ସୁଧାଂଶୁ ସିଂଙ୍କ ରିପୋର୍ଟ ରାୟଗଡା, ୧୫/୧୦ : ରାୟଗଡା ଜ଼ିଲ୍ଲା ର ବିଭିନ୍ନ ସ୍ଥାନ ରେ ବିଜୟା ଦଶମୀ ଅବସରରେ ରାବଣ ଦହନ ଅତି ଆନନ୍ଦଉଲ୍ଲାସର ସହିତ ପାଳନ କରା ଯାଇଛି ।ଆଜି ଯେକେକାଗଜ କଳ ପକ୍ଷରୁ ଆୟୋଜିତ ଦଶହରା ପୂଜା କାର୍ଯ୍ୟକ୍ରମ ଚାନ୍ଦିଲି ଥାନା ଆନ୍ତର୍ଗତ ଯେକେକାଗକକର ପଡିଆ ଠାରେ ବିଧିବଧ ଭାବରେ ପାଳନ ହୋଇଯାଇଛି ।ଆୟୋଜିତ ରାବଣ ପୋଡି ଉତ୍ସବ ରେ ମୁଖ୍ୟ ଅତିଥି ଭାବେ ରାୟଗଡ ପୋଲିସ ଶ୍ରୀମତି ଏସ ପି ସ୍ଵାଥୀ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୧୪/୧୦ : ବୌଦ୍ଧ ଜିଲ୍ଲା ତୀରନ୍ଦାଜ ସଙ୍ଘ ଅଧୀନରେ ୧୭ ଜଣ ତୀରନ୍ଦାଜୀ; ସମ୍ବଲପୁର ଜିଲ୍ଲାର ଯୁଜୁମୁରା ଉଚ୍ଚ ବିଦ୍ୟାଳୟ ନିକଟ ହକି ପଡିଆରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ତୀରନ୍ଦାଜ କ୍ରୀଡା ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ଚାରି ଦିନ ଧରି ଅନୁଷ୍ଠିତ ରାଜ୍ୟ ସ୍ତରୀୟ ତୀରନ୍ଦାଜ କ୍ରୀଡା ପ୍ରତିଯୋଗିତାରେ ସାରା ରାଜ୍ୟର ମୋଟ ୨୦ଟି ଜିଲ୍ଲାରୁ ପ୍ରାୟ ୪୦୦ ଜଣ ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ ।ଉକ୍ତ ତୀରନ୍ଦାଜ କ୍ରୀଡା Continue Reading
ଭୁବନେଶ୍ୱର,୧୪/୧୦: ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଦଳର ବରିଷ୍ଠ ନେତାମାନେ ଜଣେ ଜଣଙ୍କୁ ଆକ୍ଷେପ ପ୍ରତି ଆକ୍ଷେପ କରି ଚାଲିଛନ୍ତି। ସବୁଠୁ ଚମକାଇ ଦେଇଛି ଦଳର ବରିଷ୍ଠ ନେତା ତଥା ବଡ଼ଚଣାର ପୂର୍ବତନ ବିଧାୟକ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ। ଲେନିନ ତାଙ୍କୁ ଦଳ ଛାଡ଼ି ପଳାନ୍ତୁ କହିବା ପରେ ଅମର କଡ଼ା କଥା ଶୁଣାଇ ଦେଇଛନ୍ତି।ସେ କହିଛନ୍ତି, ‘ଦିନ ଥିଲା ମୁଁ ବିଜେଡିରେ ଟିକେଟ ବାଣ୍ଟୁଥିଲି। ଏବେ ମୁଁ ଦଳରେ […]Continue Reading
