Home Archive by category Odisha News (Page 412)

Odisha News

Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୯/୧୦ : ସମଗ୍ର କନ୍ଧମାଳ ଜିଲ୍ଲାର ଦଶହରା ବଜାରରେ ଘୁରିବୁଲୁଛି ନକଲି ନୋଟ ଏହା ମଧ୍ୟରେ ସାମଗ୍ର କନ୍ଧମାଳ ଜିଲ୍ଲାର ଦଶହରା ମାର୍କେଟରେ କୋଟି କୋଟି ଟଙ୍କା ଛାଡିବାକୁ କଟକ ରୁ ଆସି କନ୍ଧମାଳ ଜିଲ୍ଲାର ପ୍ରତ୍ୟେକ ଅଞ୍ଚଳରେ ସେମାନେ ଯୋଜନା ଚଳାଇବା ସହ ଦଶହରାକୁ ଆସିଥିବା ଛୋଟ ଛୋଟ ଉଠା ଦୋକାନୀ ଙ୍କୁ ଟାର୍ଗେଟରେ ରଖିଥିବା ବିଷୟ ଶୁଣିବାକୁ ମିଳିଛି।କଟକ ଜଗତପୁର ଅଞ୍ଚଳର କିଛି ଯୁବକ କନ୍ଧମାଳ ଜିଲ୍ଲାର କିଛି Continue Reading
Odisha News
କଟକ, ୯/୧୦ : ଆଜି ଜଗତ ଜନନୀ ମା’ ଦୁର୍ଗାଙ୍କ ମହାଷଷ୍ଠୀ ପୂଜା। ରାଜ୍ୟର ବିଭିନ୍ନ ମଣ୍ଡପରେ ପୂଜା ପାଇବେ ଦୁର୍ଗତିନାଶିନୀ। ଜଗତଜନନୀ ମାଆ ଦୁର୍ଗାଙ୍କ ଆଗମନ ପାଇଁ ଚଳଚଞ୍ଚଳ ହୋଇଛି ଧରାପୃଷ୍ଠ। ଆଜି ପୀଠରେ ସପ୍ତମୀ ପୂଜା ହେଉଥିବା ବେଳେ ମଣ୍ଡପରେ ମହାଷଷ୍ଠୀ ପୂଜା ରହିଛି। ଏଥିପାଇଁ ସବୁଠି ସୃଷ୍ଟି ହୋଇଛି ଆଧ୍ୟାତ୍ମିକ ଓ ଉତ୍ସାହର ପରିବେଶ।ବିଲ୍ୱବରଣ ପରେ ମାଆଙ୍କୁ ଆବାହନ କରାଯାଇ ମଣ୍ଡପରେ ପୂଜା କରାଯିବ। ଏଥିପାଇଁ ରାଜଧାନୀ ଭୁବନେଶ୍ୱର ସମେତ କଟକ ଏବଂ Continue Reading
Odisha News Ollywood News
ନୂଆଦିଲ୍ଲୀ,୮/୧୦ : ଶ୍ରେଷ୍ଠ ଓଡ଼ିଆ ଚଳଚ୍ଚିତ୍ରଭାବେ ‘ଦମନ’ ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଗ୍ରହଣ କରିଛି । ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ସ୍ୱତନ୍ତ୍ର ସମାରୋହରେ ଚଳଚ୍ଚିତ୍ରର ପ୍ରଯୋଜକ ଏବଂ ଦୁଇ ନିର୍ଦ୍ଦେଶକ ଏହି ସମ୍ମାନ ଜନକୁ ପୁରସ୍କାର ଗ୍ରହଣ କରିଛନ୍ତି ।ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପ୍ରଯୋଜକ ଦୀପେନ୍ଦ୍ର ସାମଲ ଏବଂ ଦୁଇ ନିର୍ଦ୍ଦେଶକ ଦେବୀ ପ୍ରସାଦ ଲେଙ୍କା ଓ ବିଶାଲ ମୌର୍ଯ୍ୟେଙ୍କୁ ପୁରସ୍କାର ପ୍ରଦାନ କରିଛନ୍ତି ।ଜେପି ମୋସନ୍ Continue Reading
Odisha News
