ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୭/୧୦: କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଦାରିଙ୍ଗବାଡ଼ି ପୋଲିସ ପକ୍ଷରୁ ଜଙ୍ଗଲ ରେ ଚାଲିଥିବା ଏକ ଜୁଆ ଆଡ୍ଡାରେ ଚଢ଼ାଉ କରି ଏଥିରେ ସମ୍ପୃକ୍ତ ଥିବା ୧୩ ଜଣ ଜୁଆଡ଼ିଙ୍କୁ ପୋଲିସ ଗିରଫ କରି ସେମାନଙ୍କ ଠାରୁ ନଗଦ ୫୬ ହଜାର ୧୯୦ ଟଙ୍କା ସହ ୧୨ଟି ମୋଟର ସାଇକଲ ଜବତ କରାଯାଇଥିବା ବିଷୟ ଦାରିଙ୍ଗବାଡ଼ି ଆଇଆଇଆସି ରମେଶ କୁମାର ପ୍ରଧାନ ପ୍ରକାଶ କରିଛନ୍ତି।ପ୍ରକାଶ ଯେ, ପାର୍ବଣ ଆସିଲେ ଦାରିଙ୍ଗବାଡ଼ିର Continue Reading
Odisha News
କନ୍ଧମାଳ,୨୭/୧୦: ନୃଶଂସ ସ୍ବାମୀଙ୍କର ଅମାନୁଷିକ କାଣ୍ଡ। ମଦ୍ୟପାନ ପାଇଁ ସ୍ବାମୀ ଟଙ୍କା ମାଗିବା ପରେ ସ୍ତ୍ରୀ ଟଙ୍କା ନ ଦେବାରୁ ଛୁରିରେ ସ୍ତ୍ରୀଙ୍କ ଗଳା କାଟି ହତ୍ୟା କରିଛନ୍ତି ସ୍ବାମୀ।କନ୍ଧମାଳ ଜିଲା ତୁମୁଡିବନ୍ଧ ଥାନା ନୂଆମୁଣ୍ଡା ଗାଁରେ ଘଟିଛି ଏପରି ବୀଭତ୍ସ ହତ୍ୟାକାଣ୍ଡ। ସ୍ବାମୀ ଚନ୍ଦ୍ରକାନ୍ତ ବେହେରଦଳାଇ(୪୫) ସ୍ତ୍ରୀ ମଧୁମତି ବେହେରଦଳାଇଙ୍କୁ ଛୁରିରେ ଗଳା କାଟି ନିର୍ମମ ଭାବେ ହତ୍ୟା କରଛନ୍ତି। ଗତଶନିବାର ସନ୍ଧ୍ୟା ୫ଟାରେ ମଧୁମତିଙ୍କୁ Continue Reading
ଗଞ୍ଜାମ, ୨୬/୧୦ : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବସଷ୍ଟାଣ୍ଡ ନିକଟ ଏକ ଫାଇନାନ୍ସ କମ୍ପାନୀ ଅଫିସ ନିକଟରେ ଆଜି ସନ୍ଧ୍ୟାରେ ଫୁଟିଛି ବୋମା। ବୁଲେଟରେ ଆସି ଦୁଇ ଜଣ ବ୍ୟକ୍ତି ଦୁଇ ଗୋଟି ବୋମା ପକାଇ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।ସନ୍ଧ୍ୟା ପ୍ରାୟ ସାତଟା ରୁ ସାଢ଼େ ସାତଟା ମଧ୍ୟରେ ଏହି ଘଟଣା ଘଟିଛି। ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ପୁଲିସ ତନାଘନା କରିଛି। ଫୁଟିଥିବା ବୋମାର ସୁତୁଲିକୁ ପୁଲିସ ରାସ୍ତା ଉପରୁ ଜବତ କରିଛି। […]Continue Reading
