Home Archive by category Odisha News (Page 415)

Odisha News

Odisha News
ଭୁବନେଶ୍ୱର, ୫/୧୦: ଖାଇବା ଥାଳିରୁ ବାହାରିଲା ଝିଟିପିଟି ସହ ବିଛା। ଏଭଳି ଘଟଣା ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଂଜିନିୟରିଂ ହଷ୍ଟେଲରେ ଘଟିଛି। ଯାହା ପରେ ହଷ୍ଟେଲ ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା। ପୋଲିସ ପହଞ୍ଚି ବୁଝାସୁଝା କରିବା ପରେ ଉତ୍ତେଜନା ଥମିଥିଲା। ଶୁକ୍ରବାର ରାତିରେ ପିଲାମାନଙ୍କୁ ରାତି ଭୋଜନରେ ରୁଟି ସହ ଆଳୁ ତରକାରୀ ଦିଆଯାଇଥିଲା। ଖାଇବା ବେଳେ ତରକାରୀରୁ ବିଛା ଓ ମଲା ଝିଟିପିଟି ବାହାରିଥିଲା। ଯାହାକୁ ନେଇ ଉତ୍ତେଜନା ପ୍ରକାଶ Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୫/୧୦: ସାମାଜିକ ଦାୟିତ୍ଵବୋଧତା କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ତଥା ଆଞ୍ଚଳିକ ସ୍ତରରେ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ଯୋଗାଣ ପାଇଁ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ(ଟିପିଏନଓଡିଏଲ)କୁ “ବେଷ୍ଟ ହେଲ୍ଥ କେୟାର ଇନିସିଏଟିଭ ଇନ୍ ଦ ରିଜନ୍” ସମ୍ମାନରେ ସମ୍ମାନିତ କରାଯାଇଛି।ଭୁବନେଶ୍ବରରେ ଓଡିଶା ସିଏସଆର ଫୋରମ୍ ଦ୍ୱାରା ଆୟୋଜିତ ଏକ ସ୍ଵତନ୍ତ୍ର ଉତ୍ସବରେ ଟିପିଏନଓଡିଏଲକୁ ଏହି ସମ୍ମାନ ପ୍ରଦାନ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୫/୧୦ : ଜିଲ୍ଲାରେ ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଉଦବେଗଜନକ ପରିସ୍ଥିତି ଦେଖାଦେଇଛି ।ଜିଲ୍ଲାରେ ଶତକଡା ଶାଠିଏ ଭାଗ ପଦବୀ ଖାଲି ରହିଥିବାରୁ ପରିଚାଳନାରେ ସମସ୍ୟା ସୃଷ୍ଟି ହେଉଅଛି ।ଆଜି ରୋଗୀ କଲ୍ୟାଣ ସମିତିର ବୈଠକ ବିଧାୟକ ତଥା ମୁଖ୍ୟ ସଚେତକ ସରୋଜ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ସମସ୍ତ ବିଷୟ ଆଲୋଚନା ହୋଇଥିଲା । ବିଭିନ୍ନ ପଦବୀ ପୁରଣ ପାଇଁ ରାଜ୍ୟ ସରକାରଙ୍କ ଠାରେ ଉତ୍ ଥାପନ କରି ସମାଧାନ ପାଇଁ ପଦକ୍ଷେପ ନିଆଯିବ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା, ୪/୧୦: ମାଆ ଜଗତ ଜନନୀଙ୍କ ନବରାତ୍ର ପୂଜାର ଶୁକ୍ରବାର ଦ୍ୱିତୀୟ ଦିନରେ ବିଭିନ୍ନ ଦେବୀ ପୀଠରେ ଚାଲିଛି ପୂଜାର୍ଚ୍ଚନା । ଏହି ଅବସରରେ କନ୍ଧମାଳ ଜିଲ୍ଲା ବାଲିଗୁଡା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା\’ ପାଟଖଣ୍ଡା, ମା\’ବରାଳ ଦେବୀ ଓ ବନ୍ଧସାହିରେ ଠିକାଦାର ସଂଘ ପକ୍ଷରୁ ନବରାତ୍ର ପୂଜା ଚାଲିଛି କ୍ଷ ଶୁକ୍ରବାର ଦ୍ୱିତୀୟ ଦିନରେ ଦର୍ଶନ କରିବାକୁ ଭକ୍ତଙ୍କ ଗହଳି ଲାଗିଛି । ସେଥିପାଇଁ ସମଗ୍ର Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୪/୧୦: କୃଷକ ସଂଗଠନ ମାନଙ୍କ ସର୍ବଭାରତୀୟ ମଞ୍ଚ “ସଂଯୁକ୍ତ କିଶାନ୍ ମୋର୍ଚ୍ଚା” ପକ୍ଷରୁ ଆଜି ସର୍ବଭାରତୀୟ ପ୍ରତିବାଦ ଦିବସ ପାଳିତ ହୋଇଯାଇଛି ।ସଂଯୁକ୍ତ କିଶାନ୍ ମୋର୍ଚ୍ଚାର ସର୍ବଭାରତୀୟ କମିଟିର ଡାକରା ପରିପ୍ରେକ୍ଷିରେ ଆଜି ଗଜପତି ଜିଲ୍ଲା ଅନ୍ତର୍ଗତ କାଶୀନଗର ଠାରେ ବିଭିନ୍ନ କୃଷକ ସଂଗଠନ ମାନଙ୍କ ପକ୍ଷରୁ ଆୟୋଜିତ ପ୍ରତିବାଦରେ ବିଭିନ୍ନ ଗ୍ରାମର ଶତାଧିକ କୃଷକ ଯୋଗ ଦେଇଥିଲେ ।ଏଠାରେ ଉଲ୍ଲେଖଯୋଗ୍ୟ Continue Reading
