କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୮/୯ : ବଢିଗାଁ ଗ୍ରାମରେ ପହଞ୍ଚିଲା ପ୍ରବାସୀ ଶ୍ରମିକଙ୍କ ମୃତଦେହ, ପରିବାରବର୍ଗଙ୍କୁ ସମବେଦନା ଜଣାଇଲା ପ୍ରଶାସନ ଶୁକ୍ରବାର ସନ୍ଧ୍ୟା ୫. ୩୦ ମିନିଟ ସମୟରେ ଗୁଜୁରାଟ ରାଜ୍ୟର ସୁରଟ ଠାରେ ମୃତ୍ୟୁବରଣ କରିଥିବା ଶ୍ରମିକଙ୍କ ମୃତଦେହ ସମ୍ପର୍କୀୟଙ୍କ ସହାୟତାରେ ବଢିଗାଁ ଗ୍ରାମରେ ପହଞ୍ଚିଛି ।ମୃତ ଶ୍ରମିକ ବାବୁଲି ଜେନାଙ୍କ ମୃତଦେହ ନିଜ ଘରେ ପହଞ୍ଚିବା ପରେ ଗ୍ରାମରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ତାଙ୍କର ଶେଷ Continue Reading
Odisha News
ଭଦ୍ରକ,୨୮/୯: ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଛି। ଉତ୍ତ୍ୟକ୍ତ ଲୋକେ ପୋଲିସ ଉପରକୁ ପଥରମାଡ଼ କରିଛନ୍ତି। ଏଥିରେ ୨ ପୋଲିସ ଅଧିକାରୀ ଆହତ ହୋଇଥିବା ବେଳେ ଘଟଣାସ୍ଥଳକୁ ଯାଇଥିବା ତହସିଲଦାରଙ୍କ ଗାଡ଼ିକୁ ଭାଙ୍ଗି ଦେଇଛନ୍ତି ଉତ୍ତ୍ୟକ୍ତ ଲୋକେ। ସ୍ଥିତି ଅଣାୟତ୍ତ ହେବାରୁ ପୋଲିସ ଲାଠିଚାର୍ଜ କରିଛି।ଉତ୍ତେଜନା ପରେ ଆଇନଶୃଙ୍ଖଳା ପରିସ୍ଥିତିକୁ ଲକ୍ଷ୍ୟ କରି ଜିଲା ପ୍ରଶାସନ ପକ୍ଷରୁ Continue Reading
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୭/୯: ମାନ୍ୟବର ଓଡ଼ିଶା ରାଜ୍ୟ ଆଇନସେବା ପ୍ରାଧିକରଣ , କଟକ ଏବଂ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ଅଧ୍ୟକ୍ଷ ତଥା ଜିଲ୍ଲା ଦୌରାଜଜ ଶ୍ରୀ ପ୍ରଣବ କୁମାର ରାଉତରାୟଙ୍କ ନିର୍ଦ୍ଦେଶ କ୍ରମେ ଗଜପତି ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲା କୋର୍ଟ ଠାରେ ସୋସିଆଲ ମିଡ଼ିଆ ସୁରକ୍ଷା ଏବଂ ସାଇବର ଆଇନ ସମ୍ପର୍କିତ ଏକ ଆଇନ ସଚେତନତା ଶିବିର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଶିବିର Continue Reading
ଭୁବନେଶ୍ୱର,୨୭/୯ : ବରିଷ୍ଠ ଆଇପିଏସ୍ ଅରୁଣ ଷଡ଼ଙ୍ଗୀଙ୍କୁ ରାଜ୍ୟ ସରକାର ନୂଆ ନିଯୁକ୍ତି ଦେଇଛନ୍ତି । ଅରୁଣ ଷଡ଼ଙ୍ଗୀଙ୍କୁ ଓଡ଼ିଶା ଲୋକସେବା ଆୟୋଗ(ଓପିଏସସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ଏ ନେଇ ଶୁକ୍ରବାର ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ୬ ବର୍ଷ କିମ୍ବା ୬୨ ବର୍ଷ ବୟସ ପର୍ୟ୍ୟନ୍ତ ଏହି ପଦରେ ଅବସ୍ଥାପିତ ରହିବେ।ବରିଷ୍ଠ ଆଇପିଏସ୍ ଅରୁଣ ଷଡ଼ଙ୍ଗୀ ବର୍ତ୍ତମାନ ବିଜୁ ପଟ୍ଟନାୟକ ପୋଲିସ୍ ଏକାଡେମୀ ନିର୍ଦ୍ଦେଶକ Continue Reading
ଭୁବନେଶ୍ୱର,୨୭/୯: ଲୋକସେବା ଭବନରେ ଶୁକ୍ରବାର ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଛି। ଏହି ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଯୋଗ ଦେଇ ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ଗୁରୁତ୍ୱାରୋପ କରିଛନ୍ତି। ଆଜି ମୋହନ ସରକାରଙ୍କ ପ୍ରଥମ ଜିଲ୍ଲାପାଳ ସମ୍ମିଳନୀ।ସରକାରକୁ ଆସିବା ପରେ ପ୍ରଥମ ଥର ସବୁ ଜିଲାପାଳଙ୍କୁ ନେଇ ବୈଠକ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀ କହିଛନ୍ତି, ସରକାରଙ୍କ ଯୋଜନା ତୃଣମୂଳସ୍ତରରେ ପହଞ୍ଚାଇବା ଜିଲ୍ଲାପାଳଙ୍କ ଦାୟିତ୍ୱ Continue Reading