ଭୁବନେଶ୍ୱର,୨୬/୧୦ : କଟକ ଓ ଭୁବନେଶ୍ୱରରେ ଥିବା ଆପାର୍ଟମେଣ୍ଟଗୁଡ଼ିକର ପ୍ରବେଶ ଓ ପ୍ରସ୍ଥାନ ପଏଣ୍ଟଗୁଡ଼ିକରେ ଲାଗିବ IP ଯୁକ୍ତ କ୍ୟାମେରା। ଏହି କ୍ୟାମେରା ଲଗାଇବା ପାଇଁ ସମସ୍ତ ଆପାର୍ଟମେଣ୍ଟର ବାସିନ୍ଦା କଲ୍ୟାଣ ସଂଘଗୁଡ଼ିକୁ ସୂଚନା ଜାରି କରାଯାଇଥିବା କହିଛନ୍ତି ପୁଲିସ କମିଶନର ଏସ୍ ଦେବଦତ୍ତ ସିଂହ। ଆପାର୍ଟମେଣ୍ଟଗୁଡ଼ିକରେ ଚୋରି ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହାକୁ ରୋକିବାକୁ ଏଭଳି ପଦକ୍ଷେପ ନେଇଛି କଟକ-ଭୁବନେଶ୍ୱର କମିଶନରେଟ ପୁଲିସ୍।ପୁଲିସ କମିଶନର Continue Reading
ଭୁବନେଶ୍ୱର,୨୬/୧୦: ବାତ୍ୟାରେ ଜିରୋ କାଜୁଆଲିଟି ବଜାୟ ରଖିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମସ୍ତଙ୍କୁ କୃତଜ୍ଞତା ଜଣାଇଛନ୍ତି। ମନ୍ତ୍ରୀପରିଷଦ, ଏମ୍ପି, ବିଧାୟକ, ପ୍ରଶାସନିକ ଅଧିକାରୀଙ୍କୁ ବିପତ୍ତି ସମୟରେ ଲୋକଙ୍କୁ ସୁରକ୍ଷିତ ରଖି ସେବା ପ୍ରଦାନ କରିଥିବାରୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି। ଏଥିସହିତ ଥଇଥାନ ଓ କ୍ଷୟକ୍ଷତି ଆକଳନ ପାଇଁ ସମ୍ପୃକ୍ତ ବିଭାଗକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।ମୁଖ୍ୟମନ୍ତ୍ରୀ କହିଛନ୍ତି, ପ୍ରଭୁ Continue Reading
ପୁଣେ,୨୬/୧୦: ଭାରତ ବିପକ୍ଷ ଟେଷ୍ଟ ସିରିଜର ଦ୍ୱିତୀୟ ମ୍ୟାଚ୍କୁ ଜିତିନେଇଛି ନ୍ୟୁଜିଲାଣ୍ଡ। ଫଳରେ ଦଳ ୧୨ ବର୍ଷ ପରେ ଭାରତ ମାଟିରେ ସିରିଜ ଜିତି ଇତିହାସ ରଚିଛି। ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡ ଏଭଳି କାରନାମା କରିଥିବା ବେଳେ ଭାରତର ଲଗାତାର ଟେଷ୍ଟ ସିରିଜ ଜିତିବାର ଧାରା ମଧ୍ୟ ଭାଙ୍ଗି ଯାଇଛି।୨୦୧୨-୧୩ରେ ଇଂଲଣ୍ଡ ଭାରତ ଗସ୍ତରେ ଦଳକୁ ଟେଷ୍ଟ ସିରିଜରେ ହରାଇଥିଲା। ଏହା ପରଠାରୁ ଭାରତୀୟ ଟିମ୍ ଘରୋଇ ମାଟିରେ ସିରିଜ ପରାଜୟର ନଜିର ନାହିଁ। ଦଳ […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୬/୧୦ : ଗଜପତି ଜିଲ୍ଲା ସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅବସରରେ ଜନ ସାଧାରଣଙ୍କୁ କିପରି ସଚେତନତା କରାଯିବ ସେ ବିଷୟରେ ଆଲୋଚନା କରା ଯାଇଥିଲା।ପରିବହନ ନିୟମର କଡ଼ାକଡ଼ି କରାଯାଇ ମୁଖ୍ୟତଃ ମଦ୍ୟପାନ କରି ଗାଡ଼ି ଚାଳନା କଲେ Continue Reading