ମହେନ୍ଦ କୁମାର ଦର୍ଜିଙ୍କ ରିପୋର୍ଟ ବଲାଙ୍ଗୀର, ୮/୧୦ : ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ,ବଲାଙ୍ଗୀର ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଓ ଜିଲ୍ଲା ସମାଜ ମଙ୍ଗଳ ବିଭାଗ, ବଲାଙ୍ଗୀର ଆନୁକୁଲ୍ୟରେ ମହିଳା ଓ ଶିଶୁ ବିକାଶ ବିଭାଗ,ଓଡ଼ିଶା ସରକାରଙ୍କ ଦ୍ଵାରା ଆନ୍ତର୍ଜାତୀୟ ବାଳିକା ଦିବସ ଅନୁଷ୍ଟିତ ହୋଇ ଯାଇଛି।ଏହି ଅବସରରେ ସରକାରୀ ଟାଉନ ବାଳିକା ଉଚ୍ଚ ବିଦ୍ୟାଳୟ ଠାରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପର୍ଯ୍ୟନ୍ତ ୪୦୦ ଜଣ ଝିଅ ଏକ ରେଲୀ ମାଧ୍ୟମରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୧୦ : ମଙ୍ଗଳବାର ଦିନ ୧୧.୩୦ ମିନିଟ ସମୟରେ ବୌଦ୍ଧ ଜିଲ୍ଲାପାଳ ଶ୍ରୀଯୁକ୍ତ ସୁବ୍ରତ କୁମାର ପଣ୍ଡା ଅଚାନକ ବୌଦ୍ଧ ଡାକ୍ତରଖାନା ନିକଟରେ ଥିବା ଆହାର କେନ୍ଦ୍ର ଓ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ।ଆହାର କେନ୍ଦ୍ରରେ ପହଂଚି ଜିଲ୍ଲାପାଳ ଶ୍ରୀ ପଣ୍ଡା ଲୋକଙ୍କୁ ୫ ଟଙ୍କାରେ ଦିଆ ଯାଉଥିବା ଖାଦ୍ୟର ମାନ ପରୀକ୍ଷା କରିଥିଲେ ।ଆବଶ୍ୟକ ସ୍ଥଳେ ଖାଦ୍ୟର ପରିମାଣ ବ୍ରୁଦ୍ଧି କରି ପ୍ରତିଦିନ ୫୦୦ ଲୋକଙ୍କୁ Continue Reading
Odisha News
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୮/୧୦ : ବଲାଙ୍ଗୀର ଟିଟିଲାଗଡ଼ ରାସ୍ତା ମଠାଖାଇ ପାଖରେ ଥିବା ଅସୁର ଦୁଙ୍ଗୁରି ଜଙ୍ଗଲ ଭିତରେ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି।ହାତୀ ର ଗୋଟିଏ ଦାନ୍ତ ଗାୟବ୍ ଅଛି।ହାତୀ ମୃତ୍ୟୁ ର କାରଣ ଅସ୍ପଷ୍ଟ।ଶବ ବ୍ୟବଚ୍ଛେଦ ପରେ ଜଣା ପଡ଼ିବ ହାତୀ ମୃତ୍ୟୁ ର ରହସ୍ୟ।ହାତୀ ଦାନ୍ତ ତସ୍କରି ପାଇଁ ହତ୍ୟା କରାଯାଇଥିବା ସନ୍ଦେହ।ବଲାଙ୍ଗୀର ରେଞ୍ଜ ଅନ୍ତର୍ଗତ ମଠାଖାଇ ନିକଟ ଅସୁର ଦୁଙ୍ଗୁରି ଜଙ୍ଗଲ ମଧ୍ୟରୁ ଗୋଟିଏ Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି,୮/୧୦: ଗଜପତି ଜିଲ୍ଲା ଭାରତୀୟ ମଜଦୁର ସଂଘର ବାର୍ଷିକ ଅଧିବେଶନ ଆଜି ପାରଳାଖେମୁଣ୍ଡି ସହରର ଭଣ୍ଡାରୀସାହି ସ୍ଥିତ ଉତ୍କଳ ହିତୈଷିଣି ସମାଜ ସଭାଗୃହ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଭାରତୀୟ ମଜଦୁର ସଂଘର ଜିଲ୍ଲା ସଭାପତି ଶଙ୍କର ଚରଣ ଗୌଡଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ବିଏମ୍ଏସ୍: ର ରାଜ୍ୟ ସାଧାରଣ ସମ୍ପାଦକ ଶ୍ରୀ ପୃଥିବୀରାଜ ପଣ୍ଡା ଯୋଗ ଦେଇଥିଲେ।