Home Archive by category Odisha News (Page 4)

Odisha News

Odisha News
ଭୁବନେଶ୍ୱର, ୮/୧୦ : ରାଜ୍ୟରୁ ମୌସୁମୀ ବିଦାୟ ନେବା ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜିଠାରୁ ଓଡ଼ିଶାରୁ ଫେରିବା ପ୍ରକ୍ରିୟା ଆରମ୍ଭ କରିଥିବା ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ଚଳିତ ବର୍ଷ ମୌସୁମୀ ବର୍ଷା ସ୍ଵାଭାବିକଠୁ ଢେର ଅଧିକ ରହିଛି।ଉମାଶଙ୍କର ଦାସ କହିଛନ୍ତି, ବର୍ତ୍ତମାନ ପଶ୍ଚିମ ଓଡ଼ିଶାର କିଛି ଅଞ୍ଚଳରୁ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ଆରମ୍ଭ ହୋଇଛି। ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟଭୁବନେଶ୍ୱର, ୮/୧୦ : କଂଗ୍ରେସ ନେତୃତ୍ବାଧୀନ ‘ଇଣ୍ଡିଆ ବ୍ଲକ୍’ ଗୁରୁବାର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଛି। ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା, ଏମଏମଡିଆର ବିଲ୍ ପ୍ରତ୍ୟାହାର ଓ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ରାଜ୍ୟ କଂଗ୍ରେସ ଓ ବାମ ଦଳ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି।ବନ୍ଦ ପାଳନରେ ସିପିଆଇ, ସିପିଆଇ (ଏମ୍), ସିପିଆଇ (ଏମ୍ଏଲ), ଏନସିପି, Continue Reading
Odisha News
ପ୍ରସନ୍ନ କୁମାର ପାଇକରାୟଙ୍କ ରିପୋର୍ଟଖୋରଧା, ୭/୧୦ : ଜନସାଧାରଣଙ୍କ ନିକଟକୁ ସରକାରକୁ ନେଇଯିବା ସହ ତୃଣମୂଳସ୍ତରରେ ଲୋକଙ୍କ ସହ ପ୍ରତ୍ୟକ୍ଷ ସମ୍ପର୍କ ସ୍ଥାପନ କରି ସେମାନଙ୍କ ସମସ୍ୟା, ଆଶା ଓ ଆକାଂକ୍ଷାକୁ ବୁଝିବା ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ଶାସନ ବ୍ୟବସ୍ଥା କେବଳ ସରକାରୀ କାର‌୍ୟ୍ୟାଳୟ ଓ ଫାଇଲ୍ ମଧ୍ୟରେ ସୀମିତ ନ ରହି ଲୋକଙ୍କ ନିକଟରେ ପହଞ୍ଚିବା ଆବଶ୍ୟକ। ଲୋକଙ୍କ ସମସ୍ୟାକୁ ନିକଟରୁ ଜାଣିଲେ ହିଁ ସେମାନଙ୍କ ପାଇଁ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୭/୧୦ : ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ଛତ୍ରଙ୍ଗ ପଞ୍ଚାୟତ ବିଜୁ ଜନତାଦଳର କର୍ମୀ ସମ୍ମିଳନୀ ଘୁଙ୍କୁଡ଼ି ଡ୍ୟାମ ନିକଟରେ ପଞ୍ଚାୟତ ସଭାପତି ବସନ୍ତ କୁମାର ବେହେରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ମୁଖ୍ୟ ଅତିଥିଭାବେ ପୁର୍ବତନ ବାଚସ୍ପତି ତଥା ବିଜୁ ଜନତାଦଳ ସଭାପତି ପ୍ରଦୀପ କୁମାର ଅମାତଜିଲ୍ଲାପରିଷଦ ଅଧକ୍ଷା ପ୍ରଭାସିନୀ ଦାସ ଜିଲ୍ଲା ଉପସଭାପତି ପ୍ରଦୀପ କୁମାର ସାହୁ ସାମାଜିକ ଗଣମାଧ୍ୟମ ସଂଯୋଜକ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର/ଓଡ଼଼ିଶା,୭/୧୦ : ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ବ୍ୟୁରୋ ପକ୍ଷରୁ କୁଳପତି ପ୍ରଫେସର ବିଭୂତି ଭୂଷଣ ମଲିକଙ୍କ ମାର୍ଗଦର୍ଶନରେ ବିଶ୍ୱବିଦ୍ୟାଳୟ ସ୍ତରୀୟ ପ୍ରାକ୍-ଗଣତନ୍ତ୍ର ଦିବସ ପ୍ୟାରେଡ୍ ନିମନ୍ତେ ମନୋନୟନ ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ମନୋନୟନ ଶିବିରରେ ବଲାଙ୍ଗିର ଓ ସୋନପୁର ଜିଲ୍ଲାର ବିଭିନ୍ନ ମହାବିଦ୍ୟାଳୟରୁ ୪୦ ଜଣ ଏନ୍‌ଏସ୍‌ଏସ୍ ସ୍ୱେଚ୍ଛାସେବୀ ଅଂଶଗ୍ରହଣ Continue Reading
