ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୧୧ : ପାରଳାଖେମୁଣ୍ଡି ସ୍ଥିତ ଫରେଷ୍ଟ ଛକ ନିକଟସ୍ଥ ଉତ୍କଳ ବାଳାଶ୍ରମରେ ରହୁଥିଵା ଶିଶୁ ମାନଙ୍କୁ ପାରଳାଖେମୁଣ୍ଡିର ଜଣେ ବଦାନ୍ୟ ବ୍ୟକ୍ତିଙ୍କ ଦ୍ୱାରା ଡ୍ରେସ୍ ଏବଂ ଖାଦ୍ୟ ବଣ୍ଟନ କରାଯାଇଛି ।ସୂଚନା ପ୍ରକାରେ ଶ୍ରୀ ବିବୁଶା ନନ୍ଦ ପଟ୍ଟନାୟକ ଓ ତାଙ୍କ ଧର୍ମପତ୍ନୀ ଶ୍ରୀମତୀ ଇପ୍ସିତା ପଟ୍ଟନାୟକ ଆଜି ଉତ୍କଳ ବାଳାଶ୍ରମକୁ ଆସି ପିଲାମାନଙ୍କୁ ନୁଆ ଡ୍ରେସ ଦେବା ସହ ଏହି ଭ୍ରମଣର ସ୍ମୃତି ପାଇଁ ପିଲାମାନଙ୍କ ସହିତ କେକ୍ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୪/୧୧ : ଗଜପତି ଜିଲ୍ଲାର ନୂତନ ସିଡିଏମଓ: ତଥା ଜିଲ୍ଲାମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଭାବେ ଡ଼ାଃ ମହମ୍ମଦ ମୁବାରକ ଅଲ୍ଲୀ ଦାୟିତ୍ଵ ଗ୍ରହଣ କରିଛନ୍ତି ।ନୂତନ ଦାୟିତ୍ବ ଗ୍ରହଣ କରିବା ପରେ ଡ଼ାଃ ଅଲ୍ଲୀ କହିଛନ୍ତି ଯେ , ଜିଲ୍ଲାବାସୀଙ୍କୁ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ସହ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସମେତ ଜିଲ୍ଲାର ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ରର ସାମଗ୍ରିକ ବିକାଶ , ରହିଥିବା ସମସ୍ୟାର ସମାଧାନ Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ , ୪/୧୧: ବୌଦ୍ଧ ବ୍ଲକ୍ କାର୍ଯ୍ୟାଳୟଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି ।ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଓ ଆରକ୍ଷୀ ଅଧୀକ୍ଷକ ନାଗରାଜ ଦେବରକୋଣ୍ଡା ଯୁଗ୍ମ ଜନ ଶୁଣାଣୀ ଶିବିରରେ ଉପସ୍ଥିତ ରହି ଶିବିରକୁ ଆସିଥିବା ବିଭିନ୍ନ ଅଭିଯୋଗ ଗୁଡିକର ସମାଧାନ କରିଥିଲେ ।ଶିବିରକୁ ବୌଦ୍ଧ ଜିଲ୍ଲାର ବିଭିନ୍ନ ଗ୍ରାମ ପଞ୍ଚାୟତର ଜନସାଧାରଣ ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା Continue Reading