ଅନ୍ୟତମ ଅତିଥିଭାବେ ରାଜ୍ୟ ଉପସଭାପତି ତଥା ଅଲ୍ ଓଡିଶା Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୮/୧୦ : ବିରନରସିଂହପୁର, ବୌଦ୍ଧ ଠାରେ ବୌଦ୍ଧ ବନଖଣ୍ଡ ତରଫରୁ ୭୦ତମ ବନ୍ୟପ୍ରାଣୀ ସପ୍ତାହ ପାଳନ କରାଯାଇଛି ।ବନଖଣ୍ଡ ଅଧିକାରୀ ଶ୍ରୀ ଦେବପ୍ରିୟ କମ୍ପ ସଭାରେ ଅଧ୍ୟକ୍ଷତା କରି ବନ୍ୟପ୍ରାଣୀ ସଂରକ୍ଷଣରେ ଲୋକମାନଙ୍କର ଭୂମିକା ସମ୍ପର୍କରେ ଆଲୋଚନା କରିବା ସହ ବ୍ୟାପକ ସଚେତନତା ସୃଷ୍ଟି ଉପରେ ଗୁରୁତ୍ୱାରୋପ କରିଥିଲେ।ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲାପାଳ, ବୌଦ୍ଧ ଶ୍ରୀ ସୁବ୍ରତ କୁମାର ପଣ୍ଡା ଯୋଗ ଦେଇ ସହାବସ୍ଥାନ Continue Reading
Odisha News
ଭୁବନେଶ୍ୱର, ୮/୧୦: ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି । ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗର ପ୍ରାଇଭେଟ୍ ସେକ୍ରେଟାରୀ ରମେଶ ଚରଣ ଜେନାଙ୍କ ଭିଜିଲାନ୍ସ ସ୍କାନରକୁ ଆସିଛନ୍ତି ।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରମେଶ ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି । ଭୁବନେଶ୍ୱର ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି ।ମଙ୍ଗଳବାର ସକାଳୁ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ରମେଶଙ୍କ ଘରେ ପଶିଥିଲା । Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୮/୧୦: ପାରଳାଖେମୁଣ୍ଡି ଉପକଣ୍ଠସ୍ଥ ରାଜ ସିତାପୁରର ଆଲୁରି ନଗର ସ୍ଥିତ ସେଞ୍ଚୁରିଅନ୍ ବିଶ୍ୱବିଦ୍ୟାଳୟ ର ଏମ.ଏସ. ସ୍ୱାମୀନାଥନ କୃଷି ମହାବିଦ୍ୟାଳୟ ର କୃଷି ସମ୍ପ୍ରସାରଣ ଏବଂ ଶିକ୍ଷା ବିଭାଗ , ଆନୁକୂଲ୍ୟରେ ଗବେଷଣା ପ୍ରକାଶନରେ ସାଧୁତା ଉପରେ ଏକ କର୍ମଶାଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ବିଶ୍ୱବିଦ୍ୟାଳୟ ର କୁଳପତି ପ୍ରଫେସର ଡଃ ସୁପ୍ରିୟା ପଟ୍ଟନାୟକ , କୃଷି ମହାବିଦ୍ୟାଳୟ ର ଅଧକ୍ଷ Continue Reading