ନୂଆପଡ଼ା, ୧୪/୧୦ : ଖେଳ ସରିବାକୁ ଅଢ଼େଇ ମିନିଟ୍ ଥିଲା। ବିଜୟ ସ୍ୱାଦ ଚାଖି ଥାଆନ୍ତେ। ଆଉ ପୁରସ୍କୃତ ହୋଇଥାଆନ୍ତେ। ହେଲେ ତା’ ପୂର୍ବରୁ କବାଡି କୋର୍ଟରେ ଟଳି ପଡ଼ିଲେ ଖେଳାଳୀ। ଆଜି ସକାଳେ ଏପରି ଦୁଃଖଦ ଓ ହୃଦୟବିଦାରକ ଘଟଣା ନୂଆପଡ଼ା ଜିଲ୍ଲାରେ ଘଟିଛି। ମୃତ ଖେଳାଳୀ ହେଉଛନ୍ତି ଛତିଶଗଡ଼ ଖଗେଶ୍ୱର ରାଠିଆ।ପ୍ରତିବର୍ଷ ପରି ଚଳିତବର୍ଷ ଦୁର୍ଗା ପୂଜା ଉପଲକ୍ଷେ କୋମନା ଥାନା ତରବୋଡ ଗାଁରେ ହୋଇଥିଲା ଆନ୍ତଃ ରାଜ୍ୟ କବାଡି ଟୁର୍ଣ୍ଣାମେଣ୍ଟ। ଏଥିରେ ବିଭିନ୍ନ […]Continue Reading
ଭୁବନେଶ୍ୱର,୧୪/୧୦ : ଆଜି ମେଲାଣି ନେବେ ଜଗତ୍ଜନନୀ ମା’ ଦୁର୍ଗା। ପୁଣି ଆର ବରଷକୁ ଅପେକ୍ଷା କରିବେ ଭକ୍ତ। ମା’ଙ୍କ ଭସାଣି ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ବିଶେଷକରି ଟୁଇନ୍ ସିଟି ଭୁବନେଶ୍ବର-କଟକରେ ଭସାଣି ପାଇଁ କଟକଣା ଜାରି ହୋଇଛି। ଅପରାହ୍ନ ୩ଟାରୁ ଭସାଣି ଶେଷ ହେବା ଯାଏ ଏହି କଟକଣା ବଳବତ୍ତର ରହିବ।କୌଣସି ଯାନାବହନ ବାଣୀବିହାର ପଟୁ ରୁପାଲି ପଟକୁ ଯାଇପାରିବେ ନାହିଁ। କିଟ୍ ଛକ ପଟୁ ନାଲ୍କୋ ଛକ ଆଡ଼କୁ […]Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୧୪/୧୦ : ବଲାଙ୍ଗୀର ବନଖଣ୍ଡର ବଲାଙ୍ଗୀର ସଦର ରେଞ୍ଜ୍ ରେ ଆଜି ପୁଣି ଏକ ଦନ୍ତାହାତୀର ମୃତଦେହ ଠାବ କରାଯାଇଛି।ସୁଲିଆ ଓ ଭୀମଡୁଙ୍ଗୁରି ସଂରକ୍ଷିତ ଜଙ୍ଗଲରେ ପୁରୁଣାପାଣି ଗ୍ରାମ ନିକଟସ୍ଥ ସୁଲିଆ ଘାଟୀରେ ବନବିଭାଗ ଠାବ କରିଥିବା ଏହି ହାତୀଟିର ମୃତ୍ୟୁ ଦୁଇଦିନ ତଳେ ଘଟିଥିବା ଅନୁମାନ କରାଯାଉଛି।ଏହି ମୃତ ଅଣ୍ଡିରା ଦନ୍ତା ହାତୀଟିର ବୟସ ୪୫ ରୁ ୫୦ ବର୍ଷ ମଧ୍ୟରେ ହୋଇଥିବା ବନ ବିଭାଗ ଅନୁମାନରୁ ପ୍ରକାଶ।ତେଣୁ Continue Reading
ଯାଜପୁର,୧୨/୧୦ : ମଣ୍ଡପରୁ ଲୁଟିନେଲେ ମା’ଙ୍କର ୧୫ ଲକ୍ଷ ଟଙ୍କାର ସୁନା ଅଳଙ୍କାର। ଯାଜପୁର କୋରେଇ ଥାନା ବରୁଣ୍ଡେଇସ୍ଥିତ ବଙ୍ଗାଳୀ ସାହି ଦୁର୍ଗା ମଣ୍ଡପରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏନେଇ କୋରାଇ ଥାନାରେ ଅଭିଯୋଗ ହୋଇଛି।