Home Archive by category Odisha News (Page 405)

Odisha News

Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର,୨୨/୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’ କୁ ଦୃଷ୍ଟିରେ ରଖି ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍(ଟିପିଏନଓଡିଏଲ୍) ତତ୍ପରତା ପ୍ରକାଶ କରିଛି। ଉପଭୋକ୍ତାଙ୍କୁ ନିର୍ଭରଯୋଗ୍ୟ ଓ ଗୁଣାତ୍ମକ ବିଜୁଳି ସେବା ଯୋଗାଇବା ପାଇଁ ଆଗୁଆ ପଦକ୍ଷେପ ଗ୍ରହଣ କରିଛି ।ବାତ୍ୟା ଯୋଗୁ ପ୍ରବଳ ବର୍ଷା ଓ ପବନ ବହିବା ଆକଳନ କରାଯାଇଥିବାରୁ ବିଦ୍ୟୁତ ସେବା ସମ୍ଭାବ୍ୟ କ୍ଷୟକ୍ଷତିର ତ୍ଵରିତ ମୁକାବିଲା ପାଇଁ ପ୍ରତିଷେଧମୂଳକ ପଦକ୍ଷେପ Continue Reading
Odisha News
ବରଗଡ଼, ୨୨/୧୦ : ବରଗଡ଼ ଧନୁଯାତ୍ରାରେ କଂସ ଭୂମିକାରେ ଅଭିନୟ କରି ସାରା ରାଜ୍ୟରେ ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ହୃଷିକେଶ ଭୋଇଙ୍କୁ ସରକାରୀ ଚାକିରିରୁ ନିଲମ୍ବନ କରାଯାଇଛି। ଆଜି ବରଗଡ଼ ସିଡିଏମ୍‌ଓ ନିରୂପମା ଷଡ଼ଙ୍ଗୀ ଏହି ସୂଚନା ଦେଇଛନ୍ତି।ହୃଷିକେଶ ଭୋଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗରେ ମହାପ୍ରୟାଣ ଗାଡ଼ିର ଡ୍ରାଇଭର ଭାବେ କାର୍ଯ୍ୟ କରନ୍ତି। କିଛି ଦିନ ତଳେ ସେ ଏକ ମୃତଦେହ ନେଇ ଗାଇସିଲାଟ ବ୍ଲକର ଏକ ଗାଁକୁ ଯାଇଥିଲେ।ସେଠାରେ ମୃତଦେହ Continue Reading
Odisha News
ଭୁବନେଶ୍ବର, ୨୨/୧୦ : ସମ୍ଭାବ୍ୟ ବାତ୍ୟା ‘ଦାନା’ ପାଇଁ ଆସନ୍ତା ୨୩ରୁ ୨୫ ତାରିଖ ପର‌୍ୟ୍ୟନ୍ତ ରାଜ୍ୟର ୧୪ଟି ଜିଲ୍ଲାରେ ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜ ବନ୍ଦ ରହିବ। ଏନେଇ ଆଜି ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।ବିଭାଗ ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶ ଅନୁଯାୟୀ, ସମ୍ଭାବ୍ୟ ବାତ୍ୟା ‘ଦାନା’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୨୨/୧୦ : ଅନୁଷ୍ଠିତ ହେବାକୁ ଥିବା ଜିଲ୍ଲାସ୍ତରୀୟ ଓଡିଶା ପ୍ରାକୃତିକ ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଓ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଆଜି ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟ ପରିସରରେ ଓଡିଆ ବକ୍ତୃତା , ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା କାର୍ଯ୍ୟକ୍ରମ , ଉଚ୍ଚ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଛାତ୍ରଛାତ୍ରୀ ମାନଙ୍କ ମଧ୍ୟରେ ଅନୁଷ୍ଠିତ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୨୨/୧୦: ବୌଦ୍ଧ ଜିଲ୍ଲା ପୋଲିସ ଓ ୫ମ ଆଇଆରବି ପକ୍ଷରୁ ବଲାସିଙ୍ଗା ସ୍ଥିତ ଆଇଆରବି ପ୍ୟାରେଡ ପଡିଆରେ ଠାରେ ସୋମବାର ଦିନ ୬୫ ତମ ପୋଲିସ ସହୀଦ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟଅତିଥି ଭାବରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାଗରାଜ ଦେୱରକୋଣ୍ଡା ଯୋଗଦେଇ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ବାର୍ତା ପାଠ କରିବା ସହିତ ଗତ ଏକବର୍ଷ ମଧ୍ୟରେ ଦେଶ ମାତୃକାର ସେବା କରି ସହୀଦ ହୋଇଥିବା ଯବାନଙ୍କ ନାମ ପାଠ […]Continue Reading
