Home Archive by category Odisha News (Page 421)

Odisha News

Odisha News
ଗଜପତି, ୨୬/୯ : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ନୂଆ ବସଷ୍ଟାଣ୍ଡ ଠାରେ ପାରଳାଖେମୁଣ୍ଡି ପୌର ପରିଷଦ ପକ୍ଷରୁ “ସ୍ୱଚ୍ଛତା ହିଁ ସେବା” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।ଏହି ଅବସରରେ ପୌର ପରିଷଦର ନିର୍ବାହୀ ଅଧିକାରୀ ଶ୍ରୀ ଗୌରଚନ୍ଦ୍ର ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଏହି “ସ୍ୱଚ୍ଛତା ହିଁ ସେବା” କାର୍ଯ୍ୟକ୍ରମରେ ଉପାଧ୍ୟକ୍ଷଙ୍କ ସମେତ ପୌର ପରିଷଦର ସମସ୍ତ ଅଧିକାରୀ , ଇଞ୍ଜିନିୟର , Continue Reading
Odisha News
ସଞ୍ଜୟ ପାଣିଗ୍ରାହୀଙ୍କ ରିପୋର୍ଟବାଲିଗୁଡା,୨୬/୯ : ୧୦ଦଫା ଦାବୀ ନେଇ ବାଲିଗୁଡା ଉପଖଣ୍ଡର ନର୍ସିଂକର୍ମଚାର ଦୁଇଦିନ ଧରି ମର୍ମଘଟରେ ବସିଛନ୍ତି ।ଏହି ଦଶଦଫା ଦାବୀ ଗୁଡିକ ହେଲା ୨୦୧୩ ମସିହା ପୁର୍ବରୁଥିବା ୬ବର୍ଷଚୁକ୍ତିଭିତିକଅବଧିମୁଳ ଚାକିରିରେ ମିଶାଇବା ,ସିଏଚହୋପୋଷ୍ଟେରେ ନର୍ସି ଅଫିସର ମାନଙ୍କ ପ୍ରତି ହେଉଥିବା ଅତ୍ୟାଚାର ଆଉ ଚଳିବ ନାହିଁ,ଅବଶିଷ୍ଟ ନର୍ସି ଅଫିରମାନଙ୍କୁ ତୁରନ୍ତ ନିୟମିତ କରିବା,କେବିକେ ଆଲୋଉନସ,ପ୍ରସ୍ତାବିତ ଡ୍ରେସକୋଡ ଲାଗୁ Continue Reading
Odisha News
ଭୁବନେଶ୍ୱର,୨୬/୯: ଗୀତ ଚୋରି ଅଭିଯୋଗରେ ସାଇବର ଥାନାର ଦ୍ୱାରସ୍ଥ କଣ୍ଠଶିଳ୍ପୀ ପମି ମିଶ୍ର। ତାଙ୍କର ୧୪ ବର୍ଷ ପୁରୁଣା ଗୀତ ଚୋରି ନେଇ ପ୍ରଯୋଜନା ସଂସ୍ଥା ନାଁରେ ସେ ଅଭିଯୋଗ କରିଛନ୍ତି। ସାଇ ସାଗର କ୍ରିଏସନ୍ ଓ ପବିତ୍ର ଏଣ୍ଟରଟେନମେଣ୍ଟ ନାଁରେ ଏହି ଅଭିଯୋଗ କରାଯାଇଛି।ପମିଙ୍କ ଅନୁଯାୟୀ, ତାଙ୍କ ଗୀତକୁ ନିଜର ବୋଲି ଦାବି କରି ପ୍ରଡକ୍ସନ୍ ହାଉସ୍ ଭଲ ଟଙ୍କା ଆୟ କରିଛି। ସମ୍ପୃକ୍ତ ସଂସ୍ଥା ତାଙ୍କର ଏହି ଗୀତକୁ ସୋସିଆଲ ମିଡିଆରୁ ଡାଉନଲୋଡ୍ କରି […]Continue Reading
Odisha News