ଗତକାଲି ରାତିରେ ଭୋଜିଭାତ ସରିବା ପରେ କମିଟି ସଦସ୍ୟ ଓ ପୂଜକ ମନ୍ଦିର ଭିତରେ ଶୋଇଥିଲେ। ହଠାତ ରାତି ୨ଟା ବେଳେ ମନ୍ଦିର ମୁଖ୍ୟ ଦ୍ୱାର ଖୋଲାଥିବା ଦେଖିଥିଲେ କମିଟି ସଦସ୍ୟ ଓ ପୂଜକ। ପରେ ଜାଣିବାକୁ ପାଇଥିଲେ ମାଆଙ୍କର […]Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟପାରଳାଖେମୁଣ୍ଡି,୧୨/୧୦ : ସଖୀ ୱାନ ଷ୍ଟପ ସେଣ୍ଟର , ଗଜପତି ତରଫରୁ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ଉତ୍କଳ ବାଳାଶ୍ରମ, ପାରଳାଖେମୁଣ୍ଡି ସ୍ଥିତ ଉତ୍କଳ ବାଳାଶ୍ରମ ଠାରେ ଅନୁଷ୍ଠାନର ଶିଶୁ କନ୍ୟାମାନଙ୍କୁ ନେଇ ପାଳିତ ହୋଇଯାଇଛି। ।ଉକ୍ତ କାର୍ଯ୍ୟକ୍ରମରେ ସଖୀ ୱାନ ଷ୍ଟପ ସେଣ୍ଟର ର କେନ୍ଦ୍ର ପ୍ରଶାସିକା ଶ୍ରୀମତୀ ସୁନିତା ରଥ ଅଧ୍ୟକ୍ଷତା କରିଥିଲେ ।ଏହି କାର୍ଯ୍ୟକ୍ରମ ପ୍ରାରମ୍ଭ ରେ ଅତିଥି ମାନଙ୍କ ଦ୍ଵାରା ପ୍ରଦୀପ ପ୍ରଜ୍ଜଳନ Continue Reading
କଟକ ,୧୨/୧୦: ଆଜି ମଣ୍ଡପରେ ମହାମାୟାଙ୍କ ମହା ନବମୀ। ଦୁର୍ଗତୀନାଶିନୀଙ୍କ ଆବାହନରେ ପ୍ରକମ୍ପିତ ହେଉଛି ଗଗନ ପବନ। ଘଣ୍ଟ ଘଣ୍ଟା ଓ ଶଙ୍ଖ ଧ୍ୱନିରେ ଉଛୁଳି ପଡୁଛି ପରିବେଶ। ବ୍ରାହ୍ମଣଙ୍କ ମନ୍ତ୍ର ଉଚ୍ଚାରଣ ଓ ଚଣ୍ଡୀପାଠରେ ସୃଷ୍ଟି ହୋଇଛି ଭକ୍ତିମୟ ପରିବେଶ। ରାଜ୍ୟର ବିଭିନ୍ନ ପୂଜା ମଣ୍ଡପରେ ଦେବୀ ଦୁର୍ଗାଙ୍କ ମହାନବମୀ ପୂଜା ଆରମ୍ଭ ହୋଇଛି। ଅନ୍ୟପକ୍ଷରେ ଶକ୍ତିପୀଠରେ ଚାଲିଛି ମହାମାୟାଙ୍କ ଦଶମୀ ପୂଜା।ଶାରଦୀୟ ଦୁର୍ଗାପୂଜା ପାଇଁ ଚଳଚଂଚଳ ସିଲଭର ସିଟି କଟକ। Continue Reading
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୧୦/୧୦ : ଜଗତଜନନୀ ମାଆ ଦୁର୍ଗାଙ୍କ ଶାରଦୀୟ ପୂଜା। ମାଆ ଦୁର୍ଗାଙ୍କ ଆଗମନ ପାଇଁ ଉତ୍ସବମୂଖର ହୋଇଉଠିଛି ଗାଁ ଠୁ ସହର।ଗୁରୁବାର ଶକ୍ତିପୀଠ ମାନଙ୍କରେ ମା ଦୁର୍ଗାଙ୍କ ମହାଷ୍ଟମୀ ପୂଜା ଧୁମଧାମରେ ଅନୁଷ୍ଠିତ ହେଉଥିବାବେଳେ ମଣ୍ଡପ ଗୁଡିକରେ ଆରମ୍ଭ ହୋଇଛି ମହାସପ୍ତମୀ ପୂଜା। କନ୍ଧମାଳ ଜିଲ୍ଲାର ବାଲିଗୁଡା, କୋଟଗଡ, ଜି.ଉଦୟଗିରି, କ.ନୂଆଗାଁ, ରାଇକିଆ, ସମେତ ସମଗ୍ର ପୁରପଲ୍ଲୀ ଉତ୍ସବ ମୁଖର ହୋଇଉଠିଛି। ଗତ Continue Reading




