Home Archive by category Odisha News (Page 403)

Odisha News

Odisha News
ମୟୂରଭଞ୍ଜ, ୨୬/୧୦ : ଜିଏସ୍‌ଟି ଫାଙ୍କିବା ସନ୍ଦେହରେ ମୟୂରଭଞ୍ଜ ଜିଲ୍ଲା ବାରିପଦାର ଏମକେସି ହାଇସ୍କୁଲ ଛକ ନିକଟରେ ଏକ ଲଜିଷ୍ଟିକ୍ ଗାଡ଼ିକୁ ଅଟକ ରଖିଛି ପୁଲିସ୍‌। ଉକ୍ତ ଗାଡ଼ିରେ ପ୍ରାୟ ୨୦ କେଜିରୁ ଊର୍ଦ୍ଧ୍ୱ ସୁନା ଥିବା ଜଣାଯାଇଛି। ସୁନା କେଉଁଠୁ ଆସୁଥିଲା ଓ କାହା ପାଖକୁ ଯାଉଥିଲା ତାହାର ଛାନଭିନ୍ ଚାଲିଥିବା ବେଳେ କମ୍ପାନୀର ଦୁଇ କର୍ମଚାରୀ ଅଟକ ଅଛନ୍ତି।ଗତକାଲି ମଧ୍ୟ ରାତ୍ରରେ କୋଲକତାରୁ ଏକ ଲଜିଷ୍ଟିକ୍ ଗାଡ଼ିରେ ପ୍ରାୟ ୨୦ କେଜି ସୁନା ବାରିପଦା […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୫/୧୦: ଗଜପତି ଜିଲ୍ଲାରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ପ୍ରସ୍ତୁତି ବୈଠକ ଆଜି ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଆଭାସୀ ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି ।ଚଳିତ ଅକ୍ଟୋବର ୨୮ ରିଖ ଠାରୁ ନଭେମ୍ବର ୩ ରିଖ ପର୍ଯ୍ୟନ୍ତ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳିତ ହେବ । ଗଜପତି ଜିଲ୍ଲାପାଳ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀ ଗଣେଶ ଚନ୍ଦ୍ର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟ ବାଲିଗୁଡ଼ା , ୨୫/୧୦ : ଏନ୍‌କାଉଣ୍ଟରରେ କ୍ୟାଡର ନକ୍ସଲ ନିହତ। ଏଥିସହ ଇକ ୪୭ ଜବତ ହୋଇଛି। ମୃତ ନକ୍ସଲ KKBNଡିଭିଜନର। ଏପରି ଖବର ଆସିଛି କନ୍ଧମାଳ ଜିଲ୍ଲାରୁ। ଏବେ ମଧ୍ୟ ଜଙ୍ଗଲରେ ସର୍ଚ୍ଚ ଅପରେସନ୍ ଚାଲିଛି।ବାଲିଗୁଡ଼ା ଥାନା ବୁଢ଼ାନଈ ସଂରକ୍ଷିତ ଜଙ୍ଗଲରେ ନକ୍ସଲଙ୍କ ଗତିବିଧି ଥିବା ଜଣାପଡ଼ିଥିଲା। ଏ ପରେ ସୁରକ୍ଷା କର୍ମୀମାନେ ସର୍ଚ୍ଚ ଅପରେସନ୍‌ରେ ଯାଇଥିଲେ। ଜଙ୍ଗଲରେ ସର୍ଚ୍ଚ ଅପରେସନ୍ ଚାଲିଥିବା ବେଳେ Continue Reading
Odisha News
