Home Archive by category Odisha News (Page 416)

Odisha News

Odisha News
ଭୁବନେଶ୍ୱର,୪/୧୦: ନିଲାମ ହେଲା ଅର୍ପଣ ଚାଉଳ। ପରିକ୍ରମା ପ୍ରକଳ୍ପବେଳେ ସଂଗୃହିତ ଅର୍ପଣ ଚାଉଳ ନିଲାମ ହେଲା।କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ନିଲାମ ହେଲା ଅର୍ପଣ ଚାଉଳ। ଅର୍ପଣ ଚାଉଳ ନିଲାମ ନେଇ ସୂଚନା ଦେଲେ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ଆଜି ୧୦ ହଜାର ୩୨୨ କୁଇଣ୍ଟାଲ ଚାଉଳ ନିଲାମ ହେଲା। ୨ କୋଟି ୮୬ ଲକ୍ଷ ଟଙ୍କାରେ ସମୁଦାୟ ଚାଉଳ ନିଲାମ ହେଲା।ଦୀର୍ଘଦିନ ଧରି ଅର୍ପଣ ଚାଉଳକୁ ନେଇ ଲାଗିରହିଥିବା କଳ୍ପନାଜଳ୍ପନାର ଅନ୍ତ ଘଟିବାକୁ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୪/୧୦ : ଉତ୍ତରାଞ୍ଚଳ ରାଜସ୍ୱ କମିଶନର ସଚିନ ରାମଚନ୍ଦ୍ରା ଯାଦବ ଦିନିକିଆ ବୌଦ୍ଧଜିଲା ଗସ୍ତରେ ଆସି ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି । ରାଜସ୍ୱ କମିଶନର ଶ୍ରୀଯୁକ୍ତ ଯାଦବ ଜିଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିବା ପରେ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ଡାକି ସଂପୃକ୍ତ ବିଭାଗର କାର୍ଯ୍ୟ ସଂପର୍କରେ ପଚାରି ବୁଝିଥିଲେ ।ଉକ୍ତ ବିଭାଗ ଗୁଡିକର ଅଫିସ ରେଜିଷ୍ଟର ଗୁଡିକୁ ଦେଖିବା ସହିତ ବିଭିନ୍ନ ପରାମର୍ଶ Continue Reading
Odisha News
ବରଦା ଦାସଙ୍କ ରିପୋର୍ଟକଟକ, ୪/୧୦: ଗତକାଲି ଗାୟତ୍ରୀ ଦେବୀ ଙ୍କ ଆରାଧନା ଉପଲକ୍ଷେ ନବରାତ୍ର ୨ୟ ଦିବସରେ ବେପାରୀ ସାହି ବ୍ରହ୍ମା କୁମାରୀ ଇଶ୍ୱରିୟ ବିଶ୍ଵ ବିଦ୍ୟାଳୟରେ ସ୍ଵତନ୍ତ୍ର ସାମୁହିକ ଧ୍ୟାନ ସାଙ୍ଗକୁ ସତସଙ୍ଗ ସଭା ଅନୁଷ୍ଠିତ ହୋଇଯାଇଛି ।ବି କେ ଅରବିନ୍ଦ ନିମନ୍ତ୍ରିତ ବକ୍ତା ଭାବେ ଯୋଗ ଦେଇ ଗାୟତ୍ରୀ ଦେବୀ ଉପବେଶନ କରିଥିବା ପଦ୍ମ ଫୁଲ,ହଂସ ହାତରେ ଧରିଥିବା କମଣ୍ଡଳୁ, ବେଦ ପୁସ୍ତକ ର ତାତ୍ପଯ ସମ୍ପର୍କରେ କହିଥିଲେ । ଏହି ଆଶ୍ରମ ଶିବାଳୟରେ […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୧୦: ଆଜି ଅପରାହ୍ନରେ ଖାଦ୍ୟ ଯୋଗଣ ଓ ଖାଉଟି ସରୁକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ପାତ୍ର ବୌଦ୍ଧ ଜିଲା ଗସ୍ତରେ ଆସି ପ୍ରଥମେ ପୁରଣାକଟକ ସ୍ଥିତ ପିଇଜି ଗୋଦାମ ଅଚାନକ ପରିଦର୍ଶନ କରି ନିମ୍ନମାନର ଚାଉଳ ଯୋଗାଣ ଓ ଓଜନରେ ଠକେଇ ନେଇ ତଦନ୍ତ କରିଥିଲେ ।