ସୁଦାମ ପାତ୍ରଙ୍କ ରିପୋର୍ଟବାଲେଶ୍ଵର, ୨୬/୯: କୁଶଳୀ ହେବେ ଆଇଟିଆଇ ଛାତ୍ରଛାତ୍ରୀ। ବଢିବ ଟିପିଏନଓଡିଏଲ କର୍ମଚାରୀଙ୍କ ଦକ୍ଷତା। ସୁରକ୍ଷା ପଦ୍ଧତି ଏବଂ କାର୍ଯ୍ୟ ପ୍ରଣାଳୀ ସମ୍ପର୍କିତ ତାଲିମ ପାଇଁ ଟାଟା ପାୱାର ଓ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପିଏନଓଡିଏଲ ପକ୍ଷରୁ ମୟୂରଭଞ୍ଜ ଜିଲ୍ଲା ସ୍ଥିତ ବେତନଟୀରେ ନୂତନ କୌଶଳ ବିକାଶ କେନ୍ଦ୍ରର ଲୋକାର୍ପଣ କରାଯାଇଛି।ଏହି କୌଶଳ ବିକାଶ କେନ୍ଦ୍ର ଟିପିଏନଓଡିଏଲର କର୍ମଚାରୀଙ୍କ ଦକ୍ଷତା ବିକାଶ କରିବା ସହିତ ବିଏ Continue Reading
Odisha News
କଟକ , ୨୬/୯ : ଆସୁଛି ପାର୍ବଣ ଋତୁ। ଜମିବ ପୂଜା। ହେଲେ ଏହି ପାର୍ବଣ ଋତୁରେ ଲାଗିଛି ବଡ଼ ଝଟ୍‌କା। କାରଣ ଦଶହରା ଉତ୍ସବକୁ ନେଇ ଆଜି ହାଇକୋର୍ଟ ଦେଇଛନ୍ତି କଡ଼ା ନିର୍ଦ୍ଦେଶ। ରାସ୍ତା ଉପରେ ତୋରଣ ନିର୍ମାଣକୁ ବାରଣ କରିଛନ୍ତି କୋର୍ଟ। ରାସ୍ତା ଉପରୁ କେବୁଲ ଓ ତାର ହଟାଇବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ କଟକ ସହରର ରାସ୍ତାଘାଟ ଅବସ୍ଥାକୁ ନେଇ ହାଇକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି। ୫ ତାରିଖ ସୁଦ୍ଧା ରାସ୍ତା […]Continue Reading
Odisha News
ଭୁବନେଶ୍ୱର, ୨୬/୯ : ବିଶ୍ୱରେ ଆଦର୍ଶରେ ଚାଲୁଥିବା ଗୋଟିଏ ମାତ୍ର ଦଳ ହେଉଛି ବିଜେପି । ଏକମାତ୍ର କ୍ୟାଡର୍ ପାର୍ଟି, ଯାହାର ସଦସ୍ୟତା ପ୍ରଣାଳୀ ସବୁଠୁ ସ୍ୱଚ୍ଛ। ଏଠି ନେତାର ପୁଅ ନେତା ହୁଏନି, ଗ୍ରାଉଣ୍ଡରୁ ଆସୁଥିବା ବ୍ୟକ୍ତି ନେତା ହୁଏ। ଆଜି କିଛି ଏଭଳି ଭାବେ ଦଳୀୟ ନେତା ଓ କର୍ମୀଙ୍କୁ ସମ୍ବୋଧନ କରିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଭୁବନେଶ୍ୱର ଗସ୍ତ କରି ଦଳର ସଦସ୍ୟତା ଅଭିଯାନକୁ ବ୍ୟାପକ କରିଛନ୍ତି। ଏହି ଅବସରରେ […]Continue Reading
Odisha News
ଭୁବନେଶ୍ୱର,୨୬/୯: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗିରହିଛି। ବୁଧବାର ଭବାନୀପାଟଣାରେ ସର୍ବାଧିକ ୧୫୫ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ଗୁରୁବାର ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଘଡଘଡ଼ି ସହ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି।ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଲାଗି ରହିଛି । କେତେକ ଅଞ୍ଚଳରେ କମରୁ ମଧ୍ୟମ ବର୍ଷା ହେଉଥିବାବେଳେ ଅନ୍ୟ କିଛି ସ୍ଥାନରେ ଲଗାତାର ପ୍ରବଳ ବର୍ଷା Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୬/୯ : ଆଜି ଗଜପତି ଜିଲ୍ଲାର ପାରଳାଖେମୁଣ୍ଡି ଠାରେ ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ରର ୫୬ ତମ ଶିଶୁକୁ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶ ପୋଷ୍ୟ ସନ୍ତାନ ଭାବେ ଆନ୍ଧ୍ର ପ୍ରଦେଶ ରାଜ୍ୟର ଏକ ଦମ୍ପତ୍ତିଙ୍କୁ ହସ୍ତାନ୍ତର କରିଛନ୍ତି।ସୁଚନା ପ୍ରକାରେ ଆଜକୁ ପ୍ରାୟ ୫ ମାସ ତଳେ ଉକ୍ତ ଶିଶୁଟିକୁ ରାୟଗଡ଼ ଅଞ୍ଚଳରୁ ଅସହାୟ ଅବସ୍ଥାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍ ଏବଂ ସ୍ବତନ୍ତ୍ର ପୋଷ୍ୟ ସନ୍ତାନ ଗ୍ରହଣ କେନ୍ଦ୍ର […]Continue Reading
Odisha News
କମ୍ଭୁଧର କ୍ଷେତିଙ୍କ ରିପୋର୍ଟବୌଦ୍ଧ, ୨୫/୯ : ପ୍ରବଳ ବର୍ଷା ସତ୍ୱେ ୪୦୦ ରୁ ଉର୍ଧ ପିଲାଙ୍କ ଯୋଗଦାନ, ୨୩ ଟି କମ୍ପାନୀ ଦ୍ୱାରା ୧୫୯ ଜଣଙ୍କୁ ପ୍ରତକ୍ଷ ନିଯୁକ୍ତି ଓ ୧୨୦ ଜଣଙ୍କୁ ପ୍ରଶିକ୍ଷଣ ସହ ନିଯୁକ୍ତି ।ପ୍ରତିବର୍ଷ ଭଳି ଏହି ବର୍ଷ ମଧ୍ୟ ରାଜ୍ୟ ସରକାର ଙ୍କ ତରଫ ରୁ ବୌଧ ଜିଲ୍ଲା ପ୍ରଶାସନ ଓ ଜ଼ିଲ୍ଲା ଦକ୍ଷତା ବିକାଶ ତଥା ନିୟୋଜନ କାର୍ଯ୍ୟାଳୟ ର ମିଳିତ ଆନୁକୂଲ୍ୟ ରେ ଆଜି ତା ୨୫.୦୯.୨୪ ରିଖ […]Continue Reading
Odisha News
ଗଣେଶ କୁମାର ରାଜୁଙ୍କ ରିପୋର୍ଟଗଜପତି, ୨୫/୯: ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳଙ୍କ କାର‌୍ୟ୍ୟାଳୟ ଠାରେ ଜିଲ୍ଲାପାଳ ଶ୍ରୀ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ଭଲିବଲ ପ୍ରତିଯୋଗିତା ଅନୁଷ୍ଠିତ କରିବା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ପ୍ରତିଯୋଗିତା ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଆୟୋଜିତ ହେବ ଆସନ୍ତା ଅକ୍ଟୋବର ୬ ତାରିଖ ଠାରୁ ୯ ତାରିଖ ପର୍ଯ୍ୟନ୍ତ ଗଜପତି ଷ୍ଟାଡିୟମ୍ ଠାରେ ଚାରି ଦିନ Continue Reading