭରମାନଙ୍କ ବେପରୁଆ ଗାଡ଼ି ଚଲାଇବା ଉପରେ କଟକଣା ଲଗାଇଛନ୍ତି ରାଜ୍ୟ ସରକାର । ଏଣିକି ୪୦ କିଲୋମିଟରରୁ ଅଧିକ ବେଗରେ ଗଡ଼ିବନି ମୋ ବସ୍ । କାରଣ ମୋ ବସରେ ଲାଗିବ ସ୍ପିଡ୍ ଗଭର୍ଣ୍ଣର । ଏ ନେଇ ସୂଚନା ଦେଇଛନ୍ତି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।ରାଜ୍ୟର ବିଭିନ୍ନ ସ୍ଥାନରେ ମୋ ବସ୍ ଦୁର୍ଘଟଣା ଘଟାଇବା ନେଇ ଅଭିଯୋଗ ଆସୁଛି […]Continue Reading
Odisha News
ଭୁବନେଶ୍ୱର,୬/ ୧୧ : ବୁଧବାର ଭାରତୀୟ ଜନତା ପାର୍ଟିରେ ସାମିଲ ହୋଇଛନ୍ତି ପୂର୍ବତନ ବିଧାୟିକା ସୁନନ୍ଦା ଦାସ । ଭୁବନେଶ୍ୱରସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବରେ ସ୍ୱାମୀ ଦେବେନ୍ଦ୍ର ଦାସ ଏବଂ ନିଜର ସମର୍ଥକଙ୍କ ସହିତ ସାମିଲ ହୋଇଛନ୍ତି ସୁନନ୍ଦା । ଦଳର ସଭାପତି ମନମୋହନ ସାମଲ ତାଙ୍କୁ ଦଳୀୟ ଟୋପି ଓ ଉତ୍ତରୀୟ ଦେଇ ଦଳକୁ ସ୍ୱାଗତ କରିଛନ୍ତି । ଏହା ଆହୁରି ଶତାଧିକ ବିଜେଡ଼ି କର୍ମୀ ମଧ୍ୟ ଆଜି ବିଜେପିରେ ଯୋଗ […]Continue Reading
ସମ୍ବଲପୁର, ୬/୧୧: ସମ୍ବଲପୁର ସଦର ଥାନା ଅନ୍ତର୍ଗତ ମାନେଶ୍ୱର ହାଟପଦାରେ ଏକ ହୃଦୟ ବିଦାରକ ଘଟଣା ଘଟିଛି । ରାତିରେ ଘର ଭିତରେ ଅଗ୍ନିକାଣ୍ଡ ଘଟି ଜଣେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ଓ ତାଙ୍କ ବୃଦ୍ଧା ମାଆ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ମୃତକ ଦୁଇ ଜଣ ହେଲେ ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୈରେନ୍ଦ୍ରୀ ଦୀକ୍ଷିତ ଓ ତାଙ୍କ ମା’ ସ୍ନେହଲତା ଦୀକ୍ଷିତ । ଖବର ପାଇ ସଦର ଥାନା ପୁଲିସ ପହଁଚି ତଦନ୍ତ ଆରମ୍ଭ କରିଛି ।ସ୍ଥାନୀୟ ଲୋକଙ୍କ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୬/୧୧ : ଗଜପତି ଜିଲ୍ଲା ଭାରତୀୟ ଜନତା ପାର୍ଟି ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ବିଶ୍ଵନାଥ କଲ୍ୟାଣ ମଣ୍ଡପ ଠାରେ ସଂଗଠନ ପର୍ବ ତଥା ଜିଲ୍ଲା ସ୍ତରୀୟ କର୍ମଶାଳା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।ଭାଜପା ଜିଲ୍ଲା ସଭାପତି ତଥା ପୂର୍ବତନ ବିଧାୟକ ଶ୍ରୀ କେ: ନାୟରଣ ରାଓ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ସଂଗଠନ ପର୍ବ ପ୍ରଭାରୀ ତଥା ଆସିକା ସାଂସଦ ଅନିତା ଶୁଭଦର୍ଶୀନି ଯୋଗ ଦେଇଥିବା ବେଳେ […]Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୬/୧୧: ବୌଦ୍ଧଜିଲ୍ଲା ସଦର ମହକୁମାରେ ଥିବା ଜିଲ୍ଲା ଷ୍ଟାଡିୟମ କାର୍ଯ୍ୟ ଶେଷ ହୋଇ ପାରୁୂନାହିଁ ଫଳରେ ଖେଳାଳୀ ଅନେକ ଅସୁବିଧାର ସମ୍ମୁଖିନ ହେଉଥିବାର ବାରମ୍ବାର ଅଭିଯୋଗ ହୋଇ ଆସୁଛି ।ଏହି ଜିଲ୍ଲା ଷ୍ଟାଡିୟମଟି ୨୦୦୬ ମସିହାରୁ କାର୍ଯ୍ୟ ଆରମ୍ଭ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଖେଳ ଉପଯୋଗୀ ହୋଇ ପାରିନାହିଁ । ଷ୍ଟାଡିୟମର ଏବେବି ଅନେକ କାମ ବାକି ରହିଥିବା ବେଳେ ମୁଖ୍ୟତଃ ପଡିଆ କାମ ଅଧାପନ୍ତିରିଆ ଭାବରେ ପଡିରହିଛି ।ଯାହାକୁ Continue Reading