ମନ୍ତ୍ରୀ ଶ୍ରୀ ପାତ୍ର କ୍ଷୁବ୍ଧ ହେବା ସହ ମିଲର୍ସଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦେଶ ଦେଇଥିଲେ । ଯେଉଁ ଅଧିକାରୀମାନେ ମିଲର୍ସ ମାନଙ୍କୁ Continue Reading
Odisha News
ଭୁବନେଶ୍ୱର,୩/୧୦ : ରାଜ୍ୟର ପ୍ରଥମ କଲରାପତରିଆ ବାଘ ଗଣନା ରିପୋର୍ଟ ଗୁରୁବାର ପ୍ରକାଶ ପାଇଛି। ଓଡ଼ିଶାରେ ୬୯୬ କଲରାପତରିଆ ବାଘ ଥିବା ରିପୋର୍ଟରୁ ଜଣାପଡ଼ିଛି।ଏନ୍‌ଟିସିଏ ଦ୍ୱାରା ଫେବୃଆରୀରେ ପ୍ରକାଶିତ ରିପୋର୍ଟ ଅନୁସାରେ, ୨୦୨୨ରେ ରାଜ୍ୟରେ ୫୬୮ ଓ ୨୦୧୮ରେ ୭୬୦ କଲରାପତରିଆ ବାଘ ଥିଲେ।ତେବେ ପ୍ରଥମଥର ବନ ବିଭାଗ ପକ୍ଷରୁ ନିଜସ୍ବ କଲରାପତରିଆ ଗଣନା କରାଯାଇଛି। ରାଜ୍ୟର ବିଭିନ୍ନ ଜଙ୍ଗଲରେ ଲାଗିଥିବା କ୍ୟାମେରାରେ ଉଠିଥିବା ୨୮୪ଟି ବାଘର ଫଟୋ, ଫୁଟ୍ Continue Reading
Odisha News
ଭୁବନେଶ୍ୱର/ନୂଆଦିଲ୍ଲୀ,୩/୧୦: ଉତ୍କର୍ଷ ଓ କନ୍‌କ୍ଲେଭ ପାଇଁ ଦିଲ୍ଲୀ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ଓ୍ବାନ୍ ଟୁ ଓ୍ବାନ୍ ଆଲୋଚନା କରିଥିଲେ।ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଥିଲେ। ହାଇକମିଶନର, ବାଣିଜ୍ୟ କମିଶନର ଓ କୂଟନୀତିଜ୍ଞ ମଧ୍ୟ ଏହି ବୈଠକରେ ସାମିଲ ଥିଲେ। ତେବେ ଓଡ଼ିଶାରେ ପୁଞ୍ଜି ବିନିଯୋଗ ସୁଯୋଗ ନେଇ ମୁଖ୍ୟମନ୍ତ୍ରୀ ନିବେଶକଙ୍କ ସହ ଆଲୋଚନା ପରେ ବଡ଼ ସୂଚନା ଦେଇଛନ୍ତି।ମୁଖ୍ୟମନ୍ତ୍ରୀ Continue Reading
Odisha News
ନୟାଗଡ଼, ୩/୧୦ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡ଼ିରେ ପଶି ଲୁଟି ନେଲେ ୫ ଲକ୍ଷ ଟଙ୍କାର କେନ୍ଦୁପତ୍ର। ନୟାଗଡ଼ ଜିଲ୍ଲା ଦଶପଲ୍ଲା ବନ୍ୟଞ୍ଚଳ ସାକେଣି କେନ୍ଦୁ ପତ୍ର ଫଡ଼ିରେ ଏହି ଘଟଣା ଘଟିଛି। ଏନେଇ ଥାନାରେ ଅଭିଯୋଗ କରିଛନ୍ତି କର୍ମଚାରୀ।