କେନ୍ଦ୍ରାପଡ଼ା ,୨୬/୧୦ : କେନ୍ଦ୍ରାପଡ଼ା ଜିଲା ରାଜନଗର ଅଞ୍ଚଳରେ ‘ଦାନା’ର ତାଣ୍ଡବ ସମୟରେ ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଥିବା ୧୦୮ ଆମ୍ବୁଲାନ୍ସ ଡ୍ରାଇଭର ମାନସ ମଳିକ ସାହସିକତା ଦେଖାଇଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଖୁବ୍ ପ୍ରଶଂସା କରିଛନ୍ତି।ଝଡ ବର୍ଷା ବେଳେ ମାନବିକତା ଦେଖାଇଲେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ । ୨୪ ତାରିଖ ମଧ୍ୟରାତ୍ରିରେ ବାତ୍ୟା ‘ଦାନା’ କେନ୍ଦ୍ରାପଡ଼ା ଭିତରକନିକା ଅନ୍ତର୍ଗତ ହବାଳୀଖଟିରେ ସ୍ଥଳଭାଗ Continue Reading
ଝାରସୁଗୁଡ଼ା, ୨୬/୧୦ : ଓଡ଼ିଶା ବିଧାନସଭାର ପ୍ରଥମ ବିଧାୟକ ମକରଧ୍ୱଜ ପ୍ରଧାନଙ୍କର ପରଲୋକ ଘଟିଛି । ଝାରସୁଗୁଡ଼ା ଜିଲ୍ଲା ବାଘମୁଣ୍ଡାସ୍ଥିତ ନିଜ ବାସଭବନରେ ସେ ଇହଲୀଳା ସମ୍ବରଣ କରିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୧୦୨ ବର୍ଷ ହୋଇଥିଲା ।ମକରଧ୍ୱଜ ପ୍ରଧାନ ଦୀର୍ଘ ଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ । ଶୁକ୍ରବାର ସେ ଦେହ ତ୍ୟାଗ କରିଛନ୍ତି । ଗାଁ ଶ୍ମଶାନରେ ତାଙ୍କର ଶେଷକୃତ୍ୟ ସଂପନ୍ନ ହୋଇଛି । ବଡ଼ପୁଅ କମଳ […]Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୨୬/୧୦ : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଆଗଲପୁର(ଡୁଡୁକା )ବ୍ଲକ ର ବକଟି ଦୁଗ୍ଧ ଶୀତଳକ କେନ୍ଦ୍ର ଅଧୀନରେ ଦୁଗ୍ଧ ଯୋଗାଣ କରୁଥିବା ସାନଟିକା ଦୁଗ୍ଧ ସମିତିର ସମ୍ପାଦକ ଲମ୍ବୋଦର ପଧାନ ଙ୍କ ଆକସ୍ମିକ ମୃତ୍ୟୁ ଘଟିଥିଲା।ଲମ୍ବୋଦର ପଧାନ ଏକମାତ୍ର ଘରର ମୁଖ୍ୟ ଆୟ ଶ୍ରୋତକାରି ଥିଲେ।ବଲାଙ୍ଗୀର,କଳାହାଣ୍ଡି,ନୂଆପଡା ଜିଲ୍ଲା ଆଞ୍ଚଳିକ ଦୁଗ୍ଧ ସଙ୍ଘ(ଓମଫେଡ଼ )ଏବଂ ଦୁଗ୍ଧ ସମିତିର ସହାଭାଗିତାରେ କରାଯାଇଥିବା ବୀମା ରାଶି Continue Reading