କେନ୍ଦୁଝର,/ପାଟଣା, ୪/୧୧: କେନ୍ଦୁଝର ଜିଲା ଓକିଲ ସଂଘ ସଭାପତି ଆଲୋକ ମହାନ୍ତ (ରାଜା) ଏବଂ ସାହାରପଡ଼ା ବ୍ଲକ ଅଧ୍ୟକ୍ଷା ରୀନା ନାୟକ ବିଜେଡି ଛାଡ଼ି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନୀତି ଓ ଆଦର୍ଶରେ ଅନୁପ୍ରାଣୀତ ହୋଇ ସୋମବାର ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀ ନିବାସଠାରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାରତୀୟ ଜନତା ପାର୍ଟିରେ ବିଧିବଦ୍ଧ ଭାବେ ଯୋଗ ଦେଇଛନ୍ତି।ନବାଗତ ଦୁଇ ନେତାଙ୍କୁ ଭାରତୀୟ ଜନତା Continue Reading
ଭୁବନେଶ୍ୱର,୪/୧୧: ଚଳିତ ଖରିଫ ଋତୁ ପାଇଁ ନଭେମ୍ବର ୨୧ ତାରିଖରୁ ଧାନ କିଣା ଆରମ୍ଭ ହେବ। ଧାନ କିଣା ନେଇ ମନ୍ତ୍ରିସ୍ତରୀୟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ବରଗଡ଼ ଜିଲାରୁ ଧାନ କିଣା ଆରମ୍ଭ ନେଇ ନିଷ୍ପତ୍ତି ହୋଇଛି।ଚଳିତ ବର୍ଷ ୮୦ ଲକ୍ଷ ଟନ ଧାନ କିଣିବାକୁ ଲକ୍ଷ୍ୟଧାର୍ଯ୍ୟ ହୋଇଛି। କୁଇଣ୍ଟାଲ ୩୧୦୦ ଟଙ୍କାରେ ସରକାର ଧାନ କିଣିବେ। ଗଝଚ ୨୩୦୦ ଟଙ୍କା ସହ ୮୦୦ ଟଙ୍କାର ଇନପୁଟ ସହାୟତା ମିଳିବ। ୪-୫ଟି ମଣ୍ଡିକୁ ନେଇ ଜଣେ ସୁପରଭାଇଜର […]Continue Reading
ରାଉରକେଲା, ୩/୧୧ : ସାମାନ୍ୟ ବଚସା ନେଲା ଉଗ୍ର ରୂପ। ଯୁବକଙ୍କୁ ଗୁଳିମାଡ଼ କରି ଚମ୍ପଟ ମାରିଲେ ଦୁର୍ବୃତ୍ତ। ଏପରି ଘଟଣା ଘଟିଛି ରାଉରକେଲାର ଟ୍ରାଫିକ ଗେଟ୍ ମାର୍କେଟରେ। ଆହତ ଯୁବକ ଅଭ୍ୟାସ ରାୟଙ୍କୁ ଉଦ୍ଧାର କରାଯାଇ ଆରଜିଏଚ୍ରେ ଭର୍ତ୍ତି କରାଯାଇଛି।ଆଜି ସକାଳେ ରାଉରକେଲା ଟ୍ରାଫିକ ଗେଟ୍ ମାର୍କେଟ ନିକଟରେ କୌଣସି କଥାକୁ ନେଇ ୨ରୁ୩ ଜଣ ଯୁବକଙ୍କ ସହ ସଂପୃକ୍ତ ଯୁବକଙ୍କର ବଚସା ହୋଇଥିଲା।ପରେ ଏହି ବଚସା ଉଗ୍ରରୂପ ନେଇଥିଲା। ପରେ ଦୁର୍ବୃତ୍ତମାନେ ଯୁବକଙ୍କ Continue Reading
ଗଜପତି : ଆଦିମ ଜନଜାତିଙ୍କ ସ୍ଥାୟୀ ଜୀବନ ଜୀବିକା ଅର୍ଜନ ପାଇଁ ଉଦ୍ଧିଷ୍ଟ ବନ୍ଦ ପ୍ରକଳ୍ପକୁ ପୁନଃ ଆରମ୍ଭ କରିବାକୁ ଦାବୀ
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୪/୧୧ : ଗଜପତି ଜିଲ୍ଲାର ବଣ ପାହାଡ ଘେରା ଆଦିବାସୀ ଅଧ୍ୟୁଷିତ ଗୁମ୍ମା ବ୍ଳକାଞ୍ଚଳରେ ବର୍ଷ ବର୍ଷ ଧରି ବସବାସ କରି ଆସୁଥିବା ଆଦିମ ଜନଜାତିଙ୍କ ସାମୁହିକ ବିକାଶ କରି ସମାଜର ମୁଖ୍ୟସ୍ରୋତରେ ସାମିଲ କରିବା ଲକ୍ଷ୍ୟ ନେଇ ଗତ ୭ ବର୍ଷ ପୂର୍ବେ ଆରମ୍ଭ ହୋଇଥିବା ଓପିଇଏଲଆଇପି: ପ୍ରକଳ୍ପ ହଠାତ କିଛି ମାସ ହେଲା ସମ୍ପୂର୍ଣ ଭାବେ ବନ୍ଦ ହୋଇପଡିଛି ।ସେହି ପ୍ରକଳ୍ପ ବନ୍ଦ ହୋଇ ପଡିଥିବା ଯୋଗୁଁ ସଂପୃକ୍ତ […]Continue Reading