ଗତକାଲି ରାତିରେ ଏକ ପିକଅପ୍ ଭ୍ୟାନରେ ୧୦ ଜଣ ମୁଖା ପିନ୍ଧା ଦୁର୍ବୃତ୍ତ ଆସି ସାକେଣି କେନ୍ଦୁପତ୍ର ଫଡ଼ିରେ ପହଞ୍ଚିଥିଲେ। ଏହି ସମୟରେ ୮ରୁ ଅଧିକ କର୍ମଚାରୀ ସେଠାରେ କାମ କରୁଥିଲେ। ଦୁର୍ବୃତ୍ତମାନେ କେନ୍ଦୁପତ୍ର ଫଡ଼ିରେ Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ,୩/୧୦ : ବୌଦ୍ଧ ଟାଉନ ହଲଠାରେ ଜିଲ୍ଲା ସ୍ତରୀୟ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୫ତମ ଜନ୍ମ ଜୟନ୍ତୀ ଓ ଭୂତପୂର୍ବ ପ୍ରଧାନମନ୍ତ୍ରୀ ଶାନ୍ତିଦୂତ ଲାଲ ବାହାଦୁର ଶାସ୍ତ୍ରୀଙ୍କ ୧୨୦ତମ ଜନ୍ମ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି ।ଏହି ଉପଲକ୍ଷେ ଭୋର ଘ.୪.୩୦ମି. ସମୟରେ ଡାକବାଜି ଯନ୍ତ୍ରଦ୍ଵାରା ବୌଦ୍ଧ ସହର ଏବଂ ଲୋକକଳା ଗ୍ରାମ ନାରାୟଣନଗରରେ ରାମଧୂନ ପରିବେଷିତ ହୋଇଥିଲା ।ସକାଳ ୬ ଘଟିକାରେ ସମସ୍ତ ଶିକ୍ଷାନୁଷ୍ଠାନ Continue Reading
Odisha News
ସଞ୍ଜୟ କୁମାର ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨/୧୦: ମହାତ୍ମା ଗାନ୍ଧୀଙ୍କ ୧୫୫ ତମ ଜନ୍ମ ବାର୍ଷିକ ପାଳନ ଅବସରରେ କନ୍ଧମାଳ ଜିଲ୍ଲାର ବାଲିଗୁଡା ଠାରେ ସିଆର୍ ପିଏଫ୍ ୧୨୭ ବାଟାଲିୟନ ତରଫରୁ ସ୍ବଚ୍ଛତା ହିଁ ସେବା କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି ।ଏହି ଅବସରରେ ସିଆରପିଏଫ୍ ର ଜବାନ ମାନେ ବାଲିଗୁଡ଼ା ର ବସଷ୍ଟାଣ୍ଡ , ମନ୍ଦିର, ପାର୍କ ଏବଂ ଦୈନିକ ବଜାର ଅଞ୍ଚଳରୁ ପ୍ଲାଷ୍ଟିକ୍ ଏବଂ ଆବର୍ଜନା ସଫା କରି ହଟାଇଥିଲେ। ସିଆରପିଏଫ୍ ର ଦ୍ୱିତୀୟ କମାଣ୍ଡେଣ୍ଟ, Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨/୧୦: ୫୩ତମ କେନ୍ଦ୍ରୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ କ୍ରୀଡା ପ୍ରତିଯୋଗିତା ଉତ୍ତର ପ୍ରଦେଶର ଫରିଦାବାଦଠାରେ ଅନୁଷ୍ଠିତ ହୋଇଯାଇଛି ।ବୌଦ୍ଧ କେନ୍ଦ୍ରୀୟ ବିଦ୍ୟାଳୟରୁ ଆଞ୍ଚଳିକ ସ୍ତରରେ ଚୟନ ହୋଇ ଜାତୀୟସ୍ତର ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ନିମିତ୍ତ ଇଣ୍ଡିଆନ ରାଉଣ୍ଡରେ ତୀରନ୍ଦାଜୀ ସୂରଜ ମେହେର,କ୍ରୀଷ୍ଣାମୟୀ ମହାକୁଡ,ସନ୍ତୃପ୍ତି ସାହୁ, ସ୍ନିଗ୍ଧାରାଣୀ ଯାନୀ ଏବଂ କମ୍ପାଉଣ୍ଡ ରାଉଣ୍ଡରେ ଆଦିତ୍ୟ ଅଗ୍ରୱାଲ ଫରିଦାବାଦ Continue Reading