କୋରାପୁଟ, ୨୭/୯: ପୁଣି ଜଣେ ସରକାରୀ ଅଧିକାରୀ ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । କୋରାପୁଟ ଜିଲ୍ଲା କୁଣ୍ଡୁରା ବ୍ଲକ୍ ସହକାରୀ ଯନ୍ତ୍ରୀ ଶ୍ରୀମତି ଭାନୁମତି ଟୁଡୁଙ୍କୁ ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଧରିଛି ।ବ୍ଲକ କାର୍ଯ୍ୟାଳୟରେ ଅଭିଯୋଗକାରୀଙ୍କଠାରୁ ୫୦୦୦ ଟଙ୍କା ଲାଞ୍ଚ ମାଗିଥିଲେ ଏବଂ ପରେ ଏହାକୁ ଗ୍ରହଣ କରିଥିଲେ । ଏକ ବିଲ ପାସ କରାଇ ଦେବାକୁ ସେ ଏହି ଟଙ୍କା ନେଉଥିଲେ ବୋଲି ଜଣାପଡ଼ିଛି । ଧରାପଡ଼ିବା ପରେ ସହକାରୀ ଯନ୍ତ୍ରୀଙ୍କର Continue Reading
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୭/୯: ଆଜି ପୁରୁଣାକଟକ ପିଡବ୍ଲ୍ୱଡି ଡାକ ବଙ୍ଗଳାଠାରେ ବିଜୁ ଜନତାଦଳ ହରଭଙ୍ଗା ବ୍ଲକ ସାଙ୍ଗଠନିକ ବୈଠକ ବରିଷ୍ଠ ଓକିଲ ରବିଚନ୍ଦ୍ର ପ୍ରଧାନଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ପୂର୍ବତନ ମନ୍ତ୍ରୀ ତଥା ବାଚସ୍ପତି ପ୍ରଦୀପ କୁମାର ଅମାତ ବୌଦ୍ଧ ପର୍ଯ୍ୟବେକ୍ଷକ ଚିତ୍ତରଞ୍ଜନ କର୍ଣ୍ଣ ଜିଲ୍ଲାକାର୍ଯ୍ୟକାରୀ ସଭାପତି ସୁବୋଧ ପ୍ରଧାନ ବିସିସିବି ସଭାପତି ଅରୁଣ କୁମାର ପ୍ରଧାନ ସୀତାରାମ ଅଗ୍ରୱାଲ ଯୁବନେତା ଅବକାଶ Continue Reading
ମହେନ୍ଦ୍ର କୁମାର ଦର୍ଜିଙ୍କ ରିପୋର୍ଟବଲାଙ୍ଗୀର, ୨୭/୯ : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟ,ପ୍ରଜ୍ଞା ବିହାର,ବଲାଙ୍ଗୀର ଆନୁକୁଲ୍ୟରେ ନୂତନ ଶିକ୍ଷାନୀତି ସମ୍ପର୍କରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମ ରେ ବିଶ୍ଵବିଦ୍ୟାଳୟ ର କୁଳପତି ପ୍ରଫେସର ଉମାବଲ୍ଲଭ ମହାପାତ୍ର ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।ଏହି ଅବସରରେ ସେ ଜାତୀୟ ଶିକ୍ଷାନୀତି ର ମୌଳିକ ଦିଗ ଓ ସମକାଳୀନ ସ୍ଥିତିରେ ଏହାର ପ୍ରାସଙ୍ଗିକତା ସମ୍ପର୍କ ରେ ସବିସ୍ତୃତ ଆଲୋଚନା Continue Reading
ଭୁବନେଶ୍ୱର, ୨୭/୯ : ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଥିବା ଓଡ଼ିଶା ନର୍ସିଂ କର୍ମଚାରୀ ସଂଘ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ହୋଇଥିବା ଆଲୋଚନା ବିଫଳ ହୋଇଛି।ଏସ୍ମା ଲାଗୁ ସତ୍ତ୍ୱେ ଜିଦ୍ରେ ଅଟଳ ରହିଛନ୍ତି ନର୍ସିଂ ଅଫିସର। ଆଲୋଚନାକୁ ନେଇ ସଂଘ ସନ୍ତୁଷ୍ଟ ନ ଥିବା କହିଛି। ତେଣୁ ସରକାର ଉଚ୍ଚସ୍ତରୀୟ କମିଟି ଗଠନ କରି ଆଲୋଚନା କରିବାକୁ ଦାବି କରାଯାଇଛି।ଏଥିସହ ମୁଖ୍ୟମନ୍ତ୍ରୀ କିମ୍ବା ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଆଲୋଚନାକୁ ଆସିବାକୁ ସଂଘ ଆହ୍ବାନ କରିଛି। Continue Reading
ଭୁବନେଶ୍ୱର,୨୭/୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଗୁରୁବାର ପ୍ରବଳ ବର୍ଷା ହୋଇଛି। ଶୁକ୍ରବାର ମଧ୍ୟ କେତେକ ଜିଲାରେ ପ୍ରଳବ ବର୍ଷା ହେବା ସମ୍ଭାବନା ରହିଛି।ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଓଡ଼ିଶାର ଅଧିକାଂଶ ଜିଲାରେ ବର୍ଷା ହୋଇପାରେ। ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ସମେତ ୨୨ ଜିଲାର ବିଭିନ୍ନ ସ୍ଥାନରେ ୭ରୁ ୧୧ ସେ.ମି. ପର୍ଯ୍ୟନ୍ତ ବର୍ଷା ହେବାକୁ ଥିବାରୁ ସମ୍ପୃକ୍ତ Continue Reading