ଜଳେଶ୍ୱର, ୨୫/୧୦ : ଗାଧୋଇବାକୁ ଯାଇ ସୁବର୍ଣ୍ଣରେଖା ନଦୀରେ ଭାସି ଗଲେ ଜଣେ ଦଶମ ଶ୍ରେଣୀର ଛାତ୍ର । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ ଅନ୍ତର୍ଗତ ଗଡ଼ସାହି ବାଲିଆପାଳ ପଂଚାୟତର ଜଣେ ଦଶମ ଶ୍ରେଣୀ ଛାତ୍ର ଗତକାଲି ଠାରୁ ନଦୀରେ ବୁଡ଼ି ନିଖୋଜ ଅଛନ୍ତି । ନିଖୋଜ ଛାତ୍ର ଜଣକ ହେଲେ ଗଡ଼ସାହି ବାଲିଆପାଳ ଗାଁର ମନୋରଞ୍ଜନ ଦାସଙ୍କ ୧୫ବର୍ଷର ପୁଅ ସାହିଲ ଦାସ ।ଗତକାଲି ଅପରାହ୍ନ ୧ଟା ୩୦ ମିନିଟ ସମୟରେ ଗଡ଼ସାହି ବାଲିଆପାଳ ଗାଁ […]Continue Reading
Odisha News
ସୁଧାଂଶୁ ସିଂଙ୍କ ରିପୋର୍ଟରାୟଗଡ଼ା, ୨୫/୧୦ : ଓଡିଶା ଡିପ୍ଲୋମା ଇଞ୍ଜିନିୟର ସର୍ଭିସ ଆସୋସିଏସନ ଶାଖାର ସଭାପତିଙ୍କ ସଭାପତିତ୍ୱରେ କିଛି ଦିନ ତଳେ ପଦ୍ମପୁର ପଞ୍ଚଯାତ ସମିତୀ ଅନ୍ତର୍ଗତ ଦୁଇ ଠିକାଦାରଙ୍କ ଦ୍ଵାରା କାର୍ଯ୍ୟରତ ସହକାରୀ ନିର୍ବାହୀ ଯନ୍ତ୍ରୀ ଇଂ ରଶ୍ମିତା ଶବର ଏବଂ ତାଙ୍କ ସହଯୋଗୀ କନିଷ୍ଠ ଯନ୍ତ୍ରୀ ଇଂ ଅଶୋକ କୁମାର ଙ୍କ ସହ କୌଣସି ଏକ କାମ କୁ ନେଇ ମାନନ୍ତର ଘଟିଥିଲା ।ଆସୋସିଏସନ ଦ୍ଵାରା କୁହାଯାଇଛି ଯେ ବିଭିନ୍ନ ପ୍ରକାରର ଅସଭ୍ୟ ଭାଷା […]Continue Reading
Odisha News
ଓଡ଼ିଶା, ୨୫/୧୦ : ଲ୍ୟାଣ୍ଡଫଲ ପରେ ଦୁର୍ବଳ ହୋଇଛି ବାତ୍ୟା ‘ ଦାନା ‘। ବାତ୍ୟାର ପ୍ରଭାବ କମିବା ଫଳରେ ପରିବେଶ ବର୍ତ୍ତମାନ ଶାନ୍ତ ରହିଛି। ଏହାସହିତ ‘ଦାନା ‘ ର ପ୍ରଭାବ ପଡ଼ିଥିବା ସ୍ଥାନରେ ପ୍ରଶାସନ ପକ୍ଷରୁ ରାସ୍ତା ପରିଷ୍କାର କରିବା ସହିତ ପାଣିଘେରରେ ରହିଥିବା ଲୋକଙ୍କୁ ଉଦ୍ଧାର କରିବା ପାଇଁ କାର୍ଯ୍ୟ ଜାରି ରହିଛି।ଗତ ରାତି ପ୍ରାୟ ସାଢ଼େ ୧ଟା ସମୟରେ ଆରମ୍ଭ ହୋଇଥିଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଭୋର ସାଢ଼େ ୩ଟା ସମୟରେ […]Continue Reading
Odisha News
ଓଡ଼ିଶା, ୨୫/୧୦ : ‘ଆମେ ବାତ୍ୟା ‘ଦାନା’ର ସଫଳତାର ସହ ମୁକାବିଲା କରିଛୁ। ଜିରୋ କାଜୁଆଲିଟି ଆମର ଲକ୍ଷ୍ୟ ଥିଲା, ଆମେ ଏଥିରେ ସଫଳତା ହାସଲ କରିଛୁ। ଦଳଗତ ଭାବେ କାମ କରିବା ଯୋଗୁ ବାତ୍ୟାର ସୁପରିଚାଳନା ହୋଇପାରିଲା ଓ ଏହାର ସୁଫଳ ରାଜ୍ୟବାସୀ ପାଇଛନ୍ତି ।’ ଆଜି ଏପରି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଆଜି ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜିରୋ କାଜୁଆଲିଟି ଲକ୍ଷ୍ୟ ନେଇ ଆମେ ନିରବଚ୍ଛିନ ଭାବେ କାମ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୪/୧୦ : ସ୍ଥାନୀୟ ଯୋଗେନ୍ଦ୍ରଦେବ ଉଚ୍ଚ ବିଦ୍ୟାଳୟ ପରିସରରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ ହୋଇ ଯାଇଛି ।ଉଦଯାପନୀ କାର୍ଯ୍ୟକ୍ରମର ମୁଖ୍ୟ ଅତିଥି ଜିଲ୍ଲାପାଳ ବୌଦ୍ଧ ସୁବ୍ରତ କୁମାର ପଣ୍ଡା,ପୁଅ ଝିଅ ସମସ୍ତ ଶିଶୁ ସମାନ, ସମସ୍ତେ ଭଲ ପାଠ ପଢିବା, ସ୍ୱାବଲମ୍ବୀ ହେଵା, ଅନୁଶାସନ ପାଳନ କରି ସମୟାନୁ ବର୍ତ୍ତିତା ସହିତ ପରମ୍ପରାକୁ ବଜାୟ ତଖିବା, ହାତଧୋଇ ଖାଇବା, ମଶାରୀ ଟାଣି ଶୋଇବା ଓ ନିଜ ନିଜର Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୪/୧୦: ସ୍ତାନୀୟ ସଭାଗୃହଠାରେନିଜ ଅଂଚଳରେ ନିଃସ୍ୱାର୍ଥପର ସମାଜସେବାପ୍ରଦାନକରିଥିବା ଗ୍ରାମ୍ୟଗୋଷ୍ଠି ନେତୃତ୍ୱ ବୃନ୍ଦଙ୍କୁ ଓଡିଶା ଲୋକମଂଚ ଆୟୋଜନରେ ଅନୁଷ୍ଠିତ ହୋଇଯାଇଛି ।ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥୀ ଭାବେ ବିଧାୟକ ଚକ୍ରମଣି କହଁର,ସମ୍ମାନିତ ଅତିଥୀ ଭାବେ ବିଜେପିର ଜିଲ୍ଲାସଭାପତି ଜଗନ୍ନାଥ ସାହୁ,ବିଡିଓ ଅଚ୍ୟୁତାନନ୍ଦ ଜାନୀ,ଅତିରିକ୍ତ ଜିଲ୍ଲାପାଳ ଧିରଜ ପାତ୍ର,ଏସିଏଫଓ ମନୋରଂଜନ ବାଘ, ଓଡିଶା Continue Reading
Odisha News
ଭୁବନେଶ୍ୱର,୨୪/୧୦:ଉପକୂଳ ମୁହାଁଇବା ସହ ପ୍ରଭାବ ଦେଖାଇଲାଣି ଭୀଷଣ ବାତ୍ୟା \’ଦାନା\’ । ଓଗଊ ପୂର୍ବାନୁମାନ କରିଥିବା ସ୍ଥାନରେ ହିଁ ସ୍ଥଳଭାଗ ଛୁଇଁବ ବାତ୍ୟା । ଲ୍ୟାଣ୍ଡଫଲ୍ ବେଳେ ୧୦୦-୧୨୦ କିମି ବେଗରେ ବହିବ ପବନ । ଏହା ପ୍ରଭାବରେ ବିଭିନ୍ନ ସ୍ଥାନରେ ବର୍ଷା ସାଙ୍ଗକୁ ପବନର ବେଗ ବି ବଢ଼ିଲାଣି । ମାତ୍ର ଏଯାଏ ‘ଦାନା’ର କୌଣସି ଆଖି ଦେଖାଯାଇନି ବୋଲି କହିଛନ୍ତି ଓଗଊ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ।ସେ କହିଛନ୍ତି, ସାଇକ୍ଲୋନ୍ Continue Reading