ଭୁବନେଶ୍ୱର,୫/୧୧: କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ିରେ ଆମ୍ବ ଟାକୁଆ ଜାଉ ଖାଇ ମୃତ୍ୟୁ ଘଟଣାରେ ଉଚ୍ଚ ସ୍ତରୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଆମ୍ବ ଟାକୁଆ ମୃତ୍ୟୁ ମାମଲାର ଆରଡିସି ସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଅନ୍ୟପକ୍ଷରେ ଏ ନେଇ କଂଗ୍ରେସ ରାଜନୀତି ଆରମ୍ଭ କରିଛି । ଏହି ଘଟଣା ପାଇଁ ରାଜ୍ୟ ସରକାରଙ୍କ ଅପାରଗତାକୁ ଦାୟୀ କରି ରାଜ୍ୟପାଳଙ୍କୁ ଭେଟିଛି କଂଗ୍ରେସ ପ୍ରତିନିଧି ଦଳ Continue Reading
ପୁରୀ,୫/୧୧: ଶ୍ରୀମନ୍ଦିର ମେଘନାଦ ପାଚେରୀରେ ଫାଟ ସୃଷ୍ଟି ହୋଇଛି। ଏହାକୁ ନେଇ ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ବୟାନବାଜି ଆରମ୍ଭ ହୋଇଛି।ଏସବୁ ମଧ୍ୟରେ ମଙ୍ଗଳବାର ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ମୁଖ୍ୟ ବାଡ଼ଗ୍ରାହୀ ଜଗନ୍ନାଥ ସ୍ବାଇଁ ମହାପାତ୍ର( ଜଗୁନି)। ଘଟଣାରେ ସେ ନିଜର ଅସନ୍ତୋଷ ବ୍ୟକ୍ତ କରିବା ସହ ନାଁ ନନେଇ ପୂର୍ବ ବିଜେଡି ସରକାରଙ୍କୁ ସରକାରଙ୍କୁ ଟାର୍ଗେଟ କରିଛନ୍ତି।ମହାପ୍ରଭୁଙ୍କ ମେଘନାଦ ପାଚେରୀରେ ଫାଟ ନେଇ ଜଗନ୍ନାଥ ସ୍ବାଇଁ ମହାପାତ୍ର କହିଛନ୍ତି, Continue Reading
ଭୁବନେଶ୍ୱର, ୫/୧୧: କେନ୍ଦ୍ର ସରକାର ଉତ୍କଳ କେଶରୀ ଡାକ୍ତର ହରେକୃଷ୍ଣ ମହତାବଙ୍କୁ ଏକ ବଡ଼ ଶ୍ରଦ୍ଧାଞ୍ଜଳୀ ଦେବାକୁ ଯାଉଛନ୍ତି ।ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀକୁ ଜାତୀୟ ସ୍ତରରେ ପାଳନ କରିବାକୁ ନିଷ୍ପତ୍ତି ନେଇଛନ୍ତି ମୋଦୀ ସରକାର । ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ‘ଏକ୍ସ’ରେ ସୂଚନା ଦେଇ କହିଛନ୍ତି ଯେ Continue Reading
ପୁରୀ,୫/୧୧ : ଆସନ୍ତା ୯ରେ ଆମେରିକାର ହ୍ୟୁଷ୍ଟନରେ ରଥଯାତ୍ରା ଆୟୋଜନ ହେଉଛି। ଏହାକୁ ନେଇ ବିବାଦ ଆରମ୍ଭ ହୋଇଯାଇଛି। ଅଦିନିଆ ରଥଯାତ୍ରାକୁ ନେଇ ଗଜପତି ମହାରାଜା ଦିବ୍ୟସିଂହ ଦେବ ମଙ୍ଗଳବାର ପ୍ରେସମିଟ କରିଛନ୍ତି। ଇସ୍କନର ଅଦିନିଆ ରଥ ଶ୍ରୀମନ୍ଦିର ପରମ୍ପରାର ଉଲ୍ଲଂଘନ ବୋଲି କହିଛନ୍ତି ଗଜପତି।ପୁରୀ ଗଜପତି ମହାରାଜା କହିଛନ୍ତି, ଚିଠି ଲେଖିବା ସତ୍ତ୍ବେ ଇସ୍କନ ନ ମାନି ରଥ ଆୟୋଜନ କରୁଛି। ୩ ତାରିଖର ସ୍ନାନଯାତ୍ରାକୁ ବାତିଲ କଲେ କିନ୍ତୁ ରଥଯାତ୍ରା ଆୟୋଜନ Continue Reading
କୋରାପୁଟ/ନନ୍ଦପୁର,୪/୧୧: ସ୍ବାମୀଙ୍କୁ ନିସ୍ତୁକ ପିଟିଲେ, ଗଛରେ ବାନ୍ଧିଦେଲେ। ସ୍ତ୍ରୀଙ୍କୁ ମଧ୍ୟ ମାଡ଼ ମାରି ଲହୁଲୁହାଣ କରିଦେଲେ।ସ୍ବାମୀଙ୍କ ଆଖି ଆଗରେ ଛଟଛଟ ହୋଇ ପ୍ରାଣ ହରାଇଲେ ସ୍ବାମୀ। ଏଭଳି ବିଭତ୍ସ, ହୃଦୟ ବିଦାରକ, ଛାତି ଥରାଇଦେଲା ଭଳି ଘଟଣା ଘଟିଛି। କୋରାପୁଟ ଜିଲା ଲମତାପୁଟ ବ୍ଲକ କୁମ୍ଭାରଗଗନ୍ଧନା ପଞ୍ଚାୟତର ହଣ୍ଡାଲତୋଟା ନିକଟ ରାସ୍ତାରେ । ମୃତା ମହିଳା ହେଲେ ସାବିତ୍ରୀ ଖରା।ସୂଚନାଯୋଗ୍ୟ, ସ୍ବାମୀ ମହେନ୍ଦ୍ର ଖରା ଓ ସାବୀତ୍ରୀ ସୋମବାର କୌଣସି Continue Reading