କଟକ, ୪/୧୧ : କାଳୀ ମେଢ଼ ଭଷାଣି ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ଉଭୟ ପକ୍ଷର ୬ ଜଣ ଆହତ ହୋଇଛନ୍ତି। କଟକର ଚାନ୍ଦିନୀଚୌକ ରୟାଲ ଗାର୍ଡେନ ନିକଟରେ ଏହି ସଂଘଷ ହୋଇଛି। ଆହତ ୬ ଜଣଙ୍କୁ କଟକ ସିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ପୁଲିସର ସୂଚନା ଅନୁଯାୟୀ, ମହମ୍ମଦିୟା ବଜାର ଅଞ୍ଚଳର କିଛି ଯୁବକ କାଳୀ ମେଢ଼ ବିସର୍ଜନ କରି ଫେରୁଥିବା ସମୟରେ ଚାନ୍ଦିନୀଚୌକ ହସିନାବାଗ ଅଞ୍ଚଳର କିଛି ଯୁବକଙ୍କ ସହ କୌଣସି କଥାକୁ […]Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର,୩/୧୧ : ମୁଖ୍ୟମନ୍ତ୍ରୀଙ୍କ ଦୁଇଦିନିଆ ବଲାଙ୍ଗିର ଗସ୍ତ କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାର ବିଭିନ୍ନ ସ୍ଥାନକୁ ଗସ୍ତକରି କାର୍ଯ୍ୟକ୍ରମ ଗୁଡିକରେ ଯୋଗ ଦେବା ପରେ ସ୍ଥାନୀୟ ସର୍କିଟ ହାଉସ ଠାରେ ଏକ ସାମ୍ବାଦିକ ସମ୍ମିଳନୀ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ସକାଳ ୧୦ ଟା ସମୟରେ ବଲାଙ୍ଗିରର ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ଡାକି ତାଙ୍କ ସହିତ ଭାବ ବିନିମୟ ଆଲୋଚନା କରିଥିଲେ।ବଲାଙ୍ଗିର ଜିଲ୍ଲାକୁ ଓଡ଼ିଶାର Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୩/୧୧ : ଆସନ୍ତା ଡ଼ିସେମ୍ବର ମାସ ୧୮ ରୁ ୨୨ ତାରିଖ ୫ ଦିନ ବ୍ୟାପୀ ଜିଲ୍ଲାସ୍ତରୀୟ ଗଜପତି ମହୋତ୍ସବ- ୨୦୨୪ ଅନୁଷ୍ଠିତ ହେବ ।ଏହାକୁ ନେଇ ସ୍ଥାନୀୟ ଆର-ସେଟି ହଲ ଠାରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକରେ ସର୍ବସମ୍ମତି କ୍ରମେ ଶେଷ ନିଷ୍ପତ୍ତି ନିଆଯାଇଛି ।ଗଜପତି ଜିଲ୍ଲାର ଲୋକ କଳା ଓ ସାଂସ୍କୃତିକ ଉତ୍ସବକୁ ସୁରୁଖୁରୁରେ ତୁଲାଇବା ପାଇଁ ଜିଲ୍ଲାପାଳ ତଥା ଜିଲ୍ଲା ସଂସ୍କୃତ ପରିଷଦ ଅଧ୍ୟକ୍ଷ ଶ୍ରୀ ବିଜୟ […]Continue Reading