Odisha News
ଭୁବନେଶ୍ୱର,୪/୧୦: ନିଲାମ ହେଲା ଅର୍ପଣ ଚାଉଳ। ପରିକ୍ରମା ପ୍ରକଳ୍ପବେଳେ ସଂଗୃହିତ ଅର୍ପଣ ଚାଉଳ ନିଲାମ ହେଲା।କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ। ଅର୍ପଣ ଚାଉଳ ନିଲାମ ନେଇ ସୂଚନା ଦେଲେ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ଆଜି ୧୦ ହଜାର ୩୨୨ କୁଇଣ୍ଟାଲ ଚାଉଳ ନିଲାମ ହେଲା। ୨ କୋଟି ୮୬ ଲକ୍ଷ ଟଙ୍କାରେ ସମୁଦାୟ ଚାଉଳ ନିଲାମ ହେଲା।ଦୀର୍ଘଦିନ ଧରି ଅର୍ପଣ ଚାଉଳକୁ ନେଇ ଲାଗିରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିବାକୁ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୪/୧୦ : ଉତ୍ତରାଞ୍ଚଳ ରାଜସ୍ୱ କମିଶନର ସଚିନ ରାମଚନ୍ଦ୍ରା ଯାଦବ ଦିନିକିଆ ବୌଦ୍ଧଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ରାଜସ୍ୱ କମିଶନର ଶ୍ରୀଯୁକ୍ତ ଯାଦବ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ଡାକି ସଂପୃକ୍ତ ବିଭାଗର କାର୍ଯ୍ୟ ସଂପର୍କରେ ପଚାରି ବୁଝିଥିଲେ ।ଉକ୍ତ ବିଭାଗ ଗୁଡିକର ଅଫିସ ରେଜିଷ୍ଟର ଗୁଡିକୁ ଦେଖିବା ସହିତ ବିଭିନ୍ନ ପରାମର୍ଶ Continue Reading
Odisha News
ବରଦା ଦାସଙ୍କ ରିପୋର୍ଟକଟକ, ୪/୧୦: ଗତକାଲି ଗାୟତ୍ରୀ ଦେବୀ ଙ୍କ ଆରାଧନା ଉପଲକ୍ଷେ ନବରାତ୍ର ୨ୟ ଦିବସରେ ବେପାରୀ ସାହି ବ୍ରହ୍ମା କୁମାରୀ ଇଶ୍ୱରିୟ ବିଶ୍ଵ ବିଦ୍ୟାଳୟରେ ସ୍ଵତନ୍ତ୍ର ସାମୁହିକ ଧ୍ୟାନ ସାଙ୍ଗକୁ ସତସଙ୍ଗ ସଭା ଅନୁଷ୍ଠିତ ହୋଇଯାଇଛି ।ବି କେ ଅରବିନ୍ଦ ନିମନ୍ତ୍ରିତ ବକ୍ତା ଭାବେ ଯୋଗ ଦେଇ ଗାୟତ୍ରୀ ଦେବୀ ଉପବେଶନ କରିଥିବା ପଦ୍ମ ଫୁଲ,ହଂସ ହାତରେ ଧରିଥିବା କମଣ୍ଡଳୁ, ବେଦ ପୁସ୍ତକ ର ତାତ୍ପଯ ସମ୍ପର୍କରେ କହିଥିଲେ । ଏହି ଆଶ୍ରମ ଶିବାଳୟରେ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୧୦: ଆଜି ଅପରାହ୍ନରେ ଖାଦ୍ୟ ଯୋଗଣ ଓ ଖାଉଟି ସରୁକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ପାତ୍ର ବୌଦ୍ଧ ଜିଲା ଗସ୍ତରେ ଆସି ପ୍ରଥମେ ପୁରଣାକଟକ ସ୍ଥିତ ପିଇଜି ଗୋଦାମ ଅଚାନକ ପରିଦର୍ଶନ କରି ନିମ୍ନମାନର ଚାଉଳ ଯୋଗାଣ ଓ ଓଜନରେ ଠକେଇ ନେଇ ତଦନ୍ତ କରିଥିଲେ ।ମନ୍ତ୍ରୀ ଶ୍ରୀ ପାତ୍ର କ୍ଷୁବ୍ଧ ହେବା ସହ ମିଲର୍ସଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦେଶ ଦେଇଥିଲେ । ଯେଉଁ ଅଧିକାରୀମାନେ ମିଲର୍ସ ମାନଙ୍କୁ Continue Reading
Odisha News
ଭୁବନେଶ୍ୱର,୩/୧୦ : ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ଓଡ଼ିଶାରେ ୬୯୬ କଲରାପତରିଆ ବାଘ ଥିବା ରିପୋର୍ଟରୁ ଜଣାପଡ଼ିଛି।ଏନ୍‌ଟିସିଏ ଦ୍ୱାରା ଫେବୃଆରୀରେ ପ୍ରକାଶିତ ରିପୋର୍ଟ ଅନୁସାରେ, ୨୦୨୨ରେ ରାଜ୍ୟରେ ୫୬୮ ଓ ୨୦୧୮ରେ ୭୬୦ କଲରାପତରିଆ ବାଘ ଥିଲେ।ତେବେ ପ୍ରଥମଥର ବନ ବିଭାଗ ପକ୍ଷରୁ ନିଜସ୍ବ କଲରାପତରିଆ ଗଣନା କରାଯାଇଛି। ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା କ୍ୟାମେରାରେ ଉଠିଥିବା ୨୮୪ଟି ବାଘର ଫଟୋ, ଫୁଟ୍ Continue Reading