Odisha News
ଭୁବନେଶ୍ୱର, ୨୨/୧୦ : ଆଜି ସକାଳେ ୱେଲ୍ ମାର୍କଡ ଲୋ ପ୍ରେସର ଅବପାତରେ ପରିଣତ ହୋଇଛି। ତାହା ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ବାତ୍ୟାର ରୂପ।ଏହାପରେ ବାତ୍ୟା ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୪ ସକାଳେ ଆହୁରି ସିଭିୟର ହେବ । ବାତ୍ୟା ପ୍ରଭାବରେ ଆସନ୍ତାକାଲି ସନ୍ଧ୍ୟା ବା ରାତିରୁ ପାଗରେ ପରିବର୍ତ୍ତନ ହେବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱରସ୍ଥିତ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୨/୧୦: ପାରଳାଖେମୁଣ୍ଡି ଠାରେ ଆଜି ଗଜପତି ଜିଲ୍ଲାର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୫୭ ଏବଂ ୫୮ତମ ତମ ଶିଶୁଙ୍କୁ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ , ପୋଷ୍ୟ ସନ୍ତାନ ଭାବେ ସୁଦୂର କାନାଡା ଦେଶର ଏକ ଦମ୍ପତିଙ୍କୁ ହସ୍ତାନ୍ତର କରିଛନ୍ତି ।ସୂଚନା ପ୍ରକାରେ ପିତୃମାତୃହୀନ ଏହି ଦୁଇ ଶିଶୁପୁତ୍ରଙ୍କୁ , ଶିଶୁ ମଙ୍ଗଳ ସମିତି ଙ୍କ ନିର୍ଦ୍ଦେଶ କ୍ରମେ ଯତ୍ନ ଓ ସୁରକ୍ଷା ନିମନ୍ତେ ନିସାନ ସାଲୋମ ଶିଶୁ […]Continue Reading
Odisha News
ଭୁବନେଶ୍ୱର,୨୨/୧୦: ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ କ୍ଷ ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କୈଳାଶ ଚନ୍ଦ୍ର ସାହୁଙ୍କ ଘରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି । କୈଳାଶ ବୈତରଣୀ ବେସିନର ମୁଖ୍ୟଯନ୍ତ୍ରୀ ଭାବରେ କାର‌୍ୟ୍ୟରତ ଥିବା ଜଣାପଡିଛି।ଠିକା କାମରେ ଦୁର୍ନୀତି କରୁଥିବାନେଇ ତାଙ୍କ ନାମରେ ଅନେକ ଅଭିଯୋଗ ହୋଇଥିଲା । ସେନେଇ ଆଜି ତାଙ୍କ ପୈତୃକ ଘର ସମେତ ଆଉ ୧୦ଗୋଟି ସ୍ଥାନରେ ଆଜି ସକାଳେ ମିଳିତ ଭାବରେ ଚଢ଼ାଉ କରାଯାଇଛି […]Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା ,୨୧/୧୦ : ଯକ୍ଷ୍ମା (ଟିବି) ବିରୋଧରେ ଲଢ଼େଇ କରିବାକୁ ଦିଆଯାଉଥିବା ବିସିଜି ଟିକା ନେଇ କନ୍ଧମାଳ ଜିଲା ବାଲିଗୁଡା ଅଞ୍ଚଳର ୫୦ରୁ ଊର୍ଦ୍ଧ୍ବ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଥିବା ଅଭିଯୋଗ ହୋଇଛି। ଟିକା ନେବାର ୨/୩ ଦିନ ଯନ୍ତ୍ରଣା ପରେ ଏବେ ଟିକା ନେଇଥିବା ସ୍ଥାନରେ ହୋଇଥିବା ଘା\’ ସଂକ୍ରମଣ ହୋଇ ଯାଉଥିବାକୁ ନେଇ ବାଲିଗୁଡ଼ା ଅଞ୍ଚଳରେ ଏକ ଅଜଣା ଭୟ ସୃଷ୍ଟି ହୋଇଛି।ଟିକା ନେବାର ୨୦ ଦିନରୁ ଅଧିକ ସମୟ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୧/୧୦: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ବେତାଗୁଡ଼ା ସ୍ଥିତ ଆର୍ମଡ ରିଜର୍ଭ ପୋଲିସ ଗ୍ରାଉଣ୍ଡ ଠାରେ ଆଜି ଜିଲ୍ଲା ପୋଲିସ ପ୍ରଶାସନ ପକ୍ଷରୁ ଜିଲ୍ଲାସ୍ତରୀୟ ୬୫ ତମ “ପୋଲିସ ସହିଦ ସ୍ମୃତି ଦିବସ-୨୦୨୪” ପ୍ୟାରେଡ଼ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି କାର୍ଯ୍ୟକ୍ରମରେ ଗଜପତି ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ଯତୀନ୍ଦ୍ର କୁମାର ପଣ୍ଡା ମୁଖ୍ୟଅତିଥି ଭାବେ ଯୋଗ ଦେଇ କର୍ତ୍ତବ୍ୟ Continue Reading