Odisha News
ଗୁଲାମ୍ ଗସ୍‌ଙ୍କ ରିପୋର୍ଟଯାଜପୁର, ୬/୧୦ : ଯାଜପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଅଛି। ଏହି ଅଭିଯୋଗ ଶିବିରରେ ଉପସ୍ଥିତ ରହି ଜିଲ୍ଲାପାଳ ଶ୍ରୀ ଅମ୍ବର କୁମାର କର ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ।ବିଭାଗୀୟ ଅଧିକାରୀ ମାନେ ଏହି ଅଭିଯୋଗ ଗୁଡିକ ଯାଞ୍ଚ କରିବେ ଓ ଯେଉଁମାନେ ଯୋଗ୍ୟ ଅଛନ୍ତି ସେମାନଙ୍କର ଯଥାସମ୍ଭବ ସମସ୍ୟାର ସମାଧାନ କରାଯିବ ବୋଲି Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗିର/ ଓଡ଼ିଶା, ୬/୧୦: ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଘ,ବଲାଂଗୀର ତରଫରୁ,ସମ୍ପାଦକ ହରେକୃଷ୍ଣ ରଥ ଙ୍କ ଆବାହନ କ୍ରମେ,ସ୍ଥାନୀୟ ମିଶନ ବାଳକ ଉଚ୍ଚ ପ୍ରାଥମିକ,ବିଦ୍ୟାଳୟରେ ଦୁର୍ଯ୍ୟୋଧନ ପସାୟତ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି।ଆଚାର୍ଯ୍ୟ ସୁଚିତ୍ର ସୁନା ଓ ଧ୍ରୁବରାଜ ଚୋପଦାର ମଞ୍ଚାସୀନ ଥାଇ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ।ଆନ୍ତର୍ଜାତୀୟ ଗୁରୁ ଦିବସ ଉପଲକ୍ଷେ ଆଚାର୍ଯ୍ୟ ସୁନା ଉପସ୍ଥିତ ସମସ୍ତ ଶିକ୍ଷକ Continue Reading
Odisha News
କୋରାପୁଟ/ଓଡ଼ିଶା, ୬/୧୦ : ପ୍ରତିରକ୍ଷା କ୍ଷେତ୍ରରେ ଭାରତର ଆତ୍ମନିର୍ଭରତାକୁ ଆଉ ଏକ ବଡ଼ ପଦକ୍ଷେପ। କୋରାପୁଟର ସୁନାବେଡାସ୍ଥିତ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ୍ (HAL ) ପରିଦର୍ଶନ କରିଛନ୍ତି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ।ମଙ୍ଗଳବାର HAL କୋରାପୁଟର ୨୦୦୦ତମ ଏରୋ-ଇଞ୍ଜିନ୍ ହସ୍ତାନ୍ତର ସମାରୋହରେ ଯୋଗଦେବା ସହ ଶକ୍ତି ଇଞ୍ଜିନ୍‌ର ଦ୍ୱିତୀୟ ନିର୍ମାଣ ଲାଇନ୍‌ର ଶୁଭାରମ୍ଭ କରିଛନ୍ତି।ଏହି କାର୍ଯ୍ୟକ୍ରମରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୫/୧୦ : ବୌଦ୍ଧ ଜିଲ୍ଲା ମୁଖ୍ୟାଳୟ ସଦ୍ଭାବନା ସଭାଗୃହରେ ଜିଲ୍ଲାପାଳ ବିଭୁତି ଭୂଷଣ ନାୟକ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ କୁଲଦୀପ ମୀନାଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଓ ସମାଧାନ ଶିବିର ଏବଂ ସେବା ସେତୁ ଅଭିଯାନ ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପଧାନ,ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ପ୍ରଭାସ ଚନ୍ଦ୍ର ଦଣ୍ଡସନା, ଉପ ଜିଲ୍ଲାପାଳ ବିନୟ କୁମାର ଭୋଇ,ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୫/୧୦ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାସ୍ତରୀୟ ସଂଯୁକ୍ତ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନିଦ୍ର ହୋନନାଗା , ଆରକ୍ଷୀ ଅଧିକ୍ଷକ ଶ୍ରୀ ପ୍ରହଲ୍ଲାଦ ସହାୟ ମୀନା, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